• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

satish
ସତୀଶ ଗଜଭିୟେ ହେଲେ ଟ୍ରାଫିକ ଟ୍ରେନିଂ ଇନଷ୍ଟିଚ୍ୟୁଟ ଅଧ୍ୟକ୍ଷ

ଭୁବନେଶ୍ୱର:IPS ସ୍ତରରେ ଛୋଟ ଅଦଳବଦଳ। IPS ସ୍ତରରେ ଛୋଟ ଅଦଳବଦଳ କଲେ ରାଜ୍ୟ ସରକାର। ଗୃହ ବିଭାଗ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତି ଅନୁସାରେ, କ୍ରାଇମବ୍ରାଞ୍ଚ ଆଇଜି ତଥା ୧୯୯୯ ବ୍ୟାଚ୍ ଆଇପିଏସ୍ ଘନଶ୍ୟାମ ଉପାଧ୍ୟାୟଙ୍କୁ ଭିଜିଲାନ୍ସ ଆଇଜି ଭାବେ ବଦଳି କରାଯାଇଛି। ସେହିପରି କମ୍ପ୍ୟୁଟର ଏସପି ୨୦୦୨ ବ୍ୟାଚ୍ ଗଜଭିୟେ ଏସକେ ଈଶ୍ୱରଦାସଙ୍କୁ ଅର୍ବାନ ପୁଲିସ୍ ଆଣ୍ଡ ଟ୍ରାଫିକ୍ ଟ୍ରେନିଂ ଇନଷ୍ଟିଚ୍ୟୁଟର ପ୍ରିନ୍ସିପାଲ, କଳାହାଣ୍ଡି ଜିଲ୍ଲା ଅତିରିକ୍ତ ଏସପି ତଥା ଓପିଏସ୍ ମନୋଜ କୁମାର ମହାନ୍ତଙ୍କୁ […]

  • Monday, 05 July 2021
otv-leak
'ଜିଲ୍ଲାପାଳ' କ୍ଷମତା ଥିବା କହି ମାଟିରେ ମିଶାଇ ଦେଲେ ଅସହାୟଙ୍କ ଘର

ଭୁବନେଶ୍ୱର: କାହାରି ନିର୍ଦ୍ଦେଶ ନାହିଁ, ହେଲେ ହାତରେ ଜିଲ୍ଲାପାଳ କ୍ଷମତା ଥିବାରୁ ଭାଙ୍ଗି ଦେଲେ ଛଅ ଛଅଟି ଅର୍ଦ୍ଧନିର୍ମିତ ପ୍ରଧାନମନ୍ତ୍ରୀ ଆବାସ। ବୁଲଡୋଜର ଲଗାଇ ମାଟିରେ ମିଶାଇ ଦେଲେ ୬ ଅସହାୟ ନିରାଶ୍ରୟ ପରିବାରର ସବୁ ଆଶା, ସବୁ ସ୍ୱପ୍ନ। ଏ ଦୃଶ୍ୟ କୌଣସି କୋଟିପତି କି ବଡ଼ବଡ଼ିଆଙ୍କ ଜମି ଜବରଖଲ ଉଚ୍ଛେଦର ନୁହେଁ, ବରଂ ମୁଣ୍ଡ ଗୁଞ୍ଜିବାକୁ ରାହା ଖୋଜୁଥିବା କିଛି ଭୂମିହୀନ ପରିବାର ଉପରେ ସରପଞ୍ଚଙ୍କ ହୁକୁମାତି ଓ ପାଓ୍ୱାର ପ୍ଲେର ସୋ। କୋଭିଡ୍ […]

  • Monday, 05 July 2021
curent
ବିଦ୍ୟୁତ ଆଘାତରେ ଚାଲିଗଲା ୩ ଜୀବନ

ଭୁବନେଶ୍ୱର: ବିଦ୍ୟୁତ ଆଘାତରେ ଚାଲିଗଲା ଗୋଟିଏ ପରିବାରର ୩ ଜଣଙ୍କ ଜୀବନ। ଏଭଳି ଅଭାବନୀୟ ଘଟଣା ଘଟିଛି ରାଜଧାନୀ ଭୁବନେଶ୍ୱରରେ। ଡୁମୁଡୁମା ଅଞ୍ଚଳରେ ବିଦ୍ୟୁତ ଆଘାତରେ ଗୋଟିଏ ପରିବାରର ୩ ଜଣଙ୍କୁ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକଙ୍କ ମଧ୍ୟରେ ୫ ବର୍ଷର ପୁଅ, ତାଙ୍କ ମାଆ ଏବଂ ଖୁଡ଼ି ଥିବା ଜଣାପଡ଼ିଛି। ସୂଚନା ଅନୁସାରେ, ଖୁଣ୍ଟରୁ ବିଦ୍ୟୁତ ତାର ଘରର ଲୁହା ରେଲିଂରେ ଗୁଡ଼ା ହୋଇ ଭିତରକୁ ଆସିଥିଲା। ତେବେ ରେଲିଂ ପାଖରେ ତାର ଲିକ୍ ହୋଇ […]

  • Monday, 05 July 2021
navvvvvvvvvvvvvvvvvvvvvvoonnnnnnnnnnnnnn
ଅର୍ଥାଭାବ କାରଣରୁ କରୋନା ଚିକିତ୍ସାରୁ କେହି ବଞ୍ଚିତ ହେବେ ନାହିଁ

ଭୁବନେଶ୍ୱର: ରାଜଧାନୀର ୟୁନିଟ୍-୩ସ୍ଥିତ ପ୍ରଦର୍ଶନୀ ପଡ଼ିଆରେ ଆଜି ପାଳିତ ହୋଇଯାଛି ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ଉତ୍ସବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଜାତୀୟ ପତାକା ଉତ୍ତୋଳନ କରି ରାଜ୍ୟବାସୀଙ୍କୁ ସମ୍ବର୍ଦ୍ଧିତ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ବୀର ଯବାନମାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିବା ସହ ସହିଦ କୋଭିଡ ଯୋଦ୍ଧାଙ୍କ ପ୍ରତି ମଧ୍ୟ ଗଭୀର ଶ୍ରଦ୍ଧାଞ୍ଜଳି ଜଣାଇଲେ। ସାହସର ସହ କରୋନା ମୁକାବିଲା ପାଇଁ ଆହ୍ୱାନ ଦେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟାନୟକ କହିଥିଲେ,  କରୋନା ମୁକାବିଲା ପାଇଁ ବିଭିନ୍ନ ଜିଲ୍ଲାରେ […]

  • Monday, 05 July 2021
123213
ଆହୁରି ୨ ଦିନ ବର୍ଷିବ, ଏହି ସବୁ ଜିଲ୍ଲାକୁ ଅରେଞ୍ଜ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ସାରା ରାଜ୍ୟରେ ଗତକାଲିଠାରୁ ଲାଗି ରହିଛି ଲଘୁଚାପ ଜନିତ ବର୍ଷା।  ରାଜ୍ୟର ଅଧିକାଂଶ ଜିଲ୍ଲାରେ  ବର୍ଷା ଯୋଗୁ ଜନଜୀବନ ବ୍ୟାହତ ହୋଇଛି। ଲଘୁଚାପ ଯୋଗୁ ରାଜ୍ୟରେ ଆହୁରି ଦୁଇଦିନ ବର୍ଷା ଲାଗି ରହିବ ବୋଲି କହଛି ପାଣିପାଗ ବିଭାଗ। ଆଜି ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ବଲାଙ୍ଗିର, ଦେବଗଡ଼, ଅନୁଗୁଳ, ବୌଦ୍ଧ, ନୂଆପଡ଼ା ଓ ସୋନପୁର ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ। ଲଘୁଚାପ ଯୋଗୁ ଏବେ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ […]

  • Monday, 05 July 2021
lutera
ହରିୟାଣାରୁ ଆସି ଓଡ଼ିଶାରୁ ଲୁଟିଲେ, ଛତିଶଗଡ଼ରୁ ଧରାପଡ଼ିଲେ

ଅନୁଗୋଳ: ଅନୁଗୋଳ ଏସବିଆଇ ଏଟିଏମରୁ ଲୁଟ୍ ସହ ବ୍ୟାଙ୍କ ଅଫ ଇଣ୍ଡିଆ ଏଟିଏମରୁ ଟଙ୍କା ଲୁଟ ଘଟଣାରେ ୭ ଅଭିଯୁକ୍ତ ଗିରଫ ହୋଇଛନ୍ତି। ଲୁଟେରାମାନଙ୍କୁ ଛତିଶଗଡ଼ର ବଲଦା ବଜାର ଜ଼ିଲ୍ଲା ଅଞ୍ଚଳରୁ ଧରିବାରେ ସକ୍ଷମ ହୋଇଛି ଅନୁଗୋଳ ପୋଲିସ । ତେବେ ସବୁଠାରୁ ଆଶ୍ଚର୍ଯ୍ୟର କଥା ଅଭିଯୁକ୍ତମାନେ ହରିୟାଣାରୁ ଆସି ଓଡ଼ିଶାର ଏଟିଏମରୁ ଲୁଟି ନେଇଛନ୍ତି ୨୭ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା । ଅଭଯୁକ୍ତମାନେ ଟ୍ରକରେ ଓଡିଶା ଅସିଥିବା ନେଇ ପୋଲିସ ସୂଚନା ଦେଇଛି। ଅଭିଯୁକ୍ତଙ୍କୁ ରିମାଣ୍ଡରେ […]

  • Monday, 05 July 2021
coronavirus
ଓଡ଼ିଶାରେ କରୋନା ସ୍ଥିତି: ୨୯ ଜିଲ୍ଲାରୁ ବାହାରିଲେ ୨, ୪୯୬

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ସର୍ବାଧିକ ୨, ୪୯୬କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୯ ଜିଲ୍ଲାରୁ ଚିହ୍ନଟ ୨, ୪୯୬ଆକ୍ରାନ୍ତଙ୍କ ମଧ୍ୟରୁ ୧, ୫୯୧କ୍ୱାରେଣ୍ଟିନ କେସ ହୋଇଥିବାବେଳେ ୯୦୫ ଲୋକାଲ କେସ ରହିଛି। ଏ ନେଇ ସୂଚନା ଦେଇଛନ୍ତି ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ। ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧାରେ ଅଛନ୍ତି ସର୍ବାଧିକ। ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୭୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧା ପଛକୁ ରହିଛି ଗଞ୍ଜାମ। ଶୁକ୍ରବାର ଏଠାରୁ […]

  • Monday, 05 July 2021
ଓଡ଼ିଶାରେ ୨୪ ଘଣ୍ଟାରେ ଆଖି ବୁଜିଲେ ୯ କରୋନା ରୋଗୀ

ଭୁବନେଶ୍ୱର: ଓଡ଼ିଶାରେ ଗତ ୨୪ ଘଣ୍ଟା ମଧ୍ୟରେ କରୋନା ଆକ୍ରାନ୍ତରେ ଆଉ୯ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମ୍ବଲପୁରରେ ସର୍ବାଧିକ ୪ ଜଣ କରୋନା ରୋଗୀଙ୍କ ମୃତ୍ୟୁ ଘଟିଛି। କଟକରୁ ୨ଜଣଙ୍କର ମୃତ୍ୟୁ ଘଟିଥିବାବେଳେ, ଗଞ୍ଜାମ, କେନ୍ଦୁଝର, ନୟାଗଡରୁ ଜଣେ ଲେଖାଏ କରୋନା ରୋଗୀଙ୍କର ମୃତ୍ୟୁ ଘଟିଛି। Regret to inform of the demise of nine Covid positive patients […]

  • Monday, 05 July 2021