• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

corona test
୨୪ ଘଣ୍ଟାରେ ଚିହ୍ନଟ ହେଲେ ୭୨ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ଚିହ୍ନଟ ହୋଇଥିବା କରୋନା ରୋଗୀ ସଂଖ୍ୟା ଅପେକ୍ଷାକୃତ କମ୍‌ ରହିଥିଲେ ହଁ ୫୦ ଉପରେ ରହିଛି। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ୧୯ ଜିଲ୍ଲାରୁ ୭୨ ଜଣ ନୂଆ ରୋଗୀ ଚିହ୍ନଟ ହୋଇଛନ୍ତି।  ୪୪ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ଅଛି ୨୮। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏ ନେଇ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁସାରେ ଆଜି ବି […]

puri srimandir
ପ୍ରତ୍ୟାହୃତ ହେଲା ପ୍ରସ୍ତାବିତ ଶ୍ରୀମନ୍ଦିର ବାଇ-ଲ

ପୁରୀ: କାର୍ଯ୍ୟକାରୀ ହେବା ପୂର୍ବରୁ ଶ୍ରୀମନ୍ଦିର ପ୍ରସ୍ତାବିତ ବାଇ-ଲ ପ୍ରତ୍ୟାହୃତ ହେଲା।  ପ୍ରତ୍ୟାହାର କରାଯାଇଥିବା ନେଇ ନିଜ ଟ୍ୱିଟ୍‌ର ହାଣ୍ଡେଲରେ ସୂଚନା ଦେଇଛନ୍ତି କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ । NMA ଅଧ୍ୟକ୍ଷଙ୍କ ଅଜାଣତରେ ନୋଟିସ ହୋଇଥିଲା। ତେବେ ଏହାକୁ ପ୍ରତ୍ୟାହାର କରାଯାଇଛି ବୋଲି ମନ୍ତ୍ରୀ କହିଛନ୍ତି। ଏହି ବାଇ-ଲକୁ ସ୍ଥଗିତ ରଖିବା ଦାବିରେ ଆଜି କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ନେତୃତ୍ୱରେ ଓଡ଼ିଶାର ସମସ୍ତ ବିଜେପି ସାଂସଦ କେନ୍ଦ୍ର ସଂସ୍କୃତି ମନ୍ତ୍ରୀ ପ୍ରହ୍ଲାଦ […]

shutdown
ଆଜିଠୁ ୪ ଦିନ ପାଇଁ ବ୍ରହ୍ମପୁର ସହର ସଟ୍‌ଡାଉନ୍

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଏହି ସଂକ୍ରମଣକୁ ରୋକିବା ପାଇଁ ଆଜିଠୁ ୪ ଦିନ ପାଇଁ  ବ୍ରହ୍ମପୁର ସହରକୁ ସଟ୍‌ଡାଉନ୍‌ ଘୋଷଣା କରାଯାଇଛି। ସଟ୍‌ଡାଉନ୍ ସମୟରେ ବ୍ରହ୍ମପୁର ସହରରେ ଘର ଘର ବୁଲି ଲୋକଙ୍କ ସ୍ୱାସ୍ଥ୍ୟ ଯାଞ୍ଚ ହେବ। ଏହାସହ କଣ୍ଟାକ୍ଟସ୍‌ ଟ୍ରେସିଂ, ଆଇସୋଲେସନ୍ ଓ ହୋମ୍ କ୍ୱାରେଣ୍ଟିନ୍ ବ୍ୟବସ୍ଥାର ମଧ୍ୟ ଯାଞ୍ଚ ହେବ। ଏଥିପାଇଁ ୭୦ଟି ହେଲ୍‌ଥ୍‌ ଟିମ୍ ନିୟୋଜିତ ହେବେ। ସଟ୍‌ଡାଉନ୍‌ ବେଳେ କେବଳ […]

  • Tuesday, 13 July 2021
corona-11111
୨୪ ଘଣ୍ଟାରେ ଚିହ୍ନଟ ହେଲେ ୮୨ କରୋନା ରୋଗୀ

ଭୁବନେଶ୍ୱର:ରାଜ୍ୟରେ ଆଜିଠାରୁ ସମ୍ମୁଖ ଯୋଦ୍ଧାଙ୍କୁ ଟିକା ଦିଆ ଯାଉଥିବାବେଳେ ଗତ ୨୪ ଘଣ୍ଟା ମଧ୍ୟରେ ୮୨ ଜଣ ନୂଆ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଖୁସିର କଥା, ଆଜି ୧୦ ଜିଲ୍ଲାରୁ କୌଣସି ନୂଆ କରୋନା ରୋଗୀ ଚିହ୍ନଟ ହୋଇ ନାହାନ୍ତି।  ଏମାନଙ୍କ ମଧ୍ୟରୁ ୪୯ କ୍ୱାରେଣ୍ଟିନ ସେଣ୍ଟରର ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ୩୩ ଜଣ ଅଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଆଜି ୨୦ ଜିଲ୍ଲାରୁ ସମସ୍ତ […]

  • Tuesday, 13 July 2021
corona-tika
ଆଗଧାଡ଼ି କରୋନା ଯୋଦ୍ଧାଙ୍କୁ ମିଳିଲା ଟିକା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଆଗଧାଡ଼ିର କରୋନା ଯୋଦ୍ଧାଙ୍କୁ ଦିଆଯାଉଛି କୋଭିଡ୍ ଟିକା। କଟକ ଇନଡୋର ଷ୍ଟାଡିୟମ୍‌ରେ କରାଯାଇଥିବା ଟିକାକେନ୍ଦ୍ରରେ ଟିକା ନେଇଛନ୍ତି ପୋଲିସ ଡିଜି ଅଭୟ । ସୁଯୋଗ ମିଳିଲେ ଟିକା ନେବାକୁ ଲୋକଙ୍କୁ ଅପିଲ୍ କରିଛନ୍ତି ଡିଜିପି । ଟିକାକରଣ ସରକାରଙ୍କ ବଡ଼ ପଦକ୍ଷେପ।  ସମସ୍ତଙ୍କ ସମର୍ଥନ ଜରୁରୀ ବୋଲି ସେ କହିଛନ୍ତି । ଖାଲି ପୋଲିସ ଡିଜି ନୁହଁନ୍ତି, ବରିଷ୍ଠ ପୋଲିସ ଅଧିକାରୀଙ୍କ ସହିତ ସବୁ ଜିଲ୍ଲାର ଜିଲ୍ଲାପାଳ, ଏସ୍‌ପି ଏବଂ ବରିଷ୍ଠ ଅଧିକାରୀମାନେ […]

  • Tuesday, 13 July 2021
Bhadark-
ଏସ୍‌ପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ ମା’ପୁଅଙ୍କ ଆତ୍ମାହୁତୀ ଉଦ୍ୟମ

ଭଦ୍ରକ: ଜମି ଅନ୍ୟର ଦଖଲରେ। କୋର୍ଟରୁ ଡିଗ୍ରୀ ପରେ ବି ହଟୁ ନାହାନ୍ତି ଜବରଦଖଲକାରୀ।ଗୁହାରୀ କଲା ପରେ ବି ପୋଲିସ ଶୁଣୁନି। ଶେଷରେ ଭଦ୍ରକ ଏସପିଙ୍କ କାର୍ଯ୍ୟାଳୟ ସମ୍ମୁଖରେ କିରୋସିନି ଢାଳି ହୋଇ ମାଆପୁଅ ଆତ୍ମାହୁତୀ ଉଦ୍ୟମ କରିଛନ୍ତି । ତେବେ କିରୋସିନ ଢାଳି ଡିଆସିଲ ମାରିବା ପୂର୍ବରୁ ସେମାନଙ୍କୁ କାବୁ କରି ନେଇଛି ପୋଲିସ। ଗ୍ରାମାଞ୍ଚଳ ଥାନା ଗଣିଜାଙ୍ଗ ଗାଁର ପଞ୍ଚାନନ ପାତ୍ର ଓ ତାଙ୍କ ମା’ ଜୋତ୍ସାରାଣୀଙ୍କ ଜମିକୁ ନେଇ ବିବାଦ ଦେଖା ଦେଇଛି। […]

  • Tuesday, 13 July 2021
nabin-KO
କୋଟିଆ ହେବ ଆଦର୍ଶ ପଞ୍ଚାୟତ, ଖୁବ୍‌ ଶୀଘ୍ର ମୁଁ କୋଟିଆବାସୀଙ୍କୁ ଭେଟିବି-ମୁଖ୍ୟମନ୍ତ୍ରୀ

କୋଟିଆ ପଞ୍ଚାୟତରେ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୧୮ କୋଟି ଟଙ୍କା ପ୍ରକଳ୍ପର ଶୁଭାରମ୍ଭ ୧୩ କୋଟିର ପ୍ରକଳ୍ପ ଉଦ୍‌ଘାଟନ ୫ କୋଟିର ସେତୁ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ୧୫୦ କୋଟି ଟଙ୍କାର ପ୍ରକଳ୍ପ କାମ ଜାରି ରହିଛି କୋଟିଆ ହେବ ଆଦର୍ଶ ପଞ୍ଚାୟତ ଖୁବ୍‌ ଶୀଘ୍ର ମୁଁ କୋଟିଆ ଯିବି – ମୁଖ୍ୟମନ୍ତ୍ରୀ ଭୁବନେଶ୍ୱର: ‘କୋଟିଆ ହେବ ଆଦର୍ଶ ପଞ୍ଚାୟତ। ଖୁବ୍‌ ଶୀଘ୍ର ମୁଁ କୋଟିଆ ଯିବି।’ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ଭିଡିଓ କନ୍‌ଫରେସନ୍‌ସିଂ ମାଧ୍ୟମରେ […]

  • Tuesday, 13 July 2021
OTS-1
ଓଡ଼ିଶାରେ ହେବ ଦେଶର ପ୍ରଥମ ବଜ୍ରପାତ ଗବେଷଣା କେନ୍ଦ୍ର

ଭୁବନେଶ୍ୱର: ଭାରତରେ ପ୍ରତିଷ୍ଠା ହେବ ବଜ୍ରପାତ ଗବେଷଣା କେନ୍ଦ୍ର। ଦେଶରେ ପ୍ରଥମର ଥର ପାଇଁ ଏପରି ଏକ ଗବେଷଣା କେନ୍ଦ୍ର  ପ୍ରତିଷ୍ଠା ହେବାକୁ ଯାଉଛି।  ଆଉ ଖୁସିର କଥା ଏହି ଅନୁଷ୍ଠାନ ଓଡ଼ିଶାରେ ହେବ।  ଖୁବ୍‌ ଶୀଘ୍ର ଏହି କେନ୍ଦ୍ର ବାଲେଶ୍ୱରରେ ପ୍ରତିଷ୍ଠା ହେବ ବୋଲି  ସୂଚନା ଦେଇଛନ୍ତି IMD ମହାନିର୍ଦ୍ଦେଶକ ଡର ମୃତ୍ୟୁଞ୍ଜୟ ମହାପାତ୍ର । ଦେଶରେ ପ୍ରଥମ ଥର ଲାଗି ଏଭଳି ଏକ ଅନୁଷ୍ଠାନର ପରିକଳ୍ପନା ଭୂ-ବିଜ୍ଞାନ ମନ୍ତ୍ରଣାଳୟର ନିଷ୍ପତି କ୍ରମେ ନିଆଯାଇଛି। IMD, […]

  • Tuesday, 13 July 2021
puri
ବାହାର ଜିଲ୍ଲା ପୁଲିସ୍‌ଙ୍କୁ ପୁରୀ ମନା

ପୁରୀ: ଅଫିସ୍‌ କାମ ବାହାନା କରି କୌଣସି ଜିଲ୍ଲା ବାହାରର ପୁଲିସ୍‌ ପୁରୀକୁ ଯାଇପାରିବେ ନାହିଁ। ଜୁଲାଇ ୪ ତାରିଖ ପର୍ଯ୍ୟନ୍ତ କୌଣସି ବାହାର ଜିଲ୍ଲାର ପୁଲିସ୍‌ ଅଧିକାରୀଙ୍କ ପୁରୀ ଯିବା ଉପରେ କଟକଣା ଲଗାଇଛନ୍ତି ପୁଲିସ୍‌ ଡିଜି ଅଭୟ। ଶୃଙ୍ଖଳିତ ବ୍ୟବସ୍ଥା ପାଇଁ ଏଭଳି ଗାଇଡଲାନ୍‌ ଜାରି କରିଛନ୍ତି ଡିଜିପି । ଆବଶ୍ୟକ ପଡିଲେ ରାଜ୍ୟ ପୁଲିସ୍‌ ମୁଖ୍ୟାଳୟରୁ ଅନୁମତି ନେଇ ପୁରୀ ଯିବାକୁ ନିର୍ଦ୍ଦେଶ ଦିଆଯାଇଛି।  କିଛି ମାସ ତଳେ ଲକ୍‌ଡାଉନ୍‌ ସମୟରେ ଯାଜପୁର […]

  • Tuesday, 13 July 2021
Jharapghhula-rksh
ଜେଲ ଗଲେ ଝରାଫୁଲଙ୍କ ବୟଫ୍ରେଣ୍ଡ୍‌

ଯାଜପୁର(ଗୁଲାମ ଗସ୍‌): ରମାଦେବୀ ଛାତ୍ରୀ ଝରାଫୁଲ ନାଏକ ମୃତ୍ୟୁ ଘଟଣା ଏବେ ନୂଆ ମୋଡ଼ ନେଇଛି। ତିନି ଦିନିଆ ରମାଣ୍ଡରେ ନେଇଥିବା ଗିରଫ ଅଭିଯୁକ୍ତ ରାକେଶ ଆଜି ଜେଲ୍‌କୁ ଫେରିଛି। ତେବେ ଏହି ତିନି ଦିନିଆ ରିମାଣ୍ଡରେ ନେଇ ପୋଲିସ ତା’ଠାରୁ କି ସୁରାକ ପାଇଛି ତାହାର କୌଣସି ସୂଚନା ମିଳିନାହିଁ। ତିନିଦିନିଆ ରିମାଣ୍ଡ ଅବଧି ସରିବା ପରେ ଆଜି  ସକାଳ ୯.୩୦ ସମୟରେ ଯାଜପୁର ପୋଲିସ ରାକେଶକୁ କୁଆଖିଆ ଥାନାରୁ ଆଣିଥିଲା। ଯାଜପୁର ମୁଖ୍ୟ ଚିକିତ୍ସାଳୟରେ […]

odisha
ନିରଞ୍ଜନ ପଟ୍ଟନାୟକଙ୍କୁ ଫାଇନ୍‌

ଭୁବନେଶ୍ୱର: କରୋନା ବେଳେ ସାମାଜିକ ଦୂରତା କଟକଣା ଉଲ୍ଲଘଂନ କରି ବିକ୍ଷୋଭ କରିବା ଘଟଣାକୁ ନେଇ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଉପରେ ୫ ଶହ ଟଙ୍କା ଫାଇନ୍ ପଡ଼ିଛି। ଆଜି ମାଷ୍ଟରକ୍ୟାଣ୍ଟିନ୍ ଛକରେ କଂଗ୍ରେସ ନେତୃତ୍ୱରେ ବିକ୍ଷୋଭ ପ୍ରଦର୍ଶନ ବେଳେ ସାମାଜିକ ଦୂରତା ଉଲ୍ଲଂଘନ ହୋଇଥିବା ଦେଖିବାକୁ ମିଳିଥିଲା। ଯାହା ପରେ କମିଶନରେଟ୍‌ ପୁଲିସ୍‌ ପକ୍ଷରୁ ନିରଞ୍ଜନଙ୍କ ନାଁରେ ୫ ଶହ ଟଙ୍କା ଜରିମାନା କଟିଛି। ନିରଞ୍ଜନଙ୍କ ବ୍ୟତୀତ ଅଲ୍ ଇଣ୍ଡିଆ ଫର୍‌ୱାର୍ଡ ବ୍ଲକର ସାଧାରଣ […]

  • Tuesday, 13 July 2021
corona
୧୮ ଜିଲ୍ଲାରୁ ଚିହ୍ନଟ ହେଲେ ୮୭ ନୂଆ କରୋନା ରୋଗୀ

ଭୁବନେଶ୍ୱର: ଆଜି ରାଜ୍ୟରେ ୮୭ ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ ସେଣ୍ଟରରୁ ୫୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ ଅଛି ୩୬। ସମସ୍ତ ନୂଆ ରୋଗୀ ୧୮ଟି ଜିଲ୍ଲାରୁ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛନ୍ତି। ଆଜି ସର୍ବାଧିକ ରୋଗୀ ଚିହ୍ନଟ  ହୋଇଛନ୍ତି ସୁନ୍ଦରଗଡ଼ ଜିଲ୍ଲାରୁ। ଏହି ଜିଲ୍ଲାରୁ ୨୪ ଘଣ୍ଟା ମଧ୍ୟରେ ୨୬ ଜଣ କରୋନା ରୋଗୀ […]

  • Tuesday, 13 July 2021
coronavirus
ଆଉ ୨୧୮ କରୋନା ଆକ୍ରାନ୍ତ‌ ଚିହ୍ନଟ, ୬ ହଜାର ପାର୍‌ କଲା ଓଡ଼ିଶାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୨୧୮  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୧୮ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୦ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ […]

  • Tuesday, 13 July 2021
puri
ପୁରୀରେ ୨ ଛଦ୍ମବେଶୀ ସେବାୟତ ଅଟକ

ପୁରୀ: ମଙ୍ଗଳ ଆଳତି ବେଳେ ପାଟ ପିନ୍ଧି ଗୁଣ୍ଡିଚା ମନ୍ଦିରରେ ପ୍ରବେଶ କରିଥିବା ୨ଜଣ ଛଦ୍ମବେଶୀ ସେବାୟତଙ୍କୁ ପୁଲିସ୍‌ ଅଟକ ରଖିଛି। ସୂଚନା ଅନୁସାରେ, ଆଜି ସକାଳେ ୨ ଜଣ ବାହାର ଭକ୍ତ ପାଟ ପିନ୍ଧି ସେବାୟତଙ୍କ ବେଶରେ ଗୁଣ୍ଡିଚା ମନ୍ଦିରରେ ପ୍ରବେଶ କରିଥିଲେ। ଏହି ସମୟରେ ମଙ୍ଗଳ ଆଳତି ଚାଲିଥିଲା। ସେମାନଙ୍କର ଚାଲିଚଳଣ ଦେଖି ଅନ୍ୟ ସେବାୟତଙ୍କ ସନ୍ଦେହ ସୃଷ୍ଟି ହେବାରୁ ସେମାନଙ୍କୁ ଚିହ୍ନଟ କରାଯାଇଥିଲା। ଏହାପରେ ପୁଲିସ୍‌କୁ ଖବର ଦିଆଯାଇଥିଲା। କୁମ୍ଭାରପଡ଼ା ପୁଲିସ୍‌ ୨ଜଣଙ୍କୁ […]

OFFice-tika
ନିଜ ଅଫିସରେ ଭାକ୍ସିନ ନେବେ କରୋନା ସମ୍ମୁଖ ଯୋଦ୍ଧା

ଭୁବନେଶ୍ୱର: କରୋନା ସମ୍ମୁଖ ଯୋଦ୍ଧାଙ୍କୁ ସେମାନଙ୍କ ଅଫିସ୍‌ରେ ଦିଆଯିବ କରୋନା ଟିକା । ଏ ନେଇ ସୂଚନା ଦେଇଛନ୍ତି ପରିବାର କଲ୍ୟାଣ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ। ଏହି ସମ୍ମୁଖ ଯୋଦ୍ଧାମାନଙ୍କ ପାଇଁ ବିଭିନ୍ନ ଅଫିସରେ ହେବ ଟିକା ରୁମ୍‌। ୧ମ ଫେଜ୍‌ରେ  ଗୃହ ଓ ନଗର ଉନ୍ନୟନ କର୍ମଚାରୀଙ୍କୁ ଟିକା ଦିଆଯିବ। ରାଜସ୍ୱ ବିଭାଗ ଅଧିକାରୀ ଓ କର୍ମଚାରୀଙ୍କୁ ମଧ୍ୟ ଟିକା ଦିଆଯିବ। ୬ରୁ ଟିକାକରଣ ଆରମ୍ଭ ହେବ କହିଲେ ପରିବାର କଲ୍ୟାଣ ନିର୍ଦ୍ଦେଶକ। ଟିକାକରଣ ପାଇଁ […]

corona 1
ଗଞ୍ଜାମରୁ ଆଉ ୫୦ କରୋନା ପଜିଟିଭ୍‌ ଚିହ୍ନଟ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାରେ ଆଉ ୫୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କରୋନା ଯୋଦ୍ଧା ଅଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି। ଗଞ୍ଜାମ ଜିଲ୍ଲାପାଳଙ୍କ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ଜିଲ୍ଲାରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮ରେ ପହଞ୍ଚିଛି। ସେମାନଙ୍କ ମଧ୍ୟରୁ ୭୬୮ ଜଣ ସୁସ୍ଥ ହୋଇସାରିଥିବା ବେଳେ ୩୧୨ ଜଣ ଚିକିତ୍ସାଧୀନ ଅଛନ୍ତି। ୮ ଜଣଙ୍କ ମୃତ୍ୟୁ ଘଟିଛି।

  • Tuesday, 13 July 2021
arun sahoo
ଫେବ୍ରୁଆରୀ ୧୦ରୁ ଆରମ୍ଭ ହେବ ପିଜି କ୍ଲାସ୍

ଫେବ୍ରୁଆରୀ ୧୦ରୁ ଆରମ୍ଭ ହେବ ପିଜି ପ୍ରଥମ ବର୍ଷ କ୍ଲାସ୍ ୮ ତାରିଖରୁ ଖୋଲିବ ହଷ୍ଟେଲ୍ ଫେବ୍ରୁଆରୀ ୧୦ରୁ ଆରମ୍ଭ ହେବ ପ୍ରି-ଫାଇନାଲ ଇୟର କ୍ଲାସ ଏପ୍ରିଲ ୧୯ରୁ ଆରମ୍ଭ ହେବ ଯୁକ୍ତ +୩ର ୩ୟ ଓ ୫ମ ସେମିଷ୍ଟର ପରୀକ୍ଷା ଜୁଲାଇ ୨୦ ସୁଦ୍ଧା ପ୍ରକାଶ ପାଇବ ପିଜି ପ୍ରଥମ ସେମିଷ୍ଟର ରେଜଲ୍ଟ ଜୁନ୍ ୭ରୁ ଆରମ୍ଭ ହେବ ପିଜି ପ୍ରଥମ ସେମିଷ୍ଟର ପରୀକ୍ଷା ଭୁବନେଶ୍ୱର: ଫେବ୍ରୁଆରୀ ୧୦ରୁ ଆରମ୍ଭ ହେବ ପିଜି ପ୍ରଥମ ବର୍ଷର […]

  • Tuesday, 13 July 2021
husband killed wife
ସ୍ତ୍ରୀକୁ ପିଟିପିଟି ହତ୍ୟା କଲା ସ୍ୱାମୀ

କେନ୍ଦୁଝର: ବାଡ଼ିରେ ପିଟିପିଟି ସ୍ତ୍ରୀକୁ ହତ୍ୟା କଲା ସ୍ୱାମୀ। କେନ୍ଦୁଝର ଜିଲ୍ଲା ପଣ୍ଡାପଡା ଥାନା ଅନ୍ତର୍ଗତ ବକ୍ସିବାରି ଗାଁରେ ଜଣେ ବ୍ୟକ୍ତି ବାଡ଼ିରେ ପିଟି ପିଟି ସ୍ତ୍ରୀକୁ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତ ମହିଳାଙ୍କ ନାଁ ପୁଟକୁନି ମୁଣ୍ଡା। ଅଭିଯୁକ୍ତ ସ୍ୱାମୀଙ୍କ ନାଁ ଘାସିରାମ ମୁଣ୍ଡା। ଗତକାଲି ଘାସିରାମ ଓ ତାଙ୍କ ସ୍ତ୍ରୀ ପୁଟକୁନି ଗାଈ ଚରାଇବାକୁ ଯାଇଥିଲେ। ଏହି ସମୟରେ ପାରିବାରିକ ସମସ୍ୟାକୁ ନେଇ ଉଭୟଙ୍କ ମଧ୍ୟରେ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ […]

  • Tuesday, 13 July 2021
puri rath yatra 2020
‘କରୋନା ରିପୋର୍ଟ ନେଗେଟିଭ୍‌ ଥିଲେ, ବାହୁଡ଼ା ଯାତ୍ରାରେ ସାମିଲ ହୋଇପାରିବେ ସେବାୟତ’

ପୁରୀ: ଦୁଇ ଥର କୋଭିଡ୍-୧୯ ଟେଷ୍ଟ୍‌ ପରେ ଯେଉଁ ସେବାୟତଙ୍କ ନମୁନା ନେଗେଟିଭ୍ ଆସିବ କେବଳ ସେହିମାନେ ହିଁ ଆଗାମୀ ବାହୁଡ଼ା ଯାତ୍ରାରେ ସାମିଲ ହୋଇପାରିବେ। ଏହାସହ ସେବାୟତଙ୍କ ସ୍ୱାସ୍ଥ୍ୟ ସମ୍ପର୍କିତ ସମସ୍ୟାର ସମାଧାନ ଲାଗି ଦୁଇଟି ମେଡିକାଲ କ୍ୟାମ୍ପ କରାଯିବ, ଯେଉଁଥିରେ ସବୁ ବିଭାଗର ଡାକ୍ତର ରହିବେ। ଖାଲି ଏତିକି ନୁହେଁ, ପୁରୀରେ ଡୋରର୍‌ ଟୁ ଡୋର୍‌‌ ବୁଲି ସ୍ୱାସ୍ଥ୍ୟ ସୂଚନା ଗ୍ରହଣ କରାଯିବା ସହ ଶ୍ରୀମନ୍ଦିର କର୍ମଚାରୀ, ପୋଲିସ, ମ୍ୟୁନିସିପାଲଟି କର୍ମଚାରୀଙ୍କ ସ୍ୱାସ୍ଥ୍ୟ ଯାଞ୍ଚ […]

Digital-Door-No
ଏଣିକି ସ୍ମାର୍ଟ ଠିକଣା ପାଇବେ ରାଜଧାନୀବାସୀ

ଭୁବନେଶ୍ୱର: ସ୍ମାର୍ଟ ସିଟିବାସୀଙ୍କ ଘରେ ଲାଗିବ ସ୍ମାର୍ଟ ନମ୍ବର।  ସ୍ମାର୍ଟ ନମ୍ବର ଲାଗିଲେ ଲୋକଙ୍କ ଠିକଣାକୁ ନେଇ ଆଉ ରହିବନି କୌଣସି ଦ୍ୱନ୍ଦ୍ୱ। ରାଜଧାନୀବାସୀଙ୍କୁ ପ୍ରତି ଘର ପାଇଁ ମିଳିବ ଗୋଟିଏ ସ୍ୱତନ୍ତ୍ର ନମ୍ବର। ଘର ନମ୍ବରରୁ ମିଳିଯିବ ସମସ୍ତ ତଥ୍ୟ।  ଏହି ନମ୍ବର ପାଖରେ ଥିଲେ ଠିକଣା ଖୋଜିବାକୁ ବି କୌଣସି ଅସୁବିଧା ହେବନି। ରାଜଧାନୀବାସୀଙ୍କୁ ଏକ ସ୍ମାର୍ଟ ଆଡ୍ରେସ୍ ଦେବାକୁ ନିଷ୍ପତ୍ତି ନେଇଛି ବିଏମ୍‌ସି । ଘର ଠିକଣା ଲେଖିବା ବେଳେ ଲେନ୍ ନମ୍ବର, […]

  • Tuesday, 13 July 2021
coronavirus
ଭୁବନେଶ୍ୱର: ଚିହ୍ନଟ ହେଲେ ଆଉ ୨୨, ସୁସ୍ଥ ହେଲେ ୧୫

ଭୁବନେଶ୍ୱର: ଭୁବନେଶ୍ୱରରୁ ଆଉ ୨୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୨ରୁ ୩ଟି ହୋମ୍‌ କ୍ୱାରେଣ୍ଟିନ୍‌ ଓ ୧୯ଟି ଲୋକାଲ୍‌ କଣ୍ଟାକ୍ଟ୍‌ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ସୂଚନା ଦିଆଯାଇଛି। ୧୯ ଲୋକାଲ୍‌ କଣ୍ଟାକ୍ଟ୍‌ କେସ୍ ମଧ୍ୟରୁ ୧୬ଜଣ ଏକ ଘରୋଇ ହସ୍ପିଟାଲର କର୍ମଚାରୀ। ୧୬ ଜଣଙ୍କ ମଧ୍ୟରୁ ୩ ଜଣ ପୁରୁଷ ଏବଂ ୧୩ ଜଣ ମହିଳା କର୍ମଚାରୀ ଅଛନ୍ତି। ନୀଳାଦ୍ରି ବିହାରୁ ୨ଟି ଓ ଶୈଳଶ୍ରୀ ବିହାରରୁ ଗୋଟିଏ […]

  • Tuesday, 13 July 2021
blue wheel hospital
କୋଭିଡ୍ ଗାଇଡ୍‌ଲାଇନ୍ସ‌ ଉଲ୍ଲଘଂନ ଅଭିଯୋଗରେ ବ୍ଲୁ ହ୍ୱିଲ୍ ହସ୍ପିଟାଲ୍ ସିଲ୍‌

ଭୁବନେଶ୍ୱର: କୋଭିଡ୍ ଗାଇଡ୍‌ଲାଇନ୍ସ‌ ଉଲ୍ଲଘଂନ ଅଭିଯୋଗରେ ଭୁବନେଶ୍ୱର ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବ୍ଲୁ ହ୍ୱିଲ୍ ହସ୍ପିଟାଲ୍‌କୁ ସିଲ୍‌ କରାଯାଇଛି। ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ହସ୍ପିଟାଲ୍‌କୁ ସିଲ୍‌ କରାଯାଇଛି। ଏହାସହ ହସ୍ପିଟାଲ କର୍ତ୍ତୃପକ୍ଷଙ୍କୁ କାରଣ ଦର୍ଶାଅ ନୋଟିସ୍ ମଧ୍ୟ ଜାରି ହୋଇଛି। ଗତକାଲି ଏହି ହସ୍ପିଟାଲ୍‌ରୁ ୨୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିଲେ। ଏହି ଘଟଣା ପରେ ବିଏମ୍‌ସି ଏଭଳି ପଦକ୍ଷେପ ନେଇଥିବା ସୂଚନା ମିଳିଛି।

  • Tuesday, 13 July 2021
hirakud dam
କାଲି ଛଡ଼ାଯିବ ହୀରାକୁଦ ଡ୍ୟାମ୍‌ର ପ୍ରଥମ ବନ୍ୟାଜଳ

ସମ୍ବଲପୁର: ଆସନ୍ତାକାଲି ଦିନ ୧୦ଟା ପରେ ଯେକୌଣସି ମୁହୂର୍ତ୍ତରେ ଖୋଲିବ ହୀରାକୁଦ ଜଳଭଣ୍ଡାର। କାଲି ହୀରାକୁଦ ଜଳଭଣ୍ଡାରରୁ ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ଜଣାପଡ଼ିଛି। ବର୍ତ୍ତମାନ ଉପରମୁଣ୍ଡରେ ବର୍ଷା ଯୋଗୁ ହୀରାକୁଦର ଜଳସ୍ତର ବଢ଼ି ଚାଲିଥିବାବେଳେ ଆସନ୍ତାକାଲି ଗେଟ୍ ଖୋଲାଯିବ ବୋଲି ସୂଚନା ମିଳିଛି। ସେଥିପାଇଁ ମହାନଦୀ ଅବବାହିକାରେ ବସବାସ କରୁଥିବା ଲୋକଙ୍କ ସୁରକ୍ଷା ପାଇଁ ଡାକବାଜି ଯନ୍ତ୍ର ମାଧ୍ୟମରେ ସେମାନଙ୍କୁ ସଚେତନ କରାଯାଉଛି। ସୂଚନା ଅନୁସାରେ ବର୍ତ୍ତମାନ ହୀରାକୁଦ ଜଳଭଣ୍ଡାରରେ ୬୧୬ ଫୁଟ ଜଳ […]

  • Tuesday, 13 July 2021
coronavirus
ରାଜ୍ୟରେ ଆଉ ୨୮୨ କରୋନା ପଜିଟିଭ୍‌‌ ଚିହ୍ନଟ, ୨୬ଟି ଲୋକାଲ୍ କେସ୍

ଭୁବନେଶ୍ୱର: ରାଜ୍ୟରେ ଆଉ ୨୮୨  ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଜପତି ଜିଲ୍ଲାରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୨୮୨  ଆକ୍ରାନ୍ତଙ୍କ ମଧ୍ୟରୁ ୨୫୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୬ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୨୬, ଝାରସୁଗୁଡ଼ାରୁ ୨୩, […]