• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

Black-Fungus-Madras-Courier-14
ରାଜ୍ୟରେ ୧୮ ମୁଣ୍ଡ ନେଲାଣି ବ୍ଲାକ୍‌ଫଙ୍ଗସ

ରାଜ୍ୟରେ ବ୍ଲାକ୍‌ଫଙ୍ଗସରେ ପ୍ରାଣ ହରାଇଛନ୍ତି ୧୮ ଜଣ। ଏଯାଏଁ ୧୨୯ ଜଣ ବ୍ଲାକ୍ ଫଙ୍ଗସରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। ଏମାନଙ୍କ ମଧ୍ୟରୁ ୧୮ ଜଣ ପ୍ରାଣ ହରାଇଥିବା ବେଳେ ୧୨ ଜଣ ସୁସ୍ଥ ହୋଇଛନ୍ତି। ଏ ନେଇ ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଂଜନ ମିଶ୍ର। ତେବେ ରାଜ୍ୟରେ ଏବେ ଆଉ କାଁ ଭାଁ ବ୍ଲାକ୍‌ଫଙ୍ଗସ୍‌ କେସ୍ ସାମ୍ନାକୁ ଆସୁଛି

coronaviuruys
ଭିଡିଓରେ ଦୁଃଖ କାହାଣୀ କହିଲେ କରୋନା ସଂକ୍ରମିତ ସାମ୍ବାଦିକ

ଭୁବନେଶ୍ୱର: କରୋନା ଆକ୍ରାନ୍ତ ହୋଇ ଟାଙ୍ଗୀ ଡ୍ରିମସ କୋଭିଡ଼ କେୟାର ସେଣ୍ଟରରେ ଚିକିତ୍ସିତ ହେଉଥିବା କଟକର ଜଣେ ଭିଡିଓ ଜର୍ଣ୍ଣାଲିଷ୍ଟ ସୋସିଆଲ ମିଡିଆରେ ନିଜର ଦୁଃଖ କାହାଣୀ ବର୍ଣ୍ଣନା କରିଛନ୍ତି। କଟକ ସହର ଉପକଣ୍ଠରେ ରହୁଥିବା ତାଙ୍କ ପରିବାର ଲୋକଙ୍କୁ ଗାଁ ଲୋକ ହଇରାଣ କରୁଥିବା ଏବଂ ତାଙ୍କ ପରିବାର ଲୋକଙ୍କୁ ଏକ ପ୍ରକାର ବାସନ୍ଦ କରୁଥିବା ସେ ଅଭିଯୋଗ କରିଛନ୍ତି। ଏହାସହ ରାଜ୍ୟ ସରକାରଙ୍କୁ ଏଥିରେ ହସ୍ତକ୍ଷେପ କରିବା ପାଇଁ ସେ ନିବେଦନ କରିଛନ୍ତି। ଭିଡିଓ […]

  • Monday, 05 July 2021
representational image
ମାଟ୍ରିକ୍‌ ପରୀକ୍ଷାରେ ଫେଲ୍‌ ଖବର ଶୁଣି, ଏମିତି ନିଷ୍ପତ୍ତି ନେଲେ ଛାତ୍ରୀ

ଉମରକୋଟ: ମାଟ୍ରିକ୍‌ ପରୀକ୍ଷାରେ ଫେଲ୍‌ ହୋଇଥିବା ଜାଣି ନବରଙ୍ଗପୁର ଜିଲ୍ଲା ରାଇଘର ଥାନା ଅନ୍ତର୍ଗତ ଉଦୟପୁର ଡିଏନ୍‌କେ ଗାଁର ଜଣେ ଛାତ୍ରୀ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ସମ୍ପୃକ୍ତ ଛାତ୍ରୀ ଜଣକ ଉଦୟପୁର ଡିଏନ୍‌କେ ସ୍ଥିତ ସହିଦ ଲକ୍ଷ୍ମଣ ନାୟକ ଉଚ୍ଚ ବିଦ୍ୟାଳୟରେ ପଢ଼ୁଥିଲେ ଓ ଚଳିତ ବର୍ଷ ମାଟ୍ରିକ୍ ‌ପରୀକ୍ଷା ଦେଇଥିଲେ। ରେଜଲ୍ଟ ବାହାରିବା ଦିନ ସେ ଫେଲ୍‌ ହୋଇଥିବା ଖବର ପାଇ ମାନସିକ ଭାରସାମ୍ୟ ହରାଇଥିଲେ। ରବିବାର ମଧ୍ୟାହ୍ନରେ ଘରେ ବେକରେ ଗାମୁଛା ଲଗାଇ […]

  • Monday, 05 July 2021
debasis
ବିଜେଡି ନେତା କରୋନା ସୁପର ସ୍ପ୍ରେଡର: ଦେବାଶିଷ ପଟ୍ଟନାୟକ

ଭୁବନେଶ୍ୱର: କରୋନା ମୁକାବିଲା ନେଇ ବିଜେଡିକୁ ସମାଲୋଚନା କରିଛି କଂଗ୍ରେସ। ବିଜେଡି ନେତାଙ୍କୁ ସୁପର ସ୍ପ୍ରେଡର କହି କଡ଼ା ସମାଲୋଚନା କରିଛନ୍ତି କଂଗ୍ରେସର ପୂର୍ବତନ ବିଧାୟକ ଦେବାଶିଷ ପଟ୍ଟନାୟକ। ଏକ ସାମ୍ବାଦିକ ସମ୍ମିଳନୀ କରି ସେ ଅଭିଯୋଗ କରିଛନ୍ତି ଯେ, ବିଜେଡି ନେତା ନିୟମ ଭାଙ୍ଗୁଛନ୍ତି। ଆଉ ଏଥିରେ ତଳିଆ ଅଫିସରମାନେ ସହଯୋଗ କରୁଛନ୍ତି। ତଳିଆ କର୍ମଚାରୀ ଜୀବନ ବଞ୍ଚାଇବା ଜାଗାରେ ଚାକିରି ବଞ୍ଚାଉଛନ୍ତି ବୋଲି ଦେବାଶିଷ କହିଛନ୍ତି। ସେ ଆହୁରି ମଧ୍ୟ କହିଛନ୍ତି ଯେ ବାଙ୍କୀ […]

  • Monday, 05 July 2021
rainfall 22
ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା, ବର୍ଷା ସହ ବଜ୍ରପାତ ଆଶଙ୍କା

ଭୁବନେଶ୍ୱର: ଆସନ୍ତା ୪ ତାରିଖ ଆଡ଼କୁ ଉତ୍ତର ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି।  ଏହାର ପ୍ରଭାବରେ ଆଜିଠୁ ୫ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ। କେନ୍ଦୁଝର, ସୁନ୍ଦରଗଡ଼, ବଲାଙ୍ଗିରର କିଛି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସହ ବଜ୍ରପାତ ହେବାର ଆଶଙ୍କା ରହିଛି। ଏ ନେଇ ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

  • Monday, 05 July 2021
admission
କେବେ ପ୍ରକାଶ ପାଇବ ଯୁକ୍ତ ଦୁଇ ନାମଲେଖା? ଜାଣନ୍ତୁ...

ଭୁବନେଶ୍ୱର: ରାଜ୍ୟରେ ଦିନେ ଦୁଇ ଦିନ ଭିତରେ ଯୁକ୍ତ ଦୁଇ ନାମଲେଖା ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି। ଏଥିସହ ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ଟି ଯୁକ୍ତ ଦୁଇ କଲେଜ ଓ ଶିକ୍ଷକ, ଶିକ୍ଷା କଲେଜର ଶିକ୍ଷକଙ୍କୁ ମିଳିବ ଅନଲାଇନ ଶିକ୍ଷା ତାଲିମ୍ ଦିଆଯିବ। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଆସନ୍ତା ୪ ତାରିଖରୁ ୫ ଦିନ ଧରି […]

  • Monday, 05 July 2021