• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

ଭିଜିଲାନ୍ସ ଜାଲରେ ନିଲମ୍ବିତ IIC

ବାଲେଶ୍ୱର: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚାକିରିରୁ ନିଲମ୍ବିତ ହୋଇଥିବା IIC ଧନେଶ୍ୱର ସାହୁଙ୍କ ଘରେ ଭିଜିଲାନ୍ସ ଟିମ୍‌ ପକ୍ଷରୁ ଚଢ଼ଉ କରାଯାଇଛି। ସେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନାର IIC ଥିଲେ। ଧନେଶ୍ୱରଙ୍କ ଜଳେଶ୍ୱର ସ୍ଥିତ ସରକାରୀ କ୍ୱାର୍ଟର୍ସ, କଟକ ଏବଂ ଭୁବନେଶ୍ୱର ଘରେ  ରେଡ୍ ହୋଇଛି। ଧନେଶ୍ୱରଙ୍କ ସମ୍ପର୍କୀୟଙ୍କ ଘରେ ବି ଚଢ଼ଉ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଭିଜିଲାନ୍ସ ଟିମ୍ ମୋଟ୍ ୭ଟି ଠିକଣାରେ ଏହି ରେଡ୍ କରିଛି। ଏହାସହ ଭିଜିଲାନ୍ସ […]

  • Sunday, 04 July 2021
elephant tusks seized
କାର୍‌ରୁ ମିଳିଲା ପ୍ରାୟ ୧୦ ଲକ୍ଷ ଟଙ୍କାର ହାତୀ ଦାନ୍ତ

ଆନନ୍ଦପୁର: କେନ୍ଦୁଝର ହରିଚନ୍ଦପୁର ଥାନା ଅନ୍ତର୍ଗତ ବାୟାପିଟା ଗାଁ ନିକଟରୁ ୧୯ କିଲୋ ହାତୀ ଦାନ୍ତ ଜବତ କରିଛି ଆନନ୍ଦପୁର ବନ ବିଭାଗ। ଗତକାଲି ବିଳମ୍ବିତ ରାତିରେ ଏକ କାର୍‌ରେ ହାତୀ ଦାନ୍ତ ଚାଲାଣ ହେଉଥିବାବେଳେ ବନ ବିଭାଗ ଏହାକୁ ଜବତ କରିଛି। ଏହି ଘଟଣାରେ ୩ଜଣଙ୍କୁ ଗିରଫ କରାଯାଇଛି। ସୂଚନା ଅନୁସାରେ, ଏକ କାର୍‌ରେ ହାତୀ ଦାନ୍ତ ଚାଲାଣ ହେଉଥିବା ଖବର ପାଇ ଗତକାଲି ଆନନ୍ଦପୁର ଡିଏଫ୍‌ଓଙ୍କ ନେତୃତ୍ୱରେ ବନ ବିଭାଗର ଏକ ଟିମ୍‌ ଉକ୍ତ […]

  • Sunday, 04 July 2021
ବନ୍ଦ ହେଲା ହୀରାକୁଦ ଡ୍ୟାମ୍‌ର ଆଉ ୪ ଗେଟ୍

ସମ୍ବଲପୁର: ହୀରାକୁଦ ଡ୍ୟାମ୍‌ରେ ଜଳସ୍ତର କମିବା ପରେ ଆଉ ୪ଟି ଗେଟ୍‌କୁ ବନ୍ଦ କରି ଦିଆଯାଇଛି। ଏବେ ଡ୍ୟାମ୍‌ର ୨୪ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଛି। ଆଜି ସକାଳେ ହୀରାକୁଦ ଡ୍ୟାମ୍‌ର ୩୨ଟି ଗେଟ୍ ଦେଇ ଜଳ ନିଷ୍କାସନ ଜାରି ରହିଥିଲା। ପ୍ରଥମେ ୪ଟି ଗେଟ୍‌କୁ ବନ୍ଦ କରାଯାଇଥିବା ବେଳେ ଏହାର କିଛି ଘଣ୍ଟା ପରେ ଆଉ ୪ଟି ଗେଟ୍‌କୁ ବନ୍ଦ କରାଯାଇଥିଲା। ଅର୍ଥାତ୍‌ ୮ଟି ଗେଟ୍‌କୁ ବନ୍ଦ କରାଯାଇଛି। ଏବେ ଡ୍ୟାମ୍‌ର ୨୪ଟି […]

  • Sunday, 04 July 2021
corona
୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ କରୋନା ଆକ୍ରାନ୍ତ‌ ଚିହ୍ନଟ

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ୩୦ ଜିଲ୍ଲାରୁ ଏହି ଆକ୍ରାନ୍ତମାନେ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୩,୦୨୫ ଆକ୍ରାନ୍ତଙ୍କ ମଧ୍ୟରୁ ୧,୮୪୪ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୧୮୧ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୬୬୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ […]

corona 22
Corona Deaths in Odisha: ୫୦୦ ଟପିଲା ମୃତ୍ୟୁ ସଂଖ୍ୟା

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ  ୧୧ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ର ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୫୦୩ ହୋଇଛି। ଖୋର୍ଦ୍ଧା, ମୟୂରଭଞ୍ଜ ଓ ପୁରୀରୁ ୨ଜଣ ଲେଖାଏ, କଟକ, ଗଞ୍ଜାମ, ଜଗତସିଂହପୁର, କନ୍ଧମାଳ ଓ ରାୟଗଡ଼ାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଅନ୍ୟପକ୍ଷରେ, ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୩,୦୨୫ ନୂଆ କରୋନା ଆକ୍ରାନ୍ତ‌ […]

  • Sunday, 04 July 2021