ଦିନକରେ ଓଡ଼ିଶାରେ ୪,୨୪୧ କରୋନା ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୪୭
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୨୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୪,୨୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୩୯ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ରେ ପହଞ୍ଚିଛି।
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୨୪୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
Corona Updates In Odisha:
ଚିହ୍ନଟ ନୂଆ ୪,୨୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୨ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୭୩୯ ରହିଛି।
ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ରେ ପହଞ୍ଚିଛି।