ପୁରୀ: ରାଜ୍ୟରେ ଆଉ ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ କେବଳ ୧୮ ଜଣ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଗିରଫ ୨ ଅଭିଯୁକ୍ତଙ୍କ ସ୍ୱାବ ନମୁନା ମଧ୍ୟ ପଜିଟିଭ ଆସିଛି। ଗିରଫ ୨ ଅଭିଯୁକ୍ତଙ୍କ ସ୍ୱାବ ନମୁନା ପଜିଟିଭ ଆସିବା ପରେ ପୁରୀ ଜିଲ୍ଲାର ୨ଟି ଥାନାର ୧୮ଜଣ ପୁଲିସ୍ କର୍ମଚାରୀଙ୍କୁ କ୍ୱାରେଣ୍ଟିନ୍ରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସେମାନଙ୍କ ମଧ୍ୟରେ କଣାସ ଥାନାର ୧୧ଜଣ, ଗଡ଼ିଶାଗୋଦା ଥାନାର ୭ଜଣ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୨୫୧ ଜଣ କରୋନା ପଜିଟିଭ। ୨୨ ଜିଲ୍ଲାରୁ ଏହି କରୋନା ରୋଗୀମାନେ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୪୮ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୦୩ ଲୋକାଲ କେସ ଥିବା ଜଣାଯାଇଛି। ଏ ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସେହିପରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁଯାୟୀ ଗତ ୨୪ ଘଣ୍ଟା ମଧ୍ୟରେ ୪ […]
ବାଲିଗୁଡ଼ା/ରାଇରଙ୍ଗପୁର: ଲଦାଖର ଗଲ୍ଓ୍ୱାନ୍ ଉପତ୍ୟକାରେ ଭାରତ-ଚୀନ ସେନା ମୁହାଁମୁହିଁ ଘଟଣାରେ ଭାରତର ୨୦ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନଙ୍କ ମଧ୍ୟରେ ୨ଜଣ ଓଡ଼ିଆ ଅଛନ୍ତି। ଏହି ୨ ଓଡ଼ିଆ ନିଜ ଦେଶ ପାଇଁ ଜୀବନ ଦେଇ ସହିଦ ହୋଇଛନ୍ତି। ସହିଦ ୨ ଓଡ଼ିଆ ଯବାନ ହେଲେ- ନନ୍ଦୁରାମ ସୋରେନ୍ ଓ ଚନ୍ଦ୍ରକାନ୍ତ ପ୍ରଧାନ। ପୁଅ ସହିଦ ହୋଇଥିବା ଖବର ପାଇ ୨ ଯବାନଙ୍କ ପରିବାର ପୂରାପୂରି ଭାଙ୍ଗି ପଡ଼ିଛନ୍ତି। ନନ୍ଦୁରାମଙ୍କ ଘର ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁର […]
ଭୁବନେଶ୍ୱର:ଶ୍ରେଷ୍ଠ ସାଂସଦ ଭାବେ ମନୋନୀତ ହୋଇଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡଙ୍ଗୀ। ଏସିଆ ପୋଷ୍ଟ ଓ ଫେମ୍ ଇଣ୍ଡିଆ ପକ୍ଷରୁ ସର୍ବଭାରତୀୟ ସ୍ତରରେ ଏକ ସର୍ଭେ ପରେ ସେ ଦେଶର ସର୍ବଶ୍ରେଷ୍ଠ ସାଂସଦ ଭାବେ ବିବେଚିତ ହୋଇଛନ୍ତି । ଏନେଇ ଘୋଷଣା ହେବା ପରେ ସାଂସଦ ଅପରାଜିତାଙ୍କ ନିକଟକୁ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି । ସର୍ବଶ୍ରେଷ୍ଠ ସାଂସଦ ବିବେଚିତ ହେବା ପରେ ଟ୍ୱିଟରରେ ନିଜେ ପ୍ରତିକ୍ରିୟା ବି ରଖିଛନ୍ତି । ଅପରାଜିତା କହିଛନ୍ତି ଲୋକଙ୍କ […]
ଭୁବନେଶ୍ୱର: ଲଦାଖର ଗଲ୍ଓ୍ୱାନ୍ ଉପତ୍ୟକାରେ ଭାରତ-ଚୀନ ସେନା ମୁହାଁମୁହିଁ ଘଟଣାରେ ଭାରତର ୨୦ ଯବାନ ସହିଦ ହୋଇଛନ୍ତି। ସହିଦ ଯବାନଙ୍କ ମଧ୍ୟରେ ୨ଜଣ ଓଡ଼ିଆ ଅଛନ୍ତି। ଜଣେ ଯବାନଙ୍କ ଘର ମୟୂରଭଞ୍ଜ ଜିଲ୍ଲା ରାଇରଙ୍ଗପୁରରେ ଓ ଅନ୍ୟଜଣେ କନ୍ଧମାଳ ଜିଲ୍ଲା ରାଇକିଆ ଅଞ୍ଚଳର ବୋଲି ସୂଚନା ମିଳିଛି। ତେବେ ଏ ନେଇ ସରକାରୀ ଭାବେ କୌଣସି ସ୍ପଷ୍ଟ ହୋଇନି। ସୂଚନା ଅନୁସାରେ, ସହିଦ ଯବାନ ନନ୍ଦୁରାମ ସୋରେନ୍ଙ୍କ ଘର ରାଇରଙ୍ଗପୁର ବିଜାତଳା ବ୍ଲକ୍ ଅନ୍ତର୍ଗତ ଚମ୍ପାରଦା ଗାଁରେ […]
କଟକ: କରୋନକୁ ସଂକ୍ରମଣକୁ ନେଇ ଭୟ ଥମିନି। ଯଦିଓ ସଂକ୍ରମଣ ହାର କମିଛି ତେବେ ଏହାକୁ ସମ୍ପୂର୍ଣ୍ଣ ନିୟନ୍ତ୍ରଣ କରାଯାଇ ପାରିନାହିଁ। ଏପରି ପରିସ୍ଥିତିରେ କରୋନାର ନୂଆ ଷ୍ଟ୍ରେନ୍ ଏହି ଭୟକୁ ଆହୁରି ବଢାଇ ଦେଇଛି। କରୋନା ଭାକ୍ସିନ ଏ ପର୍ଯ୍ୟନ୍ତ ଦେଶରେ ବ୍ୟବହାର କରାଯାଇ ନାହିଁ। ଏ ସମସ୍ତ ଭୟ ଓ ଆଶଙ୍କା ମଧ୍ୟରେ ଏବେ କରୋନା ଚିକିତ୍ସାକୁ ନେଇ ନୂଆ ଆଶା ଦେଖା ଦେଇଛି। ଓଡ଼ିଶା-ଛତିଶଗଡ଼ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ଲୋକମାନେ ଖାଉଥିବା ନାଲି […]
ବାଲେଶ୍ୱର: ବାଲେଶ୍ୱର ସଦର ବିଧାୟକ ମଦନମୋହନ ଦତ୍ତଙ୍କର ଆଜି ପରଲୋକ ହୋଇଯାଇଛି। ଏ ନେଇ ମଦନମୋହନଙ୍କ ପରଲୋକ ନେଇ ପୁଅ ମାନସ ଦତ୍ତ ସୂଚନା ଦେଇଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ପରଲୋକ ଘଟିଛି। ହୃଦ୍ଘାତରେ ତାଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିଲା। ଯକୃତ ଜନିତ ସମସ୍ୟାରେ ସେ ପୀଡିତ ଥିଲେ ସେ ପ୍ରଥମ ଥର ପାଇଁ ବିଧାୟକ ଭାବେ ବାଲେଶ୍ୱର ସଦରରୁ ଜିତିଥିଲେ। ବିଜେପି ଟିକେଟ୍ରେ […]
ଭୁବନେଶ୍ୱର: ରାଜ୍ୟରେ ଗତକାଲି ତୁଳନାରେ ଆଜି କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଛି। ଗତକାଲି ୩୧୫ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ଚିହ୍ନଟ ହୋଇଛନ୍ତି ୨୪୫ କରୋନା ପଜିଟିଭ। ୨୪ ଜିଲ୍ଲାରୁ ଏହି କରୋନା ରୋଗୀମାନେ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୩୯ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୦୬ ଲୋକାଲ କେସ ଥିବା ଜଣାଯାଇଛି। ସେହିପରି ରାଜ୍ୟରେ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଛି। ଏ ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ […]
ପଟ୍ଟାମୁଣ୍ଡାଇ: କାଳ ହେଲା ନଦୀ ଭିତରେ ପଶି ଟିକ୍ଟକ୍ କରିବା। ଅକାଳରେ ଚାଲିଗଲା ଯୁବକଙ୍କ ଜୀବନ। କେନ୍ଦ୍ରାପଡ଼ା ଜିଲ୍ଲା ପଟ୍ଟାମୁଣ୍ଡାଇରେ ଏହି ଅଘଟଣ ଘଟିଛି। ମୃତ ଯୁବକଙ୍କ ନାଁ ସେଖ୍ ସଚିଉଦ୍ଦିନ୍(୨୨)। ସୂଚନା ଅନୁଯାୟୀ, ରଜ ଉପଲକ୍ଷେ ଗତକାଲି ବ୍ରାହ୍ମଣୀ ନଦୀ ନାହିଆଡିଆ କୂଳକୁ ସେଖ୍ ସଚିଉଦ୍ଦିନ୍ ତାଙ୍କର ୩ ଜଣ ସାଙ୍ଗ ସହ ଭୋଜି କରିବାକୁ ଯାଇଥିଲେ। ଏହି ସମୟରେ ସେମାନେ ନଦୀ ଭିତରେ ପଶି ଟିକ୍ଟକ୍ ଭିଡିଓ ଶୁଟିଂ କରୁଥିଲେ। ତେବେ ଅସାବଧାନତା ଯୋଗୁ […]
ବରଗଡ଼: ବଡ ମଣିଷ ହେବା ପାଇଁ, ସଫଳତାକୁ ହାତମୁଠାରେ ପାଇବା ପାଇଁ ସବୁବେଳେ ଆମ ପାଖରେ ସୁବିଧା ସୁଯୋଗ ଉପଲବ୍ଧ ନ ଥାଏ । କିନ୍ତୁ ଉପରକୁ ଉଠିବାର ଲକ୍ଷ୍ୟ ଯଦି ଦୃଢ ଥାଏ ତେବେ ସବୁ ଅସୁବିଧା କେତେବେଳେ ସୁବିଧାରେ ପରିଣତ ହୋଇଯାଏ ଜାଣି ହୁଏନି। ନଷ୍ଠା, ଆତ୍ମବିଶ୍ୱାସ ଏବଂ ଦୃଢ ଇଚ୍ଛାଶକ୍ତି ହିଁ ସଫଳତାର ଚାବିକାଠି। ଏଇ ଚାବିକାଠିରେ ଏକ ବଡ ସଫଳତାକୁ ହାତମୁଠାରେ ପାଇ ପାରିଛନ୍ତି ବରଗଡ଼ ଜିଲ୍ଲାର ଜଣେ ଚାଷୀ ପୁଅ। […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ଚିହ୍ନଟ ହୋଇଛନ୍ତି ୩୧୫ କରୋନା ପଜିଟିଭ। ୨୭ ଜିଲ୍ଲାରୁ ଏହି କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୮୧ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୩୪ ଲୋକାଲ କେସ ଥିବା ଜଣାଯାଇଛି। ସେହିପରି ରାଜ୍ୟରେ ମୃତ୍ୟୁ ସଂଖ୍ୟା ହ୍ରାସ ପାଇଛି। ଏ ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ସେହିପରି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ଅନୁଯାୟୀ […]
ଭୁବନେଶ୍ୱର: OSSSC ନର୍ସିଂ ଅଫିସର ପଦବୀ ପାଇଁ ଆବେଦନ ପତ୍ର ଆହ୍ୱାନ କରାଯାଇଛି। ଓଡ଼ିଶା ସବ୍-ଅର୍ଡିନେଟ ଷ୍ଟାଫ ସିଲେକ୍ସନ କମିଶନ ଖାଲି ପଡ଼ିଥିବା ୬୪୩୨ ପଦବୀ ପାଇଁ ଦରଖାସ୍ତ ଆହ୍ୱାନ କରାଯାଇଛି। ପୂର୍ବରୁ ଏହି ପଦବୀ ପାଇଁ ଦରଖାସ୍ତ ଆହ୍ୱାନ କରାଯାଇଥିଲେ ହେଁ ଏବେ ଏହାର ସମୟ ସୀମା ବୃଦ୍ଧି କରାଯାଇଛି। ପରିବର୍ତ୍ତିତ ସମୟ ଅନୁସାରେ ଇଚ୍ଛୁକ ପ୍ରାର୍ଥୀ ଜାନୁଆରୀ ୫ ତାରିଖ ୨୦୨୧ ଭିତରେ ଆବେଦନ କରିପାରିବେ। ବିଭାଗୀୟ ୱେବସାଇଟ୍ osssc.gov.inରେ ଜାରି ଅଧିସୂଚନା ଅନୁଯାୟୀ, […]
ଭୁବନେଶ୍ୱର: ନୟାଗଡ଼ ନାବାଳିକା ହତ୍ୟା ମାମଲା ନୂଆ ମୋଡ଼ ନେଇଛି। ଏହି ହତ୍ୟା ମାମଲା ନେଇ ହାଇକୋର୍ଟରେ ଆଉ ଏକ ମିସ୍ କେସ୍ ଦାୟର କରାଯାଇଛି। ଭାରତୀୟ ବିକାଶ ପରିଷଦ ପକ୍ଷରୁ ଏଇ ମିସ୍ କେସ୍ ଦାୟର କରାଯାଇଥିବା ଜଣାଯାଇଛି। ନାବଳିକା ନିଖୋଜ ଏବଂ ହତ୍ୟା ଘଟଣାରେ ନ୍ୟାୟ ଦାବି କରି ବାପା-ମା’ ଆତ୍ମାହୁତି ଉଦ୍ୟମ କରିବା ପରେ ସରକାର ଏହାର SIT ତଦନ୍ତ କରିଥିଲେ। ତଦନ୍ତ ପରେ SIT ମୁଖ୍ୟ ଅରୁଣ ବୋଥ୍ରା ଏକ ସାମ୍ବାଦିକ […]
ଭୁବନେଶ୍ୱର: ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୧୪ ଜଣ ହୋମ୍ କ୍ୱାରେଣ୍ଟିନରେ ଥିବାବେଳେ ୨ଟି ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟ୍ୱିଟ୍ କରାଯାଇ ସୂଚନା ଦିଆଯାଇଛି। ପଟିଆ ଶ୍ରୀବିହାରର ଗୋଟିଏ ପରିବାରରୁ ୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଜୟଦେବ ବିହାର ବିଜୁ ପଟ୍ଟନାୟକ କଲେଜ ନିକଟ ଗୋଟିଏ ପରିବାରରୁ ୨ଜଣ ଚିହ୍ନଟ ହୋଇଛନ୍ତି। ସେହିପରି ୟୁନିଟ୍-୪ ଶାସ୍ତ୍ରୀ ନଗରର ଗୋଟିଏ ପରିବାରରୁ ୨ଜଣ, ଡୁମୁଡୁମା […]
ଗଞ୍ଜାମ: ଆଜିଠୁ ଜୁନ୍ ୩୦ ପର୍ଯ୍ୟନ୍ତ ଗଞ୍ଜାମ ଜିଲ୍ଲାରେ ଲକ୍ଡାଉନ୍ କଟକଣା ଆହୁରି କଡ଼ାକଡ଼ି ହୋଇଛି। ଏକ ସାମ୍ବାଦିକ ସମ୍ମିଳନୀରେ ଗଞ୍ଜାମ ଜିଲ୍ଲାପାଳ ଏହି ଘୋଷଣା କରିଛନ୍ତି। ଲକ୍ଡାଉନ୍ ସମୟରେ ସକାଳ ୭ରୁ ୧୨ଟା ପର୍ଯ୍ୟନ୍ତ ଅତ୍ୟାବଶ୍ୟକ ଦୋକାନ ଖୋଲା ରହିବ। କିନ୍ତୁ ବସ୍, କାର, ଅଟୋ ଚଳାଚଳ ୩୦ ପର୍ଯ୍ୟନ୍ତ ବନ୍ଦ ରହିବ। ସେହିପରି ଦିନ ୧୨ଟା ପରେ କେହି ଘରୁ ନ ବାହାରିବା ପାଇଁ ପରାମର୍ଶ ଦିଆଯାଇଛି। ତେବେ ଶନିବାର ଓ ରବିବାର ପୂର୍ବ […]
ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଆଜି ପୁଣି ବଢିଛି। ଗତ ୨ ଦିନ ଧରି ସଂକ୍ରମିତଙ୍କ ସଂଖ୍ୟା ୩୦୦ ତଳେ ଥିବାବେଳେ ଆଜି ୩୦୦ ଟପିଛି। ଆଜି ୨୮ ଜିଲ୍ଲାରୁ ୩୦୫ ଜଣ କରୋନା ରୋଗୀ ଚିହ୍ନଟ ହୋଇଛି। ଏମାନଙ୍କ ମଧ୍ୟରୁ ୧୭୪ ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୩୧ ଲୋକାଲ କେସ୍ ଥିବା ଜଣାଯାଇଛି। ଏ ନେଇ ସୂଚନା ଦେଇଛି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଅନ୍ୟପକ୍ଷେ ଆଜି ରାଜ୍ୟରୁ […]
ଭୁବନେଶ୍ୱର: ସରକାରୀ ସ୍କୁଲରେ ପାଠ ପଢ଼ିଲେ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ ମିଳିବ ବୋଲି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ରାଜ୍ୟ ସରକାର ଘୋଷଣା କରିବା ପରେ ଏହାକୁ ନେଇ ପ୍ରଶ୍ନ ଉଠାଇଛି ବିଜେପି। ସରକାରୀ ସ୍କୁଲରେ ଏପରି କଣ ବ୍ୟବସ୍ଥା କରାଯାଇଛି ଯେ, ସଂରକ୍ଷଣ କରାଯିବା କଥା ବୋଲି ପ୍ରଶ୍ନ କରିଛି ଦଳ। ଆଜି ସାମ୍ବାଦିକ ସମ୍ମିଳନୀ କରି ବିଜେପି ନେତ୍ରୀ ଲେଖାଶ୍ରୀ ସାମନ୍ତସିଂହାର ପ୍ରଶ୍ନ କରିଛନ୍ତି, ସରକାରଙ୍କୁ ଏବେ କାହିଁକି ସଂରକ୍ଷଣ ବ୍ୟବସ୍ଥା କରିବାକୁ ପଡ଼ିଲା ? ସମ୍ବିଧାନରେ […]
ଭୁବନେଶ୍ୱର: ରାଜ୍ୟରେ ଆଜି ମଧ୍ୟ ୩୦୦ ତଳକୁ ଖସିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ତେବେ ଗତକାଲିଠାରୁ ଆଜି ଚିହ୍ନଟଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଗତକାଲି ୨୩୪ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ ଆଜି ୨୬୩ ଜଣ କରୋନା ରୋଗୀ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୧୫୧ ରୋଗୀ କ୍ୱାରେଣ୍ଟିନ ସେଣ୍ଟରରୁ ବାହାରିଥିବାବେଳେ ଲୋକାଲ କଣ୍ଟାକ୍ଟ ୧୧୨ ଅଛନ୍ତି। ସେହିପରି ଆଜି ୪ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଆଜି ସୁନ୍ଦରଗଡର ସର୍ବାଧିକ ୩୨ ଜଣ କରୋନା […]
ଯାଜପୁର: ଆଜିଠୁ ଖୋଲିଲା ଯାଜପୁରର ମା’ ବିରଜାଙ୍କ ମନ୍ଦିର। କୋଭିଡ୍ କଟକଣା ମଧ୍ୟରେ ଦର୍ଶନ ପାଇଁ ହୋଇଛି ବ୍ୟାପକ ବ୍ୟବସ୍ଥା। ଭକ୍ତମାନେ କିଭଳି ସୁରୁଖୁରୁରେ ମାଙ୍କୁ ଦର୍ଶନ କରିପାରିବେ ସେଥିଲାଗି ବ୍ୟାରିକେଡର ବ୍ୟବସ୍ଥା କରାଯାଇଛି । ଦୀର୍ଘମାସ ପରେ ମନ୍ଦିର ଖୋଲୁଥିବାରୁ ଶକ୍ତିପୀଠରେ ଭକ୍ତଙ୍କ ଭିଡ ଲାଗିଛି। ମହିଳା ଓ ପୁରୁଷ ଭକ୍ତମାନଙ୍କ ପାଇଁ ଅଲଗା ଅଲଗା ଧାଡି ହୋଇଛି । ମନ୍ଦିରର ମୁଖ୍ୟ ଦ୍ୱାରରେ ପୋଲିସ ମୁତୟନ ରହିଛନ୍ତି । ସେହିପରି ମନ୍ଦିରରେ ପ୍ରବେଶ ପୂର୍ବରୁ […]
ଭୁବନେଶ୍ୱର: ରାଜ୍ୟରେ ୩୦୦ ତଳକୁ ଖସିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୨୩୪ କରୋନା ପଜିଟିଭ ଚିହ୍ନଟ ହୋଇଥିବାବେଳେ କ୍ୱାରେଣ୍ଟିନ ସେଣ୍ଟରରୁ ୧୩୬ ଏବଂ ଲୋକାଲ କଣ୍ଟାକ୍ଟ ୯୮ ରହିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ । ସେହିପରି ୨୪ ଘଣ୍ଟା ମଧ୍ୟରେ ରାଜ୍ୟରୁ ୩ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି। ଆଜି ଅନୁଗୋଳରେ ସର୍ବାଧିକ ୩୬ ଜଣ କରୋନା ରୋଗୀ […]
ଭଦ୍ରକ: କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦୀର୍ଘ ୯ ମାସ ଧରି ବନ୍ଦ ରହିଥିବା ମନ୍ଦିର ଏବେ ଗୋଟିଏ ପରେ ଗୋଟିଏ ଖୋଲୁଛି। ପୂର୍ବରୁ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର ଖୋଲିବା ପରେ ଆଜି ଖୋଲିଛି ଭଦ୍ରକ ଆରଡିର ବାବା ଆଖଣ୍ଡଳମଣିଙ୍କ ମନ୍ଦିର । ପ୍ରଥମ ଦୁଇଦିନ ସେବାୟତଙ୍କ ପରିବାର ବାବାଙ୍କ ଦର୍ଶନ ପାଇବେ। ଏହାପର ୨ ଦିନ ସ୍ଥାନୀୟ ଲୋକ ଏବଂ ତା’ ପରେ ସାଧାରଣ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଅନୁମତି ମିଳିବ। ତେବେ […]
ଭୁବନେଶ୍ୱର: ବିଜୁ ଜନତା ଦଳର ଆଜି ୨୪ ତମ ପ୍ରତିଷ୍ଠା ଦିବସ । ବିଜେଡି ରାଜ୍ୟ କାର୍ଯ୍ୟାଳୟରେ ଏଥିପାଇଁ ବ୍ୟାପକ ଆୟୋଜନ ହୋଇଛି । ରାଜ୍ୟସ୍ତରରୁ ଆରମ୍ଭ କରି ପ୍ରତି ନିର୍ବାଚନମଣ୍ଡଳୀରେ ଏହି ପ୍ରତିଷ୍ଠା ଦିବସ ପାଳନ କରାଯାଉଛି । ୨୪ ବର୍ଷ ତଳେ ଆଜିର ଦିନରେ ବିଜୁ ବାବୁଙ୍କ ନୀତି ଆଦର୍ଶରେ ବିଜୁ ଜନତା ଦଳ ଗଠନ ହୋଇଥିଲା । ଦଳ ପକ୍ଷରୁ କୁହାଯାଇଛି, ତୃଣମୂଳ ସ୍ତରରେ ଦଳକୁ ସୁଦୃଢ କରିବା ସହ ଓଡିଶାର ସ୍ୱତନ୍ତ୍ର […]
ଭୁବନେଶ୍ୱର: ରାଜ୍ୟରେ ପୁଣି ଆଜି ଚିହ୍ନଟ ହୋଇଛନ୍ତି ୩୩୪ କରୋନା ପଜିଟିଭ। ଏମାନଙ୍କ ମଧ୍ୟରୁ କ୍ୱାରେଣ୍ଟିନ୍ରେ ଥିଲେ ୧୯୪ ଏବଂ ଲୋକାଲ କେସ ୧୪୦। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି। ସେହିପରି ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪ ଜଣ କରୋନା ରୋଗୀ ଆଖି ବୁଜିଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ କୁହାଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ […]
ବିନିକା (ଦିଲ୍ଲୀପ କୁମାର ସାହୁ): ଏଇ ପରିବାରର ଭାଗ୍ୟାକାଶରେ ସତେ ଯେମିତି ଦୁଃଖ ଆଉ ହତାଶାର କଳାବାଦଲ ଛାଇ ଯାଇଛି। ଭାଗ୍ୟ ଆଉ ଭଗବାନ ଏମାନଙ୍କ ଉପରେ ଦାଉ ସାଧିଛନ୍ତି। ଦୁଃଖ ତ ଦେଇଛନ୍ତି ହେଲେ ଆଶ୍ୱାସନା ଦେଇ ପଦେ କଥା କହିବାକୁ ପାଖରେ କେହି ନାହିଁ। ଲୁହ ପୋଛିବାକୁ ହାତଟିଏ ନାହିଁ। ଏମାନଙ୍କ ଦେଖିଲେ ମନରେ ସ୍ୱତଃ ପ୍ରଶ୍ନ ଆସେ, କେମିତି ଏତେ ଦୁଃଖକୁ ସାମ୍ନା କରୁଛନ୍ତି ଏମାନେ? ହଁ, ଇଏ ଏମିତି ଏକ ପରିବାର,ଯେଉଁ […]
ପୁରୀ: ଆଜିଠୁ ଶ୍ରୀମନ୍ଦିର ଯାଇ ଶ୍ରୀଜିଉଙ୍କୁ ଦର୍ଶନ କରିପାରିବେ ପୁରୀ ବାସିନ୍ଦା। ଦର୍ଶନ ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଦର୍ଶନ କେମିତି ସୁରୁଖୁରୁରେ ହୋଇ ପାରିବ, ସେଥିପାଇଁ ସିଂହଦ୍ୱାର ସମ୍ମୁଖରେ ପୋଲିସ ପକ୍ଷରୁ ମକ୍ଡ୍ରିଲ୍ ସହ କୋଭିଡ ଗାଇଡ୍ ଲାଇନ୍ ପାଳନର ତଦାରଖ କରାଯାଇଛି । ଏସ୍ପିଙ୍କ ନେତୃତ୍ୱରେ ୧୮ ପ୍ଲାଟୁନ ଫୋର୍ସ ସହ ୨ ଅତିରିକ୍ତ ଏସ୍ପି, ୬ ଡିଏସ୍ପି, ୯ ଇନ୍ସପେକ୍ଟର ମୁତୟନ ରହିବେ। ଶୃଙ୍ଖଳିତ ଦର୍ଶନ ପାଇଁ ୮ଟି […]