• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

veg
ବୃଥାରେ ଯିବନି ଚାଷୀଙ୍କ ପରିଶ୍ରମ, ମନ୍ତ୍ରୀ ବତାଇଲେ ବାଟ

ଭୁବନେଶ୍ୱର: ଏଣିକି ଅନଲାଇନରେ ଚାଷୀଙ୍କ ପନିପରିବା ବିକ୍ରି ହେବ। କୃଷି ବିଭାଗ ପକ୍ଷରୁ ଏନେଇ ପଦକ୍ଷେପ ଆରମ୍ଭ ହୋଇଛି। ଏନେଇ ଏକ ମାର୍କେଟିଂ ୱେବସାଇଟ୍ ଆରମ୍ଭ ହୋଇଛି।  odi hort marketing.nic.in ନାଁରେ ଏହି ୱେବସାଇଟ୍‌କୁ ଆରମ୍ଭ କରାଯାଇଛି। ସାରା ରାଜ୍ୟର ଚାଷୀ ନିଜ ପନିପରିବା ସମ୍ପର୍କରେ ତଥ୍ୟ ଏଥିରେ ପ୍ରଦାନ କରିବେ। ଏହାସହ ୧୫ ଶହରୁ ଅଧିକ ବ୍ୟବସାୟୀ ଏଥିରେ ନାଁ ପଞ୍ଜୀକରଣ କରିଛନ୍ତି। କେଉଁ ଅଞ୍ଚଳର କେଉଁ ଚାଷୀ ପାଖରେ କେତେ ପରିମାଣ ପରିବା […]

  • Wednesday, 14 July 2021
cohat
କରୋନା ଭୟରେ ମୃତଦେହ ଛୁଇଁଲେନି ଗାଁ ଲୋକ

କେନ୍ଦୁଝର: କରୋନା ସଂକ୍ରମଣ ଡରରେ ମୃତଦେହକୁ ଛୁଇଁଲେନି ଗାଁ ଲୋକେ। କେନ୍ଦୁଝର ଜିଲ୍ଲା ଚମ୍ପୁଆ ଥାନା ଅନ୍ତର୍ଗତ ନାରଦପୁର ଗାଁରେ ଦେଖିବାକୁ ମିଳିଛି ଏଭଳି ଅଭାବନୀୟ ଘଟଣା। ମୃତ ବ୍ୟକ୍ତି ଜଣକ ଗତ ମାର୍ଚ୍ଚ ୧୧ ତାରିଖରେ ବେଙ୍ଗାଲୁରୁରୁ ଗାଁକୁ ଫେରିଥିଲେ। ବେଙ୍ଗାଳୁରୁରୁ ଫେରିଥିବାରୁ ହୋମ୍ କ୍ୱାରେଣ୍ଟିନରେ ମଧ୍ୟ ରହିଥିଲେ। ହେଲେ ଆଜି କୌଣସି କାରଣରୁ ତାଙ୍କର ମୃତ୍ୟୁ ଘଟିଥିଲା। ଏଥିରେ ଭୟଭୀତ ହୋଇ ପଡିଥିଲେ ତାଙ୍କ ପରିବାର ଲୋକେ। ଏମିତିକି ବ୍ୟବଚ୍ଛେଦ ପାଇଁ ମେଡିକାଲ ନେବାକୁ […]

  • Wednesday, 14 July 2021
office
ଜୁନ୍ ୧୫ପର୍ଯ୍ୟନ୍ତ ସକାଳୁଆ ଅଫିସ୍, ନିର୍ଦ୍ଦେଶ ମାନିବାକୁ ସରକାରଙ୍କ ତାଗିଦ୍‌

ଭୁବନେଶ୍ୱର: ସରକାରୀ ଅଫିସ୍‌ରେ କାର୍ଯ୍ୟ କରିବାକୁ ନେଇରାଜ୍ୟ ସରକାର ସାନି ନିର୍ଦ୍ଦେଶନାମା ଜାରି କରିଛନ୍ତି। ଏପ୍ରିଲ ୧୦ରୁ ଜୁନ୍ ୧୫ତାରିଖ ପର୍ଯ୍ୟନ୍ତ ଜିଲ୍ଲାସ୍ତରରେ ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ କୋର୍ଟଗୁଡ଼ିକର ଅଫିସ୍ ସମୟ ସକାଳ ୭ଟାରୁ ଦିନ ୧ଟା ପର୍ଯ୍ୟନ୍ତ ପାଳନ ନିମନ୍ତେ ରାଜସ୍ୱ ଓ ବିପର୍ଯ୍ୟୟ ବିଭାଗ ପକ୍ଷରୁ ଆଜି ପୁଣିଥରେ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କରୋନା ପାଇଁ ଲକଡାଉନ୍ ମଧ୍ୟରେ ଚଳିତ ଗ୍ରୀଷ୍ମ ଋତୁରେ ସରକାରୀ ଅଫିସଗୁଡ଼ିକ କାର୍ଯ୍ୟ କରିବାର ସମୟ ନିର୍ଘଣ୍ଟକୁ ନେଇ […]

  • Wednesday, 14 July 2021
caring of covid patient
ସମ୍ଭାବ୍ୟ ବାତ୍ୟା ବେଳେ କରୋନା ରୋଗୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱାରୋପ

ନୂଆଦିଲ୍ଲୀ/ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟା ବେଳେ କରୋନା ରୋଗୀ ଯେଭଳି ସୁରକ୍ଷିତ ରହିବେ ଏବଂ କୋଭିଡ୍ ହସ୍ପିଟାଲ ଓ କେନ୍ଦ୍ର ଗୁଡିକ ପରିଚାଳନାରେ ଯେମିତି କୌଣସି ବ୍ୟାଘାତ ନ ହୁଏ ତାହା ନିଶ୍ଚିତ କରିବା ଉପରେ କେନ୍ଦ୍ର କ୍ୟାବିନେଟ ସଚିବ ରାଜୀବ ଗୌବାଙ୍କ ଗୁରୁତ୍ୱାରୋପ କରିଛନ୍ତି। ଏଥିସହ ବାତ୍ୟା ପ୍ରଭାବିତ ଅଞ୍ଚଳରୁ ଦେଶର ଅନ୍ୟ ଅଞ୍ଚଳକୁ ଚାଲିଥିବା ଅକ୍ସିଜେନ୍ ଉତ୍ପାଦନ ଓ ଯୋଗାଣ ବଜାୟ ରଖିବା ଲାଗି ଆବଶ୍ୟକ ପଦକ୍ଷେପ ନେବାକୁ ସେ ପରାମର୍ଶ ଦେଇଛନ୍ତି। ଆଜି ରାଜୀବ […]

  • Wednesday, 14 July 2021
kutcha house
ସମ୍ଭାବ୍ୟ ବାତ୍ୟା 'ୟାସ୍'କୁ ନେଇ ମୁଖ୍ୟମନ୍ତ୍ରୀଙ୍କ ସମୀକ୍ଷା, କଚ୍ଚା ଘରେ ରହୁଥିବା ଲୋକଙ୍କୁ ସ୍ଥାନାନ୍ତର ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଆଜି ସକାଳେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଆସନ୍ତାକାଲି ଏହା ଅବପାତରେ ପରିଣତ ହୋଇପାରେ। ୨୪ ତାରିଖ ସକାଳେ ଏହା ବାତ୍ୟାରେ ପରିଣତ ହୋଇପାରେ। ୨୬ ତାରିଖ ସନ୍ଧ୍ୟାରେ ଅତି ଭୀଷଣ ବାତ୍ୟାରେ ପରିଣତ ହୋଇ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଭାରତୀୟ ପାଣିପାଗ ବିଭାଗ ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଓଟିଭିକୁ ସୂଚନା ଦେଇଛନ୍ତି। ତେବେ ବାତ୍ୟା ‘ୟାସ୍’ ଉପକୂଳ ଛୁଇଁବା ବେଳକୁ ପବନର ବେଗ ଘଣ୍ଟା […]

sealed
ସୀମା ସିଲ୍‌ ସତ୍ତ୍ୱେ ପଶ୍ଚିମବଙ୍ଗରୁ କେମିତି ଆସିଲେ ଶ୍ରମିକ?

ଭୁବନେଶ୍ୱର: ଓଡ଼ିଶାରେ ଆଜି ନୂଆ ୧୩ ପଜିଟିଭଙ୍କ ସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି। ତେବେ ସବୁଠୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ରାଜ୍ୟ କୋଭିଡ୍-୧୯ ମୁଖ୍ୟ ମୁଖପାତ୍ରଙ୍କ ସୂଚନା ଅନୁଯାୟୀ ଏମାନଙ୍କ ଭିତରୁ ମୋଟ୍ ୨୪ ଜଣ ଅର୍ଥାତ୍ ପ୍ରାୟ ଏକ ତୃତୀୟାଂଶଙ୍କ ପଶ୍ଚିମବଙ୍ଗ ଲିଙ୍କ୍। ଏମାନେ ହୁଏତ ପଶ୍ଚିମବଙ୍ଗରୁ ଫେରିଛନ୍ତି କିମ୍ବା ପଶ୍ଚିମବଙ୍ଗ ଫେରନ୍ତାଙ୍କ ସଂସ୍ପର୍ଶରେ ଆସିଛନ୍ତି। ସେ ଭିତରୁ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ୧୩ ଜଣଙ୍କ ମଧ୍ୟରୁ ୧୦ ଜଣଙ୍କର […]

  • Wednesday, 14 July 2021
featured
ଖୋର୍ଦ୍ଧା ପରେ ଆଉ ୨ ଜିଲ୍ଲାରେ ନିଦ ହଜାଇଲା 'କରୋନା'

ଭୁବନେଶ୍ୱର: ରାଜ୍ୟରେ ଥମିଯାଇଥିବା କରୋନା ସଂକ୍ରମଣ ପୁଣି ବଢ଼ିବାରେ ଲାଗିଲା। ୨୪ ଘଣ୍ଟାରେ ୧୩ କରୋନା ରୋଗୀଙ୍କ ଚିହ୍ନଟ ପରେ ୭୪ରେ ପହଞ୍ଚିଛି ସଂକ୍ରମିତଙ୍କ ସଂଖ୍ୟା। ସକାଳେ ୭, ଅପରାହ୍ନରେ ୬  ଗୋଟିଏ ଦିନରେ ରାଜ୍ୟରୁ ୧୩ ନୂଆ କରୋନା ରୋଗୀ ଚିହ୍ନଟର ଖବର। ଏବେ ନିଦ ହଜାଇଲାଣି ଭଦ୍ରକ ଓ ଯାଜପୁରରେ ସଂକ୍ରମଣର ସ୍ଥିତି। ଭଦ୍ରକରେ ୩ ଆକ୍ରାନ୍ତ ଚିହ୍ନଟ ହେବାର ପାଖାପାଖି ୧୬ ଦିନ ପରେ ଆଜି ଆଉ ୫ ଜଣଙ୍କ ଠାରେ ଠାବ […]

  • Wednesday, 14 July 2021
covid
ରାଉଲକେଲାରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ବିଶ୍ରାରେ ବଢ଼ିଲା କଣ୍ଟେନ୍‌ମେଣ୍ଟ୍‌ ଜୋନ୍‌ ଅବଧି

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ ୩ଜଣ କରୋନା ପଜିଟିଭ୍ ରୋଗୀ ଚିହ୍ନଟ ହେବା ପରେ କଣ୍ଟେନମେଣ୍ଟ ଅବଧି ବଢାଇଛି ଜିଲ୍ଲା ପ୍ରଶାସନ।  ରାଉରକେଲାର ବିଶ୍ରାରେ କଣ୍ଟେନମେଣ୍ଟ୍‌ ଜୋନ ଅବଧି ଆଉ ୪୮ ବଢ଼ିଛି। ପଞ୍ଚମ ଥର ପାଇଁ ସୁନ୍ଦରଗଡ଼ ଜିଲ୍ଲାପ୍ରଶାସନ ଏପରି ନିଷ୍ପତ୍ତି ନେଇଛି। ଏପରିକି ପ୍ରତିଦିନ ଉକ୍ତ ଅଞ୍ଚଳକୁ ପ୍ରତିଦିନ ସାନିଟାଇଜ୍ କରାଯାଉଛି। ସ୍ୱାସ୍ଥ୍ୟ କର୍ମୀମାନେ ଘରକୁ ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ପରୀକ୍ଷା କରୁଛନ୍ତି। Second Update On Positive Cases, 20th April, 2020 […]

  • Wednesday, 14 July 2021
odisha-corona
କରୋନା ମୁକାବିଲା ନେଇ ଓଡ଼ିଶାକୁ ପୁଣି ପ୍ରଶଂସା

ନୂଆଦିଲ୍ଲୀ: କରୋନା ସ୍ଥିତି ମୁକାବିଲା ନେଇ ରାଜ୍ୟରେ କେନ୍ଦ୍ର ସରକାରଙ୍କ ପ୍ରଶଂସା। ଓଡ଼ିଶା ଓ କେରଳକୁ ପ୍ରଶଂସା କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ଯୁଗ୍ମ ସଚିବ ଲବ ଅଗ୍ରଓ୍ୱାଲ। ଲକ୍‌ଡାଉନ ପୂର୍ବରୁ ଦେଶରେ ପ୍ରତି ୩. ୪ ଦିନରେ କେସ୍ ଦ୍ୱିଗୁଣିତ ହେଉଥିଲା। ଲକଡାଉନ୍ ପରେ ଏବେ ପ୍ରତି ୭. ୫ ଦିନରେ ମାମଲା ଦୁଇ ଗୁଣା ହେଉଛି। କିଛି ରାଜ୍ୟରେ ଆକ୍ରାନ୍ତ ଦ୍ୱିଗୁଣିତ ହାର ଜାତୀୟ ହାର ଠାରୁ କମ ରହିଛି। ଓଡ଼ିଶା ଓ କେରଳରେ […]

  • Wednesday, 14 July 2021
caring of covid patient
ଦୁର୍ବଳ ଓ ସଂକ୍ରମଣ ପ୍ରବଣ ଲୋକଙ୍କ ପ୍ରତି ଅଧିକ ଯତ୍ନବାନ ରହିବାକୁ ପରାମର୍ଶ

ନୂଆଦିଲ୍ଲୀ/ଭୁବନେଶ୍ୱର: ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଏହାକୁ ଦୃଷ୍ଟିରେ ରଖି ଦୁର୍ବଳ ଓ ସଂକ୍ରମଣ ପ୍ରବଣ ଲୋକଙ୍କ ପ୍ରତି ଅଧିକ ଯତ୍ନଶୀଳ ହେବାକୁ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ପରାମର୍ଶ ଦିଆଯାଇଛି। ଏନେଇ କେନ୍ଦ୍ର ଗୃହ ମନ୍ତ୍ରାଳୟ ପକ୍ଷରୁ ନୂଆ ଆଡଭାଇଜରି ମଧ୍ୟ ଜାରି ହୋଇଛି। ଦୁର୍ବଳ,  ମହିଳା, ଶିଶୁ, ବରିଷ୍ଠ ନାଗରିକ ଓ ସଂକ୍ରମଣ ପ୍ରବଣ ଲୋକ ଇତ୍ୟାଦିଙ୍କ ପ୍ରତି ଅଧିକ ଯତ୍ନବାନ ରହିବାକୁ ପରାମର୍ଶ ଦିଆଯାଇଛି। ଏନେଇ ସମସ୍ତ ରାଜ୍ୟର ମୁଖ୍ୟ […]

wb
ସମସ୍ତ ପଶ୍ଚିମବଙ୍ଗ ଫେରନ୍ତାଙ୍କୁ କ୍ୱାରେଣ୍ଟାଇନ୍‌ରେ ରହିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର: ଗୋଟିଏ ଦିନରେ  ଓଡ଼ିଶାରେ ୧୩ କରୋନା ପଜିଟିଭ ଚିହ୍ନଟ ହେବା ପରେ ପୁଣି ଚିନ୍ତା ବଢ଼ାଇଛି। ଭଦ୍ରକ ଓ ଯାଜପୁରରୁ ଚିହ୍ନଟ ହୋଇଥିବା ୧୦ ଜଣ ଆକ୍ରାନ୍ତଙ୍କର ପଶ୍ଚିମବଙ୍ଗ ଟ୍ରାଭେଲ୍ ହିଷ୍ଟ୍ରି ରହିଛି। ସେମାନେ ନିକଟରେ ପଶ୍ଚିମବଙ୍ଗରୁ ଫେରିଥିଲେ। ତେଣୁ ଗତ ୨୮ ଦିନ ମଧ୍ୟରେ ପଶ୍ଚିମବଙ୍ଗରୁ ଫେରିଥିବା ସମସ୍ତ ବ୍ୟକ୍ତିଙ୍କୁ ସରକାରଙ୍କୁ ନିଜ ଆଡ଼ୁ ସୂଚନା ଦେବାକୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ନିବେଦନ କରାଯାଇଛି। 10 persons of Bhadrak and Jajpur districts […]

  • Wednesday, 14 July 2021
ugc2
ଲକ୍‌ଡାଉନ୍ ସତ୍ତ୍ୱେ ଖୋଲିବ ବିଶ୍ୱବିଦ୍ୟାଳୟ, ସର୍ତ୍ତ ଅନୁସାରେ ପଢ଼ିବେ ଛାତ୍ରଛାତ୍ରୀ

ଭୁବନେଶ୍ୱର: ଲକଡାଉନ୍‌ ସତ୍ତ୍ୱେ ଖୋଲିବ ବିଶ୍ୱବିଦ୍ୟାଳୟ। ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ଓ ଘରୋଇ ବିଶ୍ୱବିଦ୍ୟାଳୟ ଖୋଲିବ। ତେବେ କିଛି କଟକଣା ସହ ବିଶ୍ୱବିଦ୍ୟାଳୟ ଖୋଲିବା ନେଇ କୁଳପତିମାନଙ୍କୁ ଚିଠି ଲେଖିଛନ୍ତି ଉଚ୍ଚଶିକ୍ଷା ବିଭାଗ ସଚିବ। ଏହି ନିର୍ଦ୍ଦେଶ ଅନୁସାରେ, ବିଶ୍ୱବିଦ୍ୟାଳୟ ଖୋଲିଲେ ବି ଛାତ୍ରଛାତ୍ରୀ ଆସିବେନାହିଁ। ଥିଓରୀ ଓ ପ୍ରାକ୍ଟିକାଲ କ୍ଲାସ ସିଧାସଳଖ ହେବନି। ତେବେ ଅନଲାଇନ କ୍ଲାସ୍ ଓ ଡିଷ୍ଟାନ୍ସ ଲର୍ଣ୍ଣିଂ ଚାଲିବ। କୌଣସି ଥିଓରୀ କିମ୍ବା ପ୍ରାକ୍ଟିକାଲ୍ ପରୀକ୍ଷା […]

  • Wednesday, 14 July 2021
rapid
ଆଉ ୬ କରୋନା ପଜିଟିଭ ଚିହ୍ନଟ, ରାଜ୍ୟରେ ଆକ୍ରାନ୍ତ ସଂଖ୍ୟା ୭୪ରେ ପହଞ୍ଚିଲା

ଭୁବନେଶ୍ୱର: ଗତ କିଛି ଦିନ ଧରି ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟାରେ ଧିମା ପଡ଼ିଥିବାବେଳେ ଗୋଟିଏ ଦିନରେ ୧୩ ଜଣଙ୍କ ରିପୋର୍ଟ ପଜିଟିଭ ଆସିବା ପୁଣି ଚିନ୍ତା ବଢ଼ାଇଛି। ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ଘର ସ୍ୱାସ୍ଥ୍ୟ ବିଭାଗ ଜଣାଇ ନଥିବାବେଳେ ମ୍ୟାପ୍ ତଥ୍ୟ ଅନୁସାରେ ଜଣେ ସୁନ୍ଦରଗଡ଼ର ହୋଇଥିବାବେଳେ ଅନ୍ୟ ୫ଜଣ ଯାଜପୁର ଜିଲ୍ଲାର ବୋଲି ଜଣାପଡ଼ିଛି। ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୭୪ରେ ପହଞ୍ଚିଛି। ଆଜି ସକାଳେ […]

  • Wednesday, 14 July 2021
covid warrior
ଗଛ ତଳେ ରାତି କାଟିଲେ କରୋନା ସମ୍ମୁଖ ଯୋଦ୍ଧା

ପଦ୍ମପୁର(ବରଗଡ଼): ଯିଏ କରୋନା ମୁକାବିଲାର ସମ୍ମୁଖ ଯୋଦ୍ଧା, କରୋନା ପଜିଟିଭ ଚିହ୍ନଟ ହେବା ପରେ ତାଙ୍କୁ ହିଁ ଅବହେଳା କରାଯାଇଥିବା ଅଭିଯୋଗ ହୋଇଛି। ନା ତାଙ୍କୁ କୋଭିଡ କେୟାର ସେଣ୍ଟରରେ ଭର୍ତ୍ତି କରାଗଲା, ନା ଅନ୍ୟ କିଛି ପରାମର୍ଶ ଦିଆଗଲା। ସାରା ରାତି ହସ୍ପିଟାଲ ପରିସରରେ ଏକ ଗଛ ତଳେ ବସି ବସି ସମୟ କାଟିଲେ ଜଣେ ଅଙ୍ଗନଓ୍ୱାଡ଼ି କର୍ମୀ। ବରଗଡ଼ ଜିଲ୍ଲା ପଦ୍ମପୁରରୁ ଏହି ଅଭିଯୋଗ ଆସିଛି। ଅଭିଯୋଗ ଅନୁସାରେ, ଅଏଁଲାଭଟା ଗାଁର ଜଣେ ଅଙ୍ଗନଓ୍ୱାଡ଼ି […]

  • Wednesday, 14 July 2021
pack
ସିପି କହିଲେ, କେତେ କର୍ମଚାରୀରେ ଚାଲିବ ଅଫିସ୍

ଭୁବନେଶ୍ୱର: ଭୁବନେଶ୍ୱରରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ କର୍ମଚାରୀ ଏବଂ ଆଇଟି କଂପାନୀମାନେ କେତେ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବେ ସେନେଇ ଟ୍ୱିଟ୍ କରିଛନ୍ତି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ।  ଭୁବନେଶ୍ୱରରେ ଥିବା କେନ୍ଦ୍ର ସରକାରଙ୍କ ବିଭିନ୍ନ କାର୍ଯ୍ୟାଳୟରେ ଅତିରିକ୍ତ ସଚିବ ରାଙ୍କର ଉପରେ ଥିବା ସମସ୍ତ ଅଧିକାରୀ ଅଫିସ୍ ଆସିପାରିବେ ଏବଂ ଅନ୍ୟ କର୍ମଚାରୀଙ୍କ ସଂଖ୍ୟା ୩୦ ପ୍ରତିଶତ ରହିବ ବୋଲି ସିପି ସୂଚନା ଦେଇଛନ୍ତି। ସେମାନେ ପରିଚୟ ପତ୍ର ଦେଖାଇ ଅଫିସ୍ ଯାଇପାରିବେ ଏବଂ […]

  • Wednesday, 14 July 2021
health camp
ପୁଣି ଆନ୍ଧ୍ରର ଦାଦାଗିରି: ଓଡ଼ିଶାରେ ଅନୁପ୍ରବେଶ କରି ଯୋଗାଉଛି ସ୍ବାସ୍ଥ୍ୟ ସେବା

ଜୟପୁର: ପୁଣି ଆନ୍ଧ୍ରର ଦାଦାଗିରି ଦେଖିବାକୁ ମିଳିଛି। ଓଡ଼ିଶାରେ ଅନୁପ୍ରବେଶ କରି ଆନ୍ଧ୍ର ପକ୍ଷରୁ ସ୍ବାସ୍ଥ୍ୟ ସେବା ଯୋଗାଇ ଦିଆଯାଉଥିବା ଦେଖିବାକୁ ମିଳିଛି। କୋରାପୁଟ ଜିଲ୍ଲା କୋଟିଆର ଫାଟୁସିନେରୀରେ ଆନ୍ଧ୍ର ପକ୍ଷରୁ ମୋବାଇଲ ମେଡ଼ିକାଲ କ୍ଲିନିକ ଖୋଲା ଯାଇଛି । ଫାଟୁସିନେରୀ ଗାଁରେ ଘରକୁ ଘର ବୁଲି ଆନ୍ଧ୍ର ମାଗଣା ସ୍ବାସ୍ଥ୍ୟ ସେବା ଯୋଗାଉଛି। ସ୍ବତନ୍ତ୍ର ଲାଇଫ ସପୋର୍ଟ ଆମ୍ବୁଲାନ୍ସ ୧୦୪ରେ ଡାକ୍ତର ଓ ଅନ୍ୟ ଷ୍ଟାଫ ମିଶି ସ୍ବାସ୍ଥ୍ୟସେବା ଯୋଗାଇ ଦେଉଛନ୍ତି। ସାଲୁର ମଣ୍ଡଳର ତୋନମ […]

h
ଆଇନ୍‌ ଭାଙ୍ଗିଲେ ପୋଲିସ ବାବୁ, କଟକଣା ସତ୍ତ୍ୱେ ଶ୍ରୀମନ୍ଦିର ଭିତରକୁ ପଶିଲେ ପୂରା ପରିବାର

ପୁରୀ: ଶ୍ରୀମନ୍ଦିରରେ ଶ୍ରଦ୍ଧାଳୁଙ୍କ ପ୍ରବେଶ ଉପରେ କଟକଣା ଲାଗିଥିବାବେଳେ, ଜଣେ ପୋଲିସ ଅଧିକାରୀ ଏହାକୁ ଉଲ୍ଲଂଘନ କରିଥିବା ଅଭିଯୋଗ ହୋଇଛି। କଟକଣା ଭାଙ୍ଗି ଯାଜପୁର ଜିଲ୍ଲା ବଡ଼ଚଣା ଥାନା ଅଧିକାରୀ ଓ ତାଙ୍କ ପରିବାର ଲୋକେ ଶ୍ରୀମନ୍ଦିର ଭିତରକୁ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ କରିଥିବା ସୂଚନା ମିଳିଛି। ସେ ଦକ୍ଷିଣ ଦ୍ୱାର ଦେଇ ମନ୍ଦିରକୁ ପଶିଥିଲେ। ଏନେଇ ସିଂହଦ୍ୱାର ଥାନାରେ ଜଣେ ହାବିଲଦାରଙ୍କ ଏତଲାକ୍ରମେ ମାମଲା ରୁଜୁ ହୋଇଛି। ଭକ୍ତଙ୍କ ପ୍ରବେଶ କଟକଣା ସତ୍ତ୍ୱେ ଦର୍ଶନ […]

  • Wednesday, 14 July 2021
super-sprader
ବିଶେଷଜ୍ଞଙ୍କ ମତ, ଆତ୍ମଗୋପନ କରିଥାଇପାରନ୍ତି ସୁପରସ୍ପ୍ରେଡର!

ଭୁବନେଶ୍ୱର: ବିଶ୍ୱକୁ ଘାରିଛି ମହାମାରୀ କରୋନା ଚିନ୍ତା। ସାଂଘାତିକ ସ୍ଥିତିରେ ପହଞ୍ଚିଛି କୋଭିଡ୍-୧୯ ସଂକ୍ରମଣ ହାର। ଚୀନ୍ ପରେ ପରେ ଆମେରିକା, ଇଟାଲୀ, ସ୍ପେନ୍, ଫ୍ରାନ୍ସ ଆଦି ଅନେକ ଶକ୍ତିଶାଳୀ ରାଷ୍ଟ୍ରରେ ମୃତ୍ୟୁର ତାଣ୍ଡବ ରଚୁଛି କରୋନା ଭାଇରସ୍। ଆଉ ସେହି ଭୟଙ୍କର ଭାଇରସର ବାହକ ସାଜି ବିପଦ ସୃଷ୍ଟି କରିଛନ୍ତି ଜଣେ ଜଣେ ସୁପର ସ୍ପ୍ରେଡର୍। କରୋନାର କରାଳ କାୟା ଭିତରେ ଚିନ୍ତା ବଢ଼ାଉଛନ୍ତି ସୁପର୍ ସ୍ପ୍ରେଡର। ନିଜେ ଆକ୍ରାନ୍ତ ହୋଇ ଅନ୍ୟକୁ ବାଣ୍ଟି ଚାଲିଛନ୍ତି […]

  • Wednesday, 14 July 2021
rape
ଦୁଷ୍କର୍ମ କରିଥିବା ଭୟରେ ଏଭଳି କାଣ୍ଡ ଭିଆଇଲା ନାବାଳକ

କେନ୍ଦୁଝର: ଗତକାଲି ଜଣେ ନାବାଳିକା କିଛି ଦୂରରେ ଥିବା ସମ୍ପର୍କୀୟଙ୍କ ଘରକୁ ଯାଇଥିଲେ କିନ୍ତୁ ଆଉ ଫେରିନଥିଲେ। ବରଂ ଫେରିଥିଲା ଛୋଟ ଝିଅର ମୃତଦେହ। ତାଙ୍କୁ ଦୁଷ୍କର୍ମ ପରେ ହତ୍ୟା କରାଯାଇଥିବା ଜଣାପଡ଼ିଛି। ଏଭଳି ଲଜ୍ଜାଜନକ ଘଟଣା ଘଟିଛି ବାମେବାରୀ ଥାନା ଅଞ୍ଚଳରେ। ଜଣେ ନାବାଳିକାକୁ ଦୁଷ୍କର୍ମ ପରେ ହତ୍ୟା ଅଭିଯୋଗ ହୋଇଛି।। ଗତକାଲି ନାବାଳିକା ଜଣକ ଘରକୁ ନଫେରିବାରୁ ଆଖପାଖ ଅଂଚଳରେ ଖୋଜାଖୋଜି କରିଥିଲେ ପରିବାର ଲୋକେ। ତେବେ ଆଜି ସକାଳେ ଘର ପାଖ ଜଙ୍ଗଲରେ […]

  • Wednesday, 14 July 2021
bhdrak
ଭଦ୍ରକରେ ଲକ୍‌ଡାଉନ୍ କୋହଳ, ସନ୍ଧ୍ୟା ଯାଏ ଖୋଲିବ ଦୋକାନ

ଭଦ୍ରକ: କଣ୍ଟେନମେଣ୍ଟ ଜୋନ୍ ପ୍ରତ୍ୟାହାର ରୋଗୀ ଚିହ୍ନଟ ସହ ସ୍ଥିତି ସୁଧୁରିବାରୁ ଚରମ୍ପାର କଣ୍ଟେନମେଣ୍ଟ ଜୋନ୍-୨ ଏବଂ ଏରେଇଁର କଣ୍ଟେନମେଣ୍ଟ ଜୋନ୍-୩ରୁ କଟକଣା ପ୍ରତ୍ୟାହାର କରାଯାଇଛି। ତେବେ ଏସବୁ ଅଞ୍ଚଳରେ ଲକଡାଉନ ନିୟମ ପୂର୍ବଭଳି ଚାଲୁ ରହିବ। ଏଥିସହ ବିଭିନ୍ନ ଦୋକାନ ଖୋଲିବା ନେଇ ମଧ୍ୟ ସୂଚନା ଦେଇଛନ୍ତି। ଭଦ୍ରକ ଜିଲ୍ଲାପାଳଙ୍କ ସୂଚନା ଅନୁସାରେ, ପନିପରିବା ଦୋକାନ ଭଦ୍ରକ ମ୍ୟୁନିସିପାଲିଟି ଓ ଏରେଇଁ ଗ୍ରାମପଞ୍ଚାୟତରେ ଅପରାହ୍ଣ ୧ଟା ଯାଏ ଏବଂ ଭଦ୍ରକ ଜିଲ୍ଲାର ଅନ୍ୟ ସମସ୍ତ ସ୍ଥାନରେ […]

  • Wednesday, 14 July 2021
vil2
କରୋନା ମୁକାବିଲାରେ ଗୁଣ୍ଡୁଚି ମୂଷା ସାଜିଲେ ଗାଁଲୋକେ

ସମ୍ବଲପୁର: ସାରା ଦେଶ ଏବେ ସଙ୍କଟ ଦେଇ ଗତି କରୁଛି। ଗରିବ ଓ ଅସହାୟଙ୍କ ପାଇଁ ଅର୍ଥର ଆବଶ୍ୟକ ରହିଛି। କରୋନା ମୁକାବିଲା ପାଇଁ ସାହାଯ୍ୟର ହାତ ବଢାଇଲେ ଗ୍ରାମବାସୀ। ଘରକୁ ଘର ବୁଲି ୨୫ ହଜାର ୧୬୮ ଟଙ୍କା ସଂଗ୍ରହ କରି ପ୍ରଧାନମନ୍ତ୍ରୀ କେୟାର ଫଣ୍ଡକୁ ପଠାଇଛନ୍ତି। ଏଭଳି ନିଆରା ପ୍ରୟାସ କରିଛନ୍ତି ସମ୍ବଲପୁର ଜିଲ୍ଲା ଡଙ୍ଗାପାଲ ଗାଁର ଲୋକେ। ଗୁଣ୍ଡୁଚି ମୂଷା ତୁଲ୍ୟ ଏମାନଙ୍କ ଏହି ସହଯୋଗ ଉଦାହରଣ ପାଲଟିଛି ଅଂଚଳରେ। ଛୋଟରୁ ବଡ଼, […]

  • Wednesday, 14 July 2021
hc
ହାଇକୋର୍ଟର ମୁଖ୍ୟ ବିଚାରପତି ହେବେ ଜଷ୍ଟିସ ମହମ୍ମଦ ରଫିକ୍

ଭୁବନେଶ୍ୱର: ଓଡ଼ିଶା ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ନେବେ ଜଷ୍ଟିସ ମହମ୍ମଦ ରଫିକ୍। ଏନେଇ ସୁପ୍ରିମକୋର୍ଟ କଲେଜିୟମ ପକ୍ଷରୁ ସୁପାରିସ କରାଯାଇଛି। ମେଘାଳୟ ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ ମହମ୍ମଦ ରଫିକଙ୍କୁ ଓଡିଶା ହାଇକୋର୍ଟଙ୍କୁ ବଦଳି କରାଯାଇଛି। ଓଡିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଥିବା ଜଷ୍ଟିସ କଳ୍ପେଶ ସତ୍ୟେନ୍ଦ୍ର ଜାଭେରୀଙ୍କ ଅବସର ପରେ ଜଷ୍ଟିସ ସଞ୍ଜୁ ପଣ୍ଡା ଏବେ କାର୍ଯ୍ୟକାରୀ ମୁଖ୍ୟ ବିଚାରପତି ଭାବେ ଦାୟିତ୍ୱ ତୁଲାଉଛନ୍ତି।

  • Wednesday, 14 July 2021
truck
ରାସ୍ତାକଡ଼ରେ ଟ୍ରକ୍ ଦେଖି ସନ୍ଦେହ ବଢ଼ିଲା, ପୋଲିସ୍ ଦେଖିବା ପରେ...

ଗଞ୍ଜାମ: ଲକ୍‌ଡାଉନ୍‌ ଯୋଗୁଁ ଗାଡ଼ି ଚଳାଚଳ ଉପରେ କଟକଣା କରାଯାଇଛି। ତଥାପି ଏହା ଭିତରେ ଚାଲିଛି ବେଆଇନ୍ କାରବାର। ଗଞ୍ଜାମ ଜିଲ୍ଲା ଭଞ୍ଜନଗରରୁ ବିଦେଶୀ ମଦ ଭର୍ତ୍ତି ଟ୍ରକ ଜବତ ହୋଇଛି। ଭଞ୍ଜନଗର ଥାନା କେବିରି ବ୍ରହ୍ମପୁର ଗ୍ରାମରେ ଏକ ମଦ ଭର୍ତ୍ତି ଟ୍ରକ ଠିଆ ହୋଇଥିବାବେଳେ କୌଣସି ସୂତ୍ରରୁ ଖବର ପାଇ ଉପଜିଲ୍ଲାପାଳ ରାଜେନ୍ଦ୍ର ମିଞ୍ଜ ଓ ବେଲଗୁଣ୍ଠା ଅତିରିକ୍ତ ତହସିଲଦାର ଧରଣୀଧର ବେହେରା ମିଳିତ ଚଢାଉ କରିଥିଲେ। ଯାଞ୍ଚ ବେଳେ ଡ୍ରାଇଭରଠାରୁ ସେମିତି କୌଣସି […]

  • Wednesday, 14 July 2021
cm-sir
ନବୀନଙ୍କୁ ମର୍ମାହତ କଲା ଏହି ଘଟଣା, ନିଜକୁ ଦୁଃଖିତ ମନେକଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ରାଜ୍ୟ ତଥା ରାଜ୍ୟ ବାହାରେ ରହୁଥିବା ଓଡ଼ିଆଙ୍କ ଉଦ୍ଦେଶ୍ୟରେ ବାର୍ତ୍ତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ରାଜ୍ୟ ତଥା ରାଜ୍ୟ ବାହାରେ ଫସି ରହିଥିବା ରାଜ୍ୟର ତଥା ଅନ୍ୟ ରାଜ୍ୟର ଶ୍ରମିକଙ୍କ ସମସ୍ୟା ନେଇ ଏହି ତଥ୍ୟ ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ। ସେ କହିଛନ୍ତି ଯେ, ଆମ ରାଜ୍ୟରେ ଅନ୍ୟ ରାଜ୍ୟର ୧ ଲକ୍ଷରୁ ଅଧିକ ଶ୍ରମିକ ରହିଯାଇଛନ୍ତି। ଓଡ଼ିଶାରେ ରହି ଯାଇଥିବା ଶ୍ରମିକମାନଙ୍କ ଆମେ ଯତ୍ନ ନେଉଛୁ। ବାହାର ରାଜ୍ୟରେ ବି ଲକ୍ଷ […]

  • Wednesday, 14 July 2021