ଭୁବନେଶ୍ୱର: ରାଜ୍ୟରେ ଆରମ୍ଭ ହୋଇଛି ସ୍ୱାସ୍ଥ୍ୟକର୍ମୀଙ୍କ ଦ୍ୱିତୀୟ ଡୋଜ୍ କୋଭିଡ ଟୀକାକରଣ କାର୍ଯ୍ୟକ୍ରମ। ବର୍ତ୍ତମାନ ସୁଦ୍ଧା ପ୍ରଥମ ଡୋଜ ଟିକା ନେଇଛନ୍ତି ୪ ଲକ୍ଷରୁ ଅଧିକ ଲୋକ । ଏହା ସ୍ୱାସ୍ଥ୍ୟକର୍ମୀଙ୍କ ଟୀକାକରଣ ପାଇଁ ଧାର୍ଯ୍ୟଲକ୍ଷ୍ୟର ପାଖାପାଖି ୯୦ ପ୍ରତିଶତ। କ୍ୟାପିଟାଲ ହସ୍ପିଟାଲ ନିର୍ଦେଶକ ଲଷ୍ମୀଧର ସାହୁ ଆଜି ଦ୍ୱିତିୟ ଡୋଜ୍ କୋଭିଡ ଟିକା ନେଇଥିଲେ । ଅନ୍ୟପକ୍ଷେ ଯେଉଁ ସ୍ୱାସ୍ଥ୍ୟ କର୍ମୀମାନେ ପ୍ରଥମ ଡୋଜ ନେଇ ନାହାଁନ୍ତି, ସେମାନଙ୍କୁ ଆଉଥରେ ସୁଯୋଗ ଦିଆଯାଉଛି । ଫେବ୍ରୁଆରୀ […]
ଭୁବନେଶ୍ୱର: ଭୁବନେଶ୍ୱରରେ ଆଜି ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୩ଟି ହୋମ୍ କ୍ୱାରେଣ୍ଟିନ୍, ୩ଟି ଲୋକାଲ୍ କଣ୍ଟାକ୍ଟସ୍ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ହୋମ୍ କ୍ୱାରେଣ୍ଟିନ୍ କେସ୍ ମଧ୍ୟରୁ ଡୁମ୍ଡୁମା(ଫେଜ୍-୧) ଅଞ୍ଚଳରୁ ଜଣେ, ଆଇଆର୍ସି ଭିଲେଜ୍(ନୟାପଲ୍ଲୀ)ଅଞ୍ଚଳରୁ ଜଣେ ଓ ବାପୁଜୀନଗର ଅଞ୍ଚଳରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସମସ୍ତଙ୍କର ଟ୍ରାଭେଲ୍ ହିଷ୍ଟ୍ରୀ ରହିଛି। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ କେସ୍ ମଧ୍ୟରେ ଟଙ୍କପାଣି ରୋଡ୍ ଅଞ୍ଚଳରେ […]
କଟକ: କଟକ ବାଦାମବାଡ଼ି ସ୍ଥିତ ଜୟଶ୍ରୀ ସିନେମା ହଲ୍କୁ ସବୁଦିନ ପାଇଁ ବନ୍ଦ କରି ଦିଆଯାଇଛି। ହଲ୍ ବନ୍ଦ ନେଇ ଏହାର ମ୍ୟାନେଜ୍ମେଣ୍ଟ୍ ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ଜଣାପଡ଼ିଛି। ଏ ନେଇ Odisha Assembly Of Small and Medium Enterprises(OASME) ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ସିନେମା ହଲ୍ଟି ସବୁଦିନ ପାଇଁ ବନ୍ଦ ହେବା ଖବର ଜଣାପଡ଼ିବା ପରେ ଏହା ଓଡ଼ିଆ ଫିଲ୍ମ ଇଣ୍ଡଷ୍ଟ୍ରିକୁ ଏକ ଝଟ୍କା ଲାଗିଥିବା କୁହାଯାଉଛି। କେଉଁ କାରଣ ପାଇଁ […]
ଚିତ୍ରକୋଣ୍ଡା: କୁମ୍ଭୀର ନେଲା ନାବାଳକଙ୍କ ଜୀବନ ! ଗାଧୋଇଲା ବେଳେ ଜଣେ ନାବାଳକଙ୍କୁ ଏକ କୁମ୍ଭୀର ନଦୀ ଭିତରକୁ ଟାଣି ନେଇଥିଲା। ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ଥାନା ଅନ୍ତର୍ଗତ ଟେମ୍ପ୍ରରାରୀ କଲୋନୀ (ଜଲାସାହି)ରେ ଗତକାଲି ଏହି ଅଭାବନୀୟ ଘଟଣା ଘଟିଛି। ମୃତ ନାବାଳକ ହେଲେ ଟେମ୍ପ୍ରରାରୀ କଲୋନୀରେ ରହୁଥିବା ଅର୍ଜୁନ ମାଝୀଙ୍କ ୧୦ ବର୍ଷୀୟ ପୁଅ। ମୃତଦେହ ମିଳିବାପରେ ଗାଁରେ ଶୋକର ଛାୟା ଖେଳିଯାଇଛି। ଆଜି ସକାଳେ ମୃତ ନାବାଳକଙ୍କୁ ସିଲେରୁ ନଦୀରୁ ଉଦ୍ଧାର କରାଯାଇଥିଲା। ତାଙ୍କର […]
ଭଦ୍ରକ( ପାର୍ଥ ସାରଥୀ ନାୟକ): ଦିନେ କୋଭିଡ ଯୋଦ୍ଧାଙ୍କୁ ମିଳୁଥିଲା ସମ୍ମାନ। କେତେବେଳେ ଫୁଲତୋଡା ଦେଇ ସ୍ୱାଗତ କରୁଥିଲେ ତ କେତେବେଳେ ହେଲିକପ୍ଟରରୁ ଫୁଷ୍ପବୃଷ୍ଟି କରି ସେମାନଙ୍କୁ ସମ୍ମାନିତ କରୁଥିଲେ। ହେଲେ ଏବେ ସେମାନଙ୍କୁ ପର କରି ଦଇଛନ୍ତି ସରକାର। ଚାକିରିରୁ ବାହାର କରି ଦେଇଛନ୍ତି। ଏବେ ସେମାନଙ୍କ ପାଖରେ ନା ଅଛି ଚାକିରି ନା ଅଛି ପେଟ ପୋଷିବାର ଅନ୍ୟ ପନ୍ଥା। କୋଭିଡ ଯୋଦ୍ଧାମାନେ ଏବେ ବୃତ୍ତି ହରାଇ ଏବେ ଭିକ୍ଷାବୃତ୍ତି ଆପଣେଇ ଅଭିନବ ପ୍ରତିବାଦ […]
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏହାସହ ରାଜ୍ୟରେ କରୋନା ସଂକ୍ରମଣରେ ମୃତ୍ୟୁ ସଂଖ୍ୟା ୨୧କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାର ଜଣେ ୭୫ ବର୍ଷୀୟ ପୁରୁଷଙ୍କର କରୋନାରେ ମୃତ୍ୟୁ ହୋଇଥିବାବେଳେ କଟକ ଜିଲ୍ଲାର ଜଣେ ୬୫ ବର୍ଷୀୟ ପୁରୁଷ ଓ ଭୁବନେଶ୍ୱରର ଜଣେ ୭୩ ବର୍ଷୀୟ ପୁରଷ କରୋନାରେ ଆକ୍ରାନ୍ତ ହୋଇ ପ୍ରାଣ ହରାଇଛନ୍ତି। […]
ଭୁବନେଶ୍ୱର: ରାଜ୍ୟରେ ଆଉ ୨୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୬୪ ଆକ୍ରାନ୍ତଙ୍କ ମଧ୍ୟରୁ ୨୩୪ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୩୦ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା […]
ଭୁବନେଶ୍ୱର: ପୁଣି ଫେରିଲା କାଳିଆ ଯୋଜନା । ଏହି ଯୋଜନାରେ ପୁଣି ଚାଷୀଙ୍କୁ ମିଳିବ ଆର୍ଥିକ ସହାୟତା । ୨୦୧୯ ସାଧାରଣ ନିର୍ବାଚନ ପୂର୍ବରୁ ପ୍ରାୟ ୫୧ଲକ୍ଷ ଚାଷୀଙ୍କୁ ୫ ହଜାର ଟଙ୍କା ଲେଖାଏଁ ଦେଇ ଚୁପ୍ ବସିଥିବା ରାଜ୍ୟ ସରକାର ହଠାତ୍ ଚେଇଁଛନ୍ତି । ଡିବିଟି ଜରିଆରେ ୫୩ ଲକ୍ଷ ଚାଷୀଙ୍କୁ ପ୍ରଥମ କିସ୍ତିରେ ଦୁଇ ହଜାର ଟଙ୍କା ଲେଖାଏଁ ସହାୟତା ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଯୋଜନାରେ କ୍ଷୁଦ୍ର, ନାମମାତ୍ର ଚାଷୀ ଏବଂ […]
ଭୁବନେଶ୍ୱର: ପରିବାର ଲୋକଙ୍କ ଇଚ୍ଛା ବିରୁଦ୍ଧରେ ବିବାହ କରିବାରୁ ବାପଘର ଲୋକ, ଶ୍ୱଶୁର ଘର ଲୋକଙ୍କ ଉପରେ ଆକ୍ରମଣ କରିଥିବା ନେଇ ରାଜଧାନୀର ଜଣେ ଯୁବତୀ ଅଭିଯୋଗ ଆଣିଛନ୍ତି। ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଏ ନେଇ ଖଣ୍ଡଗିରି ଥାନାରେ ସମ୍ପୃକ୍ତ ଯୁବତୀ ଜଣକ ବାପଘର ଲୋକଙ୍କ ବିରୋଧରେ ଥାନାରେ ଅଭିଯୋଗ କରିଛନ୍ତି। ସୂଚନା ଅନୁସାରେ, ଗତ ୨୫ ତାରିଖରେ ନୟାପଲ୍ଲୀର ଜଣେ ଯୁବତୀ ପରିବାର ଲୋକଙ୍କ ଇଚ୍ଛା ବିରୋଧରେ ଶିରିପୁର ଅଞ୍ଚଳର ଜଣେ ଯୁବକଙ୍କୁ କୋର୍ଟ […]
କଟକ: କଟକ ମୁଣ୍ଡଳୀ ଠାରେ ମହାନଦୀର ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ପ୍ରବାହିତ ହେଉଛି। ଗତକାଲି ମଧ୍ୟ ରାତିରୁ ଏହି ବନ୍ୟା ଜଳ ପ୍ରବାହିତ ହେବାର ଲାଗିଛି। ହୀରାକୁଦ ଡ୍ୟାମ୍ର ୧୫ଟି ଗେଟ୍ ଖୋଲାଯିବା ପରେ ବନ୍ୟାଜଳ ଆସି ମୁଣ୍ଡଳୀରେ ପହଞ୍ଚିଛି। ଆଜି ସକାଳ ୬ଟା ସୁଦ୍ଧା ମୁଣ୍ଡଳୀରେ ପ୍ରତି ସେକେଣ୍ଡରେ ୧ଲକ୍ଷ ୭୨ ହଜାର କ୍ୟୁସେକ୍ ଜଳ ପ୍ରବାହିତ ହେଉଛି। ମୁଣ୍ଡଳୀ ବ୍ୟାରେଜର ଉପରମୁଣ୍ଡରେ ଜଳସ୍ତର ୮୧.୩୦ ଫୁଟ ଓ ତଳମୁଣ୍ଡରେ ୭୭.୩୦ ଫୁଟ ରହିଛି। […]
ଭବାନୀପାଟଣା:କଳାହାଣ୍ଡି କର୍ଲାପାଟ ଜଙ୍ଗଲରେ ହାତୀ ମୃତ୍ୟୁ ଘଟଣା ଏବେ ନୂଆ ମୋଡ ନେଇଛି। ନାଳପାଣି ପିଇ ହାତୀ ମରିଥିବା ସନ୍ଦେହ କରାଯାଉଛି ବୋଲି କହିଛନ୍ତି PCCF ଶଶୀ ପଲ୍। ନାଳପାଣିରେ ଥିବା ବ୍ୟାକ୍ଟେରିଆରୁ ହାତୀ ମୃତ୍ୟୁ ଘଟିଥିବା ସନ୍ଦେହ କରାଯାଉଛି। ହାତୀ ଦେହରେ ସେପ୍ଟିସେମିଆ ଭୂତାଣୁ ଥିବା ପ୍ରାଥମିକ ତଦନ୍ତରୁ ସ୍ପଷ୍ଟ ହୋଇଛି। ଗାଈଗୋରୁଙ୍କ ଦେହରୁ ଏହା ବ୍ୟାପିଥିବା ସନ୍ଦେହ କରାଯାଉଛି॥ ସଂପୃକ୍ତ ଅଞ୍ଚଳକୁ ଅନ୍ୟ ହାତୀ ନପଶିବା ପାଇଁ ବନ କର୍ମଚାରୀ ସଜାଗ ରହିଛନ୍ତି। ସଂପୃକ୍ତ […]
ରାଉରକେଲା: କରୋନା ପାଇଁ ଅନ୍ଲାଇନ୍ରେ ହେବ ବିପିୟୁଟି ଫାଇନାଲ୍ ସେମିଷ୍ଟର ପରୀକ୍ଷା। ଏ ନେଇ ରାଉରକେଲା ସ୍ଥିତ ବିପିୟୁଟି ପକ୍ଷରୁ ପରୀକ୍ଷା ସୂଚୀ ପ୍ରକାଶ କରାଯାଇଛି। ବିପିୟୁଟିର ସବୁ ଫାଇନାଲ୍ ସେମିଷ୍ଟର ପରୀକ୍ଷା ହୋମ୍ ବେସ୍ଡ୍ ହେବ। ସମସ୍ତ ଛାତ୍ରଛାତ୍ରୀମାନେ ଘରେ ରହି ଅନ୍ଲାଇନ୍ ମାଧ୍ୟମରେ ପରୀକ୍ଷା ଦେବେ। ଏ ନେଇ ବିପିୟୁଟି ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ଦ୍ୱାରା ରାଜ୍ୟ ଓ ରାଜ୍ୟ ବାହାରେ ଥିବା ଛାତ୍ରଛାତ୍ରୀମାନେ ଉପକୃତ ହେବେ। ଜୁଲାଇ ୯ରୁ ପରୀକ୍ଷା […]
ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଖଇରା ବ୍ଲକ ଟିପିସିଗଡ଼ଇ ଓ ଏହାର ଆଖପାଖ ଗାଁରେ ବାଘ ଆତଙ୍କ ଖେଳି ଯାଇଛି। ଗ୍ରାମର କାଂଶବାଂଶ ନଦୀ କୂଳ ବକ୍ରେଶ୍ୱର ମନ୍ଦିର ପାଖରେ ଲୋକ ବାଘ ବୁଲୁଥିବା ଦେଖିଛନ୍ତି। ଗ୍ରାମବାସୀଙ୍କ କହିବା ଅନୁଯାୟୀ, ଗତ ୬ ତାରିଖରେ ବାଘ ନଦୀ କୂଳରେ ବୁଲୁଥିବା ଦେଖିବାକୁ ମିଳିଥିଲା। ବାଘକୁ ଦେଖିବା ପରେ ଗ୍ରାମବାସୀ ଭୟଭୀତ ହୋଇ ବନ ବିଭାଗକୁ ଖବର ଦେଇଥିଲେ। ଔପଦା ରେଞ୍ଜର ବବିତା ସୋରେନ ଓ ଅନ୍ୟାନ୍ୟ ବନ କର୍ମଚାରୀ […]
ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୯ ଜଣଙ୍କ ମଧ୍ୟରୁ ଜଣେ ହୋମ୍ କ୍ୱାରେଣ୍ଟିନ୍ରେ ଥିଲେ ଓ ୮ଟି ଲୋକାଲ୍ କଣ୍ଟାକ୍ଟ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ୮ଟି ଲୋକାଲ୍ କଣ୍ଟାକ୍ଟ କେସ୍ ମଧ୍ୟରୁ ୪ଟି ଶିରିପୁର ଲକ୍ଷ୍ମୀବଜାର ବସ୍ତି ଲିଙ୍କ୍ରୁ ଚିହ୍ନଟ ହୋଇଥିବାବେଳେ RBI ଅଫିସ୍ ପାଖ ଏକ ଘରୋଇ ସିକ୍ୟୁରିଟି ଗାର୍ଡ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେହିପରି ଏକ […]
ଆସିକା: ରାଜ୍ୟରେ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ପ୍ରତ୍ୟେକ ଦିନ ଜିଲ୍ଲାରୁ ଆକ୍ରାନ୍ତମାନେ ଚିହ୍ନଟ ହେଉଥିବାବେଳେ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ତେବେ ଧରାକୋଟ ବ୍ଲକ୍ ଜାହାଡ଼ା ପଞ୍ଚାୟତରେ ୩ ଦିନରେ କରୋନା ୩ ଜଣଙ୍କ ମୁଣ୍ଡ ନେଇଛି। ମୃତକଙ୍କ ମଧ୍ୟରେ ଧରାକୋଟ ବ୍ଲକ୍ ଉପାଧ୍ୟକ୍ଷ ଭଗବାନ ସ୍ୱାଇଁ ଅଛନ୍ତି। ଏହି ଘଟଣା ପରେ ଜାହାଡ଼ା ପଞ୍ଚାୟତକୁ ୬ ଦିନ ପାଇଁ ସରପଞ୍ଚ ସଟ୍ଡାଉନ୍ ଘୋଷଣା କରିଛନ୍ତି। ସୂଚନାଯୋଗ୍ୟ, ଧରାକୋଟ ବ୍ଲକ […]
ଭୁବନେଶ୍ୱର: ବିଜୁ ପଟ୍ଟନାୟକ ବୈଷୟିକ ବିଶ୍ୱବିଦ୍ୟାଳୟ ଆଇନ-୨୦୦୨ର ସଂଶୋଧନ କରାଯାଇଛି। ଏନେଇ ରାଜ୍ୟ କ୍ୟାବିନେଟରେ ମୋହର ବାଜିଛି । ରାଜ୍ୟର ଅନ୍ୟାନ୍ୟ ସରକାରୀ ବିଶ୍ୱବିଦ୍ୟାଳୟ ବ୍ୟବସ୍ଥା ସହ ସମାନତା ଆଣିବା ନିମନ୍ତେ ବିପିୟୁଟି କୁଳପତିଙ୍କ କାର୍ଯ୍ୟକାଳ ୫ ବର୍ଷ ପରିବର୍ତ୍ତେ ଏଣିକି ୪ ବର୍ଷ କରାଯାଇଛି। ସେହିପରି ଛାତ୍ରଛାତ୍ରୀ ବିଶୃଙ୍ଖଳା ନିୟନ୍ତ୍ରଣ ନିମନ୍ତେ କୁଳପତିଙ୍କ ଦ୍ୱାରା ଜଣେ ପ୍ରଫେସରଙ୍କ ଅଧ୍ୟକ୍ଷତାରେ ୩ ଜଣିଆ ସଦସ୍ୟ ବିଶିଷ୍ଟ ଅନୁଶାସନ କମିଟି ଗଠନ ନିମନ୍ତେ ପ୍ରସ୍ତାବ ରହିଛି । ବିପିୟୁଟିର […]
ଭୁବନେଶ୍ୱର: ରାଜ୍ୟରେ କୋଭିଡ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ପୁଣି ବଢିଥିବା ଜଣାଯାଇଛି। ଗତ ୨୪ ଘଣ୍ଟା ମଧ୍ୟରେ ପାଖାପାଖି ଶହେ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଅନୁସାରେ ଗତ ୨୪ ଘଣ୍ଟା ମଧ୍ୟରେ ୯୨ ଜଣ କରୋନା ରୋଗୀ ସାମ୍ନାକୁ ଆସିଛନ୍ତି। ଏମାନଙ୍କ ମଧ୍ୟରୁ ୫୪ ଜଣ କ୍ୱାରେଣ୍ଟିନ ସେଣ୍ଟରର ଥିବାବେଳେ ୩୮ ଜଣ ଲୋକାଲ କଣ୍ଟାକ୍ଟ ଥିବା ଜଣାଯାଇଛି। ଆଜି ବରଗଡରୁ ସର୍ବାଧିକ କରୋନା […]
କୋରାପୁଟ: ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ମୁଜାଙ୍ଗ ପଞ୍ଚାୟତ ସରପଞ୍ଚ ରଇଲା ମାଝୀ। ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ସେ ଭିଜିଲାନ୍ସ ଟିମ୍ ହାତରେ ଧରା ପଡ଼ିଛନ୍ତି। ଅଧିକ ପଚରାଉଚରା ପାଇଁ ତାଙ୍କୁ ଜୟପୁର ସ୍ଥିତ ଭିଜିଲାନ୍ସ କାର୍ଯ୍ୟାଳୟକୁ ନିଆଯାଇଛି। ସୂଚନା ଅନୁଯାୟୀ, ଏକ ଗାଁ ପୋଖରୀ କାମର ୱାର୍କ ଅର୍ଡର ଦେବା ପାଇଁ ରଇଲା ମୁଜାଙ୍ଗ ପଞ୍ଚାୟତର ଭକ୍ତଗୁଡା ଗାଁର ଗଙ୍ଗାଧର ସାଉନ୍ତାଙ୍କଠାରୁ୨୦ ହଜାର ଟଙ୍କା […]
ବ୍ରହ୍ମପୁର: ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪୩ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ତେବେ ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୫୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ଜଣ କରୋନା ଯୋଦ୍ଧା ଅଛନ୍ତି। ପୁରୁଷୋତ୍ତମପୁରର ଜଣେ ସୁରତ ଫେରନ୍ତା କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆଉ ୩୯ ଜଣ […]
ଧର୍ମଗଡ଼: ପୋଲ ତଳୁ ମିଳିଲା Indian Reserve Battalion (IRB) ଯବାନଙ୍କ ମୃତଦେହ।କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନା ଅନ୍ତର୍ଗତ ନାନ୍ଦୋଳ– କେନ୍ଦୁପାଟି ରାସ୍ତା ମଧ୍ୟରେ ଥିବା ଏକ ପୋଲ ତଳୁ ଆଜି ସକାଳେ ଜଣେ ଆଇଆର୍ବି ଯବାନଙ୍କ ମୃତଦେହ ଉଦ୍ଧାର ହୋଇଛି। ମୃତ ଯବାନ ହେଲେ ଗୋଳାମୁଣ୍ଡାର ବିଶ୍ଵଜିତ ମଙ୍ଗରାଜ। ବିଶ୍ଵଜିତ ଜାରିଂ ସ୍ଥିତ ଆଇଆରବି କ୍ୟାମ୍ପରେ ମୁତୟନ ହୋଇଥିଲେ। ଗତକାଲି ଛୁଟି ନେଇ ସନ୍ଧ୍ୟାରେ ସେ ନିଜ ଗାଁ ଗୋଳାମୁଣ୍ଡାକୁ ଫେରୁଥିବା ସମୟରେ ପୋଲ ତଳେ […]
ଭୁବନେଶ୍ୱର: ରାଜ୍ୟରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ଗଞ୍ଜାମ ଜିଲ୍ଲାର ୬୮ ବର୍ଷୀୟ ପୁରୁଷ। ସମ୍ପୃକ୍ତ ବ୍ୟକ୍ତି ଜଣକ ଡାଇବେଟିସ୍ ରୋଗରେ ମଧ୍ୟ ଆକ୍ରାନ୍ତ ଥିଲେ। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାସହ ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୧୮କୁ ବୃଦ୍ଧି ପାଇଛି। ଅନ୍ୟପକ୍ଷରେ ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ […]
ଭୁବନେଶ୍ୱର: ରାଜ୍ୟରେ ଆଉ ୧୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୧୭୦ ଆକ୍ରାନ୍ତଙ୍କ ମଧ୍ୟରୁ ୧୪୩ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୨୭ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ନବରଙ୍ଗପୁର ଓ ଖୋର୍ଦ୍ଧାରୁ ୧୯ଜଣ […]
ଭୁବନେଶ୍ୱର: ପ୍ରକାଶ ପାଇଛି ମାଟ୍ରିକ ପରୀକ୍ଷା ସୂଚୀ। ଚଳିତ ବର୍ଷ ମେ’ ୩ରୁ ୧୫ ତାରିଖ ଯାଏଁ ପରୀକ୍ଷା ଚାଲିବ। ପ୍ରଥମ ଦିନ ଅର୍ଥାତ ମେ ୩ ତାରିଖରେ ରହିଛି ମାତୃଭାଷା ଓଡ଼ିଆ। ମେ ୫ରେ ଇଂଲିଶ ଏବଂ ୭ ତାରିଖରେ ହେବ ହିନ୍ଦୀ ପରୀକ୍ଷା। ସେହିପରି ମେ ୮ ତାରିଖରେ ସଂସ୍କୃତ ଏବଂ ୧୦ରେ ଗଣିତ ପରୀକ୍ଷା ହେବ। ୧୨ରେ ବିଜ୍ଞାନ ଓ ୧୫ ତାରିଖରେ ସାମାଜିକ ବିଜ୍ଞାନ ପରୀକ୍ଷା ହେବ ବୋଲି ସୂଚୀ ପ୍ରକାଶ […]
ବ୍ରହ୍ମପୁର: ରାଜ୍ୟରେ ଗଞ୍ଜାମ ଜିଲ୍ଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ସର୍ବାଧିକ ରହିଛି। ପ୍ରତ୍ୟେକ ଦିନ ଜିଲ୍ଲାରୁ ଆକ୍ରାନ୍ତମାନେ ଚିହ୍ନଟ ହେଉଛନ୍ତି। ତେବେ ସଂକ୍ରମଣକୁ ରୋକିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ ପଦକ୍ଷେପ ଗ୍ରହଣ କରାଯାଇଛି। ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ସହରକୁ ଆଜିଠୁ ଆଜିଠୁ ୪ ଦିନ ପାଇଁ ସଟ୍ଡାଉନ୍ ଘୋଷଣା କରାଯାଇଥିବା ବେଳେ କବିସୂର୍ଯ୍ୟନଗର ବ୍ଲକ୍ର ଏ. ବାରିଡ଼ା ଗାଁକୁ ଆଜିଠୁ ୭୨ ଘଣ୍ଟିଆ ସଟ୍ଡାଉନ୍ ଘୋଷଣା ହୋଇଛି। ଏହାସହ ଏ.ବାରିଡ଼ାର ଆଖପାଖ ଗାଁକୁ ବଫର ଜୋନ୍ […]
ମାଲକାନଗିରି(ଜିତେନ୍ଦ୍ର ବେଉରା): ଦିନେ ନୁହେଁ କି ଦୁଇ ଦିନ ନୁହେଁ ପାଖାପାଖି ମାସେ କାଳ ଜେଲ୍ରେ ରହିଲେଣି ସେମାନେ। ହେଲେ ସେମାନଙ୍କର ଭୁଲ କିଛି ନ ଥିଲା। କାହା ଭୁଲ ପାଇଁ ଦୁଇଜଣ ଏକାଠି ଜେଲର ପାଚେରୀ ଭିତରେ କଟୁଛି ଦିନ ରାତି। ଏ ଦୁହେଁ କିଏ ଜାଣିଛନ୍ତି ? ଏମାନେ ମଣିଷ ନୁହଁନ୍ତି, ଦୁଇଟି ଗଞ୍ଜା। ହାଜତ ଭିତରେ କୁକୁଡା ! ଯିଏ ଦେଖୁଛି, ଆଶ୍ଚର୍ଯ୍ୟ ହୋଇ ଯାଉଛି। ସମସ୍ତଙ୍କ ମନରେ ପ୍ରଶ୍ନ, ଏମାନେ ପୁଣି […]