• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Boby Das Quarters
ବବିଙ୍କ କ୍ୱାର୍ଟର୍ସରେ GA ଅଧିକାରୀ, କହିଲେ ବେଆଇନ ନିର୍ମାଣ ହୋଇଥିଲେ କାର୍ଯ୍ୟାନୁଷ୍ଠାନ

ଲୁଚି ଛପି କିଛି ବ୍ୟକ୍ତି ଏହି କ୍ବାର୍ଟର୍ସ ଭିତରେ ହୋଇଥିବା ନିର୍ମାଣକୁ ଭାଙ୍ଗିବାରେ ଲାଗିଛନ୍ତି। ତେବେ କାହିଁକି ଓ କିଏ ଏହାକୁ ଭାଙ୍ଗୁଛି ସେଥିପାଇଁ କୌଣସି ସ୍ପଷ୍ଟ ସୂଚନା ମିଳିପାରିନି।

Sarapancha
ଦୁର୍ଭାଗ୍ୟ ! ଓଡ଼ିଆ ଅକ୍ଷର ପଢ଼ିପାରୁନଥିବାରୁ ଗଲା ସରପଞ୍ଚ ପଦବୀ

କୁନ୍ତଳା ହାଇକୋର୍ଟରେ ପହଞ୍ଚିଥିଲେ ବି ନିଜକୁ ପାଠ ପଢୁଆ ସାବ୍ୟସ୍ଥ କରିପାରିନଥିଲେ।

 Fraud Post Master
ଜମାକରୀଙ୍କ ଟଙ୍କା ନେଇ ପୋଷ୍ଟ ମାଷ୍ଟର କୁନ୍ତିଲତା ଫେରାର

ଏହାପରଠୁ କୁନ୍ତିଲତା ଗଞ୍ଜୁ ଫେରାର ହୋଇ ଯାଇଛନ୍ତି। ତାଙ୍କୁ ନ ପାଇ ଉତ୍ତ୍ୟକ୍ତ ଜମାକାରୀ ଟଙ୍କା ଫେରସ୍ତ ଦାବିରେ ସ୍ଥାନୀୟ ଜମାକାରୀ ଡାକ ବିଭାଗ ଅଧିକାରୀଙ୍କୁ ବହୁ ଘଣ୍ଟା ଧରି ଅଟକ ରଖିଥିଲେ l

Ratha Jatra
ସମୟ କମ୍ ଥିବାରୁ ଏଥର ପହଣ୍ଡି ଟିକେଟ୍‌ ବି ହେବନି, ଶ୍ରୀମନ୍ଦିରରେ ପ୍ରବେଶ ମନା..!

ସକାଳ ୭ଟା ରୁ ୮ଟା ୩୦ ମଧ୍ୟରେ ସକାଳ ଧୂପ ପାଇଁ ନୀତି ନିର୍ଘଣ୍ଟ ହୋଇଥିବା ବେଳେ ରଥ ଆଜ୍ଞାମାଳ ବିଜେ ସକାଳ ୮ଟା ୪୫ରେ ଅନୁଷ୍ଠିତ ହେବ।

Subhadra Yojana
ଅପେକ୍ଷା କର, ‘ସୁଭଦ୍ରା’ ଯୋଜନାକୁ ନେଇ ଭ୍ରମିତ କର ନାହିଁ: ପ୍ରଭାତୀ ପରିଡ଼ା

ସୁଭଦ୍ରା ଯୋଜନା ସଂପର୍କରେ କୌଣସି ଭ୍ରମିତ ଖବର ଦେଖାନ୍ତୁ ନାହିଁ । କିଛି ପ୍ରମୁଖ ଗଣମାଧ୍ୟମରେ ମିଛ ଖବର ବୁଲୁଛି । ତାହା ଠିକ ନୁହେଁ ।

Weather
ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ, ୨୯ ତାରିଖ ପର୍ଯ୍ୟନ୍ତ ପ୍ରବଳ ବର୍ଷା

ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ । ଏହା ପ୍ରଭାବରେ ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ ।

Bobby Das
ଘର ଭାଙ୍ଗିବା ପରେ ମୁହଁ ଖୋଲିଲେ ବବି: ‘ସେଠି ସେଭଳି କୌଣସି ବିରାଟ ନିର୍ମାଣ କାର୍ଯ୍ୟ ହୋଇନି’

ଭଙ୍ଗା ଚାଲିଛି ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଓରଫ୍ ବବି ଦାସଙ୍କ ସରକାରୀ ଘର ।

Odisha Politics
ବବିଙ୍କ ସରକାରୀ ଘରେ ଭଙ୍ଗାରୁଜା, ଅଣ୍ତରଗ୍ରାଉଣ୍ତରେ ଚାଲିଥିଲା କ'ଣ ?

ବିଜେଡି ନେତା ବବି ଦାସଙ୍କ ସରକାରୀ ଘରେ ଭଙ୍ଗାରୁଜା ଚାଲିଛି । ତେବେ କାହିଁକି ଭଙ୍ଗାରୁଜା ଚାଲିଛି ଏବଂ ଅଣ୍ଡରଗ୍ରାଉଣ୍ଡରେ କ’ଣ ଚାଲିଥିଲା, ସେ ନେଇ ଖୋଳତାଡ଼ ଚାଲିଛି।

couple gets married in police station
ଥାନାରେ ବିବାହ କଲେ ପ୍ରେମୀଯୁଗଳ; ଅତିଥି ସାଜିଲେ ଥାନା କର୍ମଚାରୀ

ଥାନାରେ ବାହାଘର ହୋଇଛି। ଅତିଥି ସାଜିଛନ୍ତି ଥାନା କର୍ମଚାରୀ। ବର କନିଆକୁ ମଙ୍ଗଳ ସୁତ୍ର ପିନ୍ଧାଇବା ସହ ସାତ ଜନ୍ମର ସାଥୀ ହେବା ନେଇ ପ୍ରତିଶ୍ରୁତି ଦେଇଛି।

Panchang
Panchang Today 25th June 2024: ଆଜିର ପଞ୍ଚାଙ୍ଗ, ଶୁଭ ମୁହୂର୍ତ୍ତ ଦେଖି ନୂତନ କାର୍ଯ୍ୟ ଆରମ୍ଭ କରନ୍ତୁ...

ସୌର ମିଥୁନ ମାସ ଆଷାଢ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ମଙ୍ଗଳବାର । ଚନ୍ଦ୍ର- ମକର ରାତ୍ରି ୦୧.୪୯ ଗତେ କୁମ୍ଭ । ତିଥି- ୪ର୍ଥୀ ରାତ୍ରି ୧୧.୧୧ ଗତେ ୫ମୀ । ଘାତଚନ୍ଦ୍ର- ସିଂହ ରାଶିର , ରାତ୍ରି -୧.୪୯ ଗତେ ମିଥୁନ ଓ ମୀନ ରାଶିର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୧ ପାଦ-କୃଷିହାନି-ଭୂମିଦାନ ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 25 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Tuesday, 25 June 2024
Odisha Politics BJD
ସମଦୂରତାରୁ ସିଧା ବିରୋଧୀ ! ଏଥର ଦିଲ୍ଲୀରେ କେନ୍ଦ୍ର ସରକାରଙ୍କୁ ଟାର୍ଗେଟ୍ କରିବ BJD

ଲୋକସଭାରେ ସଂଖ୍ୟା ଶୂନ ପରେ ବିଜେଡିକୁ ଭରସା ରାଜ୍ୟସଭା । ଓଡ଼ିଶା ସ୍ୱାର୍ଥ ଲଢେଇ ପାଇଁ ନବୀନ ନିବାସରେ ରଣନୀତି ।

Paddy Mill
ମହାଘୋଟାଲା ପାଇଁ ଚାଲିଛି କି ମସୁଧା!! ଧାନ ସଂଗ୍ରହ ନାଁରେ ଦୁର୍ନୀତି ଷଡ଼ଯନ୍ତ୍ରର ଗନ୍ଧ

ଧାନ ବିକ୍ରି ନାଁରେ ଦୁର୍ନୀତି ପାଇଁ ହୋଇଥିଲା କି ବଡ଼ ଷଡ଼ଯନ୍ତ୍ର? ନିଜ ଜିଲ୍ଲା କିମ୍ବା ପଡ଼ୋଶୀ ଜିଲ୍ଲାର ମିଲରଙ୍କ ବଦଳରେ ଦୂର ଜିଲ୍ଲାର ମିଲ୍ ମାଲିକଙ୍କୁ ଧାନ କିଣା ପାଇଁ ଚୁକ୍ତି କରି କୋଟି କୋଟି ଟଙ୍କାର ମହାଘୋଟାଲା ପାଇଁ କରାଯାଉଥିଲା କି ଫନ୍ଦି ?

KISS
ରାଜଧାନୀରେ ୧୦ ଏକର ଜମିକୁ ୨୫ ଲକ୍ଷ ! ଜଙ୍ଗଲ ଜମି ହାତେଇଛି KISS...

କିଏ ସାରିଥିଲେ ରେଗୁଲାରାଇଜେସନ ପ୍ରକ୍ରିୟା, ଉଠିଲା ପ୍ରଶ୍ନ । କିସମ ପରିବର୍ତ୍ତନ ପ୍ରକ୍ରିୟାରେ ରୋକ୍ ଲଗାଇଲେ କେନ୍ଦ୍ରମନ୍ତ୍ରୀ ।

Olive Ridley
କୁଆଡ଼େ ଗଲେ ଅଲିଭ ରିଡଲେ; ଲକ୍ଷ ଲକ୍ଷ ସଂଖ୍ୟାରେ ଆସୁଥିଲେ, ଏବର୍ଷ ହାତ ଗଣତି

ବିରଳ ଅଲିଭ ରିଡଲେ କଇଁଛଙ୍କ ଅନ୍ତୁଡିଶାଳ ଗଞ୍ଜାମ ଜିଲ୍ଲାର ଋଷିକୁଲ୍ୟା ମୁହାଁଣ । ପ୍ରତିବର୍ଷ ଏଠାକୁ ଆସନ୍ତି ଲକ୍ଷାଧିକ କଇଁଛ ।

Price Hike
ପରିବା ଦର ଆକାଶ ଛୁଆଁ, କଲବଲ ଖାଉଟି; ହୁ ହୁ ହୋଇ ବଢ଼ୁଛି ଦର, ୫୦୦ ଟଙ୍କାରେ ପୂରୁନି ବ୍ୟାଗ୍

ପରିବା କିଣି ଗଲେ ମରିବା ଭଳି ଲାଗୁଛି । ହାଟରେ ଯେଉଁ ପରିବାକୁ ବି ଛୁଇଁଲେ ଦାମ୍ ୫୦, ୬୦ ନହେଲେ ୮୦ରୁ ୧୦୦ ଟଙ୍କା ।

Bhubaneswar Drain
ପ୍ରତିବର୍ଷ ସମାନ ଅବସ୍ଥା, ବର୍ଷା ଆସିବା ମାତ୍ରେ ବାହାରୁଛି ଡ୍ରେନେଜ୍ ସମସ୍ୟା

ପ୍ରତିବର୍ଷ ବର୍ଷା ଯୋଗୁଁ ରାଜଧାନୀରେ ଡ୍ରେନେଜ୍ ସମସ୍ୟା ଉପୁଜୁଛି । ଏହାକୁ ଦୃଷ୍ଟିରେ ରଖି ଆକ୍ସନ ପ୍ଲାନ ପ୍ରସ୍ତୁତ କରିଛି ବିଏମସି ।

Fraud
ଧରମ ଭାଇ କରି ୪୦ ଲକ୍ଷ ଠକି ନେଲା ଧରମ ଭଉଣୀ !

ଶେଷରେ ପାଟକୁରା ପୋଲିସ ଉଭୟ ଠକ ଦଂପତି ବୀଣା ମିଶ୍ର ଓ ବିଭୁ ମିଶ୍ରକୁ ଗିରଫ କରିଛି।

  • Monday, 24 June 2024
  • Fraud
Sambalpur Jundice
ଡିପ୍‌ଥେରିଆ ପରେ ଏବେ ଡରାଇଲାଣି ଜଣ୍ଡିସ୍, ବଢ଼ୁଛି ଆକ୍ରାନ୍ତଙ୍କ ସଂଖ୍ୟା

ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ମଧ୍ୟ ସ୍ଥିତିର ସମୀକ୍ଷା କରିଛନ୍ତି । କହିଛନ୍ତି କିଭଲି ଲୋକଙ୍କ ପାଖରେ ଭଲ ପାଣି ପହଞ୍ଚିବ ସେଥିପାଇଁ ସମ୍ବଲପୁର ମୁନସିପାଲଟିକୁ ନିର୍ଦ୍ଦେଶ ଦିଆଯାଇଛି ।

Mati Mafia
ରାଜଧାନୀରେ ମାଟି ମାଫିଆଙ୍କ ରାଜ୍, ଜଙ୍ଗଲରୁ ଉଠାଯାଉଛି ବେଆଇନ ଭାବେ ମାଟି

ରାଜଧାନୀରେ ମାତିଛନ୍ତି ମାଟି ମାଫିଆ । ମଳିପଡ଼ା ପଞ୍ଚାୟତର ଗୋଠପାଟଣା ଜଙ୍ଗଲ ଜମିରୁ ବେଆଇନ ଭାବେ ମାଟି ଉଠା ଯାଉଥିବା ଅଭିଯୋଗ କରିଛନ୍ତି ସ୍ଥାନୀୟ ଗ୍ରାମବାସୀ ।

Ratha Jatra
୧୯୭୧ ଭଳି ଏଥର ରଥଯାତ୍ରା, ଦିନ ୧.୧୦ରେ ହେବ ପହଣ୍ଡି

ଦିନ ୧୧ଟାରେ ରଥ ପ୍ରତିଷ୍ଠା ପରେ ଦିନ ଗୋଟାଏ ୧୦ରେ ଆରମ୍ଭ ହେବ ଶ୍ରୀଜିଉଙ୍କ ପହଣ୍ଡି। ଆଜି ରଥଯାତ୍ରା ନୀତି ନିର୍ଘଣ୍ଟ ନେଇ ଶ୍ରୀମନ୍ଦିର ଛତିଶା ନିଯୋଗ ଗୁରୁତ୍ବପୂର୍ଣ୍ଣ ବୈଠକ ବସିଥିଲା। ଏବର୍ଷ ଗୋଟିଏ ଦିନରେ ନବଯୌବନ ଦର୍ଶନ, ନେତ୍ରୋତ୍ସବ ଓ ରଥଯାତ୍ରା ପଡୁଛି।

Snake Bite
ସାପ ଧରୁ ଧରୁ ମାରିଲା ଚୋଟ, ଅକାଳରେ ଚାଲିଗଲା ସାପ ଧରାଳିଙ୍କ ଜୀବନ; ଦେଖନ୍ତୁ ଦୃଶ୍ୟ

ସାପ କାମୁଡାରେ ସାପ ଧରାଳିଙ୍କ ମୃତ୍ୟୁ । ସାମାନ୍ୟ ଅସାବଧାନତାରୁ ଅକାଳରେ ଚାଲିଗଲା ଜୀବନ ।

 BJD MLA Pratap Deb
ମୁଖ୍ୟମନ୍ତ୍ରୀଙ୍କ ଖଣି ଯଚା ମନ୍ତବ୍ୟକୁ ନେଇ ବିଜେଡି କଲା କାଉଣ୍ଟର

ମୁଖ୍ୟମନ୍ତ୍ରୀଙ୍କ ଖଣି ଯଚା ମନ୍ତବ୍ୟର ଜବାବ ରଖିଲା ବିଜେଡି । ଗତକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦେଇଥିବା ମନ୍ତବ୍ୟକୁ ଦୁର୍ଭାଗ୍ୟଜନକ କହିଛନ୍ତି ବିଜେଡି ବିଧାୟକ ପ୍ରତାପ ଦେବ ।

Weather Update
ମୌସୁମୀର ପ୍ରଭାବ ଜାରି; ଆସୁଛି ବଡ଼ ବର୍ଷା, ୨୬ରେ ଘୂର୍ଣ୍ଣିବଳୟ!

୨୬ ବେଳକୁ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଘୂର୍ଣ୍ଣିବଳୟ । ପ୍ରଭାବରେ ରାଜ୍ୟରେ ବଢ଼ିବ ବର୍ଷା ।

Bus Service
ଆସିଲା ବଡ଼ ଖବର, ଦେଶର ପ୍ରମୁଖ ପର୍ଯ୍ୟଟନସ୍ଥଳୀକୁ ରାଜ୍ୟରୁ ଗଡ଼ିବ ବସ୍

ଦେଶର ପ୍ରମୁଖ ତୀର୍ଥ ସ୍ଥଳୀକୁ ଓଡ଼ିଶାରୁ ଆରମ୍ଭ ହେବ ବସ୍ ସେବା । ଏନେଇ ସୂଚନା ଦେଇଛନ୍ତି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୁତି ଜେନା ।