• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

low-pressure
ଦାନା ବାନ୍ଧୁଛି ଆଉଏକ ଲଘୁଚାପ

ଭୁବନେଶ୍ୱର: ଦାନା ବାନ୍ଧୁଛି ଆଉଏକ ଲଘୁଚାପ। ଯାହାର ପ୍ରଭାବରେ ଆସନ୍ତା ୨୦ ତାରିଖରୁ ତିନିଦିନ ଧରି ଅର୍ଥାତ୍ ୨୨ ତାରିଖ ଯାଏ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ଅଛି। ଏପରିକି ୧୩ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଦେଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ସେହି ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗିର, ନୂଆପଡ଼ା, ବରଗଡ଼, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ। ୨୦ ତାରିଖରୁ ସମୁଦ୍ରକୁ ନଯିବାକୁ ମତ୍ସ୍ୟଜୀବୀଙ୍କୁ […]

  • Saturday, 03 July 2021
plasma
ରାଜ୍ୟରେ ହଜାରେ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପିରେ ଚିକିତ୍ସା

ଭୁବନେଶ୍ଵର: ରାଜ୍ୟରେ ପ୍ଲାଜମା ଥେରାପିର ଅପାର ସଫଳତା। ରାଜ୍ୟରେ ହଜାରେ ଜଣ କରୋନା ଆକ୍ରାନ୍ତଙ୍କୁ ପ୍ଲାଜମା ଥେରାପି ମାଧ୍ୟମରେ ଚିକିତ୍ସା କରାଯାଇଛି। ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ବିଭାଗ ପକ୍ଷରୁ ଟ୍ଵିଟ୍ କରି କୁହାଯାଇଛି ଯେ, ରାଜ୍ୟରେ ଏବେ ସୁଦ୍ଧା ୧୦୦୦ ଜଣ ଆକ୍ରାନ୍ତଙ୍କୁ ପ୍ଲାଜମା ଦିଆଯାଇ ଚିକିତ୍ସା କରାଗଲାଣି। It’s an admirable achievement for the entire team of Plasma Therapy to cross the milestone of administering Plasma to over […]

  • Saturday, 03 July 2021
bad-saalasa
ଆମେରିକାରେ ଜଲୱା ଦେଖାଲେ ଓଡ଼ିଆ ପୁଅ

ରାୟଗଡ଼ା: ରିୟଲିଟି ସୋ ଆମେରିକାସ୍ ଗଟ୍ ଟାଲେଣ୍ଟରେ କିମିଆଁ କରୁଛନ୍ତି ଜଣେ ଓଡ଼ିଶା ପୁଅ। ଆଦିବାସୀ ଅଧ୍ୟୁଷିତ ରାୟଗଡ଼ା ଜିଲ୍ଲାର ସୁମନ୍ଥ ନିଜ ନୃତ୍ୟକଳାର ଜଲୱା ଦେଖାଇ ସାରା ବିଶ୍ୱକୁ ଚମକାଇ ଦେଇଛନ୍ତି। ଆମେରିକାସ୍ ଗଟ୍ ଟାଲେଣ୍ଟର କ୍ୱାର୍ଟର ଓ ସେମି ଫାଇନାଲରେ ହିପ୍ ହପ୍ ଏବଂ ସାଲସା ଡ୍ୟାନ୍ସ ପ୍ରଦର୍ଶନ କରି ଫାଇନାଲକୁ ଯାଇଛନ୍ତି ସୁମନ୍ଥ। କୋଲକାତାର ତାଙ୍କ ପୁରୁଣା ପାର୍ଟନର ସୋନାଲିଙ୍କ ସହ ମିଶି ସୁମନ୍ଥ ସଫଳତା ପାଇ ଚାଲିଛନ୍ତି। ୨୦୧୨ରେ ଇଣ୍ଡିଆସ ଗଟ୍ […]

  • Saturday, 03 July 2021
community spread
ଓଡ଼ିଶାରେ ଅତି ଭୟଙ୍କର ହେଲାଣି ଗୋଷ୍ଠୀ ସଂକ୍ରମଣ

ଭୁବନେଶ୍ୱର: ଓଡ଼ିଶାରେ ମହାମାରୀ କରୋନା ଗୋଷ୍ଠୀ ସଂକ୍ରମଣର ଷ୍ଟେଜ ଫୋର୍‌ରେ ପହଞ୍ଚିଛି! ଯାହାକି ଅତି ଭୟଙ୍କର। କରୋନା ପଜିଟିଭ୍‌ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି। ଦୈନିକ ୪ ହଜାର ପଜିଟିଜ୍‌ ଚିହ୍ନଟ ହେଉଛନ୍ତି। ଏହି ଟ୍ରେଣ୍ଡ ଖସିବାକୁ ଆହୁରି ମାସେ ଲାଗିବ। ଯଦି ଲୋକେ ସଚେତନ ହୁଅନ୍ତି, ତାହାଲେ ନଭେମ୍ବର ୧୭ ଆଡ଼କୁ ପ୍ଲାଟୋ ସ୍ଥିତିକୁ ଆସିପାରେ ବୋଲି କହୁଛନ୍ତି ବିଶେଷଜ୍ଞ। ତଥ୍ୟ ଅନୁସାରେ ଅଗଷ୍ଟ ୨୩ରେ ସର୍ବାଧିକ ୬୮,୯୦୬ ଟେଷ୍ଟିଂ ହୋଇଥିଲା। ଯେଉଁଥିରୁ ୨୯୯୩ […]

  • Saturday, 03 July 2021
durga puja
‘ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି’

ଭୁବନେଶ୍ୱର: ଓଡ଼ିଶା ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଉଚ୍ଚତାରେ ହିଁ ନିର୍ମାଣ ହେବ ମା’ ଦୁର୍ଗାଙ୍କ ପ୍ରତିମୂର୍ତ୍ତି। କଟକ ସହରର ୧୬୨ଟି ପୂଜା ମଣ୍ଡପ ବୁଲି ଦେଖିବା ପରେ ପୋଲିସ୍‌ କମିଶନର ସୁଧାଂଶୁ ଷଡଙ୍ଗୀ ଏହି ସୁପାରିସ କରିଛନ୍ତି। ପୋଲିସ୍‌ କମିଶନର କହିଛନ୍ତି, କଟକ ସହରର ୧୪୨ଟି ମଣ୍ଡପରେ ଏଯାଏ ମୂର୍ତ୍ତିଗଢା କାମ ଆରମ୍ଭ ହୋଇନାହିଁ। ୨/୪ଟି ମଣ୍ଡପ ଅମାନିଆ ହୋଇ ଅଧିକ ଉଚ୍ଚର ମୂର୍ତ୍ତି ନିର୍ମାଣ କରିଛନ୍ତି। ତେବେ ଅମାନିଆଙ୍କୁ ଅନୁମତି ଦେଲେ ଅନ୍ୟମାନେ ଅସମ୍ମାନିତ ହେବେ […]

  • Saturday, 03 July 2021
cuttack and bbsr dcp
ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

କଟକ/ଭୁବନେଶ୍ୱର: ଟ୍ୱିନ୍‌ସିଟିରେ କରୋନା କଟକଣା ପାଳନରେ ଢିଲା ପଣକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅସନ୍ତୋଷ ପରେ ଏବେ ଆକ୍ସନ ମୋଡ୍‌ରେ‌ ପୋଲିସ୍। କୋଭିଡ୍ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଯେଉଁମାନେ ମାସ୍କ ପିନ୍ଧୁ ନାହାନ୍ତି କିମ୍ବା ସାମାଜିକ ଦୂରତ୍ୱ ପାଳନ କରୁ ନାହାନ୍ତି ସେମାନଙ୍କ ନିକଟରୁ ଜରିମାନା ଆଦାୟ ସହ ସେମାନଙ୍କୁ ତାଗିଦ୍‌ କରାଯାଉଛି। ନିଜେ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ରାଜଧାନୀ ଭୁବନେଶ୍ୱରର ସହିଦନଗର, ଲକ୍ଷ୍ମୀସାଗର ଓ ବରମୁଣ୍ଡାର ରୁଚିକା […]

  • Saturday, 03 July 2021
corona
ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ପୁରୀ: ଓଡ଼ିଶାରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉ ଥିବାବେଳେ ପୁରୀ ଜିଲ୍ଲାରେ ମଧ୍ୟ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପୁରୀ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ଏବେ ୩୨ରେ ପହଞ୍ଚିଛି। ଗତ ୮ ତାରିଖରେ ମୃତ୍ୟୁ ସଂଖ୍ୟା ୧୬ ଥିବାବେଳେ ଏବେ ଏହି ସଂଖ୍ୟା ୩୨କୁ ବୃଦ୍ଧି ପାଇବା ପୁଣି ଏତେକମ୍ ଦିନ […]

  • Saturday, 03 July 2021
corona updates in odisha
ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୧୮୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । Corona Updates In Odisha: ଚିହ୍ନଟ ନୂଆ ୪,୧୮୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୧୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ […]