• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

letter
'ବାଜପେୟୀ ଶୁଭ ଦେଇଥିଲେ, ମୋଦି ଉଦ୍‌‌ଘାଟନ କରନ୍ତୁ'

ଭୁବନେଶ୍ୱର: ବହୁ ପ୍ରତିକ୍ଷୀତ ହରିଦାଶପୁର-ପାରାଦୀପ ମଧ୍ୟରେ ୮୨ କିଲୋମିଟର ରେଳପଥ ନିର୍ମାଣ କାମ ସମ୍ପୂର୍ଣ୍ଣ ହେବା ପରେ ଏହି ପ୍ରକଳ୍ପର ଉଦଘାଟନ ଲାଗି ରେଳମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ୱର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଦ୍ୱାରା ଶିଳାନ୍ୟାସ ହୋଇଥିବା ଏହି ପ୍ରକଳ୍ପକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା ଶୁଭ ଉଦଘାଟନ ପାଇଁ ସେ ଅନୁରୋଧ କରିଛନ୍ତି। ଚିଠିରେ ଧର୍ମେନ୍ଦ୍ର ଉଲ୍ଲେଖ କରିଛନ୍ତି ଯେ, “ବିଗତ ବର୍ଷମାନଙ୍କରେ ଅନେକ ଜନପ୍ରତିନିଧି ଓ ସାଂସଦ […]

  • Monday, 05 July 2021
girl
ଫେଲ୍‌ ହୋଇଥିବା ମିଛ ଖବର ଶୁଣି ଦୁଇ ଛାତ୍ରୀଙ୍କ ଆତ୍ମହତ୍ୟା; ଜଣେ ଗୁରୁତର

ଭୁବନେଶ୍ୱର: ମାଟ୍ରିକ ଫଳାଫଳର ଖୁସି ଭିତରେ ଆସିଛି ଦୁଃଖର ଖବର। ପରୀକ୍ଷାରେ ଫେଲ୍ ବୋଲି ମିଛ ଖବର ଶୁଣି ଦୁଇ ଜଣ ଛାତ୍ରୀ ଜୀବନ ହାରିଥିବାବେଳେ ଆଉ ଜଣେ ଫେଲ୍ ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। କେନ୍ଦ୍ରାପଡ଼ା ପଟ୍ଟାମୁଣ୍ଡାଇ ପୌରପରିଷଦ ବାଲିପଦାର ଜଣେ ଛାତ୍ରୀ ପରୀକ୍ଷା ଫଳ ବାହାରିବାର କେଇ ସମୟ ମଧ୍ୟରେ ଆତ୍ମହତ୍ୟା କରିଛନ୍ତି। କେହି ଜଣେ ତାଙ୍କୁ ଫେଲ୍ ହୋଇଥିବା କହିଥିଲେ। ଆଉ ଏହି ମିଛ ଖବର ପାଇ ଛାତ୍ରୀ ଜଣକ ଜୀବନ ହାରିଦେଇଥିବା […]

  • Monday, 05 July 2021
pintu nanda
ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଥାନାରେ ଅଭିଯୋଗ

ଭୁବନେଶ୍ୱର: ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଜଣେ ଯୁବତୀ ସଙ୍ଗୀନ ଅଭିଯୋଗ ଆଣିଛନ୍ତି।  ଶୁଟିଂ ସେଟ୍‌କୁ ଡାକି ପିଣ୍ଟୁ ଦୁର୍ବ୍ୟବହାର ଓ ଗାଳିଗୁଲଜ କରିଥିବା ନେଇ ଯୁବତୀ ଜଣକ ଅଭିଯୋଗ କରିଛନ୍ତି। ଏ ନେଇ ନୟାପଲ୍ଲୀ ଥାନାରେ ଅଭିଯୋଗ ହୋଇଛି। ଏହି ଘଟଣାରେ ପିଣ୍ଟୁଙ୍କ ସମେତ ୩ ଜଣଙ୍କ ନାଁରେ ଥାନାରେ ମାମଲା ଦାଏର ହୋଇଛି। ପୋଲିସ FIR ଗ୍ରହଣ କରିଥିବା ବେଳେ ଆସନ୍ତା ୧୫ ଦିନ ମଧ୍ୟରେ ଏହି ୩ଜଣ ନୟାପଲ୍ଲୀ ଥାନାକୁ ଆସି […]

  • Monday, 05 July 2021
ଗଛରେ ଝୁଲୁଛି ଯୁବକ, ଯୁବତୀଙ୍କ ମୃତଦେହ

ଅନୁଗୁଳ: ଦୁଇଟି ଗଛରେ ଝୁଲୁଛି ୩ ଜଣଙ୍କ ମୃତଦେହ। ଅନୁଗୁଳ ଜିଲ୍ଲା ଛେଣ୍ଡିପଦା ଥାନା ଅନ୍ତର୍ଗତ  ଡିମିରିକୁଦା ଗାଁ ନିକଟ ଜଙ୍ଗଲରୁ ୩ଟି ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଛି। ଗୋଟିଏ ଗଛରେ ୨ଟି ମୃତଦେହ ଝୁଲୁ ଥିବାବେଳେ ସେହି ଗଛ ଠାରୁ ପ୍ରାୟ ୧୫ରୁ ୨୦ ଫୁଟ ଦୂର ଅନ୍ୟ ଏକ ଗଛରେ ଆଉ ଏକ ମୃତଦେହ ଝୁଲୁଥିବା ଦେଖିବାକୁ ମିଳିଛି। ମୃତକ ୩ଜଣଙ୍କ ମଧ୍ୟର ୨ଜଣ ଯୁବକ ଓ ଜଣେ ଯୁବତୀ ଅଛନ୍ତି। ସୂଚନା ଅନୁସାରେ, […]

  • Monday, 05 July 2021
labanya
କୋଭିଡ୍ କଟକଣା ସହ ପାଳନ ହେବ ସ୍ୱାଧୀନତା ଦିବସ

ଭୁବନେଶ୍ୱର: ଚଳିତବର୍ଷ କୋଭିଡ କଟକଣା ମଧ୍ୟରେ ପାଳନ ହେବ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ। ଭୁବନେଶ୍ୱର ୟୁନିଟ୍-୩ ପଡ଼ିଆରେ ପାଳନ ହେବ ସ୍ୱାଧୀନତା ଦିବସ। ସୀମିତ ସଂଖ୍ୟକ ଲୋକ ଓ କୋଭିଡ ଯୋଦ୍ଧାଙ୍କ ଉପସ୍ଥିତିରେ ପାଳନ ହେବ ଏହି ଦିବସ। ପୋଲିସ ବାହିନୀ ତରଫରୁ ରାଷ୍ଟ୍ରୀୟ ସମ୍ମାନ ପ୍ରଦର୍ଶନ କରାଯିବ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଉପସ୍ଥିତିରେ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏନେଇ ନିଷ୍ପତ୍ତି ନିଆଯାଇଛି। ମୁଖ୍ୟ ସଚିବ ଅସିତ୍ କମାର ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଚ୍ଚସ୍ତରୀୟ […]

  • Monday, 05 July 2021
aditya das death
ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

ଭୁବନେଶ୍ୱର: ମୋଟିଭେସନାଲ୍‌ ସ୍ପିକର୍‌ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ମୃତ୍ୟୁ ଘଟଣାର କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ପୋଲିସ୍‌ ଡିଜି ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ପୋଲିସ ଡିଜି ଅଭୟ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି। ଗତ ୭ ତାରିଖରେ ଲିଙ୍ଗରାଜ ଷ୍ଟେସନ୍ ଟ୍ରେନ୍ ଲାଇନରୁ ଆଦିତ୍ୟଙ୍କ ମୃତଦେହ ମିଳିଥିଲା। ତେବେ ଏହା ହତ୍ୟା ନା ଆତ୍ମହତ୍ୟା ସେ ନେଇ ସସ୍‌ପେନ୍ସ ଜାରି ରହିଛି। ପଢ଼ନ୍ତୁ: ଆଦିତ୍ୟ ଦାସ ମୃତ୍ୟୁ ଘଟଣାରେ ଆଉ ୨ ଟ୍ରେନ୍‌ ଡ୍ରାଇଭରଙ୍କୁ […]

  • Monday, 05 July 2021
home
କରୋନା ସଂକ୍ରମଣକୁ ରୋକିପାରିବ କି ହୋମ୍ ଆଇସୋଲେସନ?

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବାରୁ ସ୍ୱାସ୍ଥ୍ୟ ଭିତ୍ତିଭୂମି ଉପରେ ପଡୁଛି ଅଧିକ ଚାପ ଏହାକୁ ଆଖି ଆଗରେ ରଖି ରାଜ୍ୟ ସରକାର ପ୍ରସ୍ତୁତ କରିଛନ୍ତି ସ୍ୱତନ୍ତ୍ର ରଣନୀତି। ଫୋକସ୍‌ରେ ରହିଛି ହୋମ ଆଇସୋଲେସନ। ଉଭୟ ସହରାଞ୍ଚଳ ଓ ଗ୍ରାମାଞ୍ଚଳରେ ଏହାକୁ ଲାଗୁ କରିବା ଉପରେ ଗୁରୁତ୍ୱ ଦେଇଛନ୍ତି ସରକାର। ତେବେ ଏହି ବ୍ୟବସ୍ଥା ଦ୍ୱାରା ସଂକ୍ରମଣକୁ ରୋକି ହେବ ନା ନାହିଁ ତାକୁ ନେଇ ଉଠିଛି ପ୍ରଶ୍ନ। ହୋମ୍ ଆଇସୋଲେସନ୍ […]

  • Monday, 05 July 2021
pintu 11
ଯୁବତୀଙ୍କ ଅଭିଯୋଗ-ପିଣ୍ଟୁ ମୋତେ ଟଣାଓଟରା କଲେ, ପିଣ୍ଟୁ ରଖିଲେ ଏମିତି ଉତ୍ତର...

ଭୁବନେଶ୍ୱର: ଓଡ଼ିଆ ଅଭିନେତା ପିଣ୍ଟୁ ନନ୍ଦଙ୍କ ନାଁରେ ଜଣେ ଯୁବତୀ ସଙ୍ଗୀନ ଅଭିଯୋଗ ଆଣିଛନ୍ତି।  ଶୁଟିଂ ସେଟ୍‌କୁ ଡାକି ପିଣ୍ଟୁ ଦୁର୍ବ୍ୟବହାର, ଟଣାଓଟରା ଓ ଗାଳିଗୁଲଜ କରିଥିବା ନେଇ ଯୁବତୀ ଜଣକ ଥାନାରେ ଅଭିଯୋଗ କରିଛନ୍ତି। ଏହି ଘଟଣାକୁ ନେଇ ପିଣ୍ଟୁ କହିଛନ୍ତି, ‘ସମ୍ପୃକ୍ତ ଯୁବତୀଙ୍କୁ ମୁଁ ଚିହ୍ନି ନାହିଁ କି ତାଙ୍କ ସହ କଥା ହୋଇନି।ଯୁବତୀଙ୍କୁ ଜୁନିଅର ଆର୍ଟିଷ୍ଟ ସପ୍ଲାୟର ଶୁଟିଂ ସେଟ୍‌କୁ ଆଣିଥିଲେ। ଆଣିଥିବା ବ୍ୟକ୍ତିଙ୍କ ସହ ଯୁବତୀଙ୍କର ପାଟିତୁଣ୍ଡ ହୋଇଥିବା ଜାଣିବାକୁ ପାଇଥିଲି।” […]

  • Monday, 05 July 2021
corona
୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ କରୋନା ରୋଗୀ‌ ଚିହ୍ନଟ, ୩୦ ହଜାର ପାର୍‌ କଲା ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୧,୨୦୩ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି।ଚିହ୍ନଟ ନୂଆ ୧,୨୦୩ ଆକ୍ରାନ୍ତଙ୍କ ମଧ୍ୟରୁ ୭୫୮ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୪୪୫  ରହିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମରୁ ସର୍ବାଧିକ ୨୫୦ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୨୮ଟି ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା […]