• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

breaking news
ସଂକ୍ଷେପରେ ଆଜିର ତାଜା ଖବର - Friday, 26 July 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Friday, 26 July 2024
Ratna Bhandar
ରତ୍ନଭଣ୍ଡାରକୁ ନେଇ ଜଷ୍ଟିସ୍ ରଥଙ୍କ ଚମକାଇଲା ଭଳି ତଥ୍ୟ; କହିଲେ...

ରତ୍ନଭଣ୍ଡାର ଦୂରାବସ୍ଥାକୁ ନେଇ ମଧ୍ୟ କହିଛନ୍ତି ଜଷ୍ଟିସ୍ ବିଶ୍ୱନାଥ ରଥ । ଭଣ୍ଡାର ଖୋଲୁ ଖୋଲୁ ଆମେ ଯାହା ଦେଖିଲୁ ଦୂରାବସ୍ଥା ଭଳି ଲାଗିଲା । ରତ୍ନଭଣ୍ଡାର ଏମିତି ରହିବା କଥା ନୁହେଁ ବୋଲି ଆମର ହୃଦବୋଧ ହେଲା ।

Metro Rail
୨୦୨୭ ସୁଦ୍ଧା କାର୍ଯ୍ୟକ୍ଷମ ହେବ ଭୁବନେଶ୍ବର ମେଟ୍ରୋ ରେଳ

ବିଶ୍ବସ୍ତରୀୟ କ୍ରୀଡ଼ା ଭିତ୍ତିଭୂମି ଓ ନୂଆ ଷ୍ଟାଡିୟମ ପାଇଁ ୯୫୨ କୋଟି ବଜେଟରେ ବ୍ୟୟବରାଦ ହୋଇଛି । ସେହିପରି ବିକଶିତ ଗାଁ ବିକଶିତ ଓଡ଼ିଶା ନାଁରେ ନୂଆ ଯୋଜନା ଆରମ୍ଭ ହୋଇଛି ।

Potato Price Hike
ଆଳୁ ଦରରେ ଲାଗିଛି ନିଆଁ, କେଉଁଠି କିଲୋ ପିଛା ୪୫ ତ କେଉଁଠି ୫୦ ଟଙ୍କାରେ ହେଲାଣି ବିକ୍ରି

ଆଉ ଦରବୃଦ୍ଧି କାରଣ କ’ଣ, ବୁଝିବା ପୂର୍ବରୁ ଏବେ ୪୫ ଟଙ୍କାରେ ପହଞ୍ଚିଗଲାଣି । ଯେହେତୁ ରୋଷେଇ ଘର ପାଇଁ ଆଳୁ ନିହାତି ଆବଶ୍ୟକ, ଦର ବଢ଼ିଲେ ବି ଅଧିକ ପଇସା ଦେଇ କିଣିବାକୁ ଖାଉଟି ବାଧ୍ୟ ।

lady Journalist death
ରାଜଧାନୀରେ ଚାଞ୍ଚଲ୍ୟ: ସାମ୍ବାଦିକା ସୁଇସାଇଡ୍ ସସପେନସ୍

ସ୍ୱାମୀର ପରକୀୟା ପ୍ରେମରେ ଉଜୁଡ଼ିଗଲା ସାମ୍ବାଦିକା ପତ୍ନୀର ସଂସାର । ନିର୍ଯାତନାର ଲୁହଭିଜା ଭିଡ଼ିଓ ଜାରି କରିବା ପରେ ମିଳିଲା ମୃତଦେହ । ବାୟୁସେନାରେ କାର୍ଯ୍ୟରତ ସ୍ୱାମୀଙ୍କୁ ଗିରଫ କଲା କମିଶନରେଟ୍ ପୋଲିସ୍ ।

Baijayant Panda
ପ୍ରଧାନମନ୍ତ୍ରୀଙ୍କ ଫୋକସ୍‌ରେ ପୂର୍ବ ଓ ଉତ୍ତରପୂର୍ବ ଭାରତ:ବୈଜୟନ୍ତ ପଣ୍ଡା

ପୂର୍ବ ୟୁପିଏ ସରକାରଙ୍କୁ ଟାର୍ଗେଟ କରିବା ସହ ସାଂସଦ ବୈଜୟନ୍ତ ପଣ୍ଡା ଆହୁରି କହିଛନ୍ତି ଯେ, ୟୁପିଏ ସମୟରେ ବଜେଟରେ ଓଡ଼ିଶାକୁ ଉପେକ୍ଷା କରାଯାଉଥିଲା ।

Vigilance Raid
ଇଞ୍ଜିନିୟରଙ୍କ ଅମାପ ସଂପତ୍ତି ! ଯନ୍ତ୍ରୀଙ୍କ ଘର ଦ୍ୱାର ଦେଖି ଭିଜିଲାନ୍ସ ଟେରା

ଭୁବନେଶ୍ବରରେ ୨ଟି ଆଲିସାନ କୋଠା ଓ ପୁରୀରେ ୨ଟି ଫ୍ଲାଟ୍ । ଏଯାବତ୍ ଠାବ ହେଲାଣି ୩୪ ପ୍ଲଟ୍, ୯ଟି ସ୍ଥାନରେ ହୋଇଥିଲା ରେଡ୍ ।

Old Age Pensions
ଖୁସି ଖବର: ସାମାଜିକ ସୁରକ୍ଷା ଭତ୍ତା ହେବ ୩୫ ଶହ ଟଙ୍କା...

ବଢିଲା ଭତ୍ତା । ସାମାଜିକ ସୁରକ୍ଷା ଭତ୍ତା ବଢାଇଲେ ସରକାର । ସାମାଜିକ ସୁରକ୍ଷା ଭତ୍ତା ହେବ ୩ ହଜାର ୫ଶହ ଟଙ୍କା  ।

BSKY
BSKY ଜାଗାରେ GJAY ! ମାଗଣା ଚକ୍ଷୁ ଚିକିତ୍ସା ପାଇଁ ଦିବ୍ୟଦୃଷ୍ଟି ଯୋଜନା...

ସ୍ୱାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ ମୁଖ୍ୟମନ୍ତ୍ରୀ ସ୍ୱାସ୍ଥ୍ୟସେବା ମିଶନ ଆରମ୍ଭ ହେବ । ଏଥିପାଇଁ ବଜେଟରେ ୨୪୬୨ କୋଟି ବ୍ୟୟବରାଦ ହୋଇଛି । କଟକ ଏସ୍‌ସିବି ମେଡିକାଲ କଲେଜ ପୁନଃବିକାଶ କାର୍ଯ୍ୟ ପାଇଁ ୧ ହଜାର କୋଟି ରହିଛି । ଏବର୍ଷ ଯାଜପୁର ମେଡିକାଲ କଲେଜ କାର୍ଯ୍ୟକ୍ଷମ କରିବାକୁ ଲକ୍ଷ୍ୟ ରଖାଯାଇଛି ।

Jashoda Yojana
ଅନାଥ ଶିଶୁଙ୍କ ପାଇଁ ନୂଆ ଯୋଜନା ‘ଯଶୋଦା’; ଖର୍ଚ୍ଚ ହେବ ୮୩ କୋଟି...

ଅନାଥ ଶିଶୁଙ୍କ ପାଇଁ ବଜେଟରେ ନୂଆ ଯୋଜନା ହୋଇଛି ‘ଯଶୋଦା’ । ଅନାଥ ଶିଶୁଙ୍କୁ ଆର୍ଥିକ ସହାୟତା ଯୋଗାଇବାକୁ ‘ଯଶୋଦା’ ଯୋଜନା କରାଯାଇଛି ।

patato
ରାଜ୍ୟରେ ଆକାଶ ଛୁଆଁ ଆଳୁ ଦର; ଦରବୃଦ୍ଧି ଦେଖି ଚିନ୍ତାରେ ଖାଉଟି...  

ପଶ୍ଚିମବଙ୍ଗରେ ଆଳୁ ବ୍ୟବସାୟୀଙ୍କ ଧର୍ମଘଟ ଯୋଗୁ ଏବେ ଓଡ଼ିଶା ବଜାରରେ ଆଳୁ ଅମୂଲମୂଲ । ୪ ଦିନ ହେଲା ଓଡ଼ିଶା ବଜାରକୁ ଆସୁନି ଆଳୁ ।  

CM Kissan Scheme
୨ ଲକ୍ଷ ୬୫ ହଜାର କୋଟିର ବଜେଟ ! CM କିଶାନ ପାଇଁ ଖର୍ଚ୍ଚ ହେବ ୧୯୩୫ କୋଟି

ବିଧାନସଭାରେ ଆଗତ ହେଲା ରାଜ୍ୟ ବଜେଟ୍। ବଜେଟ୍ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝୀ। କ୍ଷମତାକୁ ଆସିବା ପରେ ବିଜେପି ସରକାରର ଏହା ପ୍ରଥମ ବଜେଟ ।

Odisha Budget 2024
ଆସିଲା ରାଜ୍ୟ ବଜେଟ୍, ଶ୍ରୀମନ୍ଦିର ପାଇଁ ୫ଶହ କୋଟିର କର୍ପସ ପାଣ୍ଠି

୨୦୨୩-୨୪ ତୁଳନାରେ ଏହି ବଜେଟର ପରିମାଣ ୧୫% ଅଧିକ ।

Lower Suktel Project
ଲୋୟର ସୁକତେଲକୁ ନେଇ ଶାସକ ବିରୋଧୀ ମୁହାଁ ମୁହିଁ: ପ୍ରଶ୍ନ କରି ଫଶିଲେ ବିଜେଡି ବିଧାୟକ...

ଲୋୟର ସୁକତେଲ ପ୍ରକଳ୍ପକୁ ନେଇ ଶାସକ ବିରୋଧୀ ମୁହାଁ ମୁହିଁ ହୋଇଛନ୍ତି। ବିଜେଡି ବିଧାୟକ ନିରଞ୍ଜନ ପୂଜାରୀଙ୍କ ପ୍ରଶ୍ନର ଉତ୍ତର ଦେଇ ପୂର୍ବ ବିଜେଡି ସରକାରକୁ ହରଡ ଘଣାରେ ପକାଇଲେ ଉପମୁଖ୍ୟମନ୍ତ୍ରୀ କେଭି ସିଂଦେଓ ।

OAS Debaprasad Das
ନବୀନ ସରକାର ନିଲମ୍ବନ କରିଥିଲେ, ମୋହନ ସରକାର ନ୍ୟାୟ ଦେଲେ !

ରାଜ୍ୟ ସରକାରଙ୍କ ଜଏଣ୍ଟ ସେକ୍ରେଟାରୀ ଭାବେ ଦାୟିତ୍ୱ ସଂଭାଳିବେ । ଦେବ ପ୍ରସାଦ ଦାଶଙ୍କୁ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗରେ ନିଯୁକ୍ତି ଦିଆଯାଇଛି ।

Love Marriage
ଦୁବାଇରେ ମିଶିଲା ମନ, ବାଙ୍କିରେ ବାହାଘର: ଆଶୀର୍ବାଦ ଢାଳିଦେଲେ ପରିବାର

ବାଜିଲା ସାହାନାଇ... ପଡ଼ିଲା ହାତଗଣ୍ଠି । ଗ୍ରାମ ଦେବୀଙ୍କୁ ସାକ୍ଷୀ ରଖି ବିବାହ ବନ୍ଧନରେ ବାନ୍ଧିହେଲେ ଓଡ଼ିଆ ପୁଅକୁ ନେପାଳୀ ଝିଅ ।

Vigilance Scanner
ଭିଜିଲାନ୍ସ ଜାଲରେ ଯନ୍ତ୍ରୀ; ଏକକାଳୀନ ୯ଟି ସ୍ଥାନରେ ଚାଲିଛି ଚଢ଼ାଉ...

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ମୁଖ୍ୟ ନିର୍ମାଣ ଯନ୍ତ୍ରୀ ସୁନୀଲ ରାଉତଙ୍କ ଘରେ ରେଡ୍ କରିଛି ଭିଜିଲାନ୍ସ। 

gold necklace
Gold Price Today 25th July 2024: ପୁଣି କମିଲା ସୁନା ଦର, ଜାଣନ୍ତୁ ଆପଣଙ୍କ ସହରରେ କେତେ ରହିଛି ଦାମ୍

ସୁନା ଦରରେ ଲାଗିଲା ରୋକ୍ । କମିଲା ସୁନା ଦର । ଗତକାଲି ଅପେକ୍ଷା ଆଜି ଟ୍ୱିନ୍‌ସିଟିରେ ସୁନା ଦରରେ ପରିବର୍ତ୍ତନ ରହିଛି । କଟକ ଓ ଭୁବନେଶ୍ୱରରେ ସୁନା ଦରରେ ସାମାନ୍ୟ ପରିବର୍ତ୍ତନ ଦେଖିବାକୁ ମିଳିଛି ।

Budget
ରାଜ୍ୟବାସୀଙ୍କୁ କ’ଣ ଭେଟି ଦେବେ ମୋହନ ସରକାର? କେଉଁ କ୍ଷେତ୍ରକୁ ମିଳିବ ସର୍ବାଧିକ ପ୍ରାଧାନ୍ୟ

ନୂଆ ସରକାର, ନୂଆ ବଜେଟ୍ । ପ୍ରଥମ ଥର ପାଇଁ ବିଜେପି ସରକାର ରାଜ୍ୟରେ ଶାସନକୁ ଆସିବା ପରେ ଆସୁଛି ବଜେଟ୍ ।

Weather
ଆସନ୍ତା ୪ ଦିନ ଯାଏ ଆହୁରି ବର୍ଷିବ! ଟ୍ୱିନସିଟି ସମେତ ବିଭିନ୍ନ ଜିଲ୍ଲାକୁ ବର୍ଷା ଆଲର୍ଟ

ମୌସୁମୀ ପ୍ରଭାବରେ ରାଜ୍ୟରେ ଜାରି ରହିଛି ବର୍ଷା । ଆସନ୍ତା ୪ ଦିନ ଯାଏଁ ରାଜ୍ୟରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ ।

Journalist Suicide
ମହିଳା ସାମ୍ବାଦିକା ମୃତ୍ୟୁ ଘଟଣା, ସ୍ୱାମୀ ଓ ଦିଅର ମାରିଦେଇଥିବା ଅଭିଯୋଗ କଲେ ପରିବାର

ରାଜଧାନୀରେ ମହିଳା ସାମ୍ବାଦିକାଙ୍କ ମତ୍ୟୁକୁ ନେଇ ଆସିଲା ସାଂଘାତିକ ଅଭିଯୋଗ ।

Odisha Crime
ପାଞ୍ଚ ବର୍ଷର ଝିଅକୁ ମାରିବା ପରେ ନିଜେ ମଲା, ଘରୁ ମିଳିଲା ବାପା-ଝିଅଙ୍କ ମୃତଦେହ

ନୟାଗଡ଼ରେ ଚାଞ୍ଚଲ୍ୟକର ଘଟଣା । ଦେବୋତ୍ତର ଲେନ୍ ୪ରେ ଘଟିଛି କିଛି ହୃଦୟବିଦାରକ ଘଟଣା ।

Panchang
Panchang Today 25th July 2024: ଜାଣନ୍ତୁ ଆଜିର ଶୁଭ ଓ ଅଶୁଭ ସମୟ..

ସୈାର କର୍କଟ ମାସ ଶ୍ରାବଣ କୃଷ୍ଣପକ୍ଷ । ଇଂରାଜୀରେ ୨୫ ତାରିଖ ଗୁରୁବାର । ଚନ୍ଦ୍ର- କୁମ୍ଭ ଦିବା ୧୨.୪୫ ଗତେ ମୀନ। ତିଥି- ୫ମୀ ରାତ୍ରି ୦୧.୫୮ ଗତେ ୬ଷ୍ଠୀ। ଘାତଚନ୍ଦ୍ର- ମିଥୁନ ଓ ମୀନ ରାଶିର, ଦିବା ୧୦.୪୫ ଗତେ ଧନୁ ରାଶିର। ଘାତବାର- ତୁଳା ଓ କୁମ୍ଭ ରାଶିର । ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୦୪.୧୬ ପର୍ଯ୍ୟନ୍ତ।

breaking news
ସଂକ୍ଷେପରେ ଆଜିର ତାଜା ଖବର - Thursday, 25 July 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Thursday, 25 July 2024
Journalist Suicide
ସ୍ୱାମୀ ଧୋକା ଦେବାରୁ ମହିଳା ସାମ୍ବାଦିକଙ୍କ ଆତ୍ମହତ୍ୟା ! ଭାଇରାଲ ଭିଡିଓ...

କ୍ୟାପିଟାଲ୍ ଥାନା ପୋଲିସ ଘଟଣାସ୍ଥଳରେ ଛାନଭିନ ଚଳାଇଥିବା ବେଳେ ମୃତ୍ୟୁର କାରଣ ଏଯାଏ ସ୍ପଷ୍ଟ ହୋଇନାହିଁ।

  • Wednesday, 24 July 2024