ରତ୍ନ ଭଣ୍ଡାର ଖୋଲିବା ନେଇ ଗତକାଲି ବଡ଼ ଘୋଷଣା କଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଏନେଇ ରାଜ୍ୟ ସରକାର ୧୬ ଜଣିଆ କମିଟି ଗଠନ କରିଛନ୍ତି । ହାଇକୋର୍ଟର ପୂର୍ବତନ ବିଚାରପତି ଜଷ୍ଟିସ୍ ବିଶ୍ୱନାଥ ରଥଙ୍କ ଅଧ୍ୟକ୍ଷତାରେ ଏହି କମିଟି ଗଠନ ହୋଇଛି।
ନିଅଣ୍ଟିଆ ବର୍ଷା, ଚାଷୀ ଚିନ୍ତାରେ । କିଭଳି ଚାଷ ବାସ କରିବେ ଆଶା ଆଶଙ୍କାରେ ରହିଛନ୍ତି ଚାଷୀ ।
ସ୍କଲାରସିପ୍ ପ୍ରଦାନ କରାଯାଇଥିବା ୬ ଜଣ ଛାତ୍ରଛାତ୍ରୀ ହେଲେ ପ୍ରିୟାଂଶୁ ପଣ୍ଡା, ହିମାଂଶୁ ଶେଖର ପାତ୍ର, ପ୍ରସନ୍ନ କୁମାର, ଅଭିପ୍ସା ଚୌଧୁରୀ ଏବଂ ପ୍ରିୟଙ୍କା ଦଳାଇ ।
ଶ୍ରୀଜିଉଙ୍କ ଘୋଷଯାତ୍ରା ପାଇଁ ସଜେଇ ହେଲାଣି ରଥ, ସଜେଇ ହେଲାଣି ପଥ। ଦଇତାପତିଙ୍କଠୁ ଆରମ୍ଭ କରି ପ୍ରଶାସନ, ବିଶ୍ୱକର୍ମା ମହାରଣାଙ୍କ ଠାରୁ ଆରମ୍ଭ କରି ଚିତ୍ରକର କାହାରିକୁ ତର ନାହିଁ।
ଆଜି ବିପର୍ଯ୍ୟୟ ମୁକାବିଲା ପ୍ରସ୍ତୁତି ବୈଠକ ପରେ ଜିରୋ କାଜୁଆଲିଟିକୁ ଅଧିକ ଗୁରୁତ୍ୱ ଦିଆଯାଇଥିବା କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ଟଙ୍କା, କର୍ମ ସଂସ୍ଥାନର ଚାପ ନା ପାରିବାରିକ ସମସ୍ୟା ? କେଉଁ କାରଣରୁ ମାନସିକ ସନ୍ତୁଳନ ହରାଇ ବାପାଙ୍କ ଛାତିରେ ଛୁରୀ ଭୁଶିଲା ପ୍ରଫେସର ପୁଅ ?
ଛିଡିବାର ନାଁ ଧରୁନି ବିଜେଡି କର୍ପୋରେଟରଙ୍କ ବିବାଦ। କାଲି ଅମରେଶ ଆଉ ଆଜି ବିରଞ୍ଚି। କର୍ପୋରେଟର କଳିକୁ ନେଇ ଶେଷରେ ମୁହଁ ଖୋଲିଲେ ମେୟର। ସଂଗଠନ ବିଗୁଡୁଥିବା ଦେଖି ଦଳ ପକ୍ଷରୁ ଜାରି ହେଲା ଫତୱା।
ଓଡିଆ ଭାଷାରେ ହେବ ସରକାରୀ କାର୍ଯ୍ୟ। ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଓଡିଆରେ ପଠାଯିବ ଫାଇଲ। ଗଠନ ହେବ ଭାଷା କମିଶନ। ଲୋକସେବା ଭବନରେ ଆଜି ଦାୟିତ୍ୱ ଗ୍ରହଣ କରୁ କରୁ କିଛି ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଦସ୍ତଖତ କରିଛନ୍ତି ମୋହନ ମାଝୀ।
ମୃତ ASOଙ୍କ ନାଁ ମୋରା ମାରାଣ୍ଡି। ଭୁବନେଶ୍ୱର ଆଚାର୍ଯ୍ୟ ବିହାରସ୍ଥିତ ରହୁଥିବା ଘରୁ ତାଙ୍କର ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି।
ଘରୋଇ କଲେଜ ବସ୍ରେ ଲାଗିଲା ନିଆଁ, ଅଳ୍ପକେ ବର୍ତ୍ତିଗଲେ ଛାତ୍ର। ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଅନୁଗୁଳ ଜିଲ୍ଲା ରାଧାରମଣପଡ଼ା ଗାଁ ନିକଟରେ।
ଏକାଧିକ ସମସ୍ୟାକୁ ନେଇ ମାନସିକ ଚାପ ଯୋଗୁଁ ପିତୃହନ୍ତା ପାଲଟିଲା ପୁଅ । ମାତ୍ରାଧିକ ଋଣ ବୋଝ ସାଙ୍ଗକୁ ପାରିବାରିକ ସମସ୍ୟା ଏବଂ ପ୍ରଫେସର ଥିବା କଲେଜରେ ମଧ୍ୟ ନାନା ସମସ୍ୟା ଦେଖାଦେଇଥିଲା ।
ଯେବେ ସରକାର ନିଷ୍ପତ୍ତି ନେବେ, ସେବେ ଖୋଲାଯିବ କହିଲେ ଜଷ୍ଟିସ ପଶାୟତ ।
ରଥଯାତ୍ରାକୁ ଶୃଙ୍ଖଳିତ କରିବା ପାଇଁ ଗଜପତିଙ୍କ ନିର୍ଦ୍ଦେଶ ରହିଛି। କେହି ମହାପ୍ରଭୁଙ୍କ ଆଗରେ ଠିଆ ହେବେ ନାହିଁ। ଟାହିଆକୁ କେହି ଛିଣ୍ଡାଇବେ ନାହିଁ।
କଥାରେ ଅଛି ପ୍ରଭୁଙ୍କ ପାଖେ ଥିଲେ ମନ, ହରିନେବେ ସେ ସବୁ ଦୁଃଖ । ଏକଥା ଯେମିତି ଗରିବ ବଳଦେବଜୀଉଙ୍କ ଦରଜୀ ସେବାୟତ ପ୍ରମୋଦ ମହାରଣାଙ୍କ ନିକଟରେ ସତ ହୋଇଛି ।
ପଦ୍ମଲୋଚନଙ୍କ ଅଭିଯୋଗ ହେଉଛି ଅତି ସାଧାରଣ । ଯାହାକୁ ଚାହିଁଥିଲେ ନିଜର ସରପଞ୍ଚ ଓ ବିଧାୟକ ସମାଧାନ କରିପାରିଥାନ୍ତେ ।
ଦିନ କେଇଟା ପରେ ଗୁଣ୍ଡିଚା ଯାତ । ମହାପ୍ରଭୁ ଶ୍ରୀ ଜଗନ୍ନାଥ ଭକ୍ତମାନଙ୍କୁ ଦର୍ଶନ ଦେବାକୁ ଦାଣ୍ଡକୁ ବିଜେ କରିବେ ।
ନୂଆବଜାରର ଜଣେ ଦଲାଲ ପ୍ରରୋଚନାରେ ଲକ୍ଷେ ଟଙ୍କାରେ ଛୁଆ ବିକ୍ରି କରିଥିବା କଥା ସାମ୍ନାକୁ ଆସିଛି।
ଲୋକସେବା ଭବନରେ କାର୍ଯ୍ୟ ଆରମ୍ଭ ପରେ ପ୍ରତିକ୍ରିୟା ରଖିଛନ୍ତି ମୋହନ ମାଝୀ। କହିଛନ୍ତି ଭୌତିକ ପ୍ରଗତି ସହ ସାଂସ୍କୃତିକ ପ୍ରଗତିକୁ ଗୁରୁତ୍ବ ଦିଆଯିବ। ଓଡ଼ିଆ ଅସ୍ମିତା ସଂରକ୍ଷଣ ଓ ପ୍ରସାରକୁ ଗୁରୁତ୍ବ ଦିଆଯିବ।
ନିଆଁରେ କୈଳାସ, ତାଙ୍କ ପତ୍ନୀ ଓ ମାଆଙ୍କର ଶରୀରର ବିଭିନ୍ନ ସ୍ଥାନ ଜଳିଯାଇଛି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମୁଖ୍ୟମନ୍ତ୍ରୀ ଭାବରେ ଦାୟିତ୍ୱ ନେବା ପରେ ୨୨ ଦିନ ହେଲା ରାଜ୍ୟ ଅତିଥି ଭବନରେ ଚାଲିଥିଲା ମୁଖ୍ୟମନ୍ତ୍ରୀଙ୍କ ଅସ୍ଥାୟୀ କାର୍ଯ୍ୟାଳୟ।
ଛାଡି ଦେବାକୁ ଯେତେ ନେହୁରା ହୋଇଥିଲେ ବି କେହି ଶୁଣିନଥିଲେ। ବରଂ ଗୋରୁଗାଈଙ୍କ ପରି ପିଟି ଚାଲିଥିଲେ। ମଣିଷ ଏତେ ବି ନିଷ୍ଠୁର କେମିତି ହୋଇପାରେ ତାହା ଆଶ୍ଚର୍ଯ୍ୟ କରିଛି।
ନଦୀରେ ବୁଡ଼ି ଯାଉଥିଲେ ଉଦ୍ଧାର କରିବ ଓଡ଼ିଆ ଡ୍ରୋନ୍। ବନ୍ୟାରେ ଭାସିଯାଉଥିଲେ ଉଦ୍ଧାର କରିବ । କେବେଳ ସେତିକି ନୁହେଁ ଦୁର୍ଗମ ହିମାଳୟରେ ବି ସେନାକୁ ସହାୟତା କରୁଛି ଏହି ଉନ୍ନତ ଡ୍ରୋନ୍।
ଆଗାମୀ ୫ ଦିନ ପର୍ଯ୍ୟନ୍ତ ବର୍ଷା ଲାଗି ରହିବ। ମୟୁରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡା, ଅନୁଗୁଳ, ସମ୍ବଲପୁର, ବରଗଡ଼, ମାଲକାନଗିରି, କୋରାପୁଟ, ରାୟଗଡା, ଗଜପତି ଆଦି ଜିଲ୍ଲାକୁ ୟେଲୋ ୱାର୍ଣ୍ଣଂ ଜାରି କରାଯାଇଛି।