• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

ajaya
ଦୁର୍ନୀତି ଅଭିଯୋଗରେ ବରିଷ୍ଠ ଓଏସ୍ ଅଧିକାରୀ ଅଜୟ କୁମାର ଦାସ ଗିରଫ

ଭୁବନେଶ୍ୱର: ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ବରିଷ୍ଠ ଓଏସ୍ ଅଧିକାରୀ ଅଜୟ କୁମାର ଦାସ ଗିରଫ କରିଛି ଭିଜିଲାନ୍ସ। ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗର ସ୍ୱତନ୍ତ୍ର ସଚିବ ଥିବା ଅଜୟଙ୍କ ଘରେ ଗତକାଲି ରେଡ୍ କରିବା ପରେ ଆଜି ଭିଜିଲାନ୍ସ ଟିମ୍ ତାଙ୍କୁ ଗିରଫ କରିଛି। ଗତକାଲି ଦିନ ତମାମ ଅଜୟଙ୍କ ବିଭିନ୍ନ ଘରେ ଚଢ଼ାଉ କରାଯାଇଥିଲା। ଭୁବନେଶ୍ୱର ଟଙ୍କପାଣି ରୋଡସ୍ଥିତ ଘର, ନୂଆଗାଁ ଆଉଟ୍ ହାଉସ୍, ପଟିଆ ଫ୍ଲାଟ୍ ସହ ବାଲେଶ୍ୱରରେ ଥିବା […]

  • Monday, 05 July 2021
bhubaneswar-coornavirus
ଭୁବନେଶ୍ୱର ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ; ୧୦୫ ଲୋକାଲ କଣ୍ଟାକ୍ଟ କେସ୍

ଭୁବନେଶ୍ୱର: ଭୁବନେଶ୍ୱର ମହାନଗରରେ ଆଜି ଆଉ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୩୭ ମଧ୍ୟରୁ ୧୩୨ କ୍ୱାରେଣ୍ଟିନରୁ ଚିହ୍ନଟ ହୋଇଥିବା ବେଳେ ୧୦୫ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ସେହିଭଳି ଭୁବନେଶ୍ୱରର ଫରେଷ୍ଟ ପାର୍କ ଅଞ୍ଚଳରୁ ୮, ବଡ଼ଗଡ଼ ବ୍ରିଟ କଲୋନିରୁ ୮ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏକ ଘରୋଇ ହସ୍ପିଟାଲରୁ ମଧ୍ୟ ୬ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। Update on newly detected & cured #COVID19 cases in the last […]

  • Monday, 05 July 2021
high-court
ସରକାରଙ୍କ ଅବହେଳା ଯୋଗୁ ୧୪୦ କୋଟି ଟଙ୍କା ପାଣିରେ ପଡ଼ିଲା

ଭୁବନେଶ୍ୱର: ସମୟୋଚିତ ପଦକ୍ଷେପ ଅଭାବରୁ ରାଜ୍ୟ ସରକାରଙ୍କ ପ୍ରାୟ ୧୪୦ କୋଟି ଟଙ୍କା କ୍ଷତି ହୋଇଛି। କ୍ଷତି ସଂପର୍କରେ ତଦନ୍ତ ପାଇଁ ହାଇକୋର୍ଟରେ ଓଡ଼ିଶା ସିଭିଲ ଲିବର୍ଟି ଫୋରମ ପକ୍ଷରୁ ଏକ ଜନସ୍ୱାର୍ଥ ମାମଲା ରୁଜୁ ହୋଇଛି। ଭୂଷଣ କାରଖାନା କର୍ତ୍ତୃପକ୍ଷଙ୍କ ଉପରେ ସରକାରଙ୍କ ପ୍ରବେଶ କର ବାବଦରେ ୧୩୯ କୋଟି ୧୫ ଲକ୍ଷ ୮୦ ହଜାର ଟଙ୍କା ବକେୟା ଥିଲା। ହେଲେ ଭୂଷଣ ବିକ୍ରି ବେଳେ ସରକାର ନିଜ ପକ୍ଷ ନରଖିବାରୁ ବକେୟା ପାଇନଥିଲେ। କିନ୍ତୁ […]

  • Monday, 05 July 2021
corona-cure
ଆଜି ୧୪୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ଆଜି ରାଜ୍ୟରେ ୧୪୨୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମରୁ ସର୍ବାଧିକ ୨୫୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଖୋର୍ଦ୍ଧାରୁ ୨୨୮ ଜଣ ଆକ୍ରାନ୍ତ ସୁସ୍ତ ହୋଇଛନ୍ତି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ସେହିଭଳି ଗଜପତିରୁ ୧୩୯, ବଲାଙ୍ଗିର ୧୦୦, ସମ୍ବଲପୁର ୯୫, କଟକରୁ ୭୧ ଓ ସୁନ୍ଦରଗଡ଼ରୁ ୫୭ ଆକ୍ରାନ୍ତ ସୁସ୍ତ ହୋଇଥିବା ନେଇ ସ୍ୱାସ୍ଥ୍ୟ ବିଭାଗ […]

  • Monday, 05 July 2021
result
ମୂଳ କାରଣକୁ ନ ଖୋଜି ସ୍କୁଲ୍‌ଗୁଡ଼ିକୁ କାରଣ ଦର୍ଶାଅ ନୋଟିସ୍ ଜାରି ହେଉଛି

ଭୁବନେଶ୍ୱର: କ୍ରମାଗତ ବଢ଼ିଚାଲିଛି ଜିରୋ ରେଜଲ୍ଟ କରିଥିବା ଯୁକ୍ତ ଦୁଇ ସ୍କୁଲଗୁଡ଼ିକର ସଂଖ୍ୟା। ପୂର୍ବ ଅପେକ୍ଷା ଏଥର ବିଜ୍ଞାନରେ ଜିରୋ ରେଜଲ୍ଟ କରିଥିବା ଶିକ୍ଷାନୁଷ୍ଠାନ ସଂଖ୍ୟା ଆହୁରି ବଢ଼ିଛି। ସରକାର କହୁଛନ୍ତି ସିସିଟିଭି ଲାଗି ପାସ୍ ହାର କମୁଛି। ହେଲେ ଆଶ୍ଚର୍ଯ୍ୟର କଥା, ଯେଉଁ ସବୁ ଶିକ୍ଷାନୁଷ୍ଠାନରେ ରେଜଲ୍ଟ ଶୂନ୍ ହେଉଛି, ଅଧିକାଂଶ ସ୍ଥାନରେ ପିଲାଙ୍କ ସଂଖ୍ୟା ଏକ ଅଙ୍କରେ ସୀମିତ। ଏଭଳି ଚିନ୍ତାଜନକ ତଥ୍ୟ ପରେ ଚିରାଚରିତ ଢଙ୍ଗରେ ଜବାବ ତଲବ କରିବା ସହ କାର୍ଯ୍ୟାନୁଷ୍ଠାନର […]

  • Monday, 05 July 2021
ojee
ଏଥର ଓଡ଼ିଶା ବାହାରେ ବି ହେବ OJEE ପରୀକ୍ଷା କେନ୍ଦ୍ର

ଭୁବନେଶ୍ୱର: ପରୀକ୍ଷାର୍ଥୀଙ୍କ ସୁବିଧା ପାଇଁ ଏଥର ଓଡ଼ିଶା ବାହାରେ ହେବ OJEE ପରୀକ୍ଷା କେନ୍ଦ୍ର। ରାଜ୍ୟ ବାହାରେ ୩ଟି ସ୍ଥାନରେ ଅନ୍‌ଲାଇନ୍ ପରୀକ୍ଷା କେନ୍ଦ୍ର କରିବାକୁ OJEE ନିଷ୍ପତ୍ତି ନେଇଛି। ଏହିସବୁ କେନ୍ଦ୍ର ହେଲା ପାଟନା, ରାଞ୍ଚି ଏବଂ କୋଲକାତା। ସେହିପରି ରାଜ୍ୟରେ ମଧ୍ୟ ଆଉ କିଛି ପରୀକ୍ଷା କେନ୍ଦ୍ର ବଢ଼ାଇବାକୁ ନିଷ୍ପତ୍ତି ହୋଇଛି। ପୂର୍ବ ନିର୍ଦ୍ଧାରିତ ପରୀକ୍ଷା କେନ୍ଦ୍ର ଛଡ଼ା ବଲାଙ୍ଗିର, ପାରଳାଖେମୁଣ୍ଡି, ଜଗତସିଂହପୁର, ଯାଜପୁର, ନୟାଗଡ଼ ଓ ଫୁଲବାଣୀରେ ପରୀକ୍ଷା କେନ୍ଦ୍ର କରିବାକୁ ନିଷ୍ପତ୍ତି […]

  • Monday, 05 July 2021
school
ଏଥର ସ୍ୱାଧୀନତା ଦିବସରେ ସ୍କୁଲ ଆସିବେନି ପିଲା

ଭୁବନେଶ୍ୱର: ସ୍କୁଲରେ ସ୍ୱାଧୀନତା ଦିବସ ପାଳନ ନେଇ ଗଣଶିକ୍ଷା ବିଭାଗର ଗାଇଡଲାଇନ ଜାରି କରିଛି। ପ୍ରତି ସ୍କୁଲରେ ପାଳନ କରାଯିବ ସ୍ୱାଧୀନତା ଦିବସ। ହେଲେ ପିଲାଙ୍କୁ ଆସିବାକୁ ମନା କରାଯାଇଛି। କେବଳ ଶିକ୍ଷକ ଓ ଶିକ୍ଷୟିତ୍ରୀମାନେ ସ୍କୁଲକୁ ଆସିବେ। ୯ରୁ ୧୧ଟା ଭିତରେ ପତାକା ଉତ୍ତୋଳନ କରିବେ। ୧୦ ଜଣରୁ ଅଧିକ ଏକାଠି ହେବେନି। ସାମାଜିକ ଦୂରତ୍ୱ ଓ ମାସ୍କ ବାଧ୍ୟତାମୂଳକ ସ୍ୱାଧୀନତା ଦିବସରେ କୌଣସି ଖାଦ୍ୟ ପଦାର୍ଥ ନଦେବାକୁ ନିର୍ଦ୍ଦେଶ ଦିଆଯାଇଛି। ଓଡ଼ିଶାରେ ମହାମାରୀ କରୋନା […]

  • Monday, 05 July 2021
rain 1
ଲଘୁଚାପ ପ୍ରଭାବରେ ଆହୁରି ୩ ଦିନ ବର୍ଷା ! ସତର୍କ ରହିବାକୁ SRCଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ରାଜ୍ୟରେ ଆହୁରି ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା ପାଇଁ ମାଲକାନଗିରି, ପୁରୀ, ଜଗତସିଂହପୁର, ସମ୍ବଲପୁର, ଦେବଗଡ, ଅନୁଗୁଳ ଓ ବଲାଙ୍ଗିରରେ ଅତି ପ୍ରବଳ ମାତ୍ରାରେ ବର୍ଷା ହୋଇପାରେ। ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହିପରି ଆଜି ଗଞ୍ଜାମ, କୋରାପୁଟ, କେନ୍ଦ୍ରାପଡା, […]

  • Monday, 05 July 2021