• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

ଅାନନ୍ଦ ଉଲ୍ଲାସର ସହିତ ଛଟ୍ ପର୍ବ ପାଳନ
ଅାନନ୍ଦ ଉଲ୍ଲାସର ସହିତ ଛଟ୍ ପର୍ବ ପାଳନ

ରାଉରକେଲା :  ଅାନନ୍ଦ ଉଲ୍ଲାସର ସହିତ ଛଟ୍ ପର୍ବ ପାଳନ କରାଯାଉଛି। ରବିବାରରୁ ଅାରମ୍ଭ ହୋଇଥିବା ଏହି ପର୍ବ ଅାସନ୍ତାକାଲି ଶେଷ ହେବ। ପୂଜା ପାଠ ପରେ ଅାଜି ବିଭିନ୍ନ ଜଳାଶୟ ନିକଟରେ ଅସ୍ତଗାମୀ ସୂର୍ଯ୍ୟଙ୍କୁ ପ୍ରଥମେ ଅର୍ଘ୍ୟ ଦେବା ପରେ ବୁଧବାର ଦିନ ପାହାନ୍ତାରୁ ନଦୀକୂଳରେ ସୂର୍ଘ୍ୟଙ୍କୁ ଦ୍ୱିତୀୟ ଅର୍ଘ୍ୟ ଅର୍ପଣ କରିବେ ବ୍ରତଧାରୀ। ନିଜ ଘର ଓ ପରିବାରର ସୁଖଶାନ୍ତି କାମନା କରି ପୂଜା ସମାପନ କରାଯିବ। ଶ୍ରଦ୍ଧାଳୁଙ୍କ ସୁବିଧା ପାଇଁ ବ୍ରାହ୍ମଣୀ, କୋଏଲ […]

  • Saturday, 03 July 2021
highcourt
ଦୁର୍ଗା ମୂର୍ତ୍ତିର ଉଚ୍ଚତା ସମ୍ପର୍କରେ ଡିସିପିଙ୍କୁ ଜଣାଅ: ହାଇକୋର୍ଟ

କଟକ: ଦୁର୍ଗା ମୂର୍ତ୍ତିର ଉଚ୍ଚତା ସମ୍ପର୍କରେ କଟକ ଡିସିପିଙ୍କୁ ଜଣାଅ। ଏ ନେଇ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଆଜି ସଂଧ୍ୟା ୭ଟା ସୁଦ୍ଧା ତିଆରି ଚାଲିଥିବା ମୂର୍ତ୍ତି ଉଚ୍ଚତା ଜଣାଇବାକୁ କୁହାଯାଇଛି। ପ୍ରତ୍ୟେକ ପୂଜା କମିଟି ନିଜ ନିଜ ମୂର୍ତ୍ତି ଉଚ୍ଚତା ଡିସିପିଙ୍କୁ ଜଣାଇବେ। ଡିସିପିଙ୍କୁ ଜଣାଇବା ପରେ ପୁଲିସ ପୂଜା ମଣ୍ଡପ ବୁଲି ଦେଖିବେ। କମିଟି ଆବେଦନ ଅନୁସାରେ ମୂର୍ତ୍ତି ଉଚ୍ଚତା ପାଇଁ ଅନୁମତି ଦିଆଯିବ। ଏବେ ଯେଉଁ କମିଟି ଯେତିକି ଉଚ୍ଚର ମୂର୍ତ୍ତି […]

  • Saturday, 03 July 2021
corona patient
ଡାକ୍ତରଖାନା ସ୍ଥାନାନ୍ତର କରୁଥିବା କରୋନା ରୋଗୀଙ୍କ ପାଇଁ ରାଜ୍ୟ ସରକାରଙ୍କ ପରାମର୍ଶ

ଭୁବନେଶ୍ୱର: ଭୁବନେଶ୍ୱରକୁ ଆସୁଥିବା କରୋନା ରୋଗୀଙ୍କ ପାଇଁ ରାଜ୍ୟ ସରକାର ଦେଲେ ଏମିତି ପରାମର୍ଶ । ଯେଉଁ ଆକ୍ରାନ୍ତ କଟକ ଓ ଭୁବନେଶ୍ୱର ଆସୁଛନ୍ତି, ସେମାନେ ଉପଯୁକ୍ତ ଡାକ୍ତରୀ ପରାମର୍ଶ ଓ ଚିକିତ୍ସା ସୁବିଧା ସହ ଆସିବାକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି । ବିଭିନ୍ନ ଜିଲ୍ଲାରୁ ଡାକ୍ତରଙ୍କ ପରାମର୍ଶକ୍ରମେ ଆସୁଥିବା ଆକ୍ରାନ୍ତମାନେ ଉପଯୁକ୍ତ ଚିକିତ୍ସା ଉପକରଣ, ଅକ୍ସିଜେନ୍ ସିଲିଣ୍ଡର ଆଶିବା ଆବଶ୍ୟକ । ଅନ୍ୟ ଜିଲ୍ଲାର ରୋଗୀଙ୍କ ପାଇଁ ଭୁବନେଶ୍ୱର ଓ କଟକରେ […]

  • Saturday, 03 July 2021
chhatara
ବିନା ଭକ୍ତରେ ପାଳନ ହେବ ଛତର ଯାତ୍ରା

ଭବାନୀପାଟଣା: କରୋନା ପାଇଁ ଫିକା ପଡିବ ଛତର ଯାତ୍ରା। ଏଥର ବିନା ଭକ୍ତରେ ପାଳନ ହେବ କଳାହାଣ୍ଡିର ଅଧିଷ୍ଠାତ୍ରୀ ମାଣିକେଶ୍ୱରୀଙ୍କ ଛତର ଯାତ୍ରା। କରୋନା ମାର୍ଗଦର୍ଶିକା ଅନୁସାରେ ପୂଜାରୀ ଓ ସହଯୋଗୀଙ୍କୁ ନେଇ ମାଆଙ୍କ ଛତର ନିର୍ଧାରିତ ସମୟରେ ମନ୍ଦିରରେ ପହଞ୍ଚିବ। ଏନେଇ କଳାହାଣ୍ଡି ଜିଲ୍ଲାପାଳ ଗାଭଲି ପରାଗ ହର୍ଷଦ ସୂଚନା ଦେଇଛନ୍ତି। ଅକ୍ଟୋବର ୨୪ ତାରିଖରେ ଅନୁଷ୍ଠିତ ହେବ ମାଣିକେଶ୍ୱରୀଙ୍କ ଛତର ଯାତ୍ରା। ସେଥିପାଇଁ କଳାହାଣ୍ଡି ଜିଲ୍ଲାପାଳ ଗାଭଲି ପରାଗ ହର୍ଷଦଙ୍କ ଅଧ୍ୟକ୍ଷତାରେ ଆଜି ଏକ […]

  • Saturday, 03 July 2021
ada70857964a18c6a0aeb1f1723155c8
ସ୍କୁଲ ପରିସରରେ ଆରମ୍ଭ ହେବ ପରିବା ଚାଷ

ଭୁବନେଶ୍ୱର: ରାଜ୍ୟ ସରକାର ସ୍କୁଲରେ ଆରମ୍ଭ କରିବାକୁ ଯାଉଛନ୍ତି Kitchen Garden Concept।ଭୋଜନ ଯୋଜନା ଅଧିନରେ ଏହି ଯୋଜନା ଆରମ୍ଭ ହେବ। ଏ ନେଇ ରାଜ୍ୟର ୪୩ହଜାର ସ୍କୁଲକୁ  ୫ ହଜାର ଲେଖାଏଁ ଟଙ୍କା ଦିଆଯାଇଛି। ଏଥିରେ ଜିଲ୍ଲା ଉଦ୍ୟାନ କୃଷି ବିଭାଗ କିଟ୍ ଦେବ। ପରିସରରେ ବିଭିନ୍ନ ପନିପରିବା ଲଗାଯିବ। ସ୍କୁଲ ଖୋଲିଲେ ସେହି ପନିପରିବାରୁ ମଧ୍ୟାହ୍ନ ଭୋଜନ ପ୍ରସ୍ତୁତ ହେବ। ବର୍ତ୍ତମାନ କେବଳ ସ୍କୁଲ କର୍ତ୍ତୃପକ୍ଷ ଏହି ଚାଷ ସ୍କୁଲ ପରିସରରେ କରିବେ। ସ୍କୁଲ […]

  • Saturday, 03 July 2021
ରାଫେଲ ଡିଲ୍‌ : ମୁହଁ ଖୋଲିଲେ ଦାସୋ ଏଭିଏସନ ସିଇଓ
ରାଫେଲ ଡିଲ୍‌ : ମୁହଁ ଖୋଲିଲେ ଦାସୋ ଏଭିଏସନ ସିଇଓ

ନୂଆଦିଲ୍ଲୀ : ରାଫେଲ ଡିଲକୁ ନେଇ ବିବାଦ ଦେଖା ଦେଇଥିବା ବେଳେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଦାସୋ ଏଭିଏସନ ସିଇଓ ଏରିକ୍ ଟ୍ରାପିଏର। କଂଗ୍ରେସ ସଭାପତି ରାହୁଲ ଗାନ୍ଧି କରିଥିବା ଅଭିଯୋଗକୁ ଖଣ୍ଡନ କରିବା ସହ ତାଙ୍କ କମ୍ପାନୀ ପକ୍ଷରୁ ରିଲାଏନ୍‌ସକୁ ଚୟନ କରାଯାଇଥିବା ସେ ସ୍ପଷ୍ଟ କରିଛନ୍ତି। ଅାସନ୍ତାବର୍ଷ ଡିସେମ୍ବର ମାସରେ ନିର୍ଦ୍ଧାରିତ ସମୟରେ ରାଫେଲ ଲଢୁଅା ବିମାନ ଯୋଗାଇ ଦିଅାଯିବ ବୋଲି ସେ ସୂଚନା ଦେଇଛନ୍ତି। ଏଥିସହ ଭାରତ ପକ୍ଷରୁ ନିବେଶ […]

  • Saturday, 03 July 2021
Bhubaneswar Corona News: ୩୬୨ କରୋନା ପଜିଟିଭ ଚିହ୍ନଟ, ୨୮୬ ଲୋକାଲ୍‌ କେସ

ଭୁବନେଶ୍ୱର: ଦିନକରେ ଆକ୍ରାନ୍ତ ହେଲେ ୩୬୨ କରୋନା ଆକ୍ରାନ୍ତ। ଏମାନଙ୍କୁ ମଧ୍ୟରୁ ୭୬ କ୍ୱାରେଣ୍ଟାଇନ୍‌ରୁ ହୋଇ ଥିବା ବେଳେ ୨୮୬ ଲୋକାଲ୍‌ କେସ ରହିଛି । ଏନେଇ ଟ୍ୱିଟ୍‌ କରିଛି ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)। ସେହିପରି ଆଜି ୪୦୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। Bhubaneswar Corona News ଜାଣନ୍ତୁ କେଉଁ ଅଞ୍ଚଳରୁ କେତେ?  ବଡ଼ଗଡ଼ ବ୍ରିଟ୍‌ କଲୋନୀରୁ ୪, ବରମୁଣ୍ଡାରୁ ୮, ଆଇଆର୍‌ସି ଭିଲେଜରୁ ୪, ବିଜେବି ନଗରରୁ ୩, ବ୍ରହ୍ମେଶ୍ୱର ପାଟଣାରୁ ୩, […]

acs
'ଗୁରୁତର ରୋଗୀଙ୍କୁ କଟକ, ଭୁବନେଶ୍ୱରରେ ଚିକିତ୍ସା ମନା ନାହିଁ'

ଭୁବନେଶ୍ୱର: କୌଣସି ଗୁରୁତର ରୋଗୀଙ୍କୁ କଟକ, ଭୁବନେଶ୍ୱରରେ ଚିକିତ୍ସା ମନା ନାହିଁ। ଏଠାରେ ଚିକିତ୍ସା ହେବା ପାଇଁ ସମସ୍ତଙ୍କର ସଂପୂର୍ଣ୍ଣ ଅଧିକାର ରହିଛି। କଟକ, ଭୁବନେଶ୍ୱରକୁ ବାହାର ଜିଲ୍ଲାର ରୋଗୀଙ୍କୁ ବ୍ୟାନ୍ ଚର୍ଚ୍ଚା ପ୍ରସଙ୍ଗରେ ସ୍ପଷ୍ଟୀକରଣ ରଖିଛନ୍ତି  ସ୍ବାସ୍ଥ୍ୟ ବିଭାଗ ଏସିଏସ୍। ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର କହିଛନ୍ତି ଯେ, କଟକ, ଭୁବନେଶ୍ୱରକୁ ବାହାର ଜିଲ୍ଲାର ରୋଗୀଙ୍କୁ ବ୍ୟାନ୍ କରାଯାଇନାହିଁ।  କୌଣସି ଗୁରୁତର ରୋଗୀଙ୍କୁ କଟକ, ଭୁବନେଶ୍ୱରରେ ଚିକିତ୍ସା ମନା ନାହିଁ। କଟକ, ଭୁବନେଶ୍ୱରରେ ସର୍ବୋତ୍କୃଷ୍ଟ ଚିକିତ୍ସା ସୁବିଧା […]

  • Saturday, 03 July 2021
ମହିଳା ସରପଞ୍ଚଙ୍କ ଦବଙ୍ଗଗିରି: ଖବର ସଂଗ୍ରହ କରିବାବେଳେ ସାମ୍ବାଦିକଙ୍କୁ ଆକ୍ରମଣ

ବଲାଙ୍ଗିର: ମହିଳା ସରପଞ୍ଚଙ୍କ ଦବଙ୍ଗଗିରି। ଖବର ସଂଗ୍ରହ କରିବାବେଳେ ସାମ୍ବାଦିକଙ୍କୁ ଅଶାଳୀନ ଭାଷାରେ ଗାଳିଗୁଲଜ କରିବା ସହ ଆକ୍ରମଣ କଲେ ମହିଳା ସରପଞ୍ଚ। ଏହାସହ କ୍ୟାମେରା ଭଙ୍ଗାରୁଜା କରିଛନ୍ତି ମହିଳା ସରପଞ୍ଚ। ବଲାଙ୍ଗିର ଜିଲ୍ଲା ତୁରେକେଲା ଝରଣୀ ପଞ୍ଚାୟତର ସରପଞ୍ଚ ଓ ସ୍ଵାମୀ ଉତ୍ତ୍ୟକ୍ତ ହୋଇ ସାମ୍ବାଦିକଙ୍କୁ ଆକ୍ରମଣ କରିଛନ୍ତି। ରାମୋଡ଼ ଗାଁରେ ମନରେଗା ଦୁର୍ନୀତି ସଂପର୍କରେ ଅଭିଯୋଗ ଆସିଥିଲା। କ୍ଵାରେଣ୍ଟିନରେ ଥିବା ଶ୍ରମିକଙ୍କୁ ମନରେଗା ଯୋଜନାରେ କାମ କରାଇଥିଲେ ବି ପାରିଶ୍ରମିକ ଦିଆଯାଇ ନଥିଲା। ଏନେଇ […]

  • Saturday, 03 July 2021
rape
ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ସିବିଆଇ ତଦନ୍ତ ଦାବି

ଭୁବନେଶ୍ୱର: ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାର ସିବିଆଇ ତଦନ୍ତ ଦାବି। ଏନେଇ ହାଇକୋର୍ଟରେ ଜନସ୍ବାର୍ଥ ମାମଲା ରୁଜୁ କରିଛି ଭାରତୀୟ ବିକାଶ ପରିଷଦ ଘଟଣାର ସିବିଆଇ ଦ୍ୱାରା ତଦନ୍ତ କରିବା ସହ ପୀଡ଼ିକାଙ୍କୁ ୩୦ ଲକ୍ଷ କ୍ଷତିପୂରଣ ପାଇଁ ଆବେଦନ କରାଯାଇଛି। ମୁଖ୍ୟ ଶାସନ ସଚିବ, କେନ୍ଦ୍ର ଓ ରାଜ୍ୟ ଗୃହ ସଚିବ, ପୋଲିସ ଡିଜି, ପୋଲିସ କମିଶନର, ଡିସିପି ପ୍ରମୁଖଙ୍କୁ ପକ୍ଷଭୁକ୍ତ କରାଯାଇଛି। ନାବାଳିକା ଗଣଦୁଷ୍କର୍ମ ଅଭିଯୋଗ ମାମଲାରେ ତଦନ୍ତର ଦିଗକୁ ନେଇ ପ୍ରଶ୍ନ ଉଠିଛି। […]

  • Saturday, 03 July 2021