• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

ଓଡ଼ିଶାରେ କରୋନା ନେଲା ଆଉ ୧୦ ଜୀବନ, ୨୩୫ରେ ପହଞ୍ଚିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୦ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଜିଲ୍ଲାରୁ ସର୍ବାଧିକ ୩, ସୁନ୍ଦରଗଡ଼ରୁ ୨, ଭଦ୍ରକ, କନ୍ଧମାଳ, କେନ୍ଦୁଝର, ନବରଙ୍ଗପୁର ଓ ନୟାଗଡ଼ରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform of the demise of ten Covid positive patients while under treatment in hospitals. 1. A […]

shaba
କରୋନା ଭୟରେ ମିଳିଲାନି କାନ୍ଧ; ଟ୍ରଲିରେ ଶବକୁ ବୋହିଲେ ପରିବାର ଲୋକେ

କୋଣାର୍କ: କରୋନା ଭାଇରସ ଭୟ ମଣିଷକୁ ଯେତିକି ସନ୍ତ୍ରସ୍ତ କରି ଦେଇଛି ତାଠାରୁ ବେଶି ବିପର୍ଯ୍ୟସ୍ତ କରିଦେଇଛି କରୋନା ସନ୍ଦେହ । କରୋନାର ସନ୍ଦେହ ମଣିଷ ଜୀବନକୁ ଭାରାକ୍ରାନ୍ତ କରିଦେଲାଣି। ଏଥିପାଇଁ ଦୂରେଇ ଯାଉଛନ୍ତି ଆପଣାର ଲୋକ। ନିଜର ଲୋକ ସବୁ ହୋଇ ଯାଉଛନ୍ତି ସାତ ପର। କେଉଁଠି ମୃତ୍ୟ ଯନ୍ତ୍ରଣାରେ ଛଟପଟ ହେଉଥିବା ବୃଦ୍ଧ ମଣିଷକୁ ମିଳୁନି ଟିକିଏ ଆଶ୍ୱସନାର ହାତ ତ କେଉଁଠି ମୃତ ଯୁବକଙ୍କ ଶବକୁ ମିଳୁନି କାନ୍ଧ। ଏମିତି ଏକ ଅଭାବନୀୟ […]

  • Monday, 05 July 2021
corona22
କରୋନା କବଳରେ ଖୋର୍ଦ୍ଧା ଏସ୍‌ପି

ଖୋର୍ଦ୍ଧା: ଖୋର୍ଦ୍ଧା ଏସ୍‌ପି ଅଜୟ ପ୍ରତାପ ସ୍ୱାଇଁଙ୍କୁ କରୋନା। ସ୍ୱାବ୍ ରିପୋର୍ଟ ପଜିଟିଭ ଆସିଥିବା ନେଇ ନିଜେ ଏସ୍‌ପି ସୂଚନା ଦେଇଛନ୍ତି। ଜିଲ୍ଲା ପୋଲିସ୍‌ ମୁଖ୍ୟାଳୟର ଜଣେ ଷ୍ଟାଫ୍ କରୋନା ସଂକ୍ରମିତ ହୋଇଥିଲେ। ଏହାପରେ ଅନ୍ୟମାନଙ୍କ ସ୍ୱାବ୍ ନିଆଯାଇଥିଲା। ସ୍ୱାବ୍ ଟେଷ୍ଟରେ ଖୋର୍ଦ୍ଧା ଏସ୍‌ପିଙ୍କ ରିପୋର୍ଟ ପଜିଟିଭ ଆସିଥିବା ଜଣାପଡ଼ିଥିଲା। ତାଙ୍କର କୌଣସି କରୋନା ଲକ୍ଷଣ ନ ଥିଲା ବୋଲି ଏସ୍‌ପି ଅଜୟ ପ୍ରତାପ କହିଛନ୍ତି। ଓଡ଼ିଶାରେ ଗତ ୨୪ ଘଣ୍ଟାରେ ୧,୬୯୯ ନୂଆ କରୋନା ଆକ୍ରାନ୍ତ‌ […]

corona 44
ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗର ୧୦ କର୍ମଚାରୀଙ୍କୁ କରୋନା

ଭୁବନେଶ୍ୱର: ଓଡ଼ିଶା ସ୍ୱାସ୍ଥ୍ୟ ବିଭାଗର ୧୦ ଜଣ କର୍ମଚାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏହି ୧୦ କର୍ମଚାରୀଙ୍କ ସ୍ୱାବ୍‌ ରିପୋର୍ଟ ପଜିଟିଭ ଆସିଥିବା ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସଂକ୍ରମିତ ସମସ୍ତ ୧୦ କର୍ମଚାରୀଙ୍କୁ ଆଇସୋଲେସନରେ ରହିବାକୁ ନିର୍ଦ୍ଦେଶ ଦିଆଯାଇଛି। ସୂଚନାଥାଉ କି, ବିଭାଗର ଜଣେ କର୍ମଚାରୀ ପଜିଟିଭ୍‌ ଚିହ୍ନଟ ପରେ ଅନ୍ୟମାନଙ୍କର କରୋନା ଟେଷ୍ଟ ହୋଇଥିଲା। ଆଜି ରିପୋର୍ଟ ଆସିବା ପରେ ୧୦ ଜଣ ସଂକ୍ରମିତ ହୋଇଥିବା ଜଣାପଡ଼ିଥିଲା।

  • Monday, 05 July 2021
ratha
ଶ୍ରୀଜିଉଙ୍କ ରଥରେ ‘ନରବିରାଳ’ ଚିତ୍ରକୁ ନେଇ ବିବାଦ

ପୁରୀ: ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଚାଲିଛି ପ୍ରସ୍ତୁତି। ପୁରୀ ରଥଖଳାରେ ଜୋରସୋରରେ ଆଗେଇ ଚାଲିଛି ରଥକାମ। ହେଲେ ଏବେ  ଶ୍ରୀଜିଉଙ୍କ ରଥରେ ନରବିରାଳ ଚିତ୍ରକୁ ନେଇ ଦେଖାଦେଇଛି ବିବାଦ। ରଥରେ ଏହି ଚିତ୍ରକୁ ନେଇ ନନ୍ଦିଘୋଷ ରଥର ମୁଖ୍ୟ ମହାରଣା ବିଜୟ…

aditya das 11
ଆଦିତ୍ୟ ଦାଶ ମୃତ୍ୟୁ ଘଟଣା: ଧରାପଡ଼ିବ କିଏ କହୁଛି ମିଛ !

ଭୁବନେଶ୍ୱର: ମୋଟିଭେସନାଲ୍‌ ସ୍ପିକର୍‌ ତଥା ସମାଜସେବୀ ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାରେ ହୋଇପାରେ ପଲିଗ୍ରାଫ୍ ଟେଷ୍ଟ। ଏହି ଘଟଣାର ତଦନ୍ତ କରୁଥିବା କ୍ରାଇମ୍‌ବ୍ରାଞ୍ଚ୍‌ ଟିମ୍‌ର ଜଣେ ବରିଷ୍ଠ ଅଧିକାରୀ ଏହି ସୂଚନା ଦେଇଛନ୍ତି। ଆଦିତ୍ୟଙ୍କ ପତ୍ନୀ ଓ ସହକର୍ମୀ ପପୁ, ବିକାଶ ଓ ପ୍ରୀତମଙ୍କୁ କ୍ରାଇମ୍‌ବ୍ରାଞ୍ଚ ମୁଖ୍ୟାଳୟକୁ ଡକାଯାଇ ପୁଣି ଜେରା ହୋଇପାରେ। ଜୁଲାଇ ୭ ରେ ରେଲ୍‌ୱେ ଟ୍ରାକ୍‌ରୁ ଆଦିତ୍ୟଙ୍କ ମୃତଦେହ ମିଳିଥିଲା। ହେଲେ ସେ ଆତ୍ମହତ୍ୟା କରିଛନ୍ତି ନା ତାଙ୍କୁ ହତ୍ୟା କରାଯାଇଛି […]

  • Monday, 05 July 2021