Advertisment

ବେଆଇନ୍‌ ମଦ ବିକ୍ରିକୁ ନେଇ ଗଣ୍ଡଗୋଳ

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଓଡ଼ିଶା-ଛତିଶଗଡ଼ ସୀମାନ୍ତ ରେଙ୍ଗାଲି ଥାନା ଅନ୍ତର୍ଗତ ବଡ଼ଧରା ଗାଁରେ ବେଆଇନ ମଦ ବିକ୍ରିକୁ ନେଇ ଗଣ୍ଡଗୋଳ ହୋଇଥିଲା। ମଦ ମାଫିଆଙ୍କ ଆକ୍ରମଣରେ ସ୍ଥାନୀୟ ସରପଞ୍ଚଙ୍କ ସ୍ୱାମୀଙ୍କ ସମେତ ୪ ଗ୍ରାମବାସୀ ଗୁରୁତର ହୋଇପଡ଼ିଥିଲେ। ଗୁରୁତରଙ୍କୁ ଚିକିତ୍ସା ଲାଗି ଝାରସୁଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ରେଙ୍ଗାଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣ ଘଟଣାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଛି।

ବେଆଇନ୍‌ ମଦ ବିକ୍ରିକୁ ନେଇ ଗଣ୍ଡଗୋଳ

accident

Advertisment

ଝାରସୁଗୁଡ଼ା(ଭାଗିରଥୀ ସାହୁ): ଓଡ଼ିଶା-ଛତିଶଗଡ଼ ସୀମାନ୍ତ ରେଙ୍ଗାଲି ଥାନା ଅନ୍ତର୍ଗତ ବଡ଼ଧରା ଗାଁରେ ବେଆଇନ ମଦ ବିକ୍ରିକୁ ନେଇ ଗଣ୍ଡଗୋଳ ହୋଇଥିଲା। ମଦ ମାଫିଆଙ୍କ ଆକ୍ରମଣରେ ସ୍ଥାନୀୟ ସରପଞ୍ଚଙ୍କ ସ୍ୱାମୀଙ୍କ ସମେତ ୪ ଗ୍ରାମବାସୀ ଗୁରୁତର ହୋଇପଡ଼ିଥିଲେ। ଗୁରୁତରଙ୍କୁ ଚିକିତ୍ସା ଲାଗି ଝାରସୁଗୁଡ଼ା ମେଡିକାଲରେ ଭର୍ତ୍ତି କରାଯାଇଛି।

Advertisment

publive-imageଖବର ପାଇ ରେଙ୍ଗାଲି ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ଆକ୍ରମଣ ଘଟଣାକୁ ନେଇ ଗାଁରେ ଉତ୍ତେଜନା ଦେଖାଦେଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ