• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

maha-prasad
ଶ୍ରୀମନ୍ଦିର ମହାପ୍ରସାଦ ଉପରେ ଲାଗିଲା କଟକଣା

ଭୁବନେଶ୍ୱର: କରୋନା ସଂକ୍ରମଣକୁ ଆଖି ଆଗରେ ରଖି ଶ୍ରୀମନ୍ଦିର ଅବଢା ଉପରେ କଟକଣା ଲାଗିଲା। ସୁଆର ମହାସୁଆର ନିଯୋଗ ପକ୍ଷରୁ ବରାଦି ମହାପ୍ରସାଦ ଉପରେ କଟକଣା ଲଗାଯାଇଛି। କେବଳ ପୁରୀ ସହର ଓ ସେବାୟତ ପରିବାରଙ୍କ ପାଇଁ ଅବଢା ରନ୍ଧା ହେବ। ଆନୁମାନିକ ହଜାରେ କି ଦେଢ଼ହଜାର ଲୋକଙ୍କ ପାଇଁ ରନ୍ଧା ହେବ ମହାପ୍ରସାଦ। ଏନେଇ ସୁଆର ମହାସୁଆର ନିଯୋଗ ସମ୍ପାଦକ କୃଷ୍ଣଚନ୍ଦ୍ର ପ୍ରତିହାରୀଙ୍କ ସୂଚନା ଦେଇଛନ୍ତି। କରୋନା ସ୍ଥିତିକୁ ଦେଖିଲେ ପୁରୀ ଜିଲ୍ଲାରେ ଆଜି ସୁଦ୍ଧା […]

  • Sunday, 04 July 2021
anuvab11
ପ୍ରେସ୍ ବିଜ୍ଞପ୍ତି ଜାରି କରି ମୁହଁ ଖୋଲିଲେ ଅନୁଭବ

ଭୁବନେଶ୍ୱର: କେନ୍ଦ୍ରାପଡ଼ା ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ମାମଲା ଏବେ କୋର୍ଟରେ ପହଞ୍ଚିଲାଣି। ଉଭୟଙ୍କ ମଧ୍ୟରେ ବିବାହ ବିଚ୍ଛେଦକୁ ନେଇ କୋର୍ଟରେ ଲଢେଇ ଜାରି ରହିଛି। ଏହାର ଭିତରେ ସାଂସଦ ଅନୁଭବ ପ୍ରେସ ବିବୃତ୍ତି ଜରିଆରେ ନିଜ ପକ୍ଷ ରଖିଛନ୍ତି। ସେ ଉଲ୍ଲେଖ କରିଛନ୍ତି, ଦୀର୍ଘ ଦିନ ଧରି ତାଙ୍କ ବିବାହ ଖରାପ ସମୟ ଦେଇ ଗତି କରୁଥିଲା। ତେବେ ଘଟଣାର କାରଣ ଜାଣିବା, ବୁଝାଇବା ଓ ବୁଝିବା ତଥା ସଂଶୋଧନ କରିବାକୁ […]

  • Sunday, 04 July 2021
bmc
ଭୁବନେଶ୍ୱରରୁ ଆଉ ୪୮୩ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଆଜି ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୪୮୩ କରୋନା ଆକ୍ରାନ୍ତ ଚିହ୍ନଟ। ସେଥିରୁ ୨୦୫ କ୍ୱାରେଣ୍ଟାଇନ୍‌ରୁ ଓ ୨୭୮ ଜଣ ଲୋକାଲ୍‌ କେସ। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ଟ୍ୱିଟ୍‌ କରିଛି। ଏହାଛଡ଼ା ଆଜି ୩୫୪ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। Update on newly detected & cured #COVID19 cases in the last 24 hrs under the BMC area on 6th Sep 2020(till 9am). Further […]

  • Sunday, 04 July 2021
covid19
ଆଜି କରୋନାରୁ ସୁସ୍ଥ ହେଲେ ୨୫୯୦ ଆକ୍ରାନ୍ତ

ଭୁବନେଶ୍ୱର: ଆଜି କରୋନାରୁ ସୁସ୍ଥ ହେଲେ ୨୫୯୦ ଆକ୍ରାନ୍ତ। ଏହାକୁ ମିଶାଇ ଆଜି ସୁଦ୍ଧା ୯୬,୩୬୪ ଜଣ କରୋନାରୁ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍‌ କରିଛି। ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ କଟକ ଜିଲ୍ଲାରୁ ସର୍ବାଧିକ ୪୩୧ ଜଣ ଅଛନ୍ତି। 7 from Nuapada6 from Anugul4 from Deogarh The total recovered cases of Odisha now stand at […]

  • Sunday, 04 July 2021
kendrapara
ସାଂସଦ ଅନୁଭବ ମହାନ୍ତିଙ୍କ କୁଶପୁତ୍ତଳିକା ଦାହ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ମହିଳା ମୋର୍ଚ୍ଚା ପକ୍ଷରୁ ତିନିମୁହାଁଣି ଛକଠାରେ ଆଜି ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏହାସହ ଜିଲ୍ଲା ମହିଳା ମୋର୍ଚ୍ଚା ଅନୁଭବଙ୍କର କୁଶପୁତ୍ତଳିକା ମଧ୍ୟ ଦାହ କରାଯାଇଛି। କେନ୍ଦ୍ରାପଡ଼ା ଜିଲ୍ଲା ବିଜେପି ସଭାପତି କିଶୋର ପଣ୍ଡା, ବିଧାୟକ ପ୍ରାର୍ଥୀ ସୁନାକର ବେହେରାଙ୍କ ସହ ଜିଲ୍ଲାର ବିଜେପି ନେତୃବୃନ୍ଦ ଓ ଦଳୀୟ କର୍ମୀ ବିକ୍ଷୋଭରେ ସାମିଲ ହୋଇଥିଲେ। ପତ୍ନୀଙ୍କ ବିରୋଧରେ ଆଣିଥିବା ଅଭିଯୋଗ ପାଇଁ ଅନୁଭବଙ୍କୁ ସାଂସଦ ପଦରୁ ତୁରନ୍ତ ବହିଷ୍କାର […]

  • Sunday, 04 July 2021
varsha-anubhav
ସୋସିଆଲ୍‌ ମିଡିଆରେ ମୁହଁ ଖୋଲିଲେ ବର୍ଷା, କହିଲେ-‘ବଦନାମ କରିବା ପୂର୍ବରୁ...’

କଟକ: ସାଂସଦ ଅନୁଭବ ମହାନ୍ତିଙ୍କ ନାଁରେ ପାରିବାରିକ ହିଂସା ମାମଲାରେ ସୋସିଆଲ୍‌ ମିଡିଆରେ ମୁହଁ ଖୋଲିଲେ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ଟ୍ୱିଟ୍‌ କରି ସେ କହିଛନ୍ତି, ‘ସତ କେବେ ଲୁଚି ରହେନା। ଭୁଲ୍‌ ଏବଂ ମିଥ୍ୟା ଅଭିଯୋଗ ଆଣି ଜଣକୁ ବଦନାମ କରିବା ପୂର୍ବରୁ ଭଗବାନଙ୍କୁ ଡରିବା ଉଚିତ୍‌। ଭଗବାନଙ୍କ ଉପରେ ମୋର ପୂର୍ଣ୍ଣ ବିଶ୍ୱାସ ରହିଛି।’ ବର୍ଷା ଆହୁରି କହିଛନ୍ତି, ‘କେହି ଆଇନର ଉର୍ଦ୍ଧ୍ୱରେ ନୁହଁନ୍ତି। ମୁଁ ଯେଉଁ କଠିନ ସମୟ ଦେଇ ଗତି […]

  • Sunday, 04 July 2021
ହୀରା ଚୋରା ଚାଲାଣ ଅଭିଯୋଗରେ ଓଡ଼ିଶା ବ୍ୟବସାୟୀ ଗିରଫ

ନୂଆପଡ଼ା: ହୀରା ଚୋରା ଚାଲାଣ ଅଭିଯୋଗରେ ଛତିଶଗଡ଼ ଗରିଆବନ୍ଧ ପୋଲିସ୍ ରବିବାର‌ ଓଡ଼ିଶାର ନୂଆପଡା ଜିଲ୍ଲା ସିନାପାଲି ଅଞ୍ଚଳର ଜଣେ ହୀରା ବ୍ୟବସାୟୀଙ୍କୁ ଗିରଫ କରିଛି। ତାଙ୍କ ନାଁ ନୂତନ ପଟେଲ। ନୂତନଙ୍କ ନିକଟରୁ ୧୭୧ ଖଣ୍ଡ ହୀରା ଜବତ ହୋଇଛି। ଯାହାର ଆନୁମାନିକ ମୂଲ୍ୟ ୨୫ ଲକ୍ଷ ଟଙ୍କା ହେବବୋଲି  ଗରିଆବନ୍ଧ ପୋଲିସ୍‌ ସୂଚନା ଦେଇଛି। ସୂଚନା ଅନୁସାରେ, ଛତିଶଗଡ ମୈନପୁର ଅଞ୍ଚଳରୁ ହୀରା ଚୋରା ଚାଲାଣ ହେଉଥିବା ଖବର ପାଇ ଓଡିଶା ସୀମାରେ ଦେଭୋଗ ଥାନା […]

  • Sunday, 04 July 2021
anubhav-mohanty
ସାଂସଦ ଅନୁଭବଙ୍କ ବିରୋଧରେ ପାରିବାରିକ ହିଂସା ମାମଲାର ଆଜି ହୋଇପାରେ ଶୁଣାଣି

କଟକ: ସାଂସଦ ଅନୁଭବ ମହାନ୍ତିଙ୍କ ବିରୋଧରେ ପାରିବାରିକ ହିଂସା ମାମଲାର ଆଜି ହୋଇପାରେ ଶୁଣାଣି। ପତ୍ନୀ ବର୍ଷା ପ୍ରିୟଦର୍ଶନୀ ଦାଖଲ କରିଥିବା ପିଟିନସର ଶୁଣାଣି କରିପାରନ୍ତି କଟକ SDJMଙ୍କ କୋର୍ଟ। ବାହାଘର ପରେ ତାଙ୍କ ସହ ଅତ୍ୟାଚାର ଓ ନିର୍ଯାତନା ହୋଇଥିବା ଅଭିଯୋଗ କରି କୋର୍ଟଙ୍କ ଦ୍ୱାରସ୍ତ ହୋଇଛନ୍ତି ବର୍ଷା। ଅନୁଭବଙ୍କ ବିରୋଧରେ ବର୍ଷା ଏହିସବୁ ଅଭିଯୋଗ ଆଣିଛନ୍ତି… ଅନୁଭବ ଜଣେ ଅଭ୍ୟାସଗତ ମଦ୍ୟପ। ମଦ ପିଇଲା ପରେ ସେ ସବୁ ହିତାହିତ ଜ୍ଞାନ ଭୁଲି ଯାଆନ୍ତି […]

  • Sunday, 04 July 2021