Advertisment

Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୨୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୮୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ […]

ଅଦ୍ୟତନ ହୋଇଛି
Coronavirus Odisha News: ଦିନକରେ ୪,୨୩୭ କରୋନା ଆକ୍ରାନ୍ତ‌ ଚିହ୍ନଟ

corona test

Advertisment

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୩୭ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୭୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

Corona Updates In Odisha:

ଚିହ୍ନଟ ନୂଆ ୪,୨୩୭ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୮୫ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୯୨,୫୪୮ରେ ପହଞ୍ଚିଛି।

Advertisment

publive-image

publive-image

publive-image

Coronavirus Odisha News Corona Updates In Odisha
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ