• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

ମିଳିଲାନି କାନ୍ଧ; ଗାଁ ଦାଣ୍ଡରେ ପଡି ରହିଲା ଶବ

ନୟାଗଡ଼: ମରିଗଲା ମାନବିକତା। ବଞ୍ଚିଥିବା ବେଳେ ଗାଁ ରୁ  ଏକଘରକିଆ କରି ଦେଇଥିଲେ। ଏବେ ମଲା ପରେ କେହି ଆସିଲେନି ଶବକୁ କାନ୍ଧ ଦେବାଲାଗି । ଆଉ ଗତକାଲି ରାତିରୁ ଗାଁ ମୁଣ୍ଡରେ ପଡିରହିଛି ଶବ। ନୟାଗଡ଼ ଜିଲ୍ଲା ଶରଣକୂଳ ଥାନା ଅନ୍ତର୍ଗତ ପାଣିଭଣ୍ଡାର ଗାଁ ଦେଖିବାକୁ ମିଳିଛି ଏଭଳି ଦୃଶ୍ୟ । ସୂଚନା ଅନୁଯାୟୀ, ଗାଁର ପ୍ରଫୁଲ୍ଲ ଡାକୁଆଙ୍କ ପରିବାରକୁ ଵର୍ଷେ ତଳେ ଗାଁରୁ ବାସନ୍ଦ କରିଦେଇଥିଲେ। ଗାଁରେ କଙ୍ଗାରୁ କୋର୍ଟ ବସାଇ ଏପରି ନିଷ୍ପତି […]

  • Saturday, 03 July 2021
0bfec84121b42a717e8e25b12d818f36
ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲା: ମହିଳା ଥାନାରେ ହାଜର ହେଲେ ଓଟିଭି HR ମୁଖ୍ୟ

ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ଆଜି ଭୁବନେଶ୍ୱର ମହିଳା ଥାନାରେ ହାଜର ହୋଇଛନ୍ତି ଓଟିଭି HR ମୁଖ୍ୟ। ପୂର୍ବରୁ ଓଟିଭିର ଦୁଇ ବରିଷ୍ଠ ସାମ୍ବାଦିକ ଓ HR ସହଯୋଗୀ ଥାନାରେ ହାଜର ହୋଇଥିଲେ। ପୋଲିସକୁ ତଦନ୍ତରେ ପୂର୍ଣ୍ଣ ସହଯୋଗ କରି ହାଜର ହେଉଛନ୍ତି ଓଟିଭି କର୍ମଚାରୀ। ହେଲେ ମାମଲାରେ ଅଭିଯୁକ୍ତ ଥିବା ପୋଲିସ କର୍ମଚାରୀଙ୍କୁ ଏବେ ଯାଏ ଚିହ୍ନଟ କରିନି ପୋଲିସ୍। ଓଟିଭିକୁ ବାରମ୍ବାର ଡାକୁଥିଲେ ବି ନିଜ କର୍ମଚାରୀଙ୍କୁ ଚିହ୍ନଟ କରିପାରିନି ପୋଲିସ। […]

  • Saturday, 03 July 2021
heavy rain in odisha
ସତର୍କ ରୁହ, ୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ଏ ନେଇ  ୟେଲୋ ଓ୍ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର। ବଙ୍ଗୋପ ସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ୪ ଜିଲ୍ଲାରେ ପ୍ରବଳ ବର୍ଷା ହେବ। ସେଥିପାଇଁ ସ୍ଥିତିକୁ ଦେଖି ସତର୍କ ରହିବାକୁ ଜିଲ୍ଲାପାଳମାନଙ୍କୁ ପରାମର୍ଶ ଦେଇଛନ୍ତି SRC । ଅରେଞ୍ଜ ଓ ୟେଲୋ ୱାର୍ଣ୍ଣିଂ ଥିବା ଜିଲ୍ଲାମାନଙ୍କ ପ୍ରତି ସଜାଗ ରହିବାକୁ କୁହାଯାଇଛି। ସମ୍ଭାବ୍ୟ ବନ୍ୟା ଓ ମାଟି ଅତଡ଼ା ଧସିବା ପରିସ୍ଥିତିର ମୁକାବିଲା ପ୍ରସ୍ତୁତି ଏସ୍‌ଆର୍‌ସି ପରାମର୍ଶ […]

  • Saturday, 03 July 2021
bhubaneswar
Bhubaneswar Corona News: ୩୦୫ କରୋନା ପଜିଟିଭ ଚିହ୍ନଟ, ୨୧୫ ଲୋକାଲ୍‌ କେସ

ଭୁବନେଶ୍ୱର: ଦିନକରେ ଆକ୍ରାନ୍ତ ହେଲେ ୩୦୫ କରୋନା ଆକ୍ରାନ୍ତ। ଏମାନଙ୍କୁ ମଧ୍ୟରୁ ୯୦ କ୍ୱାରେଣ୍ଟାଇନ୍‌ରୁ ହୋଇ ଥିବା ବେଳେ ୨୧୫ ଲୋକାଲ୍‌ କେସ ରହିଛି । ଏନେଇ ଟ୍ୱିଟ୍‌ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି ୫୧୭ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। Bhubaneswar Corona News ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ?  ବଡ଼ଗଡ଼ ବ୍ରିଟ୍‌ କଲୋନୀରୁ ୩, ବାପୁଜୀ ନଗରରୁ ୪, ବମିଖାଲ୍‌ରୁ ୩, ବୁଦ୍ଧେଶ୍ୱର କଲୋନୀରୁ ୩, ଚନ୍ଦକାରରୁ ୫, ଚନ୍ଦ୍ରଶେଖରପୁର […]

  • Saturday, 03 July 2021
ojee
୧୨ରୁ OJEE ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ଅକ୍ଟୋବର ୧୨ରୁ ୧୯ ତାରିଖ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ ଓଜେଇଇ। ଏ ନେଇ ସୂଚନା ଦେଇଛନ୍ତି OJEE ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ। ମୋଟ ୫୩ଟି ସେଣ୍ଟରରେ ହେବ OJEE ପରୀକ୍ଷା। ଏହି ପରୀକ୍ଷା ରାଜ୍ୟ ଭିତରେ ୨୧ଟି ସହରର ୫୦ଟି କେନ୍ଦ୍ରରେ ପରୀକ୍ଷା ହେବ। ତେବେ ରାଜ୍ୟ ବାହାରେ ଯଥା ରାଞ୍ଚି, କୋଲକାତା, ପାଟନାରେ ହେବ ପରୀକ୍ଷା। OJEEର ସବୁ ପରୀକ୍ଷା କମ୍ପ୍ୟୁଟର ବେସଡ ହେବ ବୋଲି କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି।

  • Saturday, 03 July 2021
Capture 2
ସୁସ୍ଥ ହେଉଛନ୍ତି  ଶ୍ରୀଜିଉ, ଶଗଡ଼ରେ ଦେଉଳି ମଠରୁ ଆସିଲା ଫଳ ଭାର

ପୁରୀ: ସୁସ୍ଥ ହେଉଛନ୍ତି  ଶ୍ରୀଜିଉ । ଅତ୍ୟଧିକ ସ୍ନାନ ପରେ ଜ୍ୱରରେ ପୀଡ଼ିତ ଥିବା ଚତୁର୍ଦ୍ଧା ମୂରତୀ, ଫୁଲୁରୀ ତେଲ ଲାଗି ହେବା ପରେ ଧୀରେ ଧୀରେ ସୁସ୍ଥ ହେଉଛନ୍ତି । ଏବେ ଅନବସର ଘରେ ଥିବା ଶ୍ରୀଜୀଉଙ୍କ ଲାଗି ଦେଉଳି…