/odishatv-khabar/media/post_attachments/uploadimage/library/16_9/16_9_0/accident-2_1626342298.jpg)
accident
ଝାରସୁଗୁଡ଼ା(ଭାଗିରଥୀ ସାହୁ): ଓଡ଼ିଶା-ଛତିଶଗଡ଼ ସୀମାନ୍ତ ରେଙ୍ଗାଲି ଥାନା ଅନ୍ତର୍ଗତ ବଡ଼ଧରା ଗାଁରେ ବେଆଇନ ମଦ ବିକ୍ରିକୁ ନେଇ ଗଣ୍ଡଗୋଳ ହୋଇଥିଲା। ମଦ ମାଫିଆଙ୍କ ଆକ୍ରମଣରେ ସ୍ଥାନୀୟ ସରପଞ୍ଚଙ୍କ ସ୍ୱାମୀଙ୍କ ସମେତ ୪ ଗ୍ରାମବାସୀ ଗୁରୁତର ହୋଇପଡ଼ିଥିଲେ। ଗୁରୁତରଙ୍କୁ ଚିକିତ୍ସା ଲାଗି ଝାରସୁଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି।
Advertisment
ଖବର ପାଇ ରେଙ୍ଗାଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣ ଘଟଣାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଛି।
Advertisment
/odishatv-khabar/media/agency_attachments/2025/07/30/2025-07-30t051037428z-screenshot-2025-07-30-at-104031-am-2025-07-30-10-40-38.png)

/odishatv-khabar/media/media_files/2025/09/22/khabar-advertise-banner-2025-09-22-13-15-01.jpeg)