• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

migrants
ଅଧା ବାଟରେ ପ୍ରବାସୀଙ୍କୁ ଛାଡ଼ିଲେ କାର୍ଯ୍ୟାନୁଷ୍ଠାନ, ବାତିଲ ହେବ ଡ୍ରାଇଭିଂ ଲାଇସେନ୍ସ

ଭୁବନେଶ୍ୱର: ପ୍ରବାସୀ ଓଡ଼ିଆଙ୍କୁ ଧରି ଆସୁଥିବା କୌଣସି ବସ୍ ଡ୍ରାଇଭର ଯଦି ତାଙ୍କୁ ଅଧାରେ ଛାଡ଼ିଦେବେ, ତାହେଲେ ସଂପୃକ୍ତ ବସ୍ ଡ୍ରାଇଭରଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ। ଏନେଇ ସମସ୍ତ ଜିଳ୍ଲାପାଳଙ୍କୁ ଚିଠି ଲେଖି ତାଗିଦ କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର୍। ଟ୍ରେନରେ ଆସୁଥିବା ଯାତ୍ରୀଙ୍କୁ ନେବାକୁ ବସ୍ ପାଇଁ ଏକ ଗାଇଡଲାଇନ୍ ଜାରି କରିବା ସହ ବସ୍ ଡ୍ରାଇଭର କୌଣସି ଲୋକଙ୍କୁ ଓହ୍ଲାଇବେନି କି କାହାକୁ ରାସ୍ତାରୁ ବସ୍‌ରେ ଚଢ଼ାଇବେନି ବୋଲି ଚିଠିରେ ଉଲ୍ଲେଖ କରିଛନ୍ତି। ଏଥିରେ […]

  • Wednesday, 14 July 2021
china
ଆଉ ୫ ପଜିଟିଭ ଚିହ୍ନଟ, ଜଗତସିଂହପୁର ଜିଲ୍ଲାକୁ ବ୍ୟାପିଲା କରୋନା

ଭୁବନେଶ୍ୱର: ଆଉ ୫ କରୋନା ପଜିଟିଭ ଚିହ୍ନଟ। ଜଗତସିଂହପୁର ଜିଲ୍ଲାକୁ ବ୍ୟାପିଲା କରୋନା। ଏଠାରେ ୪ଟି ନୂଆ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନେ ସୁରତରୁ ଫେରିଛନ୍ତି। ସେମାନଙ୍କ ବୟସ ୨୬, ୩୨, ୩୦, ୪୭। ସମସ୍ତେ କ୍ୱାରେଣ୍ଟାଇନ୍‌ରେ ଥିଲେ। ଆକ୍ରାନ୍ତଙ୍କ ମଧ୍ୟରୁ ୩ ଜଣ ଗୋଟିଏ ପରିବାରର। ଏମାନେ ନାଉଗାଁ ବ୍ଲକ୍‌ର ବୋଲି ପରି ଜଣାପଡିଛି। ଆଉ ଜଣେ କେନ୍ଦ୍ରାପଡାରୁ ଚିହ୍ନଟ ହୋଇଛନ୍ତି। ସେ ନିକଟରେ କୋଲକାତାରୁ ଫେରିଥିଲେ। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୮୫ରେ […]

  • Wednesday, 14 July 2021
bijoy
ରଥ ନିର୍ମାଣକୁ ନେଇ ତେଜିଲା ରାଜନୀତି, କେନ୍ଦ୍ର କୋର୍ଟକୁ ବଲ୍ ଫିଙ୍ଗିଲା ରାଜ୍ୟ

ଭୁବନେଶ୍ୱର: ବିଶ୍ୱପ୍ରସିଦ୍ଧ ମହାପ୍ରଭୁଙ୍କ ଘୋଷଯାତ୍ରା ଏବେ ଅନିଶ୍ଚିତତା ଆଡକୁ ଠେଲି ହୋଇଯାଇଛି। ଇତି ମଧ୍ୟରେ ରଥ ନିର୍ମାଣ ପ୍ରସଙ୍ଗକୁ ନେଇ କାଦୁଅଫିଙ୍ଗା ଚାଲିଲାଣି। କେନ୍ଦ୍ର କୋର୍ଟକୁ ବଲ୍ ଫିଙ୍ଗିଲା ରାଜ୍ୟ। ଲକ୍ ଡାଉନ୍ ଥିବାରୁ ରଥ କାମ ହେବ କି ନାହିଁ ଅନୁମତି ଲୋଡ଼ିଛନ୍ତି ରାଜ୍ୟ ସରକାର। ଏନେଇ ରାଜ୍ୟ ସରକାର ଅନୁମତି ଲୋଡ଼ିଥିବା ସରକାରୀ ସୂତ୍ରରୁ ସୂଚନା ମିଳିଛି। ପୂର୍ବରୁ ରଥ ନିର୍ମାଣ ନିମନ୍ତେ ଶ୍ରୀମନ୍ଦିର ପରିଚାଳନା କମିଟି ଅନୁମତି ଲୋଡ଼ିଥିଲା। ରାଜ୍ୟ ସରକାରଙ୍କ ଅନୁମତି […]

  • Wednesday, 14 July 2021
cp
ଭୁବନେଶ୍ୱରରେ କେଉଁ ସଂସ୍ଥା କଟକଣାମୁକ୍ତ, ସ୍ପଷ୍ଟ କଲେ ସିପି

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ଲକଡାଉନ ସମୟର କଟକଣା ସଂପର୍କରେ ସ୍ପଷ୍ଟ କରିଛନ୍ତି ଭୁବନେଶ୍ୱର କଟକ ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ। ସଂଧ୍ୟା ୭ରୁ ସକାଳ ୭ ପର୍ଯ୍ୟନ୍ତ ସଂପୂର୍ଣ୍ଣ କଟକଣା ଲାଗୁ ହୋଇଛି କୋଭିଡ-୧୯ ମୁକାବିଲା ପାଇଁ କାର୍ଯ୍ୟ କରୁଥିବା ସଂସ୍ଥା ଓ ବିଭାଗର ଅଧିକାରୀଙ୍କ ପାଇଁ କଟକଣା ଲାଗୁ ହେବନି ସେହିପରି କଲ୍ ସେଣ୍ଟର ଭଳି ଆଇଟି ସେବା ପ୍ରଦାନକାରୀ କାର୍ଯ୍ୟାଳୟ, ଇଣ୍ଟରନେଟ୍ ସେବା ପ୍ରଦାନକାରୀ ଅଫିସ, ମିଡିଆ ଓ ଇଲେକ୍ଟ୍ରିସିଟି, ପାଣି ଯୋଗାଣ ଭଳି […]

  • Wednesday, 14 July 2021
cor
ଦିନକରେ ୬ କରୋନା ପଜିଟିଭ ଚିହ୍ନଟ, ୧୭୫ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ଘର ବାଲେଶ୍ୱରର ବୋଲି ଜଣାପଡ଼ିଛି। ସେ ନିକଟରେ କୋଲକାତାରୁ ଫେରିଥିଲେ। ସେ କ୍ୱାରେଣ୍ଟାଇନ୍‌ରେ ଥିଲେ। ଆଜି ସକାଳେ ଗଞ୍ଜାମରେ ଜଣେ, ଅପରାହ୍ଣରେ ବାଲେଶ୍ୱରରୁ ୨ଜଣ, କଟକରୁ ଜଣେ, ସୁନ୍ଦରଗଡ଼ ଜଣେ ପଜିଟିଭଙ୍କୁ ମିଶାଇ ଦିନକରେ ସମୁଦାୟ  ୬ଜଣ ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। ବାଲେଶ୍ୱରରେ ସମୁଦାୟ ୨୪ ଜଣ ଆକ୍ରାନ୍ତ ହୋଇଛନ୍ତି। ୪ଜଣ ସୁସ୍ଥ ହୋଇଥିବାବେଳେ ୨୦ଟି ଆକ୍ଟିଭ କେଶ ରହିଛି। ସେହିପରି ସୁନ୍ଦଗଡ଼ରେ ୧୨ଜଣ ସଂକ୍ରମିତ […]

  • Wednesday, 14 July 2021
covid
ଆଉ ଜଣେ କରୋନା ପଜିଟିଭ ଚିହ୍ନଟ, ୧୭୪ରେ ପହଞ୍ଚିଲା ‌ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ ଚିହ୍ନଟ। ଆକ୍ରାନ୍ତଙ୍କ ଘର ରାଉଲକେଲା, ବୟସ ୪୯ ବର୍ଷ ବୋଲି ଓଡ଼ିଶା ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ସେ ନିକଟରେ ସୁରତରୁ ଫେରିଥିଲେ। ସେ କ୍ୱାରେଣ୍ଟାଇନ୍‌ରେ ଥିଲେ। ଆଜି ସକାଳେ ଗଞ୍ଜାମରେ ଜଣେ, ଅପରାହ୍ଣରେ ବାଲେଶ୍ୱରରୁ ୨ଜଣ, କଟକରୁ ଜଣେ ପଜିଟିଭଙ୍କୁ ମିଶାଇ ଦିନକରେ ସମୁଦାୟ  ୫ଜଣ ପଜିଟିଭ ଚିହ୍ନଟ ହୋଇସାରିଛନ୍ତି। ସୁନ୍ଦଗଡ଼ରେ ୧୨ଜଣ ସଂକ୍ରମିତ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୫ଜଣ ଆକ୍ଟିଭ କେଶ […]

  • Wednesday, 14 July 2021
wine
ରାଜ୍ୟରେ ମଦ ଦୋକାନ ଖୋଲିବା ଉଚିତ୍ କି? କଣ କହୁଛି OTV ସର୍ଭେ ରିପୋର୍ଟ

ଭୁବନେଶ୍ୱର: ଲକଡାଉନ ସମୟରେ ରାଜ୍ୟରେ ମଦ ଦୋକାନ ଖୋଲିବା ଉଚିତ୍ କି? ଓଟିଭି ସୋସିଆଲ ମିଡିଆରେ କରାଯାଇଥିବା ସର୍ଭେରେ ବହୁସଂଖ୍ୟାରେ ଫଲୋଅର ଭାଗ ନେବା ସହ ନିଜର ମତାମତ ରଖିଛନ୍ତି। ତେବେ ଆମ ସୋସିଆଲ ମିଡିଆର ଅଧିକାଂଶ ଫଲୋଅର ମଦ ଦୋକାନ ଖୋଲାଯିବାକୁ ବିରୋଧ କରିଛନ୍ତି। ଓଟିଭି ଫେସବୁକ୍‌ରେ କରାଯାଇଥିବା ସର୍ଭେରେ ଏବେ ସୁଦ୍ଧା ୨୭ ହଜାରରୁ ଅଧିକ ଫଲୋଅର ନିଜ ନିଜ ମତ ରଖିଛନ୍ତି। ତେବେ ସେମାନଙ୍କ ମଧ୍ୟରୁ ୭୯ ପ୍ରତିଶତ କହିଛନ୍ତି ଯେ, ଏବେ […]

  • Wednesday, 14 July 2021
kan
ପୋଲିସ ଆଗରେ ଗ୍ରାମବାସୀଙ୍କ କଙ୍ଗାରୁ କୋର୍ଟ, ମହିଳାଙ୍କୁ ଆଣ୍ଠେଇ ଭୁଲ ମଗାଇଲେ

କେନ୍ଦ୍ରାପଡା: ପୋଲିସ ସାମ୍ନାରେ ମହିଳାଙ୍କୁ ନିର୍ଯାତନା। ଠକେଇ ଅଭିଯୋଗରେ ଜଣେ ମହିଳାଙ୍କୁ ଆଣ୍ଠେଇ ଭୁଲ ମାଗାଇଲେ ସ୍ଥାନୀୟ ବାସିନ୍ଦା। ପୋଲିସ ଉପସ୍ଥିତିରେ ଏଭଳି ଦୃଶ୍ୟ ଦେଖିବାକୁ ମିଳିଥିଲା କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ରଙ୍କାଳ ଗାଁରେ। ଅଭିଯୋଗ ଅନୁସାରେ, ପିଲାଙ୍କୁ ଖାଦ୍ୟ ଯୋଗାଇବା ନାଁରେ ରଙ୍କାଳ ଗାଁରେ ଲୋକଙ୍କ ଠାରୁ ୨ଶହ ଟଙ୍କା ଲେଖାଏଁ ଆଦାୟ କରୁଥିଲେ। ଏହି ମହିଳା କୌଣସି ଏକ ଏନଜିଓ ସଂସ୍ଥା ପକ୍ଷରୁ ଏଭଳି ଏକ ସର୍ଭେ କରାଯାଉଥିବା ମହିଳା ଜଣକ କହିଥିଲେ ବୋଲି […]

  • Wednesday, 14 July 2021
china
ଆଉ ୩ କରୋନା ପଜିଟିଭ ଚିହ୍ନଟ; କଟକରୁ ବାହାରିଲେ ପୁଣି ଜଣେ

ଭୁବନେଶ୍ୱର: ଆଉ ୩ କରୋନା ପଜିଟିଭ ଚିହ୍ନଟ। ଏମାନଙ୍କ ମଧ୍ୟରୁ ଜଣେ କଟକର ଓ ଅନ୍ୟ ୨ ବାଲେଶ୍ୱରର। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୭୩ରେ ପହଞ୍ଚିଛି ବୋଲି ସୂଚନା ଓ ଲୋକସମ୍ପର୍କ ପକ୍ଷରୁ ଟ୍ୱିଟ୍ କରାଯାଇଛି। କଟକରୁ ଯିଏ ଚିହ୍ନଟ ହୋଇଛନ୍ତି, ସେ ୩୪ ବର୍ଷର ଯୁବକ। ତାଙ୍କ ଘର ତିଗିରିଆ ଅଞ୍ଚଳରେ। ସେ କିଛି ଦିନ ତଳେ ସୁରତରୁ ଫେରିଥିଲେ। ସେହିପରି ବାଲେଶ୍ୱରର ୨ ଜଣ ଯାକ କୋଲକାତା ଫେରନ୍ତା। ବାଲେଶ୍ୱରରେ ସଂକ୍ରମିତଙ୍କ […]

  • Wednesday, 14 July 2021
attack
ସହାୟତା କଣ ବେଆଇନ୍‌? ମନ୍ତ୍ରୀଙ୍କ ଅଭିଯୋଗର ଜବାବ ଦେଲେ ସାଂସଦ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ନିଗମରେ ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଓ୍ୱାର୍ଡ ପ୍ରତିନିଧିମାନେ ବେଆଇନ ଭାବେ ଫର୍ମ ବାଣ୍ଟୁଥିବା ଅଭିଯୋଗ। ଭୁବନେଶ୍ୱର ଏକାମ୍ର ନିର୍ବାଚନମଣ୍ଡଳୀ ବିଧାୟକ ତଥା ମନ୍ତ୍ରୀ ଅଶୋକ ପଣ୍ଡା ଏହି ଅଭିଯୋଗ ଆଣିଛନ୍ତି। ମହାନଗର ନିଗମ ଅଧୀନରେ ଥିବା ଉଠା ଦୋକାନୀମାନଙ୍କୁ ସହାୟତା ନିମନ୍ତେ ପ୍ରତିନିଧିମାନେ ଫର୍ମ ଦେବା ସହ ସେମାନଙ୍କଠାରୁ ଆଧାର କାର୍ଡ, ମୋବାଇଲ ନମ୍ବର ଆଦି ସଂଗ୍ରହ କରୁଥିବା ମନ୍ତ୍ରୀ ସୋସିଆଲ ମିଡିଆ ଜରିଆରେ ଜାଣିବାକୁ ପାଇଛନ୍ତି। ଏହା ବେଆଇନ, ରାଜ୍ୟ ସରକାର […]

  • Wednesday, 14 July 2021
foreigner
ବୃନ୍ଦାବନ ଯାଇଥିଲେ ବିଦେଶିନୀ, ଓଡ଼ିଶା ଫେରିବାକୁ ଆକୁଳ ନିବେଦନ

ବାଲେଶ୍ୱର: ଉତ୍ତରପ୍ରଦେଶର ବୃନ୍ଦାବନରେ ଫସି ରହିଥିବା ବିଦେଶୀ ଇସ୍କନ ଭକ୍ତ ଲୀଳାବତି ବାଲେଶ୍ୱର ଆସିବା ଲାଗି ଆକୁଳ ନିବେଦନ କରିଛନ୍ତି। ଦୀର୍ଘ ୮ ବର୍ଷ ହେଲା ବାଲେଶ୍ୱର ଖନ୍ତାପଡ଼ାର ରାଧାମାଧବ ମନ୍ଦିରରେ ରହି ଆସୁଥିବା ଲୀଳାବତି ମାର୍ଚ୍ଚ ମାସରେ ବୃନ୍ଦାବନ ବୁଲି ଯାଇଥିଲେ। ତେବେ ଲକଡାଉନ ଯୋଗୁଁ ଫସି ରହିଥିଲେ। ବାହାରେ ରହୁଥିବା ଲୋକଙ୍କୁ ଫେରାଇ ଆଣିବା ଲାଗି ରାଜ୍ୟ ସରକାର ଯୋଜନା କରୁଥିବାରୁ ସେ ଖଣ୍ଡାପଡ଼ାର ସ୍ଥାନୀୟ ପଞ୍ଚାୟତ ଓ ରାଜ୍ୟ ସରକାରଙ୍କ ପୋର୍ଟାଲରେ ପଞ୍ଜୀକରଣ […]

  • Wednesday, 14 July 2021
sparsh
ଚିକିତ୍ସା ଅବହେଳାରୁ ମୃତ୍ୟୁ ଅଭିଯୋଗରେ ସ୍ପଷ୍ଟୀକରଣ ରଖିଲେ ହସ୍ପିଟାଲ କର୍ତ୍ତୃପକ୍ଷ

ଭୁବନେଶ୍ୱର: କିଛି ଦିନ ତଳେ ଭୁବନେଶ୍ୱରରେ ଜଣେ ରୋଗୀଙ୍କ ମୃତ୍ୟୁକୁ ନେଇ ହସ୍ପିଟାଲ ନାଁରେ ଅଭିଯୋଗ ହୋଇଥିଲା। ରୋଗୀଙ୍କୁ ଚିକିତ୍ସା କରିବା ବଦଳରେ ଅଣଦେଖା କରିବା ନେଇ ଅଭିଯୋଗ ଆଣିଥିଲେ ମୃତକଙ୍କ ପରିବାର। ତେବେ ଏହି ସସ୍‌ପେନ୍ସ ଉପରେ ସ୍ପଷ୍ଟୀକରଣ ରଖିଛନ୍ତି ସ୍ପର୍ଶ ହସ୍ପିଟାଲ କର୍ତ୍ତୃପକ୍ଷ। ରୋଗୀ ଜଣଙ୍କ ବିଭିନ୍ନ ରୋଗରେ ପୀଡ଼ିତ ଥିଲେ, ଲକ୍ଷଣ ଜଣାପଡିବା ପରେ ତାଙ୍କୁ ଉପଯୁକ୍ତ ପରୀକ୍ଷା କରାଯାଇଥିଲା ବୋଲି ହସ୍ପିଟାଲ କର୍ତ୍ତୃପକ୍ଷ କହିଛନ୍ତି । ଗତ ଏପ୍ରିଲ ୨୭ରେ ଭୁବନେଶ୍ୱର […]

  • Wednesday, 14 July 2021
bhadrak
ଜଗତସିଂହପୁର ପରେ ଆଉ ଗୋଟିଏ ଜିଲ୍ଲାରେ ଲାଗୁ ହେଲା କର୍ଫ୍ୟୁ

ଭଦ୍ରକ: ରାଜ୍ୟରେ ଗୋଟିଏ ପରେ ଗୋଟିଏ ଅଞ୍ଚଳରେ କର୍ଫ୍ୟୁ ଜାରି କରାଯାଉଛି। ଜଗତସିଂହପୁର ପରେ ଏବେ ଭଦ୍ରକ ଜିଲ୍ଲାରେ କର୍ଫ୍ୟୁ ଜାରି ହୋଇଛି। ଜିଲ୍ଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧ ଛୁଇଁଥିବା ବେଳେ ଜିଲ୍ଲା ପ୍ରଶାସନ ପକ୍ଷରୁ କଡ଼ା କଟକଣା ଜାରି କରାଯାଇଛି। ଲକଡାଉନ ବେଳେ ସଂଧ୍ୟା ୭ଟାରୁ ସକାଳ ୭ଟା ଯାଏଁ ବାହାରକୁ ବାହାରିବା ନିଷେଧ ଥିବା ବେଳେ ଏହାକୁ ଆହୁରି କଡ଼ା ଭାବେ ଲାଗୁ କରିବାକୁ ଜିଲ୍ଲା ପ୍ରଶାସନ କର୍ଫ୍ୟୁ ଜାରି କରିଛି। ସଂଧ୍ୟା ୭ଟାରୁ […]

  • Wednesday, 14 July 2021
surat
ସୁରତରୁ ଫେରିଥିଲେ ୧୭୦ ନମ୍ୱର କରୋନା ଆକ୍ରାନ୍ତ

ବ୍ରହ୍ମପୁର: ଗଞ୍ଜାମ ଆଜି ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ ସୁରତ ଲିଙ୍କ। ସଂପୃକ୍ତ ୧୮ ବର୍ଷୀୟ ଯୁବକ ସୁରତରୁ ଫେରି ସରକାରୀ କ୍ୱାରେଣ୍ଟିନ୍‌ରେ ଥିଲେ ବୋଲି ରାଜ୍ୟ ସରକାରଙ୍କ ସୂଚନା ଓ ଲୋକ ସଂପର୍କ ବିଭାଗ ସୂଚନା ଦେଇଛି। ସଂପୃକ୍ତ ଆକ୍ରାନ୍ତଙ୍କ କଣ୍ଟାକ୍ଟ ଟ୍ରେସିଂ ଚାଲିଛି। ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ମିଶାଇ ଗଞ୍ଜାମ ଜିଲ୍ଲାରେ ପଜିଟିଭ୍ ସଂଖ୍ୟା ୩କୁ ବୃଦ୍ଧି ପାଇଛି। ଏପଟେ ରାଜ୍ୟରେ ସମୁଦାୟ କରୋନା ପଜିଟିଭ୍ ସଂଖ୍ୟା ୧୭୦କୁ ବୃଦ୍ଧି ପାଇଛି। ସେପଟେ […]

  • Wednesday, 14 July 2021
feast
ଏକାଦଶାହ ଭୋଜିକୁ ଯାଇଥିଲେ 'କରୋନା' ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ କରୋନା ଆକ୍ରାନ୍ତଙ୍କ ଟ୍ରାଭେଲ ହିଷ୍ଟ୍ରୀ ଜାରି କରାଯାଇଛି। ତେବେ ଚିନ୍ତା ବଢାଇଛନ୍ତି ୧୪୬ ନମ୍ବର ଆକ୍ରାନ୍ତ ଟ୍ରାଭେଲ ବିବରଣୀରୁ ମିଳିଥିବା ତଥ୍ୟ ଅନୁସାରେ, ଗାଁରେ ଜଳଖିଆ ଦୋକାନ ଖୋଲିଥିଲେ ୧୪୬ ନଂ ଆକ୍ରାନ୍ତ। ମାର୍ଚ୍ଚ ୨୧ ତାରିଖରେ ଟ୍ରେନ୍‌ରେ କୋଲକାତାରୁ ଫେରିଥିଲେ। Travel History of #Covid19 Patients Case No: 157, 158 & 159 Contact tracing and follow-up action is being done. pic.twitter.com/6XdLWeV04i […]

  • Wednesday, 14 July 2021
chase
ନାଲି ପାଣି ପାଇଁ ଚୁଲିକୁ ଗଲା ସାମାଜିକ ଦୂରତ୍ୱ, କରୋନା ବ୍ୟାପିବାରେ ନୂଆ ବାହକ ହେବ କି ମଦ ବେପାର?

ଭୁବନେଶ୍ୱର: ଖାଇବା ପଛେ ନମିଳୁ, କିନ୍ତୁ ପ୍ରଥମେ ପେଟରେ ନାଲିପାଣି ପଡୁ। ଦେଢ଼ ମାସ ହେଲାଣି ପାଟି ଆମ୍ବିଳା। ତେଣୁ ଗ୍ରୀନ ଜୋନ୍‌ରେ ନାଲି ପାଣି ମୁନ୍ଦେ ପାଇଁ ମଦୁଆ ବାଉଳା। ତେବେ ନିୟମ କୋହଳ ପରେ ଦେଶର ଗ୍ରୀନ ଜୋନ୍‌ରେ ଏହାର ବିକ୍ରି ଆରମ୍ଭ ହୋଇଥିବା କଥା ଶୁଣି ଲାଗିଛି ଲମ୍ବା ଲାଇନ୍। ସେଇ ମାଲ୍ ପାଣି ବୋତଲେ ପାଇଁ ଧାଡ଼ି କୁଆଡୁ ବାହାରିଛି କୁଆଡ଼େ ଯାଉଛି ଠଉରେଇବା ମୁସ୍କିଲ। ବୁଢ଼ା, ଟୋକା ସମସ୍ତେ ବ୍ୟଗ୍ର। […]

  • Wednesday, 14 July 2021
migrants
ହଜାର ହଜାର ପ୍ରବାସୀ ଶ୍ରମିକଙ୍କ ଉତ୍ପାତ: ପୋଲିସ୍‌ ଉପରକୁ ପଥର ଫୋପାଡ଼ିଲେ, ଘରକୁ ଧାଇଁଲେ

ସୁରତ: ସୁରତ ଜିଲ୍ଲାର କଡୋଦରା ଅଞ୍ଚଳରେ ପ୍ରବାସୀ ଶ୍ରମିକଙ୍କ ଉତ୍ପାତ। ତୁରନ୍ତ ବ୍ୟବସ୍ଥା କରି ଆମକୁ ଆମ ରାଜ୍ୟ ପଠାଯାଉ ବୋଲି ଦାବି କରି ରାସ୍ତା ଉପରେ ହଙ୍ଗାମା କରିଛନ୍ତି ଶ୍ରମିକମାନେ। ୟୁପି, ବିହାର ଓ ଓଡ଼ିଶାର ହଜାର ହଜାର ଶ୍ରମିକ କଡୋଦରା ବରେଲିରେ ଜମା ହୋଇ ନିଜ ରାଜ୍ୟକୁ ଫେରାଇ ଦେବାକୁ ଦାବି କରିଛନ୍ତି। ଏମିତିକି ଘଟଣାସ୍ଥଳରେ ଥିବା ପୋଲିସ ଉପରେ କିଛି ଶ୍ରମିକ ପଥର ମାଡ କରିଥିବା ମଧ୍ୟ କରିଥିବା ଜଣାପଡିଛି। ପରିସ୍ଥିତିକୁ ଆଖି […]

  • Wednesday, 14 July 2021
suresh
ସମସ୍ତ ଜୋନ୍‌ରେ କଣ ରହିବ ସମାନ କଟକଣା?

ଭୁବନେଶ୍ୱର: ତୃତୀୟ ପର୍ଯ୍ୟାୟ ଲକଡାଉନ୍ ବେଳେ ବିଭିନ୍ନ ଜୋନରେ କଟକଣା ନେଇ ସୂଚନା ରଖିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର SRC ପ୍ରଦୀପ ଜେନା କହିଛନ୍ତି। ଯେଉଁ ଅଞ୍ଚଳରେ ୨୧ ଦିନ ଭିତରେ କୌଣସି ପିଜିଟିଭ ହୋଇନାହାନ୍ତି ତାହା ଗ୍ରୀନ୍ ଜୋନ୍। ଯେଉଁଠି ଏବେ ସକ୍ରିୟ ରୋଗୀ ଅଛନ୍ତି ଏବଂ ସଂଖ୍ୟା ଦୁଇଗୁଣା ହେଉଛି ତାହା ରେଡ୍ ଜୋନ୍। ସେପଟେ କଟକଣା ସମ୍ପର୍କରେ SRC କହିଛନ୍ତି ତୃତୀୟ ପର୍ଯ୍ୟାୟ ଲକଡାଉନ୍ ବଳବତ୍ତର ଥିବା ଯାଏଁ ସବୁ ଜୋନରେ ବିମାନ, […]

  • Wednesday, 14 July 2021
stuck
'ସରକାର ଶୁଣୁନାହାନ୍ତି, ଆମକୁ ଉଦ୍ଧାର କର'

ଶ୍ରୀକାକୁଲମ: ଲକଡାଉନ୍‌ରେ ଆନ୍ଧ୍ରର ଶ୍ରୀକାକୁଲମ୍ ଜିଲ୍ଲାରେ ଫସି ରହିଥିବା ପ୍ରବାସୀ ଓଡ଼ିଆଙ୍କ ଆକୁଳ ନିବେଦନ। କର୍ଣ୍ଣାଟକର ମାଙ୍ଗାଲୋରରୁ ଗତ ମାର୍ଚ୍ଚ ୨୭ ତାରିଖରେ ବାହାରି ଆନ୍ଧ୍ରର ଶ୍ରୀକାକୁଲମ୍ ଜିଲ୍ଲାରେ ଏପ୍ରିଲ ୧ ତାରିଖରୁ କ୍ୱାରେଣ୍ଟିନ୍‌ରେ ରହିଛନ୍ତି। ଗଞ୍ଜାମ ଚିକିଟି ବ୍ଲକ ରମେୟାପାଟଣା ଓ ସୋନପୁର ଅଞ୍ଚଳର ମତ୍ସ୍ୟଜୀବୀ କ୍ୱାରେଣ୍ଟିନ୍‌ ରହିବାର ୩୫ ଦିନ ହେଲାଣି ସମସ୍ତଙ୍କୁ ଗୁହାରି କରୁଥିଲେ ମଧ୍ୟ କେହି ସେମାନଙ୍କ କଥା ଶୁଣୁନଥିବା ଅଭିଯୋଗ କରିଛନ୍ତି। ନା ଆନ୍ଧ୍ର ସରକାର ନା ଓଡ଼ିଶା ସରକାର […]

  • Wednesday, 14 July 2021
bus
କେବଳ ଗ୍ରୀନ ଜୋନରେ ଚାଲିବ ବସ୍

ଭୁବନେଶ୍ୱର: କେବଳ ଗ୍ରୀନ ଜୋନରେ ହିଁ ବସ୍ ଚାଲିବ। ଏନେଇ ଆଜି ନୀତିଗତ ନିଷ୍ପତ୍ତି ନିଆଯାଇଥିବା କହିଛନ୍ତି ସ୍ୱତନ୍ତ୍ର ରିଲିଫ କମିଶନର ପ୍ରଦୀପ ଜେନା ତୃତୀୟ ପର୍ଯ୍ୟାୟ ଲକ୍ ଡାଉନ୍ ଗାଇଡଲାଇନ୍ ଅନୁସାରେ ଗ୍ରୀନ ଜୋନରେ ଯାତ୍ରୀବାହୀ ବସ୍ ଚାଲିପାରିବ। ବସରେ ୫୦% ଯାତ୍ରୀଙ୍କୁ ନେଇ ବସ୍ ଚଳାଚଳ କରିବ ବୋଲି ନିର୍ଦ୍ଦେଶ ଦିଆଯାଇଛି। ଅରେଞ୍ଜ କିମ୍ବା ରେଡ୍ ଜୋନ୍‌ରେ ବସ୍ ଚାଲିବାକୁ ଅନୁମତି ଦିଆଯାଇ ନାହିଁ ବୋଲି ସେ କହିଛନ୍ତି। ୫୦% ଯାତ୍ରୀଙ୍କୁ ନେଇ ବସ୍ […]

  • Wednesday, 14 July 2021
night
ଭୁବନେଶ୍ୱର ଓ ଜଗତସିଂହପୁରରେ ରାତି ହେଲେ ବାହାରିବା ମନା

ଭୁବନେଶ୍ୱର: ରାଜଧାନୀରେ କରୋନା ସଂକ୍ରମଣ ଦୃଷ୍ଟିରେ ସନ୍ଧ୍ୟା ୭ଟାରୁ ସକାଳ ୭ଟା ପର୍ଯ୍ୟନ୍ତ ବାହାରେ ବୁଲାବୁଲି ମନା କରାଯାଇଛି। ଲକଡାଉନ ନିୟମ ଅନୁସାରେ ଏହା କରାଯାଇଥିବା ପୁଲିସ କମିଶନରଙ୍କ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛନ୍ତି। ଆଜିଠାରୁ ଏ କଟକଣା କଡ଼ାକଡ଼ି ଭାବେ ଲାଗୁ ହେବ ବୋଲି କମିଶନର କହିଛନ୍ତି। ସେହିପରି ଜଗତସିଂହପୁର ଜିଲ୍ଲାରେ ରାତିରେ ଲାଗିବ କର୍ଫ୍ୟୁ। ଗ୍ରୀନ୍ ଜୋନ ଥିବା ସତ୍ତ୍ୱେ ଜିଲ୍ଲାରେ ସଂଧ୍ୟା ୭ଟାରୁ ସକାଳ ୭ଟା ଯାଏ କର୍ଫ୍ୟୁ ରହିବ। ଦେଶରେ ଲକ୍ […]

  • Wednesday, 14 July 2021
same
ଘୋଷଯାତ୍ରା ନେଇ ବଢ଼ିଲା ଆଶା, ରଥ ନିର୍ମାଣ ନେଇ ସୁପାରିଶ

ପୁରୀ: ରଥ ନିର୍ମାଣ ପାଇଁ ସୁପାରିଶ ଶ୍ରୀମନ୍ଦିର ପରିଚାଳନା କମିଟିରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ରଥ ନିର୍ମାଣ କରିବାକୁ ପରିଚାଳନା କମିଟି ବୈଠକରେ ସୁପାରିଶ କରାଯାଇଛି। କମିଟି ଅଧ୍ୟକ୍ଷ ଗଜପତି ମହାରାଜା ଦିବ୍ୟସିଂହ ଦେବ ଏହି ସୂଚନା ଦେଇଛନ୍ତି। ବଢ଼ିଲା ଶ୍ରୀଜୀଉଙ୍କ ଘୋଷଯାତ୍ରା ଆଶା ଆଗାମୀ ରଥଯାତ୍ରା ଲାଗି ବଡ଼ଦାଣ୍ଡରେ ତିନି ରଥର ନିର୍ମାଣ ଲାଗି ଆଜି ଶ୍ରୀମନ୍ଦିର ପରିଚାଳନା କମିଟିରେ ନିଷ୍ପତ୍ତି ପରେ ରାଜ୍ୟ ସରକାରଙ୍କୁ ସୁପାରିଶ କରାଯାଇଥିବା ସୂଚନା ଦେଇଛନ୍ତି କମିଟିର ଅଧ୍ୟକ୍ଷ […]

  • Wednesday, 14 July 2021
entry
ପାସ୍‌ ନଆଣିଲେ ଓଡ଼ିଶାରେ ପ୍ରବାସୀଙ୍କୁ ପ୍ରବେଶ ମନା

ଭୁବନେଶ୍ୱର: ଏବେ ବିନା ପାସରେ ଓଡ଼ିଶାରେ ପ୍ରବେଶ କରିପାରିବେ ନାହିଁ। ଅନ୍ୟ ରାଜ୍ୟରେ ଅଟକି ଥିବା ଓଡ଼ିଶାର ଲୋକମାନେ ଯଦି ଓଡ଼ିଶା ଫେରିବାକୁ ଚାହୁଁଥାନ୍ତି ତା’ହେଲେ ସେମାନେ ସେଠାକାର ସରକାର ବା ପ୍ରଶାସନଠୁ ପାସ୍ ଆଣିବା ବାଧ୍ୟତାମୂଳକ। ଯେଉଁ ଗାଡ଼ିରେ ଆସିବେ ସେହି ଗାଡ଼ି ସମ୍ପର୍କରେ ଓ ସେଥିରେ ଆସିବାକୁ ଥିବା ଯାତ୍ରୀଙ୍କ ସମ୍ପର୍କରେ ଓଡ଼ିଶା ସରକାରଙ୍କ କୋଭିଡ୍ ୱେବସାଇଟରେ ପଞ୍ଜିକରଣ କରାଇବେ ବୋଲି ରାଜ୍ୟ ପରିବହନ କମିଶନର ସଞ୍ଜିବ ପଣ୍ଡା ସୂଚନା ଦେଇଛନ୍ତି। ସେ ଆହୁରି କହିଛନ୍ତି […]

  • Wednesday, 14 July 2021
death
କଣ୍ଟା ସାଜିଲା ଲକ୍‌ଡାଉନ୍‌, ମାଆର ଶେଷ ଦର୍ଶନ କରିପାରିଲେନି ପୁଅ ଝିଅ

ଲକଡାଉନ୍ କଟକଣା ଯୋଗୁଁ ମାଆର ଶେଷ ଦର୍ଶନ କରିପାରିଲାନି ପୁଅ। ଏପରିକି ମୁଖାଗ୍ନି ବି ଦେଇ ପାରିଲାଗି। ଶେଷରେ ମୁଖାଗ୍ନି ଦେଲା ନାତି। ଏଭଳି ଅଭାବନୀୟ ଘଟଣା ଘଟିଛି ମାଲକାନଗିରି ଏମ୍‌ଭି-୯୦ ଗାଁରେ ୪ ଦିନ ତଳେ ଗାଁର ଅଞ୍ଜଳି ମଣ୍ଡଳ ନାମକ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଥିଲା। ମାଆର ମୃତ୍ୟୁ ଖବର ପାଇ ବି ଆନ୍ଧ୍ରପ୍ରଦେଶ କୁନ୍ତୁରରେ ଥିବା ପୁଅ ଲକଡାଉନ୍ ଯୋଗୁ ଆସିପାରି ନଥିଲା। ଶେଷରେ ନାତି ଦେଇଥିଲା ମୁଖାଗ୍ନି। ମାଆର ମୃତ୍ୟୁର ୪ […]

  • Wednesday, 14 July 2021
plagma therapy
ଆଉ ୬ କରୋନା ପଜିଟିଭ ଚିହ୍ନଟ, ୧୬୯ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୬ କରୋନା ପଜିଟିଭ ଚିହ୍ନଟ। ଚିହ୍ନଟ ମଧ୍ୟରୁ ଯାଜପୁରର ୪ଜଣ ଓ ଭଦ୍ରକର ୨ଜଣ ବୋଲି କୋଭିଡ୍‌  ୱେବସାଇଟ୍‌ରେ ପ୍ରକାଶ ପାଇଛି।  ଏହି ଆକ୍ରାନ୍ତଙ୍କୁ ମିଶାଇ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୫୨ରେ ପହଞ୍ଚିଛି। ସେହିପରି ଭଦ୍ରକର ଉଭୟଙ୍କ ଘର ବାସୁଦେବପୁର, ଏମାନେ କୋଲକାତା ଫେରନ୍ତା। ଭଦ୍ରକରେ ଆକ୍ରାନ୍ତଙ୍କ ସଂଖ୍ୟା ୨୧ରେ ପହଞ୍ଚିଛି। ଏଥିସହ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୯ରେ ପହଞ୍ଚିଛି। ଏମାନଙ୍କ ମଧ୍ୟରୁ ୬୦ଜଣ ସୁସ୍ଥ ହୋଇଥିଲେବି ୧୦୮ ଆକ୍ଟିଭ୍ କେଶ ରହିଛି। […]

  • Wednesday, 14 July 2021