ଭଦ୍ରକ( ପାର୍ଥ ସାରଥୀ ନାୟକ) : ନିରୀହ ପକ୍ଷୀଙ୍କ ଅକୁଥା ବେଦନା ବୁଝେ କୁନି ଝିଅ । ଆଉ ତାକୁ ଦେଖିଲେ କିଚିରିମିଚିରି ଶବ୍ଦ କରି ଚଢ଼େଇମାନେ ଖାଇବାକୁ ମାଗନ୍ତି । ଶୋଷ ହେଉଥିଲେ ଥଣ୍ଟ ହଲେଇ ପାଣି ପିଇବା ପାଇଁ ମାଗନ୍ତି । ନିଦାଘ ଗ୍ରୀଷ୍ମରେ ନିଜର ବେଦନା ବଖାଣିବା ଆଗରୁ ନିରୀହ ପକ୍ଷୀମାନଙ୍କ ଶୋଷ ଓ ଭୋକ ମେଣ୍ଟାଇବା ପାଇଁ ଗଛ ଉପରେ କୁନି ଝିଅ ମାମାଲି ବାନ୍ଧି ଦେଉଛି ଖାଦ୍ୟ ଓ ପାନୀୟ […]
ଭୁବନେଶ୍ୱର : ସିସିଟିଭି ନଥିଲେ ବାତିଲ ହେବ ପରୀକ୍ଷା କେନ୍ଦ୍ର । ଯୁକ୍ତ ୨ ପରୀକ୍ଷା ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର ପକ୍ଷରୁ କଡ଼ା ନିର୍ଦ୍ଦେଶ ଦିଆଯାଇଛି । ପରୀକ୍ଷା କେନ୍ଦ୍ରର ପ୍ରବେଶ ଦ୍ୱାର, ପରୀକ୍ଷା ହଲ, ବାରଣ୍ଡା ଓ ଅନ୍ୟାନ୍ୟ ସ୍ଥାନରେ ସିସିଟିଭି ଲଗାଯିବା ଜରୁରୀ। ଯେଉଁ ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲାଗିନଥିବ, ସେଠାରେ ପରୀକ୍ଷା କରାଯିବ ନାହିଁ ବୋଲି ସିଏଚ୍ଏସଇ ପକ୍ଷରୁ କୁହାଯାଇଛି । ଏଥିଲାଗି ଆସନ୍ତା ୨୫ ତାରିଖ ସୁଦ୍ଧା ପରୀକ୍ଷା […]
ଭୁବନେଶ୍ୱର : ଆଜି ପଣା ସଂକ୍ରାନ୍ତି ତଥା ମହାବିଷୁବ ସଂକ୍ରାନ୍ତି . . ତା ସହ ମହାବୀର ଜୟନ୍ତୀ । ଏଥିପାଇଁ ଉତ୍ସବମୁଖର ସାରା ରାଜ୍ୟ । ତେବେ ଏଥର କରୋନା କଟକଣା ପାଇଁ ଫିକା ପଡିଛି ମହାବିଷୁବ ସଂକ୍ରାନ୍ତି । କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ପୁରୀ ଚନ୍ଦନପୁରସ୍ଥିତ ଶିରୁଳି ମହାବୀର ମନ୍ଦିରରେ ୧୪୪ ଧାରା ଜାରି କରାଯାଇଛି । ଆଜି ଭୋର ୪ଟାରୁ ଏହି କଟକଣା ଲାଗୁ କରାଯାଇଛି । ସେହିପରି ରାଜଧାନୀ ଭୁବନେଶ୍ୱରରେ […]
ଭୁବନେଶ୍ୱର : ରାଜ୍ୟରେ ମହାମାରୀର ପ୍ରଭାବ ବଢ଼ି ବଢ଼ି ଚାଲିଥିବା ବେଳେ ଆସନ୍ତାକାଲି ପଣା ସଂକ୍ରାନ୍ତି ପାଇଁ ବିଏମସି ପକ୍ଷରୁ କଡ଼ା କଟକଣା ଜାରି କରାଯାଇଛି । ଆସନ୍ତାକାଲି ମହାବିଷୁବ ସଂକ୍ରାନ୍ତି ପଡ଼ୁଥିବା ବେଳେ ମନ୍ଦିରରେ ଭିଡ଼ ହେବାର ଆଶଙ୍କା କରି ଆଗୁଆ ପଦକ୍ଷେପ ନିଆଯାଇଛି । କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ମନ୍ଦିରରେ ପଣା କିମ୍ବା ବଡ଼ ଧରଣର ପୂଜା ଆୟୋଜନକୁ ବାରଣ କରାଯାଇଛି । କେବଳ ସ୍ୱଳ୍ପ ସଂଖ୍ୟକ ପୂଜକଙ୍କୁ ନେଇ ମା’ଙ୍କର ନୀତି […]
କଟକ : ଗ୍ୟାଙ୍ଗଷ୍ଟର ହାଇଦରର ସହଯୋଗୀ ୟାକୁବକୁ ଗିରଫ କରିଛି ପୋଲିସ୍ । ଗତକାଲି ଚାଉଳିଆଗଞ୍ଜ ଥାନାରେ ଅତ୍ମସମର୍ପଣ କରିଥିଲା ୟାକୁବ । SCBରେ ଗ୍ୟାଙ୍ଗଷ୍ଟର ହାଇଦରକୁ ବହୁବାର ଭେଟିଥିଲା ଓ ବିରିୟାନି ମଧ୍ୟ ଖୁଆଇଥିଲା ୟାକୁବ । ହାଇଦର ଫେରାର ପଛରେ ୟାକୁବର ଭୂମିକାକୁ ନେଇ ଖୋଳତାଡ଼ ଚଳାଇଛି ପୋଲିସ୍ । ସେପଟେ ଗ୍ୟାଙ୍ଗଷ୍ଟର ହାଇଦରକୁ ଖୋଜୁଛି ପୋଲିସ । ସେକ୍ ହାଇଦର ଫେରାର ଘଟଣାକୁ ଆଜି ୪ ଦିନ ପୁରିଥିବାବେଳେ ଏବେବି ତାର ଟେର୍ […]
କଟକ : ଫେରାର୍ ହୋଇ ପୋଲିସକୁ ନାକେଦମ୍ କରିଦେଇଥିବା ଗ୍ୟାଙ୍ଗଷ୍ଟର୍ ହାଇଦରର ଅପରାଧିକ ତାଲିକା ବେଶ୍ ଲମ୍ବା । ଅପରାଧ ଦୁନିଆରେ ପାଦ ଦେବା ପୂର୍ବରୁ ସେ ଯେତେବେଳେ ଜଣେ ସାଧାରଣ ଟ୍ରଲି ଚାଳକ ଥିଲା, ଆଉ ସେତେବେଳେ ବି ଥିଲା ତାର ବେଶ୍ ଖାତିର । କେନ୍ଦ୍ରାପଡ଼ାର ଟଲି ରିକ୍ସା ଚାଳକରୁ ରକ୍ତର ହୋଲି ଖେଳୁଥିବା ସଇତାନ୍ । ସିନେମାର କାହାଣୀଠୁ କିଛି କମ ନୁହେଁ, ଶେଖ୍ ହାଇଦରର କଳା କ୍ୟାରିୟର୍ । ୧୯୭୫ ବେଳକୁ […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୧୦ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୨୪ ଜଣ କ୍ୱାରେଣ୍ଟିନ୍ରେ ଥିବାବେଳେ ଲୋକାଲ୍ କେସ୍ ୮୬ ରହିଛି। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୫୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଅନୁଗୁଳରୁ ୭, ବାଲେଶ୍ୱରରୁ ୬, ବରଗଡ଼ରୁ ୮, ବଲାଙ୍ଗିରରୁ ୧୨, କଟକରୁ ୧୯, ଢେଙ୍କାନାଳରୁ ଜଣେ, ଗଞ୍ଜାମରୁ ୩, ଯାଜପୁରରୁ ୮, ଝାରସୁଗୁଡ଼ାରୁ ୪, କଳାହାଣ୍ଡିରୁ ୧୨, କେନ୍ଦ୍ରାପଡ଼ାରୁ ୨, କେନ୍ଦୁଝରରୁ ଜଣେ, ଖୋର୍ଦ୍ଧାରୁ ୫୧, ମୟୂରଭଞ୍ଜରୁ ୮, ନବରଙ୍ଗପୁରରୁ […]
ଭୁବନେଶ୍ୱର: ରାଜ୍ୟରେ ଜାରି ରହିଛି ଅସହ୍ୟ ତାତି। ଗତକାଲି ରାଜ୍ୟର ବିଭିନ୍ନ ସ୍ଥାନରେ କଲବଲ କରିଥିଲା ଗରମ। ରାଜଧାନୀ ଭୁବନେଶ୍ୱରର ଆକାଶ ଆଂଶିକ ମେଘୁଆ ଥିଲେ ବି ଗୁଳୁଗୁଳି ଅନୁଭୁତ ହୋଇଥିଲା। ଗତକାଲି ରାଜ୍ୟର ଅନେକ ସହରର ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିଲା। ଅନ୍ୟପକ୍ଷେ, ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ୩ ଜିଲ୍ଲା ପାଇଁ ହିଟ୍ ୱେଭ୍ ଆଲର୍ଟ ଜାରି କରିଛନ୍ତି ସ୍ୱତନ୍ତ୍ର ରିଲିଫ୍ କମିଶନର। ଏହି ୩ ଜିଲ୍ଲା ହେଲା- ଖୋର୍ଦ୍ଧା, ନୟାଗଡ଼ ଓ […]
ଭୁବନେଶ୍ୱର : ରାଜ୍ୟ କ୍ୟାବିନେଟରେ ଏକାଧିକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ମୋହର । ଭୁବନେଶ୍ୱରରେ ହେବ ବାଗଚୀ-କରୁଣାଶ୍ରୟ ପାଲିଆଟିଭ କେୟାର ସେଣ୍ଟର । ଏଥିପାଇଁ ୧୩୦ କୋଟି ଟଙ୍କା ଦେବେ ସୁବ୍ରତ ବାଗଚୀ ଏବଂ ପତ୍ନୀ ସୁସ୍ମିତା ବାଗଚୀ । ପାଲିଆଟିଭ କେୟାର ସେଣ୍ଟର ପାଇଁ ରାଜ୍ୟ ସରକାର ମାଗଣାରେ ୨୦ ଏକର ଜମି ଯୋଗାଇଦେବେ । ଏହି ସେଣ୍ଟରରେ ରୋଗୀଙ୍କୁ ସଂପୂର୍ଣ୍ଣ ମାଗଣା ଚିକିତ୍ସା ମିିଳିବ । ଏହି ପାଲିଆଟିଭ କେୟାର ସେଣ୍ଟରରେ ପ୍ରଥମେ ୧୦୦ […]
ଜୟପୁର(ଟି.ଗୌରୀଶଙ୍କର) : ପୁରଣା ଯୋଜନା ବନ୍ଦ ହୋଇ ନୂଆ ଯୋଜନା କାର୍ଯ୍ୟ କାରୀ ହୋଇସାରିଲାଣି, ହିତାଧିକାରୀ ବି ସାମିଲ ହୋଇସାରିଲେଣି । ହେଲେ ବନ୍ଦ ହୋଇଥିବା ଯୋଜନାର ବକେୟା ଟଙ୍କା ପାଇଁ ଆଜି ବି ନୟାନ୍ତ ହେଉଛନ୍ତି ହିତାଧିକାରୀ । ସରକାରଙ୍କ ପକ୍ଷରୁ ସମନ୍ୱିତ ଗୃହ ଓ ବସ୍ତି ଉନ୍ନୟନ ଯୋଜନାରେ ହିତାଧିକାରୀ ସାମିଲ ହୋଇ ଘର କରିଥିଲେ ବି ୧୦ ବର୍ଷ ହେଲା ବକେୟା ଟଙ୍କା ପାଇପାରିନାହାଁନ୍ତି । ଜୟପୁରର ପୁରୁଣାଗଡର ରମା ଜାନୀ । […]
କଟକ : ଆତ୍ମସମର୍ପଣ କଲା ହାଇଦରର ସହଯୋଗୀ । ଗ୍ୟାଙ୍ଗଷ୍ଟର ଫେରାର ଥିବାବେଳେ ତା’ର ସହଯୋଗୀ ଆଜି ପୋଲିସ ହାତରେ ଧରାଦେଇଛି । କଟକ ଚାଉଳିଆଗଞ୍ଜ ଥାନାରେ ଆତ୍ମସମର୍ପଣ କଲା ଗ୍ୟାଙ୍ଗଷ୍ଟର ହାଇଦରର ଘନିଷ୍ଠ ସହଯୋଗୀ ସଲ୍ଲୁ ଓରଫ୍ ୟାକୁବ ଖାନ୍। SCB ମେଡିକାଲରେ ଚିକିତ୍ସା ଚାଲିଥିବା ସମୟରେ ହାଇଦରକୁ ଭେଟୁଥିଲା ୟାକୁବ। ଏହା ସହ ସେ ତାକୁ ବିରିୟାନୀ ମଧ୍ୟ ଖୁଆଇଥିଲା। ତେବେ ଆତ୍ମସମର୍ପଣ କରିବା ସହ ସେ ପୋଲିସକୁ ସମସ୍ତ ପ୍ରକାରର ସହଯୋଗ କରିବ […]
ନାହିଁ ନାହିଁରେ ଚାଲିଛି ଯାଜପୁରର ଉତଙ୍ଗରା ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ଦୀର୍ଘ ବର୍ଷ ହେଲା ଡାକ୍ତରଙ୍କ ସମେତ ଆବଶ୍ୟକ ଷ୍ଟାଫ ପଦବୀ ଖାଲି ଜଣେ ଆୟୁଷ ଡାକ୍ତର ଓ ଜଣେ ଫାର୍ମାସିଷ୍ଟଙ୍କ ଉପରେ ସମସ୍ତ ଦାୟିତ୍ୱ ରୋଗୀ ସ୍ୱାସ୍ଥ୍ୟ ସେବାରୁ ବଞ୍ଚିତ ହେଉଥିବା ଅଭିଯୋଗ ଯାଜପୁର(ଗୁଲାମ ଗସ): ସାଧାରଣ ଲୋକଙ୍କୁ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ଲାଗି ସରକାର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ଓ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର ମାନ ସ୍ଥାପନ କରିଛନ୍ତି । ହେଲେ କେଉଁଠି ଡାକ୍ତରଙ୍କ ଅଭାବ ତ ଆଉ […]
କୁଚିଣ୍ଡା(ଦେବେନ୍ଦ୍ର ବେହେରା) : ସଜନା ଚାଷ କରିଛି ସ୍ୱାବଲମ୍ବୀ । ଯେଉଁଠି ପାଣି ବିନା ଦୁବ କଅଁଳିବା ଅସମ୍ଭବ, ସେଠାରୁ ରୋଜଗାର କରି ପରିବାର ପୋଷୁଛନ୍ତି । ଅଦମ୍ୟ ଇଚ୍ଛାଶକ୍ତି ଆଉ କଠିନ ପରିଶ୍ରମ ରୋଜଗାର ଯୋଗାଇବାର ଏକମାତ୍ର ମୂଳମନ୍ତ୍ର ସାଜିଛି । ବାଲିଆ ମାଟି, ପାଣି ନାହିଁ । ଦୂର ପୋଖରୀରୁ ଡାଲା ଅଟୋରୁ ପାଣି ଆଣି ନିଜ ଛୋଟ ବଗିଚାରେ ସୁନାର ଫସଲ ଫଳାଇଛନ୍ତି ଯୁବଚାଷୀ ତପନ ସାହୁ । ପାଣି ବିନା ଗଛ […]
ଭୁବନେଶ୍ୱର : ଟିକା ଅଭାବରୁ ରାଜ୍ୟର ୯୦୦ଟି କେନ୍ଦ୍ରରେ ଟିକାକରଣ ବନ୍ଦ । ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ଆଜି ଏହି ସୂଚନା ଦେଇଛନ୍ତି । ଆଜି ୫୭୯ଟି କେନ୍ଦ୍ରରେ ଟିକାକରଣ ଚାଲିଛ ଏବଂ ଟିକା ନଆସିଲେ କାଲି ଅଧତ୍କାଂଶ ଜିଲ୍ଲାରେ ଷ୍ଟକ୍ ଆଉଟ୍ ହୋଇଯିବ ସେ କହିଛନ୍ତି । ଯେଉଁ ଜିଲ୍ଲାକୁ ଟିକା ଯାଇଛି ସେଠି ଟିକାକରଣ ଜାରି ରହିବ, ହେଲେ ଅନ୍ୟ ଜିଲ୍ଲାରେ ବାଧ୍ୟ ହୋଇ ଟିକାକରଣକୁ ବନ୍ଦ ରଖାଯିବ । ରାଜ୍ୟରେ […]
ଭୁବନେଶ୍ୱର: ଓଡ଼ିଶାରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ହେଉଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣକୁ ରୋକିବା ପାଇଁ ପର୍ବପର୍ବାଣୀ ପାଳନ ଉପରେ ସ୍ୱତନ୍ତ୍ର ରିଲିଫ କମିଶନର(SRC) କଟକଣା ଲଗାଇଛନ୍ତି। ଗୁଡ୍ ଫ୍ରାଇଡେ, ଇଷ୍ଟର, ପଣା ସଂକ୍ରାନ୍ତି, ଝାମୁ ଯାତ୍ରା, ଦଣ୍ଡ ଯାତ୍ରା ପାଳନ ଉପରେ କଟକଣା ଲଗା ଯାଇଛି। ସର୍ବସାଧାରଣ ସ୍ଥାନରେ ଏସବୁ ପର୍ବ ପାଳନ କରିବାକୁ ସମ୍ପୂର୍ଣ୍ଣ ଭାବରେ ବାରଣ କରାଯାଇଛି। ସ୍ୱଳ୍ପ ସଂଖ୍ୟକ ଲୋକଙ୍କୁ ନେଇ ମନ୍ଦିର, ଚର୍ଚ୍ଚରେ ନୀତି ପାଳନ […]
ଭୁବନେଶ୍ୱର: ସରକାର ଓ ଶିକ୍ଷା ବିଭାଗ ଚାହୁଁଛି ନବମ ଶ୍ରେଣୀ ପିଲାମାନେ ପରୀକ୍ଷା ଦିଅନ୍ତୁ । ସଂକ୍ରମଣ ବଢ଼ୁଥିବାରୁ ଏପ୍ରିଲ ୩୦ ତାରିଖ ପର୍ଯ୍ୟନ୍ତ ସ୍କୁଲ ବନ୍ଦ କରାଯାଇଛି, ଆଗାମୀ ସ୍ଥିତିକୁ ଦେଖି ପରୀକ୍ଷା ସମ୍ପର୍କରେ ବିଚାର କରାଯିବ ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ । ନବମ ଶ୍ରେଣୀ ପିଲାଙ୍କ କୋର୍ସ ପ୍ରାୟ ଅଧା ସରିଯାଇଛି, ଅଳ୍ପ ବାକି ରହିଛି । ଯେତିକି ପାଠପଢ଼ା ହୋଇଛି, ସେତିକି ପରୀକ୍ଷା କରାଇବା ପାଇଁ ବିଭାଗର ଇଚ୍ଛା […]
ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ରାଜ୍ୟରେ ୨୩୪ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୧୩୯ ଜଣ କ୍ୱାରେଣ୍ଟିନ୍ରେ ଥିବାବେଳେ ଲୋକାଲ୍ କେସ୍ ୯୫ ରହିଛି। ନୂଆପଡ଼ା ଜିଲ୍ଲାରୁ ସର୍ବାଧିକ ୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ୩୨, କଟକରୁ ୨୯, ବରଗଡ଼ରୁ ୨୪, କଳାହାଣ୍ଡିରୁ ୧୭, ସୁନ୍ଦରଗଡ଼ ଓ ବଲାଙ୍ଗିରରୁ ୧୫ ଜଣ ଲେଖାଏ, ସମ୍ବଲପୁରରୁ ୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୩୯,୬୯୪ରେ […]
ବିସ୍ଥାପିତ ହେବା ଭୟରେ ସ୍ଥାନୀୟ ବାସିନ୍ଦାଙ୍କ ବିରୋଧ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହେଉ: ବୁଦ୍ଧିଜୀବୀ ବାଲିଆପାଳ(ଅଜିତ୍ ଦାସ ଓ ରଶ୍ମିରଞ୍ଜନ ଦାସ) : ସୁବର୍ଣ୍ଣରେଖା ମୁହାଁଣରେ ନିର୍ମାଣ ହେବ ଓଡିଶାର ଆଉ ଏକ ବନ୍ଦର ବନ୍ଦର । ଭିତ୍ତିପ୍ରସ୍ତର ସ୍ଥାପନ କରି ଆସନ୍ତା ୪ ରୁ ୫ ବର୍ଷ ଭିତରେ ବନ୍ଦର କାର୍ଯ୍ୟ କ୍ଷମ ହେବ ବୋଲି କହିଥିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ହେଲେ ସ୍ଥାନୀୟ ଲୋକଙ୍କ ବିରୋଧ ଯୋଗୁଁ ବନ୍ଦର କାମ ବଢିପାରୁନି […]
କଟକ: କଟକ ରେଭେନ୍ସା ବିଶ୍ୱବିଦ୍ୟାଳୟରେ ୨ ଜଣ ଅଧ୍ୟାପିକା ଓ ଜଣେ ବିଦ୍ୟାର୍ଥୀ କରୋନା ପଜିଟିଭ୍ ଚିହ୍ନଟ ହେବାପରେ ସଂକ୍ରମଣ ରୋକିବାକୁ ପଦକ୍ଷେପ ଗ୍ରହଣ କରାଯାଇଛି। ବାହାର ଲୋକ ରେଭେନ୍ସା କ୍ୟାମ୍ପସ୍ ଭିତରକୁ ପ୍ରବେଶ ପାଇଁ ବାରଣ କରାଯାଇଥିବା ବେଳେ ବାକି ଥିବା ପରୀକ୍ଷାକୁ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷ ସ୍ଥଗିତ ରଖିଛନ୍ତି। କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବିଦ୍ୟାର୍ଥୀ ଜଣକ ହଷ୍ଟେଲ୍ରେ ରହୁଥିଲେ ବୋଲି ଜଣାପଡ଼ିଛି। ଫଳରେ ସମସ୍ତ ହଷ୍ଟେଲ୍ ଗୁଡ଼ିକୁ ସାନିଟାଇଜ କରାଯାଇଛି। ଏହାସହ ହଷ୍ଟେଲର ସମସ୍ତ […]
ଜଗନ୍ନାଥପ୍ରସାଦ( ରାଜେଶ କୁମାର ପଣ୍ଡା) : ଜଙ୍ଗଲ ସୁରକ୍ଷା ଦାୟିତ୍ୱ ନେଇଛି ଭାଲୁ । ହେଲେ ଏ ସତସତିକା ଭାଲୁ ନୁହେଁ ଜଙ୍ଗଲୀ ଭାଲୁ ସଦୃଶ ଦେଖାଯାଉଥିବା ଜଣେ ବ୍ୟକ୍ତି । କେତେବେଳେ ରାସ୍ତା ଉପରେ ତ ଆଉ କେତେବେଳେ ଗାଁକୁ ଗାଁ ବୁଲି ଜଙ୍ଗଲ ସୁରକ୍ଷା ନେଇ ସଚେତନ କରୁଛନ୍ତି । ଜଙ୍ଗଲ ନିଆରୁ ସବୁଜିମାର ସୁରକ୍ଷା ସହ ପରିବେଶ ପ୍ରଦୂଷଣ ରୋକିବାକୁ ନିଜକୁ ଭାଲୁ ବେଶରେ ସଜାଇ ଜଙ୍ଗଲ ସୁରକ୍ଷା ଲାଗି ନିବେଦନ କରୁଛନ୍ତି […]
ବୌଦ୍ଧ/ସୋନପୁର: ରାଜ୍ୟର ଦୁଇଟି ସ୍ଥାନରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଗୋଟିଏ ସ୍ଥାନରେ ବସ୍-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଯୋଗୁ ୧୦ ଜଣ ଆହତ ହୋଇଥିବା ବେଳେ ଅନ୍ୟ ଏକ ସ୍ଥାନରେ ବୋଲେରୋ-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଗୁରୁତର ଆହତ ହୋଇଛନ୍ତି। ବୌଦ୍ଧ ଜିଲ୍ଲା ଓ ବଲାଙ୍ଗିର-ସୋନପୁର ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ବଲାଙ୍ଗିର-ସୋନପୁର ରାସ୍ତା ବଡ଼ଝିଙ୍କି ନିକଟରେ ଏକ ବରଯାତ୍ରୀ ଗାଡ଼ି-ଟ୍ରକ୍ ମୁହାଁମୁହିଁ ଧକ୍କା ହେବା ଯୋଗୁ ୮ ଜଣ ଗୁରୁତର ଆହତ […]
ଆନନ୍ଦପୁର(ମୁନା ସିଂ) : ଆଦିବାସୀ ଯୁବକଙ୍କର ନିଆରା ପ୍ରୟାସ । ଆଧୁନିକ ଜ୍ଞାନ କୌଶଳ ପ୍ରୟୋଗ କରି ତିଆରି କରିଛନ୍ତି ଦେଶୀ ଇନକ୍ୟୁବେଟର୍ ମେସିନ୍ । ଯେଉଁଥିରେ ଅଣ୍ଡା ଫୁଟାଇବା ଠାରୁ ଆରମ୍ଭ କରି କୁକୁଡା ଚିଆଁ ବଢିବା ପର୍ଯ୍ୟନ୍ତ ବ୍ୟବସ୍ଥା ରହିଛି । ଲକଡାଉନ୍ ସମୟରେ ଚାକିରୀ ହରାଇଥିବା ଗରିବ ଘରର ଯୁବକ ଆଗକୁ ଜଣେ ଶିଳ୍ପଦ୍ୟୋଗୀ ହେବାର ଆଶା ରଖିଛନ୍ତି । ଆନନ୍ଦପୁର ଉପଖଣ୍ଡ ଘସିପୁରା ବ୍ଲକର ନାନୀକାବାହାଳି ଗାଁ । ଗାଁର ଆଦିବାସୀ […]
ମାଲକାନଗିରି: ରାଜ୍ୟରେ କରୋନା ସଂକ୍ରମଣ ବଢ଼ୁ ଥିବାରୁ ଏହାକୁ ରୋକିବା ପାଇଁ ମାଲକାନଗିରି ଜିଲ୍ଲା ପ୍ରଶାସନ କଡ଼ା କଟକଣା ଲାଗୁ କରିଛି। ରାଜ୍ୟ ବାହାରୁ ଯେଉଁ ବ୍ୟକ୍ତି ମାଲକାନଗିରିକୁ ଆସିବେ ସେମାନେ ନୋଡାଲ୍ ଅଫିସରଙ୍କୁ ଜଣାଇବା ସହ ସେମାନଙ୍କୁ ୭ ଦିନ ହୋମ୍ ଆଇସୋଲେସନରେ ରହିବାକୁ ପଡ଼ିବ। ଏପରିକି ଯେଉଁମାନେ ରାଜ୍ୟ ବାହାରକୁ ଯିବେ, ସେମାନେ ମଧ୍ୟ ନୋଡାଲ ଅଫିସରଙ୍କୁ ଜଣାଇବେ। ଓଡ଼ିଶା-ଛତିଶଗଡ଼ ଚାଲାନଗୁଡ଼ାରେ ଚେକିଂ ମଧ୍ୟ କରାଯାଉଛି। ବଡ଼ଯାତ୍ରା ଆରମ୍ଭ ହୋଇଥିବାରୁ ଗତକାଲିଠୁ ଆସନ୍ତା ୩୧ […]