• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

ହୀରାକୁଦ ଡ୍ୟାମ୍‌ର ବନ୍ଦ ହେଲା ୩ ଗେଟ୍

ଭୁବନେଶ୍ୱର: ଓଡ଼ିଶା ପାଇଁ ଆଶ୍ୱସ୍ତିକର ଖବର। ହୀରାକୁଦ ଜଳଭଣ୍ଡାରର ବନ୍ଦ ହେଲା ୩ଟି ଗେଟ୍। ଏବେ ୪୩ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ତେବେ ହୀରାକୁଦ ସ୍ଥିତିରେ ସାମାନ୍ୟ ସୁଧାର ଆସିଛି। ଡ୍ୟାମ୍‌କୁ ଜଳ ପ୍ରବେଶ କମୁଛି। ଡ୍ୟାମ୍‌କୁ ୬ ଲକ୍ଷ ୮୮ ହଜାର ୮୬୩ କ୍ୟୁସେକ୍ ଜଳ ପ୍ରବେଶ କରୁଛି। ସେହିପରି ଡ୍ୟାମରୁ ୭ ଲକ୍ଷ ୬୫ ହଜାର ୦୯୮ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି। ହୀରାକୁଦରେ ଜଳ ଧାରଣ କ୍ଷମତା ୬୩୦ […]

  • Sunday, 04 July 2021
debi
ବିଧାୟକ ଦେବୀ ମିଶ୍ର କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର: ଆଉ ଜଣେ ବିଧାୟକଙ୍କୁ କରୋନା। ବଡ଼ମ୍ବା ବିଧାୟକ ଦେବୀ ମିଶ୍ର କରୋନାରେ ଆକ୍ରାନ୍ତ ହୋଇଥିବା ସୂଚନା ମିଳିଛି। କରୋନା ପଜିଟିଭ ନେଇ ସେ ନିଜେ ସୂଚନା ଦେଇଛନ୍ତି। ଏନେଇ ସେ ତାଙ୍କର ଫେସ୍‌ବୁକ୍‌ରେ ପୋଷ୍ଟ କରିଛନ୍ତି। ସେ ଲେଖିଛନ୍ତି ଯେ, ”ମୋର ହୋଇଥିବା ଟେଷ୍ଟିଂ ଆନୁଷ୍ଠନିକ କମ୍ୟୁନିକେସନରୁ କୋଭିଡ୍ ପଜିଟିଭ ବାହାରିଛି। ଅନ୍ୟ କର୍ମଚାରୀଙ୍କ ପରିବାର ବର୍ଗଙ୍କ ନେଗେଟିଭ ଆସିଛି। ଡ୍ରାଇଭରଙ୍କୁ ହେବାପରେ କାଲିଠାରୁ ମୁଁ ଆଇସୋଲେସନ୍‌ରେ ରହିଛି। ମୋର ଏବେ କୋଣସି ସଂକ୍ରମଣର ବାହ୍ୟ […]

  • Sunday, 04 July 2021
cmc
କଟକ ସହରରେ ୨୦୬ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ଆଜି କଟକ ସହରରେ ୨୦୬ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ କଣ୍ଟେନ୍‌ମେଣ୍ଟ ଜୋନ୍‌ରୁ ୨୨, ସରକାରୀ କ୍ୱାରେଣ୍ଟିନ୍‌ରୁ ୪୩ ଓ ହୋମ୍‌ କ୍ୱାରେଣ୍ଟିନ୍‌ରୁ ୫୪ ଜଣ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି କଟକ ମହାନଗର ନିଗମ (CMC)। କେଉଁ ଅଞ୍ଚଳରୁ କେତେ:- ଚାଉଳିଆଗଞ୍ଜ ନୂଆ ନିମ୍ବସାହି କଣ୍ଟେନମେଣ୍ଟ ଜୋନରୁ ୨୨ ଚିହ୍ନଟ ହୋଇଛନ୍ତି। ସେହିପରି SCB ଆଇସୋଲେସନ ୱାର୍ଡରୁ ୯, କଲେଜ ସ୍କୋୟାର- ୬ ଓ ଜୋବ୍ରାରୁ ୫ ଲୋକାଲ […]

  • Sunday, 04 July 2021
naveen
କାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: କାଲି ବନ୍ୟାଞ୍ଚଳ ପରିଦର୍ଶନ କରିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବନ୍ୟାଞ୍ଚଳ ପରିଦର୍ଶନ ପରେ ବରିଷ୍ଠ ଅଧିକାରୀଙ୍କ ସହ ବୈଠକ କରିବେ। ମୁଖ୍ୟମନ୍ତ୍ରୀଙ୍କ ବନ୍ୟାଞ୍ଚଳ ପରିଦର୍ଶନ ନେଇ ମୁଖ୍ୟ ଶାସନ ସଚିବ ସୂଚନା ଅସିତ୍ ତ୍ରିପାଠୀ ଦେଇଛନ୍ତି। ବନ୍ୟା ସ୍ଥିତି ନେଇ ମୁଖ୍ୟ ଶାସନ ସଚିବ କହିଛନ୍ତି ଯେ, ବ୍ରାହ୍ମଣୀ ସିଷ୍ଟମର ରେଙ୍ଗାଲି ଡ୍ୟାମର କେବଳ ୪ଟି ଗେଟ୍ ଖୋଲା ଯାଇଥିଲା। ମାତ୍ର ପ୍ରବଳ ବର୍ଷା ପାଇଁ ବରୀରେ ପ୍ରଭୂତ କ୍ଷତି ହୋଇଛି। ଲଗାତର ୩ଟି ଲଘୁଚାପ […]

  • Sunday, 04 July 2021
bmc
ଭୁବନେଶ୍ୱରରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୦ ହଜାର ଟପିଲା

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୫୧୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଜି BMCରୁ ୨୯୭ ଜଣ ସୁସ୍ଥ ହୋଇଛନ୍ତି। ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। Update on newly detected & cured #COVID19 cases in the last 24 hrs under the BMC area on 30th Aug 2020(till 9am). The ward wise active […]

  • Sunday, 04 July 2021
mask
ସୁସ୍ଥ ହେଲେ ୨୫୧୯ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ଆଜି ରାଜ୍ୟରେ ୨୫୧୯ କରୋନାରୁ ସୁସ୍ଥ ହୋଇଛନ୍ତି। ଏଯାବତ କରୋନାରୁ ଆରୋଗ୍ୟଙ୍କ ସଂଖ୍ୟା ୭୩,୨୩୩କୁ ବୃଦ୍ଧି ହୋଇଛି। ଏନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଆଜି ହୋଇଥିବା ଆରୋଗ୍ୟଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪୧୯, ଗଞ୍ଜାମରୁ ୨୧୬, ପୁରୀରୁ ୨୧୦, ରାୟଗଡ଼ାରୁ ୨୦୫, କୋରାପୁଟରୁ ୧୬୯, ମୟୂରଭଞ୍ଜରୁ ୧୫୦, କଟକରୁ ୧୨୯, ବାଲେଶ୍ୱରରୁ ୧୦୦, ନୟାଗଡ଼ରୁ ୯୫, ସମ୍ବଲପୁରରୁ ୮୫, ମାଲକାନଗିରିରୁ ୮୪, ଭଦ୍ରକରୁ […]

  • Sunday, 04 July 2021
plasma
ପ୍ଲାଜମା ଥେରାପିରେ ସୁସ୍ଥ ହେଲେ ୧୦୪ କରୋନା ଆକ୍ରାନ୍ତ

ଭୁବନେଶ୍ୱର: କରୋନାକୁ ମାତ୍ ଦେବା ପାଇଁ ପ୍ଲାଜମା ସାଜିଛି ଇଶ୍ୱରଙ୍କ ବରଦାନ। ଆଜି ପ୍ଲାଜମା ଥେରାପିରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ୧୦୪ କରୋନା ଆକ୍ରାନ୍ତ। ଏହି ସଫଳତାକୁ ନେଇ ପ୍ଲାଜ୍‌ମା ଥେରାପି ଟିମ୍ ଏବଂ ପ୍ଲାଜ୍‌ମା ଦାନ କରୁଥିବା ବ୍ୟକ୍ତିଙ୍କୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅଭିନନ୍ଦନ ଜଣାଇଛି। Today, #Odisha achieved a rare distinction of having discharged 104 patients after treatment through Plasma Therapy & […]

  • Sunday, 04 July 2021
ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ର ଆଉ ୪ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଫଳରେ ଏବେ ୩୬ଟି ଗେଟ୍‌ ଦେଇ ଜଳ ନିଷ୍କାସନ ଜାରି ରହିଛି। ଜଳ ଧାରଣ କ୍ଷମତା ୬୩୦ ଫୁଟ ଥିବାବେଳେ ଏବେ ଜଳ ପତ୍ତନ ୬୨୭.୨୯ ଫୁଟ ରହିିଛି। ପ୍ରତି ସେକେଣ୍ଡରେ ଡ୍ୟାମ୍‌କୁ ୪ ଲକ୍ଷ ୯୪ ହଜାର ୦୯୪ କ୍ୟୁସେକ୍ ଜଳ ପ୍ରବେଶ କରୁଥିବା ବେଳେ ୬ ଲକ୍ଷ ୬୫ ହଜାର ୬୨୪ କ୍ୟୁସେକ୍ ଜଳ ନିଷ୍କାସନ ହେଉଛି। କଟକ ମୁଣ୍ଡଳିରେ ୯ […]

  • Sunday, 04 July 2021