• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

କଟକରେ ମାଲ୍‌ବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ‌

କଟକ: କଟକ ଶିଖରପୁର ଲେବଲ୍ କ୍ରସିଂ ନିକଟରେ ଆଜି ଅପରାହ୍ଣରେ ଏକ ମାଲ୍‌ବାହୀ ଟ୍ରେନ୍ ଲାଇନ୍‌ଚ୍ୟୁତ‌ ହୋଇଥିବା ସୂଚନା ମିଳିଛି। ମାଲ୍‌ବାହୀ ଟ୍ରେନ୍‌ଟି ଭଦ୍ରକରୁ ଖୋର୍ଦ୍ଧା ଯାଉଥିବା ବେଳେ ଶିଖରପୁର ଲେବଲ୍ କ୍ରସିଂ ନିକଟରେ ଟ୍ରେନ୍‌ର ଗୋଟିଏ ବଗି ଲାଇନ୍‌ଚ୍ୟୁତ ହୋଇଥିବା ଜଣାପଡ଼ିଛି। ୧୦ ନମ୍ବର ଟ୍ରାକ୍‌ରେ ଏହା ଲାଇନ୍‌ଚ୍ୟୁତ‌ ହୋଇଛି। ରେଲ୍‌ୱେର ଟେକ୍ନିକାଲ ଟିମ୍‌ ଓ RPF ଘଟଣାସ୍ଥଳରେ ପହଞ୍ଚି ସ୍ଥିତିର ଅନୁଧ୍ୟାନ କରୁଛନ୍ତି। ଏହି ଘଟଣା ପରେ ଅନ୍ୟ ଯାତ୍ରୀବାହୀ ଟ୍ରେନ୍‌ ଯିବା ଆସିବାରେ […]

  • Saturday, 03 July 2021
ବିଧାନସଭା ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ହେବ କରୋନା ଟେଷ୍ଟ

ଭୁବନେଶ୍ୱର: ବିଧାନସଭା ଅଧିବେଶନ ପୂର୍ବରୁ ସବୁ ବିଧାୟକଙ୍କର ହେବ କରୋନା ଟେଷ୍ଟ।  ଏ ନେଇ ସ୍ୱାସ୍ଥ୍ୟବିଭାଗ ପକ୍ଷରୁ ଗାଇଡ୍‌ଲାଇନ୍ସ ଜାରି ହୋଇଛି। ବିଧାୟକଙ୍କ ସହ ସେମାନଙ୍କର ବ୍ୟକ୍ତିଗତ ସୁରକ୍ଷାକର୍ମୀ ଓ ଡ୍ରାଇଭରମାନଙ୍କ ମଧ୍ୟ କରୋନା ଟେଷ୍ଟ କରାଯିବ। ବିଧାୟକ, ବ୍ୟକ୍ତିଗତ ସୁରକ୍ଷାକର୍ମୀ ଓ ଡ୍ରାଇଭରଙ୍କର RT-PCR ଟେଷ୍ଟ ହେବ। ଏଥିପାଇଁ ୨୭ ଓ ୨୮ ତାରିଖ ଦୁଇ ଦିନ ବିଧାନସଭା ପରିସରରେ ସ୍ୱତନ୍ତ୍ର କ୍ୟାମ୍ପରେ ଟେଷ୍ଟ କରାଯିବ। ବିଧାନସଭା ଅଧିବେଶନର ପଞ୍ଚମ ଦିନ ଅର୍ଥାତ୍ ୪ ତାରିଖ […]

  • Saturday, 03 July 2021
ଅାନନ୍ଦ ଉଲ୍ଲାସର ସହିତ ଛଟ୍ ପର୍ବ ପାଳନ
ଅାନନ୍ଦ ଉଲ୍ଲାସର ସହିତ ଛଟ୍ ପର୍ବ ପାଳନ

ରାଉରକେଲା :  ଅାନନ୍ଦ ଉଲ୍ଲାସର ସହିତ ଛଟ୍ ପର୍ବ ପାଳନ କରାଯାଉଛି। ରବିବାରରୁ ଅାରମ୍ଭ ହୋଇଥିବା ଏହି ପର୍ବ ଅାସନ୍ତାକାଲି ଶେଷ ହେବ। ପୂଜା ପାଠ ପରେ ଅାଜି ବିଭିନ୍ନ ଜଳାଶୟ ନିକଟରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ପ୍ରଥମେ ଅର୍ଘ୍ୟ ଦେବା ପରେ ବୁଧବାର ଦିନ ପାହାନ୍ତାରୁ ନଦୀକୂଳରେ ସୂର୍ଘ୍ୟଙ୍କୁ ଦ୍ୱିତୀୟ ଅର୍ଘ୍ୟ ଅର୍ପଣ କରିବେ ବ୍ରତଧାରୀ। ନିଜ ଘର ଓ ପରିବାରର ସୁଖଶାନ୍ତି କାମନା କରି ପୂଜା ସମାପନ କରାଯିବ। ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବ୍ରାହ୍ମଣୀ, କୋଏଲ […]

  • Saturday, 03 July 2021
highcourt
ଦୁର୍ଗା ମୂର୍ତ୍ତିର ଉଚ୍ଚତା ସମ୍ପର୍କରେ ଡିସିପିଙ୍କୁ ଜଣାଅ: ହାଇକୋର୍ଟ

କଟକ: ଦୁର୍ଗା ମୂର୍ତ୍ତିର ଉଚ୍ଚତା ସମ୍ପର୍କରେ କଟକ ଡିସିପିଙ୍କୁ ଜଣାଅ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆଜି ସଂଧ୍ୟା ୭ଟା ସୁଦ୍ଧା ତିଆରି ଚାଲିଥିବା ମୂର୍ତ୍ତି ଉଚ୍ଚତା ଜଣାଇବାକୁ କୁହାଯାଇଛି। ପ୍ରତ୍ୟେକ ପୂଜା କମିଟି ନିଜ ନିଜ ମୂର୍ତ୍ତି ଉଚ୍ଚତା ଡିସିପିଙ୍କୁ ଜଣାଇବେ। ଡିସିପିଙ୍କୁ ଜଣାଇବା ପରେ ପୁଲିସ ପୂଜା ମଣ୍ଡପ ବୁଲି ଦେଖିବେ। କମିଟି ଆବେଦନ ଅନୁସାରେ ମୂର୍ତ୍ତି ଉଚ୍ଚତା ପାଇଁ ଅନୁମତି ଦିଆଯିବ। ଏବେ ଯେଉଁ କମିଟି ଯେତିକି ଉଚ୍ଚର ମୂର୍ତ୍ତି […]

  • Saturday, 03 July 2021
corona patient
ଡାକ୍ତରଖାନା ସ୍ଥାନାନ୍ତର କରୁଥିବା କରୋନା ରୋଗୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ଭୁବନେଶ୍ୱରକୁ ଆସୁଥିବା କରୋନା ରୋଗୀଙ୍କ ପାଇଁ ରାଜ୍ୟ ସରକାର ଦେଲେ ଏମିତି ପରାମର୍ଶ । ଯେଉଁ ଆକ୍ରାନ୍ତ କଟକ ଓ ଭୁବନେଶ୍ୱର ଆସୁଛନ୍ତି, ସେମାନେ ଉପଯୁକ୍ତ ଡାକ୍ତରୀ ପରାମର୍ଶ ଓ ଚିକିତ୍ସା ସୁବିଧା ସହ ଆସିବାକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି । ବିଭିନ୍ନ ଜିଲ୍ଲାରୁ ଡାକ୍ତରଙ୍କ ପରାମର୍ଶକ୍ରମେ ଆସୁଥିବା ଆକ୍ରାନ୍ତମାନେ ଉପଯୁକ୍ତ ଚିକିତ୍ସା ଉପକରଣ, ଅକ୍ସିଜେନ୍ ସିଲିଣ୍ଡର ଆଶିବା ଆବଶ୍ୟକ । ଅନ୍ୟ ଜିଲ୍ଲାର ରୋଗୀଙ୍କ ପାଇଁ ଭୁବନେଶ୍ୱର ଓ କଟକରେ […]

  • Saturday, 03 July 2021
chhatara
ବିନା ଭକ୍ତରେ ପାଳନ ହେବ ଛତର ଯାତ୍ରା

ଭବାନୀପାଟଣା: କରୋନା ପାଇଁ ଫିକା ପଡିବ ଛତର ଯାତ୍ରା। ଏଥର ବିନା ଭକ୍ତରେ ପାଳନ ହେବ କଳାହାଣ୍ଡିର ଅଧିଷ୍ଠାତ୍ରୀ ମାଣିକେଶ୍ୱରୀଙ୍କ ଛତର ଯାତ୍ରା। କରୋନା ମାର୍ଗଦର୍ଶିକା ଅନୁସାରେ ପୂଜାରୀ ଓ ସହଯୋଗୀଙ୍କୁ ନେଇ ମାଆଙ୍କ ଛତର ନିର୍ଧାରିତ ସମୟରେ ମନ୍ଦିରରେ ପହଞ୍ଚିବ। ଏନେଇ କଳାହାଣ୍ଡି ଜିଲ୍ଲାପାଳ ଗାଭଲି ପରାଗ ହର୍ଷଦ ସୂଚନା ଦେଇଛନ୍ତି। ଅକ୍ଟୋବର ୨୪ ତାରିଖରେ ଅନୁଷ୍ଠିତ ହେବ ମାଣିକେଶ୍ୱରୀଙ୍କ ଛତର ଯାତ୍ରା। ସେଥିପାଇଁ କଳାହାଣ୍ଡି ଜିଲ୍ଲାପାଳ ଗାଭଲି ପରାଗ ହର୍ଷଦଙ୍କ ଅଧ୍ୟକ୍ଷତାରେ ଆଜି ଏକ […]

  • Saturday, 03 July 2021
ada70857964a18c6a0aeb1f1723155c8
ସ୍କୁଲ ପରିସରରେ ଆରମ୍ଭ ହେବ ପରିବା ଚାଷ

ଭୁବନେଶ୍ୱର: ରାଜ୍ୟ ସରକାର ସ୍କୁଲରେ ଆରମ୍ଭ କରିବାକୁ ଯାଉଛନ୍ତି Kitchen Garden Concept।ଭୋଜନ ଯୋଜନା ଅଧିନରେ ଏହି ଯୋଜନା ଆରମ୍ଭ ହେବ। ଏ ନେଇ ରାଜ୍ୟର ୪୩ହଜାର ସ୍କୁଲକୁ  ୫ ହଜାର ଲେଖାଏଁ ଟଙ୍କା ଦିଆଯାଇଛି। ଏଥିରେ ଜିଲ୍ଲା ଉଦ୍ୟାନ କୃଷି ବିଭାଗ କିଟ୍ ଦେବ। ପରିସରରେ ବିଭିନ୍ନ ପନିପରିବା ଲଗାଯିବ। ସ୍କୁଲ ଖୋଲିଲେ ସେହି ପନିପରିବାରୁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ହେବ। ବର୍ତ୍ତମାନ କେବଳ ସ୍କୁଲ କର୍ତ୍ତୃପକ୍ଷ ଏହି ଚାଷ ସ୍କୁଲ ପରିସରରେ କରିବେ। ସ୍କୁଲ […]

  • Saturday, 03 July 2021