• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

naveen-pattnaik
ମୁଖ୍ୟମନ୍ତ୍ରୀଙ୍କ ନୂଆବର୍ଷ ଭେଟି ! ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ସ୍ୱାସ୍ଥ୍ୟସେବାର ଉନ୍ନତି ନିମନ୍ତେ ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ ପଦେକ୍ଷପ । ରାଜ୍ୟରେ ଆଜିଠୁ ଗଡ଼ିଲା ଆଉ  ୮୪ଟି ନୂଆ ୧୦୮ ଆମ୍ବୁଲାନ୍ସ । ନୂଆବର୍ଷରେ ରାଜ୍ୟବାସୀଙ୍କୁ ଏହି ନୂଆ ଭେଟି ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭୁବନେଶ୍ୱର ଏଜି ଛକ ସ୍ଥିତ ପରିବହନ ଭବନ ପରିସରରୁ ଭିଡିଓ କନଫରେନ୍ସ ମାଧ୍ୟମରେ ଏହାର ଉଦଘାଟନ କରାଯାଇଛି ।  ନିଜସ୍ୱ ପାଣ୍ଠିରେ ରାଜ୍ୟ ସରକାର ସମସ୍ତ ଆମ୍ବୁଲାନ୍ସ କିଣିଛନ୍ତି । ଏହି ୮୪ଟି ଆମ୍ବୁଲାନ୍ସ ରାଜ୍ୟର ୨୭ […]

  • Tuesday, 13 July 2021
khabar-odisha-hati
କପିଳାସ ଜଙ୍ଗଲରେ ରହିବ ଗୋଠଛଡା ଛୁଆ ହାତୀ

ବ୍ରହ୍ମପୁର : କପିଳାସ ଅଭିମୁଖେ ଗୋଠଛଡା ହାତୀ ଛୁଆ । ବ୍ରହ୍ମପୁର ଉପକଣ୍ଠ ସୁନାପୁରରୁ ଉଦ୍ଧାର ହୋଇଥିବା ତିନିମାସର ହାତୀ ଛୁଆକୁ ଏକ ସ୍ୱତନ୍ତ୍ର ଗାଡିରେ  କପିଳାସ ଜଙ୍ଗଲକୁ ନିଆଯାଉଥିବା ସୂଚନା ଦେଇଛନ୍ତି ଡିଏଫଓ ପ୍ରକାଶ ଚାନ୍ଦ ।  ଆଜି ଟମଣା ନର୍ସରୀରୁ ଏକ ଗାଡ଼ିରେ ବନ ବିଭାଗ କର୍ମଚାରୀ ତାକୁ କପିଳାସ ଅଭିମୁଖେ ନେଇ ଯାତ୍ରା କରିଛନ୍ତି । ସେଠାରେ ଜଙ୍ଗଲରେ ପ୍ରାକୃତିକ ଆବାସ ସ୍ଥଳୀରେ ହାତୀ ଛୁଆଟିକୁ ଛଡ଼ାଯିବ । ବ୍ରହ୍ମପୁରରୁ ଢେଙ୍କାନାଳ ପାଖାପାଖି […]

  • Tuesday, 13 July 2021
cm odisha
ଆକାଶ ମାର୍ଗରୁ ବାତ୍ୟା କ୍ଷୟକ୍ଷତି ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଆକାଶ ମାର୍ଗରୁ ବାତ୍ୟା କ୍ଷୟକ୍ଷତି ସମୀକ୍ଷା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଏରିଏଲ ସର୍ଭେ ଦ୍ୱାରା ବାତ୍ୟା କ୍ଷୟକ୍ଷତି ଅନୁଧ୍ୟାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ବାତ୍ୟା ୟାସ୍ ପ୍ରଭାବରେ କ୍ଷତିଗ୍ରସ୍ତ ଜିଲ୍ଲାର ଆକାଶ ମାର୍ଗରୁ ସ୍ଥିତି ଅନୁଧ୍ୟାନ କରିଛନ୍ତି । କେନ୍ଦ୍ରାପଡ଼ା, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲାରେ କଣ ସବୁ କ୍ଷୟକ୍ଷତି ହୋଇଛି ଆକାଶ ମାର୍ଗରୁ ତାର ସ୍ଥିତି ସମୀକ୍ଷା କରିଛନ୍ତି । ତେବେ ବାତ୍ୟା କ୍ଷୟକ୍ଷତିକୁ ନେଇ ସ୍ୱତନ୍ତ୍ର ପ୍ୟାକେଜ୍ ଘୋଷଣା କରିପାରନ୍ତି ମୁଖ୍ୟମନ୍ତ୍ରୀ […]

baitarani
ଫୁଲୁଛି ବୈତରଣୀ; ଆନନ୍ଦପୁରରେ ବିପଦ ସଙ୍କେତ ଉପରେ ଜଳସ୍ତର

ଭୁବନେଶ୍ୱର:ବାତ୍ୟା ୟାସ ଲ୍ୟାଣ୍ଡଫଲ କରିବା ପରେ ଆରମ୍ଭ ହୋଇଥିଲା ପ୍ରବଳ ବର୍ଷା।  ବର୍ଷା ଯୋଗୁଁ ବିଭିନ୍ନ ନଦୀର ଜଳସ୍ତର ବଢିଥିଲା। କେନ୍ଦୁଝର ଜିଲ୍ଲାରେ ବୈତରଣୀ ନଦୀ ବିପଦ ସଙ୍କେତ ଉପରେ ପ୍ରଭାବିତ ହେଉଛି । ଆନନ୍ଦପୁର ପାଖରେ ବୈତରଣୀ ବିପଦ ସଂକେତ ଉପରେ ଜଳ ପ୍ରଭାବିତ ହେଉଛି। ଆନନ୍ଦପୁରରେ ୩୮.୩୬ ମିଟର ସହ ବିପଦ ସଙ୍କେତ ଉପରେ ରହିଛି ବୈତରଣୀ ନଦୀର ଜଳସ୍ତର । ଉପରମୁଣ୍ଡର ପାଣି ଆସିଲେ ଏଠାରେ ୪୦.୮୫  ମିଟରରେ ଜଳ ପ୍ରବାହିତ ହେବ […]

  • Tuesday, 13 July 2021
bijay-mohapatra-
‘ବାତ୍ୟା ପର ସ୍ଥିତିରେ ସୁଧାର ଆସିଲେ ଡୋର ଟୁ ଡୋର ସର୍ଭେ ହେବ’

ଭୁବନେଶ୍ୱର: ରାଜ୍ୟରେ ଦୀର୍ଘଦିନ ଧରି କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦ ହଜାର ଉପରେ ରହୁଥିବାବେଳେ ମୃତ୍ୟୁ ସଂଖ୍ୟା ବଢି ଚାଲିଛି। ଏବେ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖା ରାଜ୍ୟରେ ୩୦ ଉପରେ ଥିବାବେଳେ ଆଜି ହଠାତ୍‌ ଦୈନିକ ସଂକ୍ରମିତଙ୍କ ସଂଖ୍ୟା ଆଶାତୀତ ଭାବେ ହ୍ରାସ ପାଇଛି। ହଠାତ୍‌ ପଜିଟିଭିଟି ହାର କମିବା ପରେ ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର କହିଛନ୍ତି, ରାଜ୍ୟରେ କରୋନା ପଜିଟିଭିଟି ହାର କମିଛି। ମୃତ୍ୟୁ ସଂଖ୍ୟା ବଢ଼ୁଥିଲେ ବି ପଜିଟିଭିଟି ହାର […]

corona testing
ରାଜ୍ୟରେ ୭ ହଜାର ତଳକୁ ଖସିଲା ଦୈନିକ ସଂକ୍ରମିତଙ୍କ ସଂଖ୍ୟା, କମୁନି ମୃତ୍ୟୁ ହାର

ଭୁବନେଶ୍ୱର: ରାଜ୍ୟରେ ହଠାତ୍‌ ଆଜି କରୋନା ପଜିଟିଭଙ୍କ ସଂଖ୍ୟା ଆଶାତୀତ ହ୍ରାସ ପାଇଛି। ଗତକାଲି ୧୧ ହଜାର ଉପରେ କରୋନା ରୋଗୀ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଣଣ ହୋଇଛନ୍ତି  ୬ ହଜାର ୭୩୬ କେରୋନା ପଜିଟିଭ। ଏଥିମଧ୍ୟରୁ ଲୋକାଲ କେସ ୨,୯୬୨ ଥିବାବେଳ କ୍ୱାରେଣ୍ଟିନରୁ  ବାହାରିଛନ୍ତି ୨୭୭୪ ଜଣ। ଏ ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲାକ ସମ୍ପର୍କ ବିଭାଗ । ସେହିପରି ରାଜ୍ୟରେ ଆଜି ୩୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। […]

corona testing
୨୪ ଘଣ୍ଟାରେ ଚିହ୍ନଟ ହେଲେ ୧୦,୯୩୯ କରୋନା ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଆଜି ଦୈନିକ କରୋନା ସଂକ୍ରମଣ ହାରରେ ସାମାନ୍ୟ ହ୍ରାସ ପାଇଛି । ରାଜ୍ୟରେ ୨୪ ଘଣ୍ଟାରେ ୧୦ ହଜାର ୯୩୯ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୧୭୮ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ରହିଛି ୪୭୬୧। ଆଜି ଖୋର୍ଦ୍ଧାରୁ ସର୍ବାଧିକ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୨୯୮ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ତା ପଛକୁ ରହିଛି କଟକ । ଏଠାରେ ୯୨୨ ପଜିଟିଭ […]

charana ram das
କୋଭିଡରେ ଆଖି ବୁଜିଲେ ଲୋକପ୍ରିୟ ପ୍ରବଚକ ଚାରଣ ରାମ ଦାସ

ପୁରୀ: କୋଭିଡରେ ଆଖି ବୁଜିଲେ ଲୋକପ୍ରିୟ ପ୍ରବଚକ ଚାରଣ ରାମ ଦାସ ।   ପୁରୀର IDH କୋଭିଡ୍ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କ ଦେହାନ୍ତ ହୋଇଥିବା ସୂଚନା ମିଳିଛି । କୋଭିଡରେ ଆକ୍ରାନ୍ତ ହୋଇ ସେ ପୁରୀର IDHରେ ଚିକିତ୍ସିତ ହେଉଥିଲେ । ଗତକାଲି ରାତି ପ୍ରାୟ ୧୦ଟା ବେଳେ ଶେଷ ୬୧ ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ବିଭିନ୍ନ ଦୈବ ତଥା ଭଗବତ କଥା ପ୍ରବଚନ କରି ବେଶ ଲୋକପ୍ରିୟ ହୋଇପାରିଥିଲେ […]

  • Tuesday, 13 July 2021
train
‘ୟାସ’ ପାଇଁ ବାତିଲ ହେଲା ଏହିସବୁ ଟ୍ରେନ

ୟାସ୍ ପାଇଁ ବାତିଲ ହେଲା ଟ୍ରେନ ଭୁବନେଶ୍ୱର-ମୁମ୍ବାଇ କୋଣାର୍କ ବାତିଲ ଭୁବନେଶ୍ୱର-ହାଓଡା ଜନଶତାଦ୍ଦୀ, ପୁରୀ-ନୂଆଦିଲ୍ଲୀ ପୁରୁଷୋତ୍ତମ, ଭୁବନେଶ୍ୱର-ନୂଆଦିଲ୍ଲୀ ରାଜଧାନୀ ଟ୍ରେନ୍ ବାତିଲ ପୁରୀ-ଋ଼ଷିକେଶ କଳିଙ୍ଗ ଉତ୍କଳ ଏକ୍ସପ୍ରେସ୍ ବାତିଲ ପୁରୀରୁ ଅହମ୍ମଦାବାଦ୍, ସୁରତ, ଅଜମେରକୁ ଯାଉଥିବା ଟ୍ରେନ୍ ବାତିଲ ହାଓଡା-ଚେନ୍ନାଇ ମେନ ଲାଇନର ଏକାଧିକ ଟ୍ରେନ୍ ବାତିଲ ଭୁବନେଶ୍ୱର: ପୁଣି ଏକ ବାତ୍ୟା ମୁକାବିଲା ପାଇଁ ଆରମ୍ଭ ହୋଇଯାଇଛି ପ୍ରସ୍ତୁତି। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର କ୍ରମେ ଘନୀଭୂତ ହୋଇ ୨୪ରେ ବାତ୍ୟାରେ […]

covid test-1
କମୁନି ମୃତ୍ୟୁ ସଂଖ୍ୟା; ଆଜି କରୋନାରେ ଆଖି ବୁଜିଲେ ୨୬

ଭୁବନେଶ୍ୱର: ଦେଶରେ କରୋନା ସଂକ୍ରମଣ ସାମାନ୍ୟ ହ୍ରାସ ପାଉଥିବାବେଳେ ଓଡ଼ିଶାରେ ବଢିବାରେ ଲାଗିଛି। ଦୈନିକ ସଂକ୍ରମଣ ୧୧ ହଜାର ଉପରେ ରହୁଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ୨୦ ଉପରେ ରହୁଛି। ଗତକାଲି ରାଜ୍ୟରେ ସର୍ବାଧିକ ୨୭ ଜଣ କରୋନାରରେ ଆଖି ବୁଜିଥିବାବେଳେ ଆଜି ୨୬ ଜଣଙ୍କର ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁସଂଖ୍ୟା ୨୪୫୬କୁ ବୃଦ୍ଧି ପାଇଛି। ଆଜି ମୃତ ୨୬ ଜଣଙ୍କ ମଧ୍ୟରୁ ସବୁଠୁ ଆଗରେ ଅଛନ୍ତି ଖୋର୍ଦ୍ଧା ଓ କୋରାପୁଟ। ଏହି […]

_117666215_virusnosegraphic
ରାଜ୍ୟରେ ୧୧ ହଜାର ତଳକୁ ଖସୁନି ସଂକ୍ରମଣ; ଆଜି ବି ବାହାରିଲେ ୧୧, ୧୦୮ ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ବେକାବୁ ହେଉଛି କରୋନା। ଦୈନିକ ସଂକ୍ରମଣ ଗତ କିଛି ଦିନ ହେଲା ୧୧ ହଜାର ତଳକୁ ଖସୁନି। ସଂକ୍ରମିତଙ୍କ ସଂଖ୍ୟା ଗତକାଲି ୧୨,୫୨୩  ଥିବାବେଳେ ଆଜି ୧୧,୧୦୮ ରହିଛି। ଏଥିମଧ୍ୟରୁ ୬,୨୧୯ କ୍ୱାରେଣ୍ଟିନରେ ଥିବାବେଳେ ୪୮୮୯ ଲୋକାଲ କଣ୍ଟାକ୍ଟ ରହିଛି। ଆଜି ବି ସର୍ବାଧିକ ରୋଗୀ ଖୋର୍ଦ୍ଧା ଜିଲ୍ଲାରୁ ବାହାରିଛନ୍ତି। ଏଠାରୁ ଗତ ୨୪ ଘଣ୍ଟା ମଧ୍ୟରେ ୧,୪୫୧ ଜଣ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହା ପଛରେ ରହିଛି କଟକ। ଏଠାରୁ ୯୪୪ ଜଣ […]

corona-in-jail
ଝାରପଡ଼ା ଜେଲ୍‌ରେ ୯୬ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ କମିବାର ନାଁ ଧରୁନି। ଦିନକୁ ଦିନ ସଂକ୍ରମଣ ହାର ବଢି ଚାଲିଥିବାବେଳେ ମୃତ୍ୟୁ ସଂଖ୍ୟା ବି ବଢି ଚାଲିଛି। ଲକଡାଉନ ସହ ସପ୍ତାହାନ୍ତ ସଟ୍‌ଡାଉନ ସଂକ୍ରମଣକୁ ରୋକିବାରେ ସଫଳ ହେଉନି। ଜେଲରେ ସଂକ୍ରମଣକୁ ଦୃଷ୍ଟିରେ ରଖି କଏଦୀମାନଙ୍କୁ ପାରୋଲ ଦେବାକୁ ନିର୍ଦ୍ଦେଶ ଦେଇଥିଲେ ସୁପ୍ରିମକୋର୍ଟ । ଏହି କ୍ରମରେ ଓଡ଼ିଶାର ୪୪୯ ଜଣ କଏଦୀଙ୍କୁ ସ୍ପେଶାଲ ପାରୋଲରେ ଛାଡିବାକୁ ନିଷ୍ପତ୍ତି ହୋଇଥିଲା । ତେବେ ମେ’ ୧୫ ତାରିଖ ସୁଦ୍ଧା ୧୨୬ […]

  • Tuesday, 13 July 2021
corona death
ଆଜି ରାଜ୍ୟରେ କରୋନାରେ ଆଖି ବୁଜିଲେ ସର୍ବାଧିକ ରୋଗୀ

ଭୁବନେଶ୍ୱର: ରାଜ୍ୟରେ ଆଜି ରେକର୍ଡ କରିଛି କରୋନା ମୃତ୍ୟୁ ସଂଖ୍ୟା। ଦିନକରେ ୨୭ ରୋଗୀ ଆଖି ବୁଜିଛନ୍ତି। ଦେଶରୁ ସବୁ ପ୍ରାନ୍ତରୁ କରୋନା ସଂକ୍ରମଣ ହ୍ରାସ ପାଉଥିବା ଦେଖିବାକୁ ମିଳିଥିବାବେଳେ ଓଡ଼ିଶାରେ ଗ୍ରାଫ ଉପରମୁହାଁ ହୋଇଛି। ଆଜି ୨୭ ମୃତକଙ୍କ ମଧ୍ୟର ଖୋର୍ଦ୍ଧା, କୋରାପୁଟରୁ ୪ ଲେଖାଏଁ, ନୂଆପଡ଼ା, ରାୟଗଡ଼ା, ସୁନ୍ଦରଗଡ଼ରୁ ୩ ଲେଖାଏଁ, କଳାହାଣ୍ଡିରୁ ୨ ଓ ବରଗଡ଼, ବଲାଙ୍ଗିର, ବୌଦ୍ଧ, ଗଜପତିରୁ ଜଣେ ଲେଖାଏଁ ଅଛନ୍ତି । ସେହିପରି ଝାରସୁଗୁଡ଼ା, ନବରଙ୍ଗପୁର, ପୁରୀ, ସୁବର୍ଣ୍ଣପୁରରୁ […]

corona testing
ରାଜ୍ୟରେ ୧୨ ହଜାରରୁ ଅଧିକ କରୋନା ରୋଗୀ ଚିହ୍ନଟ; ଖୋର୍ଦ୍ଧାରୁ ସର୍ବାଧିକ ୧,୮୪୨

ଭୁବନେଶ୍ୱର: ରାଜ୍ୟରୁ କରୋନା ସଂକ୍ରମଣ ଯେପରି କମିବାର ନାଁ ନେଉନି। ଆଜି ଦୈନିକ ସଂକ୍ରମଣ ପୁଣି ୧୨ ହଜାର ଉପରେ ରହିଛି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗର ତଥ୍ୟ ଅନୁସାରେ, ୨୪ ଘଣ୍ଟାରେ ଚିହ୍ନଟ ହୋଇଛନ୍ତି  ୧୨,୫୨୩ କରୋନା ପଜିଟିଭ। ଏଥିମଧ୍ୟରୁ କ୍ୱାରେଣ୍ଟିରେ ୭, ୦୧୨ ଜଣ ଥିବାବେଳେ ଲୋକାଲ କଣ୍ଟାକ୍ଟ   ୫,୫୧୧ ଥିବା ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ବିଶେଷକରି ଚିନ୍ତା ବଢାଇଛି ଖୋର୍ଦ୍ଧା ଜିଲ୍ଲା। ସବୁଠାରୁ […]

cyclone
୨୬ ତାରିଖ ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳରେ ସ୍ଥଳଭାଗ ଛୁଇଁବ ବାତ୍ୟା ‘ୟାସ’- IMD

ଭୁବନେଶ୍ୱର: ପଶ୍ଚିମରେ ସାମୁଦ୍ରିକ ବାତ୍ୟା ତାଉତେ ତାଣ୍ଡବ ରଚିବା ପରେ ଏବେ ପୂର୍ବ ଭାରତକୁ ଡରାଇଲାଣି ସମ୍ଭାବ୍ୟ ବାତ୍ୟା ‘ୟାସ’।  ବଙ୍ଗୋପସାଗରରେ ଦାନା ବାନ୍ଧୁଥିବା ଏହି ସାମୁଦ୍ରିକ ଝଡ଼ ଆସନ୍ତା ୨୬ ତାରିଖ ସକାଳ ସୁଦ୍ଧା ଓଡ଼ିଶା-ପଶ୍ଚିମବଙ୍ଗ ଉପକୂଳ ନିକଟରେ ପହଞ୍ଚିବ ହେବ ବୋଲି ପୂର୍ବାନୁମାନ କରିଛି IMD । ଭାରତୀୟ ପାଣିପାଗ ବିଭାଗର ଆକଳନ ଅନୁଯାୟୀ ଆସନ୍ତା ୨୨ରେ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଆଣ୍ଡାମାନ ସାଗରରେ ସୃଷ୍ଚି ହେବାକୁ ଯାଉଛି ଏକ ଲଘୁଚାପ କ୍ଷେତ୍ର […]

raghunath-son
କରୋନା ଉଜାଡି ଦେଲା ପରିବାର; ସାନପୁଅ ପରେ ଆଖି ବୁଜିଲେ ରଘୁନାଥ ମହାପାତ୍ରଙ୍କ ବଡପୁଅ

ଭୁବନେଶ୍ୱର: ପଥର ଶିଳ୍ପୀ ପଦ୍ମ ବିଭୂଷଣ ରଘୁନାଥ ମହାପାତ୍ରଙ୍କ ପରିବାର ଉପରେ ଯେମିତି ବିପତ୍ତି ମାଡିପଡୁଛି। ଗୋଟିଏ ପରେ ଗୋଟିଏ ହୋଇ ୧୨ ଦିନରେ ୩ ଜଣଙ୍କ ମୁଣ୍ଡ ନେଲାଣି ମହାମାରୀ। ପ୍ରଥମେ  ରଘୁନାଥଙ୍କୁ ହରାଇ ପରିବାର ଲୋକେ ଶୋକରେ ଭାଙ୍ଗି ପଡ଼ିଥିବାବେଳେ ଗତକାଲି ପୁଅ ପ୍ରଶାନ୍ତ ମହାପାତ୍ରଙ୍କ ପରଲୋକ ହୋଇ ଯାଇଥିଲା। ଆଜି ପୁଣି ତାଙ୍କର ବଡ଼ ପୁଅ ଯଶୋବନ୍ତ ମହାପାତ୍ରଙ୍କ ପରଲୋକ  ହୋଇଯାଇଛି। ୫୨ ବର୍ଷ ବୟସ୍କ ଯଶୋବନ୍ତ କୋଭିଡରେ ଆକ୍ରାନ୍ତ ହୋଇ  ଏକ […]

  • Tuesday, 13 July 2021
srimandir
ଆଜି ଆବିର୍ଭୂତ ହୋଇଥିଲେ ମହାପ୍ରଭୁଙ୍କର ଦିବ୍ୟ ଦାରୁ

ପୁରୀ: ଆଜି ବୈଶାଖ ଶୁକ୍ଳ ଅଷ୍ଟମୀ ତିଥି। ପବିତ୍ର ନିଳାଦ୍ରି ମହୋଦୟାଷ୍ଟମୀ । ଏହି ତିଥିରେ ଶ୍ରୀକ୍ଷେତ୍ରରେ ଶ୍ରୀଜଗନ୍ନାଥ ମହାପ୍ରଭୁଙ୍କର ଦିବ୍ୟ ଦାରୁର ଆବିର୍ଭାବ ହୋଇଥିଲା। ଏହି ଦିନରେ ଚତୁର୍ଦ୍ଧାମୂର୍ତ୍ତିଙ୍କୁ ରତ୍ନସିଂହାସନରେ ବିଜେ କରାଯାଇଥିଲା ବୋଲି ଗବେଷକ ମାନେ ମତ ଦିଅନ୍ତି। ଏଥିଲାଗି ଶ୍ରୀମନ୍ଦିରରେ ଶ୍ରୀଜୀଉମାନଙ୍କର ଅନେକ ସ୍ୱତନ୍ତ୍ର ନୀତି ଅନୁଷ୍ଠିତ ହୋଇଥାଏ । ପୌରାଣିକ କିମ୍ବଦନ୍ତୀ ଅନୁଯାୟୀ,  ରାଜା ଇନ୍ଦ୍ରଦ୍ୟୁମ୍ନ ନୀଳାଦ୍ରି ମହାଯଜ୍ଞର ପୂର୍ଣ୍ଣାହୂତି ପୂର୍ବରୁ ମହୋଦଧିରେ ସ୍ନାନ କରୁଥିଲେ। ଏତିକିବେଳେ ସମୁଦ୍ରରେ ଏକ ଅଦ୍ଭୁତ […]

  • Tuesday, 13 July 2021
covid-1
ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୨୫ ଛୁଇଁଲା

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ  ବଢି ଚାଲିଛି। ଲକ୍‌ ଡାଉନ ପରେ ବି ଦୈନିକ ସଂକ୍ରମଣରେ ଲାଗିପାରୁନି ବ୍ରେକ୍‌। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ଆଜି ରାଜ୍ୟରେ ମୃତ୍ୟୁ ସଂଖ୍ୟା ରେକର୍ଡ କରିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା।  ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨,୪୦୩ରେ ପହଞ୍ଚିଛି। କଳାହାଣ୍ଡି ଓ ଖୋର୍ଦ୍ଧାରୁ ସର୍ବାଧିକ ୪ ଜଣ ଲେଖାଏଁ ଆକ୍ରାନ୍ତଙ୍କ […]

covid
ବାହାରିଲେ ୧୧ ହଜାରରୁ ଅଧିକ କରୋନା ପଜିଟିଭ; ଖୋର୍ଦ୍ଧା, କଟକ ହଜାରେ ଉପରେ

ଭୁବନେଶ୍ୱର: ରାଜ୍ୟରେ କରୋନ ସଂକ୍ରମଣ କମିବାର ନାଁ ଧରୁନି। ଦୈନିକ ସଂକ୍ରମଣ ୧୧ ହଜାର ଉପରେ ରହୁଛି। ଆଜି ବି ରାଜ୍ୟରେ ୨୪ ଘଣ୍ଟାରେ ୧୧ ହଜାର ୪୯୮ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟା କ୍ୱାରେଣ୍ଟାଇନରୁ ୬୪୩୯ ଜଣ ଓ  ଲୋକାଲ କେସ୍ ୫୦୫୯ ଜଣ ଚିହ୍ନଟ ହୋଇଥିବା ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ । ଆଜି ଖୋର୍ଦ୍ଧାରୁ ସର୍ବାଧିକ ୧୪୯୭ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିସହିତ କଟକରୁ […]

vijay panigrahi
ମେ’ ୧ରେ ୧୮-୪୪ ବର୍ଷ ବୟସ୍କଙ୍କୁ ମିଳି ନ ପାରେ ଟିକା- ବିଜୟ ପାଣିଗ୍ରାହୀ

ଭୁବନେଶ୍ୱର: କରୋନାକୁ ନେଇ ରାଜ୍ୟରେ ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି। ଘରେ ଘରେ କରୋନା ରୋଗୀ। ଡାକ୍ତରଖାନାରେ ବେଡର ଅଭାବ। ଗୁରୁତର ରୋଗୀଙ୍କ ପାଇଁ ଅକ୍ସିଜେନ ଅଭାବ। ଏପଟେ ରାଜ୍ୟରେ ବଢି ବଢି ଚାଲିଛି କରୋନା ସଂକ୍ରମଣ। ରାଜ୍ୟରେ ଦୈନିକ ସଂକ୍ରମଣ ୮ ହଜାର ଟପିଲାଣି। ଦିନକରେ ଆଜି ୮୬୮୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏପରି ପିରସ୍ଥିତିରେ ଟିକାକରଣକୁ ନେଇ ଦ୍ୱନ୍ଦ୍ୱ ଦେଖା ଦେଇଛି। ମେ‘ ୧ ତାରିଖରୁ ୧୮ ବର୍ଷରୁ ୪୪ ବର୍ଷ […]

  • Tuesday, 13 July 2021
murder place
ଦୁଷ୍କର୍ମକାରୀଙ୍କୁ ପିଟି ପିଟି ମାରିଦେଲେ ଗ୍ରାମବାସୀ

ସୋର: ସୋର ଥାନା ସିଙ୍ଖାଖୁଣ୍ଟା ପଞ୍ଚାୟତ କରଞ୍ଜବଣିଆ ଗାଁରେ ଘଟିଛି ଏକ ନୃଶଂସ କାଣ୍ଡ।  ଉତ୍ତ୍ୟକ୍ତ ଗ୍ରାମବାସୀ ଜଣେ ଦୁଷ୍କର୍ମକାରୀଙ୍କୁ ଉଲଗ୍ନ କରି ପିଟି ପିଟି ମାରିଦେଇଥିବା ଅଭିଯୋଗ ଆସିଛି। କରଞ୍ଜବଣିଆ ଗାଁର ଜଣେ ମହିଳା ପତ୍ର ଗୋଟେଇବାକୁ ଜଙ୍ଗଲକୁ ଯାଇଥିଲେ । ତାଙ୍କୁ ଏକୁଟିଆ ଦେଖି ସେହି ଅଞ୍ଚଳର ବସନ୍ତ ସିଂ ନାମକ ଜଣେ ଯୁବକ ଏକ ଘରକୁ ଟେକି ନେଇ ଦୁଷ୍କର୍ମ କରିଥିଲେ । ଖବର ପାଇ ସ୍ଥାନୀୟ ଲୋକ ଘଟଣାସ୍ଥଳରେ ପହଞ୍ଚି ମହିଳାଙ୍କୁ […]

  • Tuesday, 13 July 2021
damana hata
ମାନିଲେନି କଟକଣା: ସିଲ ହେଲା ସହରର ଏହିସବୁ ହାଟ, ମାର୍କେଟ କମ୍ପ୍ଲେକ୍ସ

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ହେଲାଣି କରୋନ ସ୍ଥିତି। ଟ୍ୱିନ୍‌ ସିଟିରେ ଗୋଷ୍ଠୀ ସଂକ୍ରମଣ ହେବା ଆଶଙ୍କା ମଧ୍ୟ ସୃଷ୍ଟିହୋଇଛି। ଏପରି ସ୍ଥିତିରେ ବି ଲୋକେ ସଚେତନ ହେଉ ନାହାନ୍ତି। ହାଟ ବଜାରରେ ଭିଡ କମୁନି। ସାମାଜିକ ଦୂରତା, ମାସ୍କ ପିନ୍ଧିବା ଉପରେ ଲୋକେ ଗୁରୁତ୍ୱ ଦେଉ ନାହାନ୍ତି। ଏପରି ସ୍ଥିତିରେ  କୋଭିଡ୍ କଟକଣା ଉଲ୍ଲଂଘନ ହେବାରୁ ଭୁବନେଶ୍ୱର ଡମଣା ହାଟ, ଇନ୍ଦ୍ରଧନୁ ମାର୍କେଟ ସିଲ୍ କରିଛି ବିଏମ୍‌ସି। ଆସନ୍ତା ୪୮ ଘଣ୍ଟା ଯାଏ ବିଏମ୍‌ସି ପକ୍ଷରୁ ଏହି […]

  • Tuesday, 13 July 2021
covid-01
ରାଜ୍ୟରେ ମହାମାରୀ ନେଲା ୧୪ ଜୀବନ

ଭୁବନେଶ୍ୱର: ନିଦ ହଜାଇ ଦେଇଛି ମହାମାରୀ। ପ୍ରତିଦିନ କରୋନାକୁ ନେଇ ଛାତି ଥରାଇ ଦେବା ପରି ଘଟଣା ସାମ୍ନାକୁ ଆସୁଛି। ପ୍ରତିଦିନ ନୂଆ ନୂଆ ରେକର୍ଡ କରୁଛି କରୋନା। ଦୈନିକ ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ କରୁଥିବାବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢି ବଢି ଚାଲିଛି। ଗତକାଲି ୧୨ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଥିବାବେଳେ ଆଜି ୧୪ ଜଣଙ୍କର ମୃତ ଘଟିଛି।  କୋରାପୁଟ ଓ ସୁନ୍ଦରଗଡ଼ରୁ ସର୍ବାଧିକ ୩ ଲେଖାଏଁ ଆକ୍ରାନ୍ତ ମୃତ୍ୟୁ ଘଟିଛି । […]

  • Tuesday, 13 July 2021
coronavirus
କରୋନା ଭୟ ପାଖରେ ହାର ମାନିଲା ଜୀବନର ମୋହ; ଆତ୍ମହତ୍ୟା କଲେ ପଜିଟିଭ ଦମ୍ପତି

ନୟାଗଡ଼: କରୋନା ମହାମାରୀ ତା’ର କରାଳ କାୟା ବିସ୍ତାର କରିଚାଲିଛି। ଗୋଟିଏ ଗୋଟିଏ ହୃଦୟ ବିଦାରକ ଘଟଣା ଛାତିକୁ ଥରାଇ ଦେଉଛି। ଏବେ ପୁଣି ଏମିତି ଏକ ଅଭାବନୀୟ ଘଟଣା ଘଟିଛି ନୟାଗଡ଼ ଜିଲ୍ଲାରେ। କରୋନା ଭୟ ପାଖରେ ଜୀବନର ମୋହ ଫିକା ପଡ଼ି ଯାଇଛି। କରୋନା ମୃତ୍ୟୁ ଆସିବା ପୂର୍ବରୁ ଆତ୍ମହତ୍ୟାକୁ ବରି ନେଇଛନ୍ତି ପଜିଟିଭ ଦମ୍ପତି। ଏମିତି ଏକ ଦୁଃଖଦଭରା ଘଟଣା ଘଟିଛି ରଣପୁର ଥାନା ବେଗୁନିଆ ପାଟଣା ଗାଁରେ।  କରୋନା ସଂକ୍ରମିତ ହେବା […]

  • Tuesday, 13 July 2021
deadbody
ବନ୍ଦ କୋଠରୀରୁ ମିଳିଲା ମା’, ଝିଅଙ୍କ ଶବ, ଜଙ୍ଗଲରୁ ମିଳିଲା ବାପାଙ୍କ ମୃତଦେହ

ସୁନ୍ଦରଗଡ଼: ସୁନ୍ଦରଗଡ଼ କୋଇଡ଼ା ଅଞ୍ଚଳରେ ଚାଞ୍ଚଲ୍ୟଘର ଘଟଣା ଘଟି ଯାଇଛି।  ଗୋଟିଏ ପରିବାରର ୩ବର୍ଷ ଝିଅ ସମେତ ୩ ଜଣ ସଦସ୍ୟଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି।  ଏହି ଘଟଣା ପରେ ସାରା ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି। ଏହି ପରିବାର କୋଇଡାର ମସଜିଦ୍ ଗଳିରେ ଏକ ଭଡ଼ା ଘରେ ରହୁଥିଲେ। ବନ୍ଦ ଘରୁ ମା’ ଓ ୩ ବର୍ଷର ଝିଅର ମୃତଦେହ ଉଦ୍ଧାର କରାଯାଇଛି। ତେବେ ନିକଟସ୍ଥ ଜଙ୍ଗଲରୁ ବାପାଙ୍କର ମୃତଦେହ ଉଦ୍ଧାର ହୋଇଛି।  ପୋଲିସ […]

  • Tuesday, 13 July 2021