Advertisment

Corona Update In Odisha: ୨୪ ଘଣ୍ଟାରେ ୪,୨୭୦ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୨୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୪,୨୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୭୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୯୨ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୮୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୨,୯୨୦ରେ ପହଞ୍ଚିଛି। […]

author-image
Rajalaxmi Sahoo
ଅଦ୍ୟତନ ହୋଇଛି
Corona Update In Odisha: ୨୪ ଘଣ୍ଟାରେ ୪,୨୭୦ ପଜିଟିଭ୍‌ ଚିହ୍ନଟ

corona updates in odisha

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୨୭୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

Advertisment

Corona Updates In Odisha:

ଚିହ୍ନଟ ନୂଆ ୪,୨୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୭୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୯୨ ରହିଛି।

ଖୋର୍ଦ୍ଧାରୁ ସର୍ବାଧିକ ୮୭୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

publive-image

publive-image

publive-image

ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୨,୯୨୦ରେ ପହଞ୍ଚିଛି।

Advertisment

For More Coronavirus Odisha News Stay Updated With us.

Coronavirus Odisha News Corona Updates In Odisha
Advertisment
Advertisment