୨୪ ବର୍ଷର ପ୍ରତିନିଧିତ୍ୱ ଭିତରେ ନା କୌଣସି ମେଗା ପ୍ରକଳ୍ପ କାର୍ଯ୍ୟକାରୀ ହୋଇପାରିଛି ନା ଦୂର ହୋଇଛି ଗ୍ରାମାଂଚଳ ବାସୀଙ୍କ ଦୁଃଖ ।
ଚାରିଦ୍ବାର ଫିଟିବା ପରେ, ଭକ୍ତଙ୍କ ଭିଡ଼ରେ ଫାଟିପଡ଼ୁଛି ଶ୍ରୀମନ୍ଦିର। ଏପଟେ ରଜଛୁଟି ଓ ରବିବାର। ରାଜ୍ୟ ଓ ରାଜ୍ୟ ବାହାରୁ ଆସୁଛନ୍ତି ହଜାର ହଜାର ଲୋକ।
ରାୟଗଡ଼ା କାଶୀପୁର ଇଲାକାରେ ଏବେ ଘାତକ ସାଜିଛି ଡିପଥେରିଆ ରୋଗ । ନେଉଛି ଜଣଙ୍କ ପରେ ଜଣେ ଶିଶୁଙ୍କ ଜୀବନ ।
ମମିତା ମେହେର ହତ୍ୟାର ପୁଣି CBI ତଦନ୍ତ ଦାବି। ମମିତାଙ୍କ ପରିବାର ଲୋକ ସିବିଆଇ ତଦନ୍ତ ଦାବି ଦୋହରାଇଛନ୍ତି।
ବଡ଼ଦେଉଳର ଚାରିଦ୍ୱାର ଖୋଲିବା ପରେ ପୁରୀରେ ବଢୁଛି ଭକ୍ତଙ୍କ ଭିଡ଼ । ପ୍ରତିଦିନ ରାଜ୍ୟ ତଥା ରାଜ୍ୟ ବାହାରୁ ହଜାର ହଜାର ଶ୍ରଦ୍ଧାଳୁ ଶ୍ରୀଜିଉଙ୍କୁ ଦର୍ଶନ କରି ଆଶୀର୍ବାଦ ନେଉଛନ୍ତି ।
ରାୟଗଡ଼ା କାଶୀପୁର ମନୁଷପଦର ଗାଁରେ ଅଜଣା ରୋଗରେ ୫ ଶିଶୁଙ୍କ ମୃତ୍ୟୁ ପରେ ଆରମ୍ଭ ହୋଇଛି କାରଣ ଖୋଜା ।
ରଜ ଉତ୍ସବର ଆଜି ଅନ୍ତିମ ଦିନ । ଆଜି ଭୂମି ଦହନ । ଆସନ୍ତାକାଲି ହେବ ବସୁମତୀ ସ୍ନାନ ।
୨୪ ଘଣ୍ଟାରେ ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦୁଝର, ମାଲକାନଗିରି, କୋରାପୁଟ, ରାୟଗଡ଼ା, ଗଜପତି ଓ ଗଞ୍ଜାମ ଜିଲ୍ଲାର କିଛି ସ୍ଥାନରେ କାଳବୈଶାଖୀ ସମ୍ଭାବନା ରହିଛି।
ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ ମଧ୍ୟ ଭଣ୍ଡାରେଙ୍କ ବିୟୋଗରେ ଶୋକବ୍ୟକ୍ତ କରିଛନ୍ତି।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ନୂଆ ସରକାର, ନୂଆ ମୁଖ୍ୟମନ୍ତ୍ରୀ। ଶପଥକୁ ୪ ଦିନ ପୂରିଥିବା ବେଳେ, ଆଗକୁ ରହିଛି ଅନେକ ବାଟ । ଅନେକ ଚାଲେଞ୍ଜ। ଫୋକସ୍ରେ ରତ୍ନଭଣ୍ଡାର ଖୋଲିବା, ଚିଟଫଣ୍ଡ ଟଙ୍କା ଫେରସ୍ତ...
ପଟ୍ଟ ପରିବର୍ତ୍ତନ ପରେ ରାଜ୍ୟରେ ଏଥର ସଶକ୍ତ ବିରୋଧୀଙ୍କ ଅଭ୍ୟୁଦୟ ହୋଇପାରେ । ଯାହାକୁ ନେଇ ଆକଳନ କରୁଛନ୍ତି ରାଜନୈତିକ ସମୀକ୍ଷକମାନେ।
ଦିନ ପ୍ରାୟ ୧୧ଟା । ଭୀମଭୋଇ ମେଡିକାଲ କଲେଜ୍ ଆଣ୍ଡ ହସପିଟାଲର ମେଡିସିନ ବିଭାଗ ବାରଣ୍ଡାରେ ପଡିରହିଥିଲା ମୃତଦେହ । କେହି ପାଖ ମାଡୁନଥିଲେ । ମାଆ, ପତ୍ନୀ, ଭାଇ, ପାଖରେ ସମସ୍ତେ ଥିଲେ, ହେଲେ ଶବ ଛୁଇଁବାକୁ କାହାର ଜୁ ନଥିଲା ।
ରାଜ୍ୟରେ ନୂଆ ସରକାରରେ ମନ୍ତ୍ରୀଙ୍କୁ ବିଭାଗ ବଣ୍ଟନ । ମୁଖ୍ୟମନ୍ତ୍ରୀଙ୍କ ପାଖରେ ଗୃହ, ସାଧାରଣ ପ୍ରଶାସନ, ସୂଚନା ଓ ଲୋକସମ୍ପର୍କ, ଜଳ ସମ୍ପଦ, ଯୋଜନା ଓ ସଂଯୋଜନ ବିଭାଗ ରଖିଲେ ମୁଖ୍ୟମନ୍ତ୍ରୀ
ଆନନ୍ଦ ଓ ଉତ୍ସାହ ଭିତରେ ସରିଲା ଦ୍ବିତୀୟ ରଜ । ରଜ ସଂକ୍ରାନ୍ତିରେ ଜମିଲା ପିଠା, ମିଠା ଓ ପାନର ଆସର । ଦୋଳି ଖେଳ ଓ ପାରମ୍ପରିକ ନାଚଗୀତରେ କମ୍ପୁଛି ଗାଁଠୁ ସହର ।
କଡ଼ା ମିଜାଜ୍ ନୁହେଁ, ଲୋକଙ୍କୁ ଉତ୍ତମ ବ୍ୟବହାର ଦେଖାଅ । ନ୍ୟାୟ ପାଇଁ ଆସୁଥିବା ଲୋକଙ୍କୁ ହଇରାଣ ହରକତ ନକରି, ତୁରନ୍ତ ନ୍ୟାୟ ଦିଅ । ରାଜ୍ୟ ଗୃହ ବିଭାଗର ସମୀକ୍ଷା ବେଳେ ଏଭଳି ତାଗିଦ୍ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ।
କାଶୀପୁର ମନୁଷପଦର ଗାଁରେ ଅଜଣା ରୋଗରେ ୪ ଶିଶୁଙ୍କ ମୃତ୍ୟୁର କାରଣ ଖୋଜା। ଗାଁରେ ସ୍ବତନ୍ତ୍ର ଡାକ୍ତରୀ ଟିମ୍ ପହଞ୍ଚି ଅନୁଧ୍ୟାନ କରିଛନ୍ତି ।
ପରିବାର ପାଇଁ ଭିଟାମାଟି ଛାଡ଼ିଥିଲେ, ବିଦେଶୀ ଯାଇ କାମ କରୁଥିଲେ । ଆଶା ଥିଲା ଭଲ ଦି ପଇସା ରୋଜଗାର ହେଲେ ପରିବାର ସ୍ବଚ୍ଛନ୍ଦରେ ଚଳିବ । ହେଲେ ବିଧିର ବିଧାନ କିଛି ଅଲଗା ହିଁ ଥିଲା ।
କେନ୍ଦ୍ର ସାହିତ୍ୟ ଏକାଡେମୀ ବାଲ୍ ସାହିତ୍ୟ, ଯୁବ ପୁରସ୍କାର ଘୋଷିତ । ବରିଷ୍ଠ ଶିଶୁ ସାହିତ୍ୟିକ ମାନସ ରଞ୍ଜନ ସାମଲ ପାଇବେ ବାଲ୍ ପୁରସ୍କାର । କଥାକାର ସଞ୍ଜୟ ପଣ୍ଡାଙ୍କୁ କେନ୍ଦ୍ର ସାହିତ୍ୟ ଏକାଡେମୀ ଯୁବ ପୁରସ୍କାର ।
କୋରାପୁଟରେ ମାଟି ଅତଡ଼ା ଧସିବାରୁ ୨ ମହିଳା ମୃତ । କୋଲାବ ଡ୍ୟାମ୍ ମଙ୍ଗଳା ମନ୍ଦିର ନିକଟରେ ଧସିଲା ମାଟି ଅତଡ଼ା ।
ଅନ୍ୟଜାତିରେ ବିବାହ କରିଥିବାରୁ ତାଙ୍କୁ ସମାଜରୁ ବାସନ୍ଦ କରାଯାଇଥିଲା। ଗତକାଲି ଦେହ ଖରାପ ହେବାରୁ, ଉପେନ୍ଦ୍ରଙ୍କୁ ତାଙ୍କ ସ୍ତ୍ରୀ ହସପିଟାଲରେ ଭର୍ତ୍ତି କରିଥିଲେ । ବିଳମ୍ବିତ ରାତିରେ ଆଖି ବୁଜିଦେଲେ ଉପେନ୍ଦ୍ର ।
ଶିଶୁର ବାପା ଏକ ସଚେତନତା ଭିଡିଓ ବାର୍ତ୍ତା ଦେଇ କହିଛନ୍ତି, ଛୋଟ ପିଲାମାନଙ୍କୁ ମୋବାଇଲ ଦିଅନ୍ତୁ ନାହିଁ । ଯଥା ସମ୍ଭବ ପିଲାଙ୍କଠାରୁ ମୋବାଇଲ ଦୂରେଇକି ରଖନ୍ତୁ । ରାତି ସାରା ମୋବାଇଲକୁ ଚାର୍ଜରେ ବସାନ୍ତୁ ନାହିଁ । ଯାହାଫଳରେ ମୋବାଇଲ ଫାଟିବାର ସମ୍ଭାବନା ରହିଛି।
ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ବରିଷ୍ଠ ପୋଲିସ ଅଧିକାରୀ । ଜନସାଧାରଣଙ୍କୁ ଗୁଣାତ୍ମକ ସେବା ଦେବାକୁ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବ । ଥାନାକୁ ଆସୁଥିବା ଲୋକଙ୍କ ଅଭିଯୋଗ ଶୁଣିବାକୁ ଦେଲେ ପରାମର୍ଶ ।
ରଜରେ ବହୁ ରକମର ପିଠାପଣା, ବିଶେଷ କରି ପୋଡ଼ ପିଠା ତିଆରି କରାଯାଇଥାଏ। ଏହି ପୋଡ଼ ପିଠାକୁ ରଜ ୩ ଦିନ ଖିଆଯାଏ। ଭାତ ବଦଳରେ ଫଳମୂଳ ଓ ବିଭିନ୍ନ ପ୍ରକାର ପିଠାପଣା ଏକାଠି ଖାଇ ସମସ୍ତେ ମଜା କରିଥାନ୍ତି। ଆଜି ଆମେ ଆପଣଙ୍କ ପାଇଁ ‘କ୍ଷୀର ପୋଡ଼ପିଠା’ ବନେଇବୁ ।
ରୋଷେୟା କିମ୍ବା ସ୍ୱୟଂ ସହାୟକ ଗୋଷ୍ଠୀ ରାନ୍ଧିବାକୁ ଦେବା ପୂର୍ବରୁ ଭଲ ଭାବେ ଚାଖିବେ। ସାମଗ୍ରୀଗୁଡ଼ିକ ଖାଇବା ଯୋଗ୍ୟ ନଥିଲେ ନଷ୍ଟ କରିବା ଦିଗରେ ପଦକ୍ଷେପ ନେବେ ସ୍କୁଲ ପ୍ରଧାନଶିକ୍ଷକ।