• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

mask
୨ ଲକ୍ଷ ନିକଟତର ହେଲା କରୋନା ଆରୋଗ୍ୟଙ୍କ ସଂଖ୍ୟା

ଭୁବନେଶ୍ୱର: ଆଜି ରାଜ୍ୟରୁ ୪୦୬୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ରାଜ୍ୟରେ ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୧ ଲକ୍ଷ ୯୮ ହଜାର ୧୯୪କୁ ବୃଦ୍ଧି ପାଇଛି। ଏ ନେଇ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ:- ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୪୮, କଟକ- ୫୨୧, ଅନୁଗୁଳ- ୨୨୫, ଯାଜପୁର- ୧୮୧, ସୁନ୍ଦରଗଡ଼- ୧୬୭, ଜଗତସିଂହପୁର ଓ ନୂଆପଡ଼ାରୁ ୧୫୨ ଲେଖାଏଁ, ଷ୍ଚେଟ୍ ପୁଲ୍- ୧୪୯, ବରଗଡ଼- […]

  • Saturday, 03 July 2021
medical
ଗୁରୁତର ରୋଗୀଙ୍କ ପାଇଁ ଭେଣ୍ଟିଲେଟର ଓ ଆଇସିୟୁ ଗଲା କୁଆଡେ?

ବଲାଙ୍ଗିର: କୋଭିଡ୍ ମୁକାବିଲା ପାଇଁ ବ୍ୟବସ୍ଥା ଯାହା ହେବା କଥା, ବଲାଙ୍ଗିର ଜିଲ୍ଲାରେ ତାହା ନାହିଁ। ତେଣୁ ବଲାଙ୍ଗିର କୋଭିଡ ରୋଗୀଙ୍କୁ ଛତିଶଗଡ଼ ଭରସା। କୋଭିଡ୍‌ରେ ଆକ୍ରାନ୍ତ ନିଜ ଭାଇଙ୍କ ସହ ଘଟିଥିବା ଘଟଣାର ଅବତାରଣା କରି ଶଙ୍କରଲାଲଙ୍କ ଅଭିଯୋଗ, କୋଭିଡ୍‌ରେ ଆକ୍ରାନ୍ତ ହୋଇ ଅତି ଗୁରୁତର ଅବସ୍ଥାରେ ଥିବା ତାଙ୍କ ଭାଇଙ୍କୁ ଭୀମଭୋଇ ମେଡିକାଲ କଲେଜ ଆଇସୋଲେସନ୍ ସେଣ୍ଟରକୁ ନିଆଯାଇଥିଲା। ହେଲେ ସେଠି ଭେଣ୍ଟିଲେଟର କି ଆଇସିୟୁର ସୁବିଧା ମିଳିଲାନି। ନମ୍ବର ଧରାଇ ଅପେକ୍ଷା କରିବାକୁ […]

  • Saturday, 03 July 2021
aulbum
ବିଡିଓଙ୍କ ଆଲ୍‌ବମ୍‌ ଭିଡିଓକୁ ନେଇ ଚର୍ଚ୍ଚା; ପେଷା ଓ ଅଭିନୟ ନିଶା ଭିତରେ ବିବାଦରେ ସରକାରୀ ବାବୁ

ମାଲକାନଗିରି: ପେଶାରେ ସରକାରୀ ଚାକିରୀଆ କିନ୍ତୁ ନିଶା ତାଙ୍କର ଅଭିନୟ କରିବା। ଏଭଳି ପେଶା ଆଉ ନିଶାକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି ଉପାନ୍ତ ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକର ବିଡିଓ ଲରେମାନ୍ ଖରସେଲ। କାରଣ ଜଣେ ନାୟିକାଙ୍କ ସହ ଏକ ରୋମାଣ୍ଟିକ୍ ଆଲବମ୍‌ରେ ତାଙ୍କୁ ଆଜିକାଲି ଦେଖିବାକୁ ମିଳିଛି। ପୁରା ପୋଖତ ଅଭିନେତା ଭଳି ଅଭିନୟ ବି କରୁଛନ୍ତି ଲରେମାନ। କିନ୍ତୁ ଏହାକୁ ନେଇ ବିବାଦ ବି ଛିଡ଼ା ହୋଇଥିବା କୁହାଯାଉଛି। ଏହି ଭିଡ଼ିଓ ଆଲବମ୍‌ରେ ତାଙ୍କ […]

  • Saturday, 03 July 2021
pradeep-maharthy
ବିଜେଡି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ

ଭୁବନେଶ୍ୱର: ବରିଷ୍ଠ ବିଜେଡି ନେତା ତଥା ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ପରଲୋକ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୫ ବର୍ଷ ବୟସ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲ୍‌ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ତାଙ୍କ ସ୍ୱାସ୍ଥ୍ୟବସ୍ଥା ଗୁରୁତର ହେବାରୁ କିଛିଦିନ ତଳେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଡାକ୍ତରଙ୍କ ତତ୍ତ୍ୱାବଧାନରେ ପ୍ରଦୀପ ମହାରଥୀଙ୍କ ଚିକିତ୍ସା ଚାଲିଥିଲା। ତାଙ୍କୁ ଭେଣ୍ଟିଲେଟର୍‌ରେ ରଖାଯାଇଥିଲା। ହେଲେ ଗତକାଲି ବିଳମ୍ବିତ ରାତିରେ ତାଙ୍କର ଦେହାନ୍ତ ହୋଇଛି। […]

  • Saturday, 03 July 2021