• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

cm-naveen
NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ ଚିଠି

ଭୁବନେଶ୍ୱର: NEET ଓ JEE ପରୀକ୍ଷା ଘୁଞ୍ଚାଇବାକୁ କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିଆଲ ନିଶଙ୍କଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ପରୀକ୍ଷାକୁ ଘୁଞ୍ଚାଇବାକୁ କେନ୍ଦ୍ରମନ୍ତ୍ରୀଙ୍କୁ ଅନୁରୋଧ କରିଛନ୍ତି ନବୀନ। କରୋନା ଯୋଗୁ ପରୀକ୍ଷା କେନ୍ଦ୍ର ଯାଇ ପରୀକ୍ଷା ଦେବା ନିରାପଦ ନୁହେଁ, ବିଭିନ୍ନ ସ୍ଥାନରେ ସଟ୍ ଡାଉନ୍ ଓ ଲକ୍ ଡାଉନ୍ ମଧ୍ୟ ଯାତାୟାତରେ ସମସ୍ୟା କରିବ ବୋଲି ନବୀନ ଚିଠିରେ ଉଲ୍ଲେଖ କରିଛନ୍ତି। ଏଥିସହିତ ଓଡ଼ିଶାର […]

  • Sunday, 04 July 2021
naveen
କୋଭିଡ ସହାୟତା ପ୍ୟାକେଜକୁ ଅନୁମୋଦନ; ଅଣୁ ଓ କ୍ଷୁଦ୍ର ଉଦ୍ୟୋଗୀଙ୍କୁ ମିଳିବ ଋଣ

ଭୁବନେଶ୍ୱର: କରୋନାରେ କ୍ଷତିଗ୍ରସ୍ତ ଗ୍ରାମୀଣ ଅର୍ଥନୀତିର ପୁନରୁଦ୍ଧାର କୋଭିଡ୍-୧୯ ସହାୟତା ପ୍ୟାକେଜ୍‌କୁ ଅନୁମୋଦନ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ପ୍ୟାକେଜ୍‌ରେ ଗ୍ରାମାଞ୍ଚଳର ଗରିବ, ଅତିଗରିବ ଓ ପ୍ରବାସୀଙ୍କ ପାଇଁ ୪ ପ୍ରକାର ବ୍ୟବସ୍ଥା ହୋଇଛି। ଅଣୁ ଓ କ୍ଷୁଦ୍ର ଉଦ୍ୟୋଗର ବିକାଶ ପାଇଁ ୫୦ ହଜାର ପର୍ଯ୍ୟନ୍ତ  ଋଣ ବ୍ୟବସ୍ଥା କରାଯାଇଛି। ଏସ୍ଏଚ୍‌ଜି ସଭ୍ୟା କିମ୍ବା ପରିବାରର ସଦସ୍ୟ ଏହି ଋଣ ନେଇପାରିବେ। କୃଷି, ଅଣକୃଷି କ୍ଷେତ୍ରରେ ଗଠିତ ଗୋଷ୍ଠୀଙ୍କୁ ଦେଢ଼ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ […]

  • Sunday, 04 July 2021
sambalpur
ଅନ୍ତର୍ଜାତୀୟ ସ୍ତରରେ ସ୍ଥାନ ପାଇଲା ଓଡ଼ିଶାର ସମ୍ବଲପୁରୀ ହସ୍ତତନ୍ତ କଳା

ଭୁବନେଶ୍ୱର; ଅନ୍ତର୍ଜାତୀୟ ସ୍ତରରେ ସ୍ଥାନ ପାଇଲା ଓଡ଼ିଶାର ସମ୍ବଲପୁରୀ ହସ୍ତତନ୍ତ କଳା। ବିଶ୍ୱସ୍ତରୀୟ ସ୍ଥାପତ୍ୟକଳା ଡିଜିନ୍ ମାଗାଜିନରେ ସ୍ଥାନ ପାଇଛି ଓଡ଼ିଶା କୃଷି ଭବନର ସ୍ଥାପତ୍ୟ କଳା। ଏହି ମାଗାଜିନରେ କୌଣସି ଭାରତୀୟ ସରକାରୀ ବିଲ୍ଡିଂ ସ୍ଥାନ ପାଇବା ପ୍ରଥମ। ଆମ ଦେଶରେ ଥିବା ସମସ୍ତ ସରକାରୀ ବିଲଡିଂ ମଧ୍ୟରୁ ଓଡ଼ିଶା କୃଷି ଭବନ ଅନ୍ୟତମ ବୋଲି କୁହାଯାଇଛି।  ସମ୍ବଲପୁରର ଇକତ୍  ଡିଜାଇନ୍ ଏବଂ ଶାଢ଼ି ଭଳି ଏହି ବିଲ୍ଡିଂର ଡିଜାଇନ କରାଯାଇଛି। ବିଭିନ୍ନ ସ୍ଥାପତ୍ୟକୁ ନେଇ […]

  • Sunday, 04 July 2021
pratap
ଚଳିତ ଆର୍ଥିକ ବର୍ଷ ରାଜ୍ୟରେ ୨ଗୁଣରୁ ଅଧିକ ପକ୍କା ଘର ନିର୍ମାଣ ହୋଇଛି

ଭୁବନେଶ୍ୱର: ରାଜ୍ୟରେ ଚଳିତ ଆର୍ଥିକ ବର୍ଷ ରାଜ୍ୟରେ ୨ଗୁଣରୁ ଅଧିକ ପକ୍କା ଘର ନିର୍ମାଣ ହୋଇଛି। ଚଳିତ ଆର୍ଥିକ ବର୍ଷ ନିର୍ମାଣ ହୋଇଛି ୧ ଲକ୍ଷ ୧୪ ହଜାର ୬୪୪ ପକ୍କା ଘର। ଏହା ଗତ ଆର୍ଥିକ ବର୍ଷଠାରୁ ଦୁଇ ଗୁଣ ଅଧିକ। ୨୦୧୪-୧୫ରୁ ଏଯାଏଁ ୨୬ ଲକ୍ଷ ୮୪ ହଜାର ୮୧୮ ପକ୍କା ଘର ନିର୍ମାଣ ସରିଛି। ଶୀଘ୍ର ଘର ଶେଷ କରିବା ଲାଗି ୮୨୮ କୋଟିର ପ୍ରୋତ୍ସାହନ ରାଶି ଦିଆଯାଇଛି। ଶ୍ରୀଘ୍ର ଗୃହ ନିର୍ମାଣ […]

  • Sunday, 04 July 2021
dog
କୁକୁରକୁ ମାରି ୩ ଜଣ ଗିରଫ

ଗଜପତି: କୁକୁରକୁ ମାରି ୩ ଜଣ ଗିରଫ ହୋଇଛନ୍ତି। ଘଟଣା ଘଟିଛି ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିରେ। ବାଟଗୌଡ଼ ସାହିରେ ଏକ ବୁଲା କୁକୁରକୁ ୩ ଜଣ ଯୁବକ ନିଷ୍ଠୁର ଭାବେ ହତ୍ୟା କରିବା ଭିଡିଓ ଭାଇରାଲ୍ ହୋଇଥିଲା। ଏହାକୁ ସ୍ଥାନୀୟ ବୁଦ୍ଧିଜବୀ, ଭୁବନେଶ୍ୱରର ପିପଲ୍ ଫର୍ ଆନିମାଲ୍ସ ସଂଗଠନ ଏବଂ ସ୍ଥାନୀୟ ବିଜେପି ବିଧାୟକ କେ. ନାରାୟଣ ରାଓ ପ୍ରମୁଖ ଘଟଣାକୁ ଘୋର ନିନ୍ଦା କରିଥିଲେ। ମାରିଥିବା ଯୁବକ ମାନଙ୍କୁ ଗିରଫ କରିବାକୁ ଦାବି କରିଥିଲେ। […]

  • Sunday, 04 July 2021
cometative
ପରୀକ୍ଷା ଘୁଞ୍ଚାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

ଭୁବନେଶ୍ୱର: ପରୀକ୍ଷା ଘୁ଼ଞ୍ଚାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ରାଜ୍ୟସଭା ସାଂସଦ ଅମର ପଟ୍ଟନାୟକ। JEE, NEET ସହ ଅନ୍ୟ ସମସ୍ତ କମ୍ପିଟିଟିଭ୍ ପରୀକ୍ଷା ଘୁଞ୍ଚାଇବାକୁ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଛନ୍ତି ସାଂସଦ ଅମର ପଟ୍ଟନାୟକ। ବର୍ତ୍ତମାନ ସାରା ଦେଶରେ କୋଭିଡ୍ ମହାମାରୀ ଲାଗି ରହିଥିବା ବେଳେ ପରୀକ୍ଷା କରିବା ଲାଗି ସ୍ଥିତି ଅନୁକୁଳ ନଥିବା କହିଛନ୍ତି ସାଂସଦ। କୋଭିଡ୍ ଭଳି ସ୍ଥିତିରେ ଦେଶରେ ଯୋଗାଯୋଗ ବ୍ୟବସ୍ଥା ସଚଳ ହୋଇନାହିଁ। ଏହା ସହ ପରୀକ୍ଷା ସମୟରେ କେନ୍ଦ୍ର ବାହାରେ ଜନଗହଳି […]

  • Sunday, 04 July 2021
mao
ବର୍ଷକ ଭିତରେ ୧୬୦ ମାଓବାଦୀଙ୍କ ମୁଣ୍ଡ ନେଇଛନ୍ତି ସୁରକ୍ଷାକର୍ମୀ

ବର୍ଷକ ଭିତରେ ୧୬୦ ଜଣ ମାଓବଦୀଙ୍କ ମୃତ୍ୟୁ ହୋଇଛି। ସୁରକ୍ଷାକର୍ମୀଙ୍କ ଗୁଳିରେ ଅଧିକାଂଶ ନକ୍ସଲଙ୍କ ମୃତ୍ୟୁ ହୋଇଥିବା  ବେଳେ କେତେକ ଟପ୍ ମାଓନେତା କରୋନାର ମଧ୍ୟ ଶିକାର ହୋଇଛନ୍ତି। ଏକ ପ୍ରେସ୍ ରିଲିଜରେ ଏହି ସୂଚନା ଦେଇଛି ସେଣ୍ଟ୍ରାଲ କମିଟି।

  • Sunday, 04 July 2021