• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

corona
ଓଡ଼ିଶାରେ ଦିନକରେ ଚିହ୍ନଟ ହେଲେ ୬୭୩ ନୂଆ କରୋନା ପଜିଟିଭ୍‌

ଭୁବନେଶ୍ୱର: ଓଡ଼ିଶାରେ ୬୭୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ୬୭୩ ଆକ୍ରାନ୍ତଙ୍କ ମଧ୍ୟରୁ ୪୪୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୨୨୭ ରହିଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୮,୧୧୦ ରେ […]

ଓଡ଼ିଶାରେ କରୋନା ନେଲା ଆଉ ୬ ଜୀବନ

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୬ ଜଣଙ୍କ ମୃତ୍ୟୁ ହୋଇଛି। ଗଞ୍ଜାମ ଜିଲ୍ଲାରୁ ୫ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଗଜପତି ଜିଲ୍ଲାରୁ ଜଣଙ୍କର ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।  ଏହାସହ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୯୭କୁ ବୃଦ୍ଧି ପାଇଛି।   ଅନ୍ୟପକ୍ଷରେ, ଓଡ଼ିଶାରେ ୬୭୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଗଞ୍ଜାମରୁ ସର୍ବାଧିକ ୨୩୯ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କୁ […]

srimandira
ଆଜି ସ୍ୱର୍ଣ୍ଣଚିତା ଲାଗି ହେବେ ଶ୍ରୀଜୀଉ

ପୁରୀ: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କର ହେବ ଚିତାଲାଗି । ଶ୍ରାବଣ ଅମାବାସ୍ୟା ତିଥିରେ ଶ୍ରୀମନ୍ଦିରରେ ଚିତା ଲାଗି ଅନୁଷ୍ଠିତ ହୋଇଥାଏ । ଏହି ଦିନ ମହାପ୍ରଭୁଙ୍କୁ ସ୍ୱର୍ଣ୍ଣଚିତା ଲାଗି ହୋଇଥାଏ । ସ୍ନାନପୂର୍ଣ୍ଣିମା ପୂର୍ବରୁ ରତ୍ନଖଚିତ ସ୍ୱର୍ଣ୍ଣ ଚିତାକୁ କାଢ଼ି ଦିଆଯାଇଥାଏ। ତାକୁ ପୁଣି ଥରେ ଲାଗି କରାଯାଏ॥ ଚିତାଲାଗି ଅମାବାସ୍ୟାରେ ଭୋଗ ମଣ୍ଡପ ନୀତି ଶେଷ ହେବା ପରେ ରତ୍ନସିଂହାସନରୁ ଶ୍ରୀଦେବୀ ଓ ଭୂଦେବୀ ଖଟ ଶେଜ ଘରକୁ ବିଜେ କରିଥାନ୍ତି। ଏହା ପରେ ଶ୍ରୀଜିଉଙ୍କ  […]

  • Tuesday, 06 July 2021
ଗୁଣିଗାରେଡ଼ି ସନ୍ଦେହରେ ଯାଜପୁରରେ ଡବଲ୍ ମର୍ଡର !

ଯାଜପୁର: ଯାଜପୁର ଜିଲ୍ଲା କଳିଙ୍ଗନଗର ଥାନା ଅନ୍ତର୍ଗତ ନିମପଲ୍ଲୀ ଗାଁରେ ଗୁଣିଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ସୂଚନା ମିଳିଛି। ମୃତକ ହେଲେ ଶୈଳ ବାଲ୍ମୀକି ଓ ତାଙ୍କ ପତ୍ନୀ ସମ୍ବାରୀ। ଆଜି ସକାଳେ ଏହି ଘଟଣା ଘଟିଛି। ଉଭୟଙ୍କୁ ହତ୍ୟା ପରେ ଘରେ ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ କରାଯାଉଛି। ନିଆଁ ଲାଗି ୫ ବଖରା ଘର ପୋଡ଼ି ଭସ୍ମୀଭୂତ ହୋଇଯାଇଛି। ଘଟଣାସ୍ଥଳରେ କଳିଙ୍ଗନଗର ପୋଲିସ୍‌,ସାଇଣ୍ଟିଫିକ୍ ଟିମ୍‌ ଓ ଯାଜପୁର ଏସ୍‌ପି ପହଞ୍ଚିଛନ୍ତି। […]

  • Tuesday, 06 July 2021
Untitled-1
ଜୁଲାଇକୁ ସାବଧାନ ! ୧୦ ଦିନରେ ପୁଣି ୧୦ ହଜାର ବଢିପାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର:  ଜୁଲାଇରେ ବଢ଼ିଚାଲିଛି ମହାମାରୀ କରୋନାର ଯନ୍ତ୍ରଣା। ଡେଞ୍ଜର ଜୁଲାଇରେ ଆଜି ସୁଦ୍ଧା ଅର୍ଥାତ ଗତ ୨୦ ଦିନ ମଧ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ଟପିଛି । କେବଳ ଜୁଲାଇ ମାସରେ ୧୧ ହଜାର ୪୫ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ସ୍ଥାନୀୟ ସଂକ୍ରମଣ ସଂଖ୍ୟା ୩ ହଜାର ୪୯୩ରେ ପହଞ୍ଚିଛି। ଅର୍ଥାତ ୩୧ ପ୍ରତିଶତ ହେଉଛନ୍ତି ଲୋକାଲ୍ କଣ୍ଟାକ୍ଟ ବା ସ୍ଥାନୀୟ ସଂକ୍ରମିତ। କେବଳ ସେତିକି ନୁହଁ, ବର୍ତ୍ତମାନ ସୁଦ୍ଧା ରାଜ୍ୟରେ ମୋଟ ୯୭ ଜଣଙ୍କ […]

  • Tuesday, 06 July 2021
0111
ପ୍ଲାଜ୍‌ମା ଦାନ କରିବାକୁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଚିନ୍ତା ବଢାଇ ଦେଇଛି ଜୁଲାଇ। ଗତ ୨୦ ଦିନ ମଧ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୧ ହଜାର ଟପିଛି। ଆଗକୁ ସ୍ଥିତି ଆହୁରି ଖରାପ ହେବାର ଆଶଙ୍କା ରହିଛି। ଏପରି ସ୍ଥିତିରେ ପ୍ଲାଜ୍‌ମା ଥେରାପିର ସଫଳ ଚିକିତ୍ସା କିଛିଟା ଆଶ୍ୱାସନା ଦେଇଛି। ପ୍ଲାଜ୍‌ମା ଥେରାପି ସଫଳ ହେବା ପରେ  କରୋନା ସଂକ୍ରମଣରୁ ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତମାନେ ପ୍ଲାଜମା ଦାନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଅପିଲ କରିଛନ୍ତି । ଏହା ଦ୍ୱାରା ମୂଲ୍ୟବାନ ଜୀବନ […]

  • Tuesday, 06 July 2021
nilagiri
ଦିବ୍ୟାଙ୍ଗଙ୍କ ସ୍ୱପ୍ନରେ ଆସି ରଥରେ ବସିବାକୁ ଅଳି କଲେ ଜଗତ ଠାକୁର

ନୀଳଗିରି(ବିଶ୍ୱମ୍ବର ଦାସ) :  ମହାପ୍ରଭୁଙ୍କ ଅପାର ଲୀଳା । ଭାବ ଓ ଭକ୍ତିରେ ବନ୍ଧା କାଳିଆ ଠାକୁର ।  କେତେବେଳେ କାହାପାଖରେ ଯାଇ ପହଞ୍ଚି ଯାଆନ୍ତି ତାହା ତାଙ୍କୁ ହିଁ ଜଣା । ଏଇ ଯେଉଁ ଭଳି ନୀଳଗିରିର ଜଣେ ଦିବ୍ୟାଙ୍ଗ…

wearing mask
ଓଡ଼ିଶାରେ ୨,୪୮୭ ନୂଆ କରୋନା ପଜିଟିଭ୍‌ ଚିହ୍ନଟ, ୫୧ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଉ ୨୪୮୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୫୧ ଜଣ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪,୨୯୯ରେ ପହଞ୍ଚିଛି। ସେହିପରି ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୯,୨୭,୧୮୬କୁ…

  • Tuesday, 06 July 2021