Advertisment

ଓଡ଼ିଶାରେ ଆଉ ୪୬୯ କରୋନା ଆକ୍ରାନ୍ତ‌ ଚିହ୍ନଟ, ୯ ହଜାର ପାର୍‌ ହେଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଓ କଟକରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ୪୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]

author-image
Rajalaxmi Sahoo
ଓଡ଼ିଶାରେ ଆଉ ୪୬୯ କରୋନା ଆକ୍ରାନ୍ତ‌ ଚିହ୍ନଟ, ୯ ହଜାର ପାର୍‌ ହେଲା ଆକ୍ରାନ୍ତଙ୍କ ସଂଖ୍ୟା

91421093_3110305529059371_5797060119829151744_n

ଭୁବନେଶ୍ୱର: ରାଜ୍ୟରେ ଆଉ ୪୬୯ ଜଣ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଓ କଟକରୁ ସର୍ବାଧିକ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।

Advertisment

ଚିହ୍ନଟ ନୂଆ ୪୬୯ ଆକ୍ରାନ୍ତଙ୍କ ମଧ୍ୟରୁ ୩୧୭ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧୫୨ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।

publive-image

publive-image

publive-image

ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୦୭୦ ରେ ପହଞ୍ଚିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୩,୦୯୦ଜଣ ଚିକିତ୍ସାଧୀନ ଥିବାବେଳେ ୫,୯୩୪ଜଣ ସୁସ୍ଥ ହୋଇଛନ୍ତି। ୩୬ ଜଣଙ୍କ ମୃତ୍ୟୁ ଘଟିଛି। ସେହିପରି ଆଉ ୧୦ ଜଣ କରୋନାରେ ଆକ୍ରାନ୍ତ ହୋଇଥିଲେ ମଧ୍ୟ କରୋନା ଯୋଗୁ ସେମାନଙ୍କର ମୃତ୍ୟୁ ଘଟି ନ ଥିବା ସୂଚନା ଦିଆଯାଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ରେ ସୂଚନା ଦିଆଯାଇଛି।

Advertisment

publive-image

Coronavirus Odisha News Corona Updates In Odisha
Advertisment
Advertisment