ବହିର୍ଭୁତ ସମ୍ପତି ଠୁଳ ଅଭିଯୋଗରେ ପିଇଓଙ୍କ ଘରେ ଭିଜିଲାନ୍ସ ରେଡ୍ ହୋଇଥିବା ନେଇ ସୂଚନା ମିଳିଛି । ବରଗଡ ପଦ୍ମପୁର ଉପଖଣ୍ଡ ରାଜବୋଡା ସମ୍ବର ବ୍ଲକ ଦହିତା ପିଇଓ ପୁରନ୍ଦର ଭୋଇଙ୍କ ବାସଭବନରେ ଚଢାଉ କରିଛି ଭିଜିଲାନ୍ସ । ଏଥିସହ ପଦ୍ମପୁରସ୍ଥିତ ଆଉ ଏକ ଭଡା ଘରେ ମଧ୍ୟ ଚଢାଉ ହୋଇଛି
କୁନି ଝିଅ ପରୀ ମୃତ୍ୟୁ ଖବରରୁ ନେଇ ପ୍ରତିଦିନ କିଛି ନା କିଛି ଖବର ଆସୁଛି । ତେବେ ଏହାରି ମଧ୍ୟରେ ଜଣାପଡିଛି ଯେ, ପରୀର ବାପା ନିଜର ଅଟୋ ବିକ୍ରି କରିବେ । ପରୀର ବାପା ଅଶୋକ ସାହୁ ପରିବାର ଚଳାଇବା ପାଇଁ ଅଟୋ ଚଳାଉଥିଲେ
ପଶୁପ୍ରେମୀଙ୍କ ପାଇଁ ଖୁସି ଖବର । ଜାନୁଆରୀ ୮ ରୁ ଆରମ୍ଭ ହେବାକୁ ଯାଉଛି ତୃତୀୟ ଅନ୍ତର୍ଜାତୀୟ ଚିଲିକା ପକ୍ଷୀ ମେଳା ୨୦୨୧। ତେବେ ଏହି ମେଲାରେ ୪୫୦ରୁ ଅଧିକ ପ୍ରଜାତିର ଲକ୍ଷାଧିକ ଦେଶୀ ଓ ବିଦେଶୀ ପକ୍ଷୀ ଦେଖିବାର ସୁଯୋଗ ମିଳିବ । ଜଙ୍ଗଲ ଓ ପରିବେଶ ବିଭାଗ ଓ ଓଡ଼ିଶା ଟୁରିଜିମର ମିଳିତ ପ୍ରୟାସରେ ଏହାର ଆୟୋଜନ କରାଯିବ ।
ନୟାଗଡ଼ର ୫ ବର୍ଷର ଝିଅ ପରୀ ହତ୍ୟା ଘଟଣାରେ ବିଜେପି ତାର ଆନ୍ଦେ।ଳନକୁ ତୀବ୍ର କରିଛି । ନୟାଗଡ଼ ଜିଲ୍ଲାପାଳଙ୍କ ଅଫିସ୍ ସମ୍ମୁଖରେ ଅନଶନ ଜାରି ରହିଥିବା ବେଳେ ଭୁବନେଶ୍ୱର ରାଜଭବନ ଆଗରେ ବି ଗର୍ଜିଛି ବିଜେପି । ପରୀକୁ ନ୍ୟାୟ ଦାବିରେ ଆଜି ରାଜଭବନ ସମ୍ମୁଖରେ ଗଣଧାରଣା ଓ ବିକ୍ଷୋଭ ପ୍ରଦର୍ଶନ କରିଥିଲା ଭାରତୀୟ ଜନତା ପାର୍ଟି
ନୟାଗଡ଼ ପରୀ ହତ୍ୟା ମାମଲାରେ ବଳି ଥିଓରୀ ଦୋହରାଇଲେ ଶିଶୁ ଅଧିକାର ସୁରକ୍ଷା ଆୟେଗର ଅଧ୍ୟକ୍ଷ। ସଂଧ୍ୟାବତୀ ପ୍ରଧାନ। ପରୀକୁ ବଳି ଦିଆଯାଇଥିବ ବୋଲି ପୁଣି କହିଛନ୍ତି ସଂଧ୍ୟାବତୀ । ପୁରୁଣା କଥାକୁ ଦୋହରାଇବା ସହ ପରୀକୁ ବଳି ଦିଆଯାଇଥିବା ମଧ୍ୟ ସେ ଆଶଙ୍କା କରିଛନ୍ତି
ପରୀ ପରିବାର ପାଇବ ୧୦ ଲକ୍ଷ ଟଙ୍କାର ଆର୍ଥିକ ସହାୟତା । ଏନେଇ ରାଜ୍ୟ ସରକାର ଓ ମୁଖ୍ୟମନ୍ତ୍ରୀଙ୍କୁ ଜଣାଯିବ ବୋଲି ରାଜ୍ୟ ଶିଶୁ ଅଧିକାର ସୁରକ୍ଷା ଆୟେ।ଗର ଅଧ୍ୟକ୍ଷା ସଂଧ୍ୟାବତୀ ପ୍ରଧାନ କହିଛନ୍ତି । ତେବେ ପରୀ ହତ୍ୟା ପଛରେ ବଳି ପ୍ରଥା ଥାଇପାରେ ବୋଲି ସେ ଆଶଙ୍କା ମଧ୍ୟ କରିଛନ୍ତି
ପରୀ ହତ୍ୟା ଘଟଣାକୁ ନେଇ ଥମିବାରେ ନା ନେଉନାହିଁ ରାଜନୀତି । ତେବେ ଏପରି ସମୟରେ ହତ୍ୟା ଘଟଣାକୁ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଜେପି ନେତା ପ୍ରକାଶ ମିଶ୍ର । ତଦନ୍ତ ନେଇ ପ୍ରଶ୍ନ ଉଠାଇଛନ୍ତି ପୂର୍ବତନ ପେ।ଲିସ ମହାନିର୍ଦ୍ଦେଶକ ତଥା ବିଜେପି ନେତା ପ୍ରକାଶ
କପିଳାସ ବନାଂଚଳରେ ଢେଙ୍କାନାଳ ବନବିଭାଗର ଚଢାଉ। ବିଭିନ୍ନ ଜଙ୍ଗଲ ବନ୍ୟ ଜନ୍ତୁଙ୍କର ଦେହା ବଶେଷ ଜବତ କରାଯାଇଛି । ଏଥିସହ ବନବିଭାଗ ୩ ଜଣଙ୍କୁ ଗିରଫ କରିଛି । ଗିରଫ ମାନଙ୍କ ମଧ୍ୟରେ ରହିଛନ୍ତି ଜଣେ ଶିକ୍ଷକ
ଦିଲ୍ଲୀ ସୀମାରେ ଚାଲିଥିବା କୃଷକଙ୍କ ଆନ୍ଦେ।ଳନରେ ସମର୍ଥନ ବଢ଼ିବାରେ ଲାଗିଛି । ଡିସେମ୍ବର ୫ରେ କେନ୍ଦ୍ର ସରକାରଙ୍କ ସହ ଚାଷୀଙ୍କ ଆଲେ।ଚନା ବିଫଳ ପରେ ଆନ୍ଦେ।ଳନକୁ ଆହୁରି ମଜଭୁତ କରିବାକୁ ଚେଷ୍ଟା ଚଳାଇଛନ୍ତି ଚାଷୀ ସଂଗଠନ
ଆସନ୍ତାକାଲି ପ୍ରଥମାଷ୍ଟମୀ । ପଢୁଆଁ ହେବେ କାଳିଆ ଠାକୁର । ତେବେ ପ୍ରଥମାଷ୍ଟମୀ ପାଇଁ ନିଆଳି ମାଧବରୁ ଶ୍ରୀମନ୍ଦିରକୁ ଗଲା ଅଷ୍ଚମୀ ଭାର । ମହାପ୍ରଭୁଙ୍କ ମାମୁଁଘର ନିଆଳି ମାଧବାନନ୍ଦ ଜିୟୁଙ୍କ ମନ୍ଦିରରୁ ପରମ୍ପରା ଅନୁଯାୟୀ ଭାର ନିଆଯାଇଛି ।
ପିପିଇ କିଟ୍ ଓ ମାସ୍କ କିଣା ଦୁର୍ନୀତି ମାମଲାରେ ପୁଣି ଲେ।କାୟୁକ୍ତରେ ହାଜର ହେଲେ IAS ହେମନ୍ତ ଶର୍ମା । ତେବେ କେବଳ ହେମନ୍ତ ନୁହେଁ ବରଂ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ ଷଡ଼ଙ୍ଗୀ ମଧ୍ୟ ହାଜର ହୋଇଛନ୍ତି
ପରୀ ହତ୍ୟା ଘଟଣାକୁ ନେଇ ଥମିବାରେ ନା ନେଉନାହିଁ ରାଜନୀତି । ୫ ବର୍ଷ ଝିଅ ପରୀ ହତ୍ୟା ଘଟଣାରେ ବିଜେପି ତାର ଆନ୍ଦେ।ଳନକୁ ତୀବ୍ର କରିଛି
ଭୁବନେଶ୍ୱର : ପରୀ ମାମଲାକୁ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ପିସିସି ପ୍ରଭାରୀ ଚେଲ୍ଲାକୁମାରା । ସେ କହିଛନ୍ତି ଯେ, ସରକାରଙ୍କ ଉପରେ କଂଗ୍ରେସ ହିଁ ଚାପ ସୃଷ୍ଟି କରିଥିଲା । SIT ତଦନ୍ତ ନିର୍ଦ୍ଦେଶ କଂଗ୍ରେସର ଐତିହାସିକ ସଫଳତା । ହେଲେ ଅଭିଯୁକ୍ତଙ୍କୁ କାହିଁକି ଘଣ୍ଟ ଘୋଡ଼ା ଯାଉଛି ବୋଲି ଚେଲ୍ଲାକୁମାର ପ୍ରଶ୍ନ କରିଛନ୍ତି । ରାଜ୍ୟ ସରକାରଙ୍କ ଆଭିମୁଖ୍ୟ ସନ୍ଦେହ ସୃଷ୍ଟି କରିଛି । ବିଜେପି ଜାଣିଶୁଣି କଂଗ୍ରେସ ଉପରେ ଅଭିଯୋଗ କରି […]
ଭୁବନେଶ୍ୱର : ଜଣଙ୍କ ପରେ ଜଣଙ୍କ ମୁଣ୍ଡ ନେଉଛି ମହାମାରୀ କରେ।ନା । ଗତ ୨୪ ଘଂଟା ମଧ୍ୟରେ ରାଜ୍ୟରେ ପୁଣି ୬ ଜଣଙ୍କ ପ୍ରାଣ ନେଇଛି କରେ।ନା । ତେବେ ଏ ପର୍ଯ୍ୟନ୍ତ ମେ।ଟରେ ୧୭୭୧ ଜଣଙ୍କ ମୁଣ୍ଡ ନେଇଛି କରେ।ନା । Covid-19 Report For 5th December New Positive Cases: 393 In quarantine: 229 Local contacts: 164 (Details of local contacts will be shared by […]
ଭୁବନେଶ୍ୱର : ରାଜ୍ୟରେ ୨୪ ଘଣ୍ଟାରେ ୩୯୩ କରେ।ନା ଆକ୍ରାନ୍ତ ଚିହ୍ନଟ ହେ।ଇଛନ୍ତି । ସଂଗରେ।ଧ କେନ୍ଦ୍ରରୁ ୨୨୯ ଜଣ ଚିହ୍ନଟ ହେ।ଇଥିବା ବେଳେ ସ୍ଥାନୀୟ ଅଂଚଳରୁ ୧୬୪ ଜଣ ଆକ୍ରାନ୍ତ ଚିହ୍ନଟ ହେ।ଇଛନ୍ତି । ତେବେ ଏନେଇ ରାଜ୍ୟ ସୂଚନା ଓ ଲେ।କ ସମ୍ପର୍କ ବିଭାଗ ସୂଚନା ଦେଇଛି । ଅନୁଗୁଳ ୧୫, ବାଲେଶ୍ୱର ୧୧, ବରଗଡ ୯ ,ଭଦ୍ରକ ୯, ବଲାଙ୍ଗୀର ୨୩, କଟକ ୨୫, ଦେଓଗଡ ୧୭, ଢେଙ୍କାନାଳ ୬, ଗଜପତି ୧, […]
ରେଢ଼ାଖୋଲ ହାତୀ ମୃତ୍ୟୁ ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଲେ ସମ୍ବଲପୁର ଡିଆରଏମ । ତେବେ ହାତୀ ମୃତ୍ୟୁର ତଦନ୍ତ ନିର୍ଦ୍ଦେଶ ପରେ ଖୋଳତାଡ଼ ଆରମ୍ଭ କରିଛନ୍ତି ବିଭାଗୀୟ ଅଧିକାରୀ । କାହିଁକି ଓ କେଉଁ ପରିସ୍ଥିତିରେ ହାତୀର ମୃତ୍ୟୁ ହେଲା ସେନେଇ ତଦନ୍ତ କରିବାକୁ ନିର୍ଦ୍ଦେଶ ଦିଆଯାଇଛି ।
ସାରା ରାଜ୍ୟରେ ଜାରି ରହିଛଇ ଶୀତ ଲହରୀ । ସକାଳୁ ସକାଳୁ ପାରଦ ଖସିଯାଉଥିବା କାରଣରୁ ଅସମ୍ଭାଳ ଜାଡରେ ଥରୁଛନ୍ତି ଲେ।କେ । ଶୀତ ବଢୁଥିବାରୁ ସହର ମଧ୍ୟରେ ଯାତାଆତ ବି ଅନେକ ସ୍ଥାନରେ ବାଧାପ୍ରାପ୍ତ ହେ।ଇଛି । କହିବାକୁ ଗଲେ ବିଶେଷ କରି କନ୍ଧମାଳ ଜିଲ୍ଲାରେ ଶୀତର ପ୍ରକେ।ପ ଅଧିକ ରହିଛି
ରାଜପଥରେ ବଢିଚାଲିଛି ରାହାଜାନୀ । ଜାତୀୟ ରାଜପଥରୁ ମହିଳାଙ୍କଠାରୁ ଚେନ୍ ଲୁଟି ଫେରାର ବେଳେ ଲୁଟେରାଙ୍କୁ କାବୁ କଲେ ସ୍ଥାନୀୟ ଲେ।କେ । ତେବେ ଫାଙ୍କା ଗୁଳିଚାଳନା କରି ଅନ୍ୟ ଜଣେ ଫେରାର ହେ।ଇଥିବା ସୂଚନା ରହିଛି
ଥମିବାରେ ନା ନେଉନାହିଁ ପରୀ ମୃତ୍ୟୁ ପ୍ରସଙ୍ଗ । ବହୁ ଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ତଦନ୍ତକୁ ଜେ।ରଦାର କରିଛି SIT । ମନ୍ତ୍ରୀ ଅରୁଣ ସାହୁଙ୍କ ଅନୁଗତ ତଥା ମାମଲାର ଅଭିଯୁକ୍ତ କୁହାଯାଉଥିବା ବାବୁଲି ନାୟକଙ୍କୁ ଦ୍ୱିତୀୟ ଥର ପାଇଁ ଜେରା କରିଛି ଯାଞ୍ଚ ଏଜେନ୍ସି
ଭୁବନେଶ୍ୱର: ରାଜ୍ୟରେ ଆଉ ୧୦ ପଜିଟିଭ ଚିହ୍ନଟ। ସେମାନଙ୍କ ମଧ୍ୟରୁ ଭୁବନେଶ୍ୱରର ୩ ଜଣ ଓ ଗଞ୍ଜାମର ୭ ଜଣ। ଭୁବନେଶ୍ୱର ବାହାରିଥିବା ୩ ପଜିଟିଭଙ୍କ ଘର ଭିଏସ୍ଏସ୍ ନଗର, ମଞ୍ଚେଶ୍ୱର ଓ ସୂର୍ଯ୍ୟନଗର ଅଞ୍ଚଳର। ଏମାନେ ସମସ୍ତେ ପୁରୁଷ। ସେହିପରି ଗଞ୍ଜାମରେ ଆଜି ସକାଳେ ଏକାଥରକେ ୧୭ଟି କରୋନା ପଜିଟିଭ ଚିହ୍ନଟ ହୋଇଥିଲେ। ଏହାକୁ ମିଶାଇ ଗଞ୍ଜାମରେ ସଂକ୍ରମିତଙ୍କ ସଂଖ୍ୟା ୨୮ରେ ପହଞ୍ଚିଛି। 5th Health Update, 7th May 7 new cases in […]
ଭୁବନେଶ୍ୱର: ରାଜ୍ୟରେ ଆଉ ୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଜଣେ ଜଗସିଂହପୁରର ଓ ଅନ୍ୟ ୨ଜଣ ବାଲେଶ୍ୱରର। ଜଗତସିଂହପୁରର ପଶ୍ଚିମବଙ୍ଗ ଫେରନ୍ତା, ବୟସ ୭୦ ବର୍ଷର ବୃଦ୍ଧ। ବାଲେଶ୍ୱରର ୨ଜଣ ସୁରତ ଫେରନ୍ତା। ସମସ୍ତେ କ୍ୱାରେଣ୍ଟାଇନ୍ ଥିଲେ। ଏହାକୁ ମିଶାଇ ଜଗତସିଂହପୁରରେ ସଂକ୍ରମିତଙ୍କ ସଂଖ୍ୟା ୫ ଓ ବାଲେଶ୍ୱରରେ ସଂକ୍ରମିତଙ୍କ ସଂଖ୍ୟା ୨୭ରେ ପହଞ୍ଚିଲା। ଦିନକରେ ରାଜ୍ୟରେ ନୂଆ ୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଫଳରେ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯ରେ ପହଞ୍ଚିଛି। […]
ଭୁବନେଶ୍ୱର: ଦେଶରେ କରୋନା ମୁକାବିଲା ନେଇ ନିଆଯାଉଥିବା ପଦକ୍ଷେପ, ଆଗକୁ ନିଆଯିବାକୁ ଥିବା ପ୍ରତିଷେଧକମୂଳକ ବ୍ୟବସ୍ଥା ସମ୍ପର୍କରେ ସବୁ ରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ଓ ରେଡ୍ ଜୋନ୍ ଘୋଷଣା ହୋଇଥିବା ଜିଲ୍ଲାର ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ ହର୍ଷ ବର୍ଦ୍ଧନ। ଓଡ଼ିଶାରୁ ସ୍ୱାସ୍ଥ୍ୟ ମନ୍ତ୍ରୀ ନବ ଦାସଙ୍କ ସମେତ ଅନ୍ୟ ରେଡ୍ ଜୋନ୍ ଘୋଷଣା ହୋଇଥିବା ଜିଲ୍ଲାର ଜିଲ୍ଲାପାଳମାନେ ସାମିଲ ହୋଇଥିଲେ। କେନ୍ଦ୍ର ସରକାରଙ୍କ SOPରେ ଉଲ୍ଲେଖ ରହିଥିବା ପ୍ରବାସୀଙ୍କ ସ୍କ୍ରିନିଂ ବଦଳରେ […]
ଭୁବନେଶ୍ୱର: ପ୍ରବାସ ଫେରନ୍ତାଙ୍କୁ କ୍ୱାରେଣ୍ଟିନରେ ରଖିବାକୁ ସବୁ ପଞ୍ଚାୟତରେ ବ୍ୟବସ୍ଥା ହୋଇଛି। ପ୍ରତି ପଞ୍ଚାୟତରେ ୧୨ ହଜାର ଅସ୍ଥାୟୀ ମେଡିକାଲ ସହ ୫ ଲକ୍ଷ ବେଡ୍ର ପ୍ରସ୍ତୁତ କରାଯାଇଥିବା କହିଛନ୍ତି ପଞ୍ଚାୟତିରାଜ ସଚିବ ଡିକେ ସିଂହ। ସେ ଆହୁରି କହିଛନ୍ତି ଯେ, କ୍ୱାରେଣ୍ଟିନରେ ରହୁଥିବା ସମସ୍ତଙ୍କୁ ନିତ୍ୟ ବ୍ୟବହାର୍ଯ୍ୟ ଜିନିଷ ଦିଆଯାଇଛି। କ୍ୱାରେଣ୍ଟିନ ପରିଚାଳନା ପାଇଁ ସରପଞ୍ଚଙ୍କ ଅଧିନରେ ୫ ଜଣିଆ କମିଟି ହୋଇଛି। ବ୍ଲକ ସ୍ତରରେ ସୁପରିଚାଳନା ପାଇଁ ଷ୍ଟିୟରିଂ କମିଟି ହୋଇଛି। ଏହାର ମୁଖ୍ୟ […]
ଭୁବନେଶ୍ୱର: ସଂକ୍ରମଣ ରୋକିବାକୁ ଯଥେଷ୍ଟ ନୁହେଁ କି ୧୪ ଦିନିଆ କ୍ୱାରେଣ୍ଟିନ। ଓଡ଼ିଶାକୁ ବାହାର ରାଜ୍ୟରୁ ଫେରିବାର ୪୦ ଦିନ ପରେ ବି ବହୁ ଆକ୍ରାନ୍ତଙ୍କ ଠାରେ ନଥିଲା କରୋନା ଲକ୍ଷଣ। ସେମାନେ ବିନା ଲକ୍ଷଣରେ ମାସାଧିକ କାଳ କ୍ୱାରେଣ୍ଟିନରେ ରହିବା ସତ୍ତ୍ୱେ, କୋଭିଡ୍ ଟେଷ୍ଟ୍ ପରେ ରିପୋର୍ଟ ପଜିଟିଭ୍ ଆସିଥିଲା। ତେଣୁ କରୋନା ଲକ୍ଷଣ ପ୍ରକାଶ ପାଇବାର ନିର୍ଦ୍ଦିଷ୍ଟ ସମୟସୀମା କେତେ ସେନେଇ ସାଧାରଣରେ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି ଅନ୍ୟପଟେ ଡାକ୍ତର କହିଛନ୍ତି ରାଜ୍ୟରେ ଏଭଳି […]
ଭୁବନେଶ୍ୱର: ପ୍ରବାସୀ ଓଡ଼ିଆଙ୍କୁ ଧରି ଆସୁଥିବା କୌଣସି ବସ୍ ଡ୍ରାଇଭର ଯଦି ତାଙ୍କୁ ଅଧାରେ ଛାଡ଼ିଦେବେ, ତାହେଲେ ସଂପୃକ୍ତ ବସ୍ ଡ୍ରାଇଭରଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ। ଏନେଇ ସମସ୍ତ ଜିଳ୍ଲାପାଳଙ୍କୁ ଚିଠି ଲେଖି ତାଗିଦ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର୍। ଟ୍ରେନରେ ଆସୁଥିବା ଯାତ୍ରୀଙ୍କୁ ନେବାକୁ ବସ୍ ପାଇଁ ଏକ ଗାଇଡଲାଇନ୍ ଜାରି କରିବା ସହ ବସ୍ ଡ୍ରାଇଭର କୌଣସି ଲୋକଙ୍କୁ ଓହ୍ଲାଇବେନି କି କାହାକୁ ରାସ୍ତାରୁ ବସ୍ରେ ଚଢ଼ାଇବେନି ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି। ଏଥିରେ […]