• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

jaypur
ଝୁଲନ୍ତା ଅବସ୍ଥାରେ ନାବାଳକର ମୃତଦେହ ଉଦ୍ଧାର

ଜୟପୁର: ଜୟପୁରସ୍ଥିତ ସରକାରୀ ଶିଶୁ ସଦନରେ ନାବାଳକଙ୍କ ମୃତଦେହ ଉଦ୍ଧାର। ଝୁଲନ୍ତା ଅବସ୍ଥାରେ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯିବା ପରେ ତନାଘନା ଆରମ୍ଭ ହୋଇଛି । କୋରାପୁଟ ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାଜଶ୍ରୀ ଦାସ, ତହସିଲଦାର ଅଶ୍ୱିନୀ ମହାପାତ୍ର ଓ ଟାଉନଥାନା ଅଧିକାରୀ ବାଲେଶ୍ୱର ଗିଧି ଶିଶୁ ସଦନରେ ପହଂଚି ତଦନ୍ତ ଆରମ୍ଭ କରିଛନ୍ତି । ନାବାଳକ ଜଣକ ପଞ୍ଚମ ଶ୍ରେଣୀରେ ପଢୁଥିବା ବେଳେ ତାଙ୍କ ଘର କୋରାପୁଟ ଜିଲ୍ଲାରେ ବୋଲି ଜଣାପଡିଛି। ନାବାଳକର ମୃତ୍ୟୁର […]

  • Tuesday, 06 July 2021
turn
କରୋନାରୁ ସୁରକ୍ଷିତ ରହିବାକୁ ସରକାରଙ୍କ ୫ ଫର୍ମୁଲା

ଭୁବନେଶ୍ୱର: ଲୋକଙ୍କୁ ୫ଟି ଅପିଲ କଲେ ରାଜ୍ୟ ସରକାର। ଏହି ନିୟମ ମାନିଲେ କରୋନା ଦାଉରୁ ଆମେ ସୁରକ୍ଷିତ ରହିପାରିବା ବୋଲି କହିଛନ୍ତି ଏସିଏସ୍ ପ୍ରଦୀପ୍ତ ମହାପାତ୍ର। ସେ କହିଛନ୍ତି ଯେ ଓଡ଼ିଶା ହିଁ ଏକମାତ୍ର ଚାଜ୍ୟ ଯେଉଁଠି ଜଣେ କରୋନା ରୋଗୀର ସମସ୍ତ ଖର୍ଚ୍ଚ ସରକାର ବହନ କରୁଛନ୍ତି। ଏପରିକି ୪ଟି ମେଡିକାଲ ଫାର୍ମାକୁ ଟେଷ୍ଟିଂ ପାଇଁ ଅନୁମତି ଦିଆଯାଇଛି। ଏପରି କ୍ଷେତ୍ରରେ ଜନସାଧାନରଣଙ୍କୁ ନିବେଦନ କରିଛନ୍ତି ରାଜ୍ୟ ସରକାର।  ଲକ୍ଷଣ ଲୁଚାନ୍ତୁନି, ଟେଷ୍ଟିଂ ପାଇଁ […]

  • Tuesday, 06 July 2021
aditya das
ଆଦିତ୍ୟ ମୃତ୍ୟୁ ମାମଲାର ଠୋସ୍ ପ୍ରମାଣ ମିଳିବ କେବେ?

ଭୁବନେଶ୍ୱର: ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ମାମଲାରେ ନୂଆ ମୋଡ଼। ତଦନ୍ତ ପ୍ରକ୍ରିୟାର ଗୁରୁତ୍ୱପୂର୍ଣ୍ଣ ଦିଗ କୁହାଯାଉଥିବା ସୁଇସାଇଡ ନୋଟ୍‌କୁ ନେଇ ବଡ଼ ଖୁଲାସା। ଆଦିତ୍ୟଙ୍କ ଡାଏରୀର ହାତଲେଖାକୁ ନେଇ ଯେଉଁ ସସପେନ୍ସ ସୃଷ୍ଟି ହୋଇଥିଲା, ସେଥିରେ ପୂର୍ଣ୍ଣଛେଦ ପଡ଼ିଛି। ସୁଇସାଇଡ୍ ନୋଟ୍ ନିଜେ ଆଦିତ୍ୟ ଦାଶ ଲେଖିଥିବା ଫରେନସିକ୍ ଯାଞ୍ଚରୁ ସ୍ପଷ୍ଟ ହୋଇଛି। ଫରେନ୍ସିକ ରିପୋର୍ଟରେ ଏହା ସ୍ପଷ୍ଟ ଭାବେ ଉଲ୍ଲେଖ କରାଯାଇଛି ଯେ, ନିଜେ ଆଦିତ୍ୟ ହିଁ ଜବତ ଡାଏରୀରେ ନିଜ ଶେଷ କଥା […]

  • Tuesday, 06 July 2021
corona
ସୁସ୍ଥ ହେଲେ ୬୪୩ 'କରୋନା' ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଆଉ ୬୪୩ କରୋନା ଆକ୍ରାନ୍ତ ସୁସ୍ଥ ହେଲେ। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ସଂଖ୍ୟା ୧୪, ୩୯୨ରେ ପହଞ୍ଚିଛି। କେଉଁଠି କେତେ ଆକ୍ରାନ୍ତ:- ଗଂଜାମ ଜିଲ୍ଲାରୁ ସର୍ବାଧିକ ୪୦୭ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ୪୪, ବାଲେଶ୍ୱରରୁ ୩୧, ମୟୂରଭଂଜ ୨୮, କଟକରୁ ୨୭ ସୁସ୍ଥ ହୋଇଛନ୍ତି। ସେହିପରି ଜଗତସିଂହପୁରରୁ ୧୫, ବରଗଡ଼ ଓ କଳାହାଣ୍ଡିରୁ ୧୪ ଲେଖାଏଁ, ଢେଙ୍କାନାଳ ଓ କେନ୍ଦୁଝରରୁ ୧୧ ଲେଖାଏଁ, ଭଦ୍ରକରୁ ୮ […]

  • Tuesday, 06 July 2021
ganeshi
ହସ୍ପିଟାଲରେ ଭର୍ତ୍ତି ହେଲେ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ

ଭୁବନେଶ୍ୱର: ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ରୁଟିନ ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ ଭର୍ତ୍ତି ହୋଇଥିବା ରାଜଭବନ ସୂତ୍ରରୁ ସୂଚନା ଦିଆଯାଇଛି। କିଛି ବ୍ୟସ୍ତ, ବିବ୍ରତ ହେବାର ନାହିଁ ବୋଲି ରାଜଭବନ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ରାତିରେ ରାଜ୍ୟପାଳ ହସ୍ପିଟାଲରେ ରହିବେ ଓ କାଲି ଫେରିବେ ବୋଲି ଜଣାପଡ଼ିଛି। ତେବେ କରୋନା ସଂକ୍ରମଣ ଦୃଷ୍ଟିରୁ ଜୁଲାଇ ୩୧ ଯାଏ ଜନସାଧାରଣଙ୍କ ପାଇଁ ରାଜଭବନ ନିଷେଧ କରାଯାଇଛି।  

  • Tuesday, 06 July 2021
ambulance
ଗୋଟିଏ ପରିବାରର ୩ ଜଣଙ୍କ ଜୀବନ ନେଲା କରୋନା

ଆସ୍କା:  ଗୋଟିଏ ପରିବାରର ୩ ଜଣଙ୍କ ମୁଣ୍ଡ ନେଲା କରୋନା।  ଗୋଟିଏ ପରିବାର ବାପା, ମା ଓ ପୁଅର ମୃତ୍ୟୁ କରୋନା ଯୋଗୁଁ ହୋଇଛି। ଏଭଳି ଦୁଃଖଦ ଘଟଣା ଘଟିଛି ଗଞ୍ଜାମ ଜିଲ୍ଲାର ଦିଗପହଣ୍ଡି ଏନଏସିରେ। ସୂଚନା ଅନୁସାରେ ଏହି ଅଞ୍ଚଳରେ ରହୁଥିବା ଏକ ପରିବାର ଲୋକଙ୍କ ଠାରୁ ଗତ ୯ ତାରିଖରେ ସ୍ୱାବ ସଂଗ୍ରହ କରାଯାଇ ପରୀକ୍ଷା ପାଇଁ ପଠାଯାଇଥିଲା। ପରେ ସ୍ୱାମୀ ପାତ୍ର, ସ୍ତ୍ରୀ, ପୁଅ ଓ ବୋହୂଙ୍କ ଟେଷ୍ଟ ରିପୋର୍ଟ ପଜିଟିଭ ଆସିବାରୁ […]

  • Tuesday, 06 July 2021
labour
ବଢ଼ିଲା ଶ୍ରମିକଙ୍କ ମଜୁରୀ

ଭୁବନେଶ୍ୱର: ବଢ଼ିଲା ଶ୍ରମିକଙ୍କ ମଜୁରୀ। ମଜୁରୀରେ ୫ ଟଙ୍କା ୪୦ ପଇସା ବଢ଼ାଇଲା ରାଜ୍ୟ ସରକାର। ରାଜ୍ୟର ସବୁ ଶ୍ରେଣୀ ଶ୍ରମିକଙ୍କ ପାଇଁ ଦୈନିକ ମଜୁରୀ ୫ ଟଙ୍କା ୪୦ ବଢ଼ାଇଛନ୍ତି ରାଜ୍ୟ ସରକାର। ସେହି ଅନୁସାରେ, ଅଣକୁଶଳୀ ଶ୍ରମିକଙ୍କ ମଜୁରୀ ୩୦୩ ଟଙ୍କା ୪୦ ପଇସା ହୋଇଥିବା ବେଳେ ଅର୍ଦ୍ଧକୁଶଳୀ ଶ୍ରମିକଙ୍କ ମଜୁରୀ ହେଲା ୩୪୩ ଟଙ୍କା ୪୦ ପଇସା। ସେହିଭଳି କୁଶଳୀ ଶ୍ରମିକଙ୍କ ମଜୁରୀ ୩୯୩ ଟଙ୍କା ୪୦ ପଇସା ହୋଇଥିବା ବେଳେ ଅତିକୁଶଳୀ […]

  • Tuesday, 06 July 2021
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାହୁଲ୍
ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ରାହୁଲ୍

ବରଗଡ଼(ଦୀପକ ଶର୍ମା): ଆସନ୍ତାକାଲି ପୁଣି ଓଡ଼ିଶା ଆସୁଛନ୍ତି କଂଗ୍ରେସ ସଭାପତି ରାହୁଲ୍ ଗାନ୍ଧି। ଏହି ଉପଲକ୍ଷେ ବରଗଡ଼ ନିକଟ ସରସରା ଗାଁରେ ଏକ ସମାବେଶ ହେବ। ଏଥିପାଇଁ ସବୁ ପ୍ରସ୍ତୁତି ଶେଷ ହୋଇଛି। ରାହୁଲଙ୍କ ଗସ୍ତ ନେଇ ଓଡ଼ିଶା ପ୍ରଭାରୀ ଟି.ଏସ୍.ସିଂଦେଓ ବରଗଡ଼ରେ ପହଞ୍ଚି ସମାବେଶ ସ୍ଥଳକୁ ଯାଇ ପ୍ରସ୍ତୁତିର ତଦାରଖ କରିଛନ୍ତି। ଏସ୍‌ପିଜି ମଧ୍ୟ ଆସି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି। ସମାବେଶରେ ୫୦ ହଜାରରୁ ଅଧିକ ଲୋକ ଯୋଗ ଦେବେ ବୋଲି କଂଗ୍ରେସ ତରଫରୁ […]

  • Tuesday, 06 July 2021