• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

collctir
କରୋନାରୁ ସୁସ୍ଥ ହୋଇ ଫେରିଥିବା ବୃଦ୍ଧ ଦମ୍ପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ମହାମାରୀ କରୋନାକୁ ହରାଇ ସୁସ୍ଥ ହୋଇଥିବା ବୃଦ୍ଧ ଦମ୍ପତିଙ୍କୁ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ। ଏଭଳି ସଙ୍କଟ ସମୟରେ ବୃଦ୍ଧ ଦମ୍ପତି ଅନ୍ୟମାନଙ୍କ ପାଇଁ ପ୍ରେରଣାର ଉତ୍ସ ବୋଲି ସିଏମ୍ଓ ପକ୍ଷରୁ ଟ୍ୱିଟ୍‌ କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲାର ୮୫ ବର୍ଷିୟ ସୁରେନ୍ଦ୍ର ପତି ଓ ତାଙ୍କ ପତ୍ନୀ ୭୮ ବର୍ଷିୟା ସାବିତ୍ରୀ ପତି କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ୮୫ ବର୍ଷିୟ ସୁରେନ୍ଦ୍ର ପତି ଏବେ କ୍ୟାନସର ରୋଗରେ ପୀଡ଼ିତ ଅଛନ୍ତି। ତାଙ୍କର ଚିକିତ୍ସା ବି […]

  • Tuesday, 06 July 2021
dharmendra
'ଲୋକଙ୍କୁ ନାଲି ଆଖି ଦେଖାଅନି, ବୁଝାଅ'

ଭୁବନେଶ୍ୱର: କରୋନା ମହାମାରୀ ଉପରେ ଓଡ଼ିଶାବାସୀଙ୍କୁ ସଚେତନ କରାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଏନେଇ ଟ୍ୱିଟ୍ ମାଧ୍ୟମରେ ଓଡ଼ିଆଙ୍କ ପାଇଁ ଏକ ଭିଡିଓ ବାର୍ତ୍ତା ପୋଷ୍ଟ କରିଛନ୍ତି କେନ୍ଦ୍ରମନ୍ତ୍ରୀ। ଦେଶରେ କରୋନା ମହାମାରୀ ସମୟରେ ଆମ ସମସ୍ତଙ୍କୁ ସଚେତନ ହେବାକୁ ପଡିବ ବୋଲି ସେ ଭିଡିଓରେ କହିଛନ୍ତି। ଏଥିସହ ସମସ୍ତଙ୍କୁ ମାସ୍କ ପିନ୍ଧିବା ଓ ସାମାଜିକ ଦୂରତା ରକ୍ଷା କରିବା ସହ ସରକାରଙ୍କ ସମସ୍ତ ନିୟମ ପାଳନ କରିବା ଜରୁରୀ ବୋଲି ସେ କହିଛନ୍ତି। ଯେଉଁମାନେ ପ୍ରଶାସନିକ […]

  • Tuesday, 06 July 2021
vacc
ରାଜ୍ୟରେ ସୁସ୍ଥ ହେଲେ ୬୦୮ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ସୁସ୍ଥ ହେଲେ ୬୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ଆରୋଗ୍ୟ ଙ୍କ ସଂଖ୍ୟା ୧୧,୯୩୮କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଗଞ୍ଜାମରୁ ସର୍ବାଧିକ ୨୭୯ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଯାଜପୁରରୁ ୮୪, ଖୋର୍ଦ୍ଧାରୁ ୫୦, କଟକରୁ ୪୨, କେନ୍ଦୁଝରରୁ ୨୩ ଜଣ ସୁସ୍ଥ ହୋଇଛନ୍ତି। ମାଲକାନଗିରିରୁ ୨୧, ପୁରୀ […]

  • Tuesday, 06 July 2021
bed
ହସ୍ପିଟାଲରେ ଆଡମିଶନ୍ ନକଲେ ୧୦୦କୁ ଜଣାଅ

ଭୁବନେଶ୍ୱର: ରାଜ୍ୟରେ ବିଭିନ୍ନ ଘରୋଇ ହସ୍ପିଟାଲ ଓ କ୍ଲିନିକ୍ ପାଇଁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଚେତାବନୀ। ହଟ୍‌ସ୍ପଟ୍ ଜିଲ୍ଲାଗୁଡିକରୁ ଆସୁଥିବା ରୋଗୀଙ୍କୁ ଚିକିତ୍ସା ନକଲେ ହେବ କାର୍ଯ୍ୟାନୁଷ୍ଠାନ। କରୋନା ଭଳି ମହାମାରୀ ସମୟରେ ଏଭଳି କରିବା ନୀତିଗତ ଭୁଲ୍ ଓ ବେଆଇନ। ଯଦି କେଉଁ ହସ୍ପିଟାଲ କିମ୍ବା କ୍ଲିନିକ୍ ହଟସ୍ପଟ୍ ଜିଲ୍ଲାଗୁଡ଼ିକରୁ ଆସୁଥିବା ରୋଗୀଙ୍କୁ ଚିକିତ୍ସା କରୁନଥିବା ପ୍ରମାଣ ମିଳେ, ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ମୁଖ୍ୟ […]

  • Tuesday, 06 July 2021
odisha-fire
ପ୍ଲାଜମା ଦାନ କରିବେ ଅଗ୍ନିଶମ କର୍ମଚାରୀ

ଭୁବନେଶ୍ୱର: କରୋନା ସଂକ୍ରମଣରୁ ମୁକ୍ତ ହୋଇଥିବା ଅଗ୍ନିଶମ କର୍ମଚାରୀ ପ୍ଲାଜମା ଦାନ କରିବେ।ଗୁରୁତର ଥିବା କରୋନା ରୋଗୀଙ୍କ ଚିକିତ୍ସା ଉଦ୍ଦେଶ୍ୟରେ ସ୍ୱେଛାକୃତ ଭାବେ ପ୍ଲାଜମା ଦାନ କରିବେ ବୋଲି ଟ୍ୱିଟ୍ କରିଛନ୍ତି ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି। ପ୍ରଥମ ପର୍ଯ୍ୟାୟରେ ୧୦ ଜଣ ଅଗ୍ନିଶମ କର୍ମଚାରୀ କଟକ ଏସସିବିରେ ପ୍ଲାଜମା ଦାନ କରିବେ ବୋଲି ଅଗ୍ନିଶମ ଡିଜି ଟ୍ୱିଟ୍ କରିଛନ୍ତି। ସଂପୃକ୍ତ ଅଗ୍ନିଶମ କର୍ମଚାରୀ କିଛି ଦିନ ତଳେ କରୋନା ସଂକ୍ରମଣରୁ ସୁସ୍ଥ ହୋଇଛନ୍ତି। ପ୍ରକାଶଥାଉକି, ଦିଲ୍ଲୀ […]

  • Tuesday, 06 July 2021
flipcart
ରାଜ୍ୟ ହସ୍ତତନ୍ତ ଓ ହସ୍ତଶିଳ୍ପକୁ ପ୍ରୋତ୍ସାହିତ କରିବା ପାଇଁ ଫ୍ଲିପ୍‌କାର୍ଟ ସହ ଚୁକ୍ତି କଲେ ରାଜ୍ୟ ସରକାର

ଭୁବନେଶ୍ୱର: ଭାରତର ଇ-କମର୍ସ କମ୍ପାନୀ ଫ୍ଲିପକାର୍ଟରେ ଏବେ ଓଡ଼ିଶାର ହସ୍ତଶିଳ୍ପ ଓ ହସ୍ତତନ୍ତ ସାମଗ୍ରୀ ଦେଖିବାକୁ ମିଳିବ। ଫ୍ଲିପକାର୍ଟ ସାହାଯ୍ୟରେ କାରିଗର ଏହାକୁ ବିକ୍ରି କରିପାରିବେ। ଏ ନେଇ ଫ୍ଲିପ୍‌କାର୍ଟ ପକ୍ଷରୁ ରାଜ୍ୟ ସରକାରଙ୍କ ସହ ଏକ ଚୁକ୍ତିନାମା ସ୍ୱାକ୍ଷର ହୋଇଛି। ଏବେ ଫ୍ଲିପକାର୍ଟ ଓଡ଼ିଶାର କଳା, ହସ୍ତଶିଳ୍ପ ଓ ହସ୍ତତନ୍ତକୁ ଇ-କମର୍ସ କ୍ଷେତ୍ରକୁ ଆଣି ତାକୁ ପ୍ରୋତ୍ସାହିତ କରିବ। ଫ୍ଲିପ୍‌କାର୍ଟ ସମର୍ଥ କାର୍ଯ୍ୟକ୍ରମ ଅଧୀନରେ ଷ୍ଟେଟ୍ ଇନ୍‌ଷ୍ଟିଚ୍ୟୁଟ୍ ଫର୍ ଡେଭ୍‌ଲପ୍‌ମେଂଟ୍ ଅଫ୍ ଆର୍ଟସ୍ ଆଣ୍ଡ କ୍ରାଫ୍ଟସ୍ […]

  • Tuesday, 06 July 2021
rosei
କୋଭିଡ୍ ଯୋଦ୍ଧାଙ୍କ ଖାଦ୍ୟରୁ ବାହାରିଲା ପୋକ, ଚୁଟି, ରବର

ପୁରୀ: କୋଭିଡ୍ ସେଣ୍ଟରରେ କରୋନା ଯୋଦ୍ଧା ଓ ରୋଗୀଙ୍କୁ ମିଳୁଛି ଖାଦ୍ୟ ବଦଳରେ ଅଖାଦ୍ୟ। ଖାଦ୍ୟରୁ ବାହାରୁଛି ପୋକ, ଚୁଟି ଓ ରବର। ଏଭଳି ଅଭିଯୋଗ ଆଣିଛନ୍ତି ପୁରୀ ସହରରେ ଥିବା ଏକାଧିକ କୋଭିଡ୍ କେୟାର ସେଣ୍ଟରର ଡାକ୍ତର, ନର୍ସ ଓ ଅନ୍ୟ ସ୍ୱାସ୍ଥ୍ୟକର୍ମୀ। ସେଣ୍ଟରରେ ଦିଆଯାଉଥିବା ଭାତ, ଡାଲି ଓ ତରକାରୀରୁ ପୋକ ବାହାରୁଥିବା ବେଳେ ନିମ୍ନମାନର ଖାଦ୍ୟକୁ ନେଇ ସେମାନେ ପ୍ରଶ୍ନ ଉଠାଇଛନ୍ତି। ଏ ନେଇ ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟକର୍ମୀ ଆଜି ପୁରୀ […]

  • Tuesday, 06 July 2021