ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତରେ ଆଉ ୧୨ ଜଣଙ୍କ ମୃତ୍ୟୁ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏ, ଭଦ୍ରକ, ସମ୍ବଲପୁର ଓ ମୟୂରଭଞ୍ଜରୁ ଜଣେ ଲେଖାଏ, କେନ୍ଦ୍ରାପଡ଼ା, ଢେଙ୍କାନାଳ ଓ ଗଜପତିରୁ ମଧ୍ୟ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। Regret to inform the demise of twelve #COVID19 positive patients while under […]
କୋଣାର୍କ: ଅଭିଯୁକ୍ତକୁ ଧରିବାକୁ ଯାଇ ହଟହଟା ହେଲା ପୋଲିସ୍। ଗତକାଲି ବିଳମ୍ବିତ ରାତିରେ ଜଣେ ଅଭିଯୁକ୍ତକୁ ଧରିବାକୁ ପୁରୀ ଜିଲ୍ଲା ଗୋପର ରେଢୁଆ ଗାଁକୁ ଗୋପ ଥାନା ଆଇଆଇସିଙ୍କ ସମେତ ୧୦ ଜଣ ପୋଲିସ୍ କର୍ମଚାରୀ ଯାଇଥିଲେ। ହେଲେ ପୋଲିସ୍ କର୍ମଚାରୀ ଅଭିଯୁକ୍ତକୁ କ’ଣ ଧରିବେ ଓଲଟା ସେମାନଙ୍କୁ ହଟହଟା ହେବାକୁ ପଡ଼ିଥିଲା। ୬ ଘଣ୍ଟା ଧରି ଗାଁଲୋକେ ପୋଲିସ୍ କର୍ମଚାରୀଙ୍କୁ ଅଟକ ରଖିଥିଲେ। ଏହାକୁ ନେଇ କିଛି ସମୟ ପର୍ଯ୍ୟନ୍ତ ଗାଁରେ ଉତ୍ତେଜନା ପ୍ରକାଶ ପାଇଥିଲା। ଆଜି […]
-ବଲାଙ୍ଗିରର ଦୁଇ ଗର୍ଭବତୀ କରୋନା ଯୋଦ୍ଧା -୭ ମାସର ଗର୍ଭବତୀ ଥାଇ ବି କରୁଛନ୍ତି ରୋଗୀସେବା -ଦୁଇ କରୋନା ଯୋଦ୍ଧା ପ୍ରଗତି ଏବଂ ଜ୍ୟୋତ୍ସ୍ନାମୟୀ ବଲାଙ୍ଗିର: କରୋନା ମହାମାରୀ ସହ ଏବେ ସାରା ବିଶ୍ୱ ଲଢୁଛି । ଆଉ ଏଇ ଲଢେଇର…
ନବରଙ୍ଗପୁର: ୩ ଦିନ ପାଇଁ ନବରଙ୍ଗପୁର ଜିଲ୍ଲାକୁ ସଟ୍ଡାଉନ୍ ଘୋଷଣା କରାଯାଇଛି। ଶନିବାର ସକାଳ ୫ଟାରୁ ୧୦ ତାରିଖ ମଧ୍ୟରାତ୍ର ଯାଏ ସଟ୍ଡାଉନ୍ ଘୋଷଣା ହୋଇଛି। କରୋନା ସଂକ୍ରମଣ ରୋକିବାକୁ ଜିଲ୍ଲାପାଳ ଏଭଳି ପଦକ୍ଷେପ ଗ୍ରହଣ କରିଛନ୍ତି। ଗତ ୨୪ ଘଣ୍ଟାରେ ନବରଙ୍ଗପୁରରୁ ୧୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ସୂଚନା ଅନୁସାରେ, ନବରଙ୍ଗପୁରରେ ବର୍ତ୍ତମାନ ସୁଦ୍ଧା ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩୪୨ରେ ପହଞ୍ଚିଛି। ୨୫୨ଜଣ […]
ଭୁବନେଶ୍ୱର: ଆସନ୍ତା ୯ରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟ ହୋଇପାରେ। ଏହାର ପ୍ରଭାବରେ ଝଡ଼ ତୋଫାନ ସହ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତାକାଲି ଝଡ଼ ତୋଫାନ, ବର୍ଷା ସହ ବଜ୍ରପାତ ନେଇ ୧୩ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଜଗତସିଂହପୁର, ପୁରୀ, ଗଞ୍ଜାମ ଓ ସୁନ୍ଦରଗଡ଼ ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ କେନ୍ଦୁଝର, ମୟୂରଭଞ୍ଜ, କଟକ, ଖୋର୍ଦ୍ଧା, ପୁରୀ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲ୍ଲାରେ ମଧ୍ୟ ବର୍ଷା ହେବାର […]