କେନ୍ଦ୍ରାପଡ଼ା: ଘୁଷୁରି ଖାଇବାକୁ ଆସି ଫଶିଗଲା କୁମ୍ଭୀର। କେନ୍ଦ୍ରାପଡ଼ା ଇନ୍ଦୁପୁର ସ୍ଥିତ ବିରୂପା ନଦୀ ପଠାରେ ଏକ ଖାଲରେ ଫସି ଯାଇଥିଲା କୁମ୍ଭୀର। ସୋମବାର ଏକ ଘୁଷୁରିକୁ ଟାଣି ନେଇଥିଲା ଏହି କୁମ୍ଭୀର। ଅଧା ଖିଆ ଘୁସୁରିକୁ ଛାଡି ଚାଲିଯିବା ପରେ ଘୁଷୁରି ଜଗୁଆଳି ଏହି ମୃତ ଘୁଷୁରିକୁ ଏକ ଖାଲରେ ରଖି ଫାଶ ବସାଇଥିଲେ। ସଂଧ୍ୟାରେ କୁମ୍ଭୀର ମୃତ ଘୁସୁରିକୁ ଖାଇବା ପାଇଁ ଆସିଥିବା ବେଳେ ଫେରିବା ବାଟରେ ମାଟି ପକାଇ ଅବରୋଧ କରି ଦେଇଥିଲେ […]
ଭୁବନେଶ୍ୱର: ବର୍ଷା ଆସୁଛି, ସତର୍କ ରୁହ। ଲଘୁଚାପଜନିତ ବର୍ଷା ପାଇଁ ଜିଲ୍ଲାପାଳଙ୍କୁ ସତର୍କ କରାଇଲେ SRC। ସତର୍କ କରିବା ସହ ଜିଲ୍ଲାପାଳମାନଙ୍କୁ SRC ଚିଠି କରିଛନ୍ତି। ଲଘୁଚାପ ଜନିତ ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ହୋଇଛି। ମୟୂରଭଂଜ, ଭଦ୍ରକ, ବାଲେଶ୍ୱର, ଯାଜପୁର, ଢେଙ୍କାନାଳ, କେନ୍ଦୁଝର, ସମ୍ବଲପୁରକୁ ଆଲର୍ଟ କରାଯାଇଛି। ତେବେ ଏନେଇ ପରିସ୍ଥିତି ଉପରେ ନଜର ରଖିବାକୁ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ଏସ୍ଆରସି। ସତର୍କ କରିବା ସହ ଜିଲ୍ଲାପାଳମାନଙ୍କୁ SRC ଚିଠି ଲେଖିଛନ୍ତି। ତଳିଆ […]
ଭୁବନେଶ୍ୱର: ରାଜଧାନୀରେ ଆଉ ୧୪୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୯୮ କ୍ୱାରେଣ୍ଟିନ, ୫୧ ଲୋକାଲ କଣ୍ଟାକ୍ଟ କେସ୍ ରହିଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ବିଏମ୍ସି। କେଉଁ ଅଞ୍ଚଳରୁ କେତେ:- ଶିରିପୁର କନ୍ଧସାହିରୁ ୧୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସାଲିଆସାହିରୁ ଆଉ ୧୧, ନୟାପଲ୍ଲୀ ବ୍ରିଟ କଲୋନିରୁ ୭, ଡୁମୁଡୁମାରୁ ୬, ୟୁନିଟ-୬ରୁ ୪, ଖଣ୍ଡଗିରି ତପୋବନ ବସ୍ତିରୁ ୩, ବଡ଼ଗଡ଼ ବ୍ରିଟ କଲୋନିରୁ ୩, ୟୁନିଟ-୧ରୁ […]
ଭୁବନେଶ୍ୱର: ଭୁବନେଶ୍ୱରରେ ଖୋଲିବ ହୋଟେଲ/ରେଷ୍ଟୁରାଣ୍ଟ ଓ ଢାବା। ଏନେଇ ଗାଇଡଲାଇନ ଜାରି କରିଛି ବିଏମ୍ସି। ଖାଦ୍ୟ ବିକ୍ରୟକାରୀଙ୍କ ପାଇଁ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଗାଇଡଲାଇନ ଜାରି କରାଯାଇଛି। ରେଷ୍ଟୁରାଣ୍ଟ, ଢାବା, ରାସ୍ତାକଡ଼ ଠେଲା ଦୋକାନୀଙ୍କ ପାଇଁ ଗାଇଡଲାଇନ ଜାରି କରାଯାଇଛି। ହୋଟେଲରେ ଥିବା ଅତିଥିମାନଙ୍କ ପାଇଁ ରେଷ୍ଟୁରାଣ୍ଟ ଖୋଲିପାରିବ। ହୋଟେଲ/ରେଷ୍ଟୁରାଣ୍ଟ ବସାଇ ଖାଦ୍ୟ ଖୁଆଇ ପାରିବେନି, ପାର୍ସଲ ଦେବେ। ରାସ୍ତାକଡ଼ରେ ଥିବା ଢାବା ମଧ୍ୟ କେବଳ ଖାଦ୍ୟ ପାର୍ସଲ ଦେଇପାରିବେ। ରାସ୍ତାକଡ଼ ଜଳଖିଆ ଦୋକାନୀ, ଗୁପଚୁପ, ଚାଟ୍ କେବଳ […]
ନୂଆଦିଲ୍ଲୀ: କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତାଙ୍କ ସାମ୍ପଲ ରିପୋର୍ଟ ପଜିଟିଭ ଆସିଛି। ପରେ ଧର୍ମେନ୍ଦ୍ରଙ୍କୁ ହରିୟାନାର ମେଦାନ୍ତ ହସପିଟାଲରେ ଭର୍ତ୍ତି ହୋଇଛନ୍ତି। କରୋନା ନେଇ ସ୍ପଷ୍ଟ କଲେ ନିଜେ ଧର୍ମେନ୍ଦ୍ର। ଏନେଇ ନିଜେ ଟ୍ୱିଟର ହ୍ୟାଣ୍ଡେଲ୍ରେ ସୂଚନା ଦେଇଛନ୍ତି। ସେ ଟ୍ୱିଟ୍ କରି ଲେଖିଛନ୍ତି ଯେ, କୋଭିଡ଼ ଲକ୍ଷଣ ଦେଖିଲା ପରେ ମୁଁ ଟେଷ୍ଟ କରାଇଥିଲି। ଟେଷ୍ଟରେ ମୋର ରିପୋର୍ଟ ପଜିଟିଭ ଆସିଛି। ଡାକ୍ତରଙ୍କ ପରାମର୍ଶ କ୍ରମେ ମୁଁ ହସ୍ପିଟାଲରେ ଭର୍ତ୍ତି ହୋଇଛି। […]
ସମାଜ ପାଇଁ ଆପଣ ପ୍ରଥମେ ଭଲ ମଣିଷ ହେବା ଆବଶ୍ୟକ। ଆମେ ସମାଜଠାରୁ କିଛି ଆହରଣ କରିଛୁ, ଆମର ମଧ୍ୟ ସମାଜ ପାଇଁ କିଛି କରିବାର ଦାୟିତ୍ୱବୋଧ ଓ କର୍ତ୍ତବ୍ୟ ରହିଛି। ସମାଜ ପାଇଁ କିଛି କରିବାକୁ ହେଲେ ସିଭିଲ୍ ସର୍ଭିସ୍ ଗୋଟିଏ ବେଷ୍ଟ ଅପ୍ସନ୍ ବୋଲି କହିଛନ୍ତି UPSC ପରୀକ୍ଷାରେ କୃତକାର୍ଯ୍ୟ ହୋଇଥିବା ଓଡ଼ିଆ ପୁଅ ଅନୁପ ଦାସ। ଏହି ଅବସରରେ ଅନୁପଙ୍କୁ ଭେଟିଛନ୍ତି ଆମ ପ୍ରତିନିଧି ଚନ୍ଦନ କୁମାର। ପ୍ର: ଯେତେବେଳେ ସିଭିଲ ସର୍ଭିସ୍ରେ […]
ଭୁବନେଶ୍ୱର: ସୁସ୍ଥ ହେଲେ ୧୪୦୯ କରୋନା ଆକ୍ରାନ୍ତ। ଆଜି ରାଜ୍ୟରେ ଦିନକରେ ୧୪୦୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ କରୋନା ଆରୋଗ୍ୟଙ୍କ ସଂଖ୍ୟା ୨୪, ୪୮୨କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ: ଗଂଜାମରୁ ସର୍ବାଧିକ ୨୫୮ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧା ୨୧୮, ରାୟଗଡ଼ା ୧୨୮, ସୁନ୍ଦରଗଡ଼ରୁ ୧୨୨, […]
ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କୋଭିଡ଼ ଯୋଦ୍ଧାଙ୍କ ସମ୍ମାନାର୍ଥେ ଆସନ୍ତାକାଲି ସଂଧ୍ୟା ୬ଟାରେ ନୀରବ ପ୍ରାର୍ଥନା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଯେଉଁଠି ଥିଲେ ବି ଏକ ମିନିଟ ନୀରବ ପ୍ରାର୍ଥନା ପାଇଁ ନିବେଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଘର ଭିତରେ ହେଉ କିମ୍ବା ବାହାରେ, ଯେଉଁଠି ଥିଲେ ବି ନୀରବ ପ୍ରାର୍ଥନା ସହ ଶପଥ କାର୍ଯ୍ୟକ୍ରମରେ ଭାଗ ନେବାକୁ ନବୀନ କହିଛନ୍ତି। ଖୋଦ୍ ମୁଖ୍ୟମନ୍ତ୍ରୀ ନିଜେ ମଧ୍ୟ ଟିଭି ଏବଂ ସୋସିଆଲ୍ ମିଡିଆରେ ଶପଥ […]