• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

covid-cure
ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ରେକର୍ଡ ସଂଖ୍ୟକ କରୋନା ଆକ୍ରାନ୍ତ ହେଲେ ସୁସ୍ଥ। ଦିନକରେ ଆଉ ୪୧୨୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୨୯୮୫୯ ଜଣ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏନେଇ ଟ୍ୱିଟ୍‌ କରିଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। କେଉଁ ଜିଲ୍ଲାରୁ କେତେ?    ଆଜି ଆରୋଗ୍ୟ ହୋଇଥିବା କରୋନା ଆକ୍ରାନ୍ତଙ୍କ ଭିତରୁ ଖୋର୍ଦ୍ଧାରୁ ସର୍ବାଧିକ ୭୫୨ ଜଣ ଅଛନ୍ତି। ସେହିପରି କଟକରୁ ୪୪୦, ପୁରୀରୁ ୨୭୫, ଯାଜପୁରରୁ […]

  • Saturday, 03 July 2021
cm naveen patnaik
କଟକ ଓ ଭୁବନେଶ୍ୱରରେ କୋଭିଡ୍ ନିୟମ କଡାକଡି ପାଳନ କର: ଡିଜିଙ୍କୁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଭୁବନେଶ୍ୱର ଓ କଟକ ସହରରେ କୋଭିଡ୍ ନିୟମ ପାଳନ ଠିକ୍ ଭାବେ ହେଉନଥିବାରୁ ମୁଖ୍ୟମନ୍ତ୍ରୀ ଅସନ୍ତୋଷ ବ୍ୟକ୍ତ କରିବା ପୁଲିସ ଡିଜି ନିଜେ ବ୍ୟକ୍ତିଗତ ଭାବେ ପ୍ରତ୍ୟକ୍ଷ ତତ୍ତ୍ୱାବଧାନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। କରୋନା ମହାମାରୀ ସଂକ୍ରମଣ ଆଶଙ୍କା ମଧ୍ୟରେ ଗ୍ରାମାଞ୍ଚଳର ଲୋକମାନଙ୍କୁ ଆର୍ଥିକ ମାନ୍ଦାବସ୍ଥାରୁ ସୁରକ୍ଷିତ ରଖିବା ନିମନ୍ତେ ମନରେଗା ଯୋଜନାରେ ବ୍ୟାପକ କାର୍ଯ୍ୟକ୍ରମ ହାତକୁ ନେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ ଆଜି ଭିଡିଓ କନଫରେନ୍ସିଂ ମାଧ୍ୟମରେ […]

  • Saturday, 03 July 2021
କଲିଂ ବେଲ୍ ମାରି ଘର ଭିତରେ ପଶିଲେ, ଗନ୍ ପଏଣ୍ଟରେ ଲୁଟିନେଲେ ଟଙ୍କା ଓ ସୁନା ଅଳଙ୍କାର

ଉଦଳା: କଲିଂ ବେଲ୍ ମାରି ଘର ଭିତରେ ପଶି ଗନ୍ ପଏଣ୍ଟରେ ଲୁଟିନେଲେ ଟଙ୍କା ସହ ସୁନା ଅଳଙ୍କାର ଏବଂ ମୋବାଇଲ୍। ମୟୂରଭଞ୍ଜ ଜିଲ୍ଲା ଉଦଳା ଥାନା ଅନ୍ତର୍ଗତ ଏନ୍ଏସିର ୧୨ ନମ୍ବର ୱାର୍ଡରୁ ଏଭଳି ଅଭିଯୋଗ ଆସିଛି। ସୂଚନା ଅନୁସାରେ, ୧୨ ନମ୍ବର ୱାର୍ଡରେ ରହୁଥିବା ଅଧ୍ୟାପକ ସପନ ମହାନ୍ତିଙ୍କ ଘରୁ ଦୁର୍ବୃତ୍ତମାନେ ଏହି ଲୁଟ୍‌ କରିଛନ୍ତି। ଗତକାଲି ସେ ଘରେ ନ ଥିଲେ। ଏହାର ସୁଯୋଗ ନେଇ ସନ୍ଧ୍ୟା ୭ଟାରୁ ୮ଟା ଭିତରେ ୫ […]

  • Saturday, 03 July 2021
woman killed
ଘର ଭିତରୁ ମିଳିଲା ବିବାହିତା ମହିଳାଙ୍କ ମୃତଦେହ

ବଣାଇ: ଘର ଭିତରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏହାସହ ମହିଳାଙ୍କ ଦେଢ଼ ବର୍ଷର ଶିଶୁପୁତ୍ରକୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ ହସ୍ପିଟାଲ୍‌ରେ ଭର୍ତ୍ତି କରାଯାଇଛି। ସୁନ୍ଦରଗଡ଼ ଜିଲ୍ଲା ବଣାଇ ଥାନା ଅନ୍ତର୍ଗତ ଗୋବିନ୍ଦପୁର ଗାଁରେ ଏହି ଘଟଣା ଘଟିଛି। ସୂଚନା ଅନୁସାରେ, କୌଣସି କାରଣକୁ ନେଇ ସମ୍ପୃକ୍ତ ମହିଳା ଓ ତାଙ୍କ ସ୍ୱାମୀଙ୍କ ମଧ୍ୟରେ ଝଗଡ଼ା ହୋଇଥିଲା। ଏହି ଘଟଣା ପରେ ମହିଳାଙ୍କ ମୃତଦେହ ଘର ଭିତରୁ ଉଦ୍ଧାର ହୋଇଥିଲା। ତାଙ୍କ ଦେଢ଼ […]

  • Saturday, 03 July 2021
ଛୁଇଁଛି ଶୀତ
ଛୁଇଁଛି ଶୀତ

  • Saturday, 03 July 2021
pm modi
ଆଜି ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଙ୍କ ଜନ୍ମଦିନ। ପ୍ରଧାନମନ୍ତ୍ରୀ ମୋଦିଙ୍କ ୭୦ତମ ଜନ୍ମଦିନ ଅବସରରେ ଦେଶର ବିଭିନ୍ନ ସ୍ଥାନରେ ଏହାକୁ ପାଳନ କରାଯିବା ସହ ସାଧାରଣଜନତାଙ୍କ ଠୁ ଆରମ୍ଭ କରି ରାଜନେତା ପର୍ଯ୍ୟନ୍ତ ସୋସିଆଲ୍‌ ମିଡିଆରେ ତାଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନ ଅବସରରେ ସୁରତରେ ୭୧ ଫୁଟ୍‌ର ଏକ କେକ୍‌ ପ୍ରସ୍ତୁତ ହୋଇଛି, ଯାହାର ଓଜନ ରହିଛି ୭୧୧ କିଲୋ। କରୋନା ଯୋଦ୍ଧାଙ୍କ ଉଦ୍ଦେଶ୍ୟରେ ସୁରତର ଭାଟପୋର ଅଞ୍ଚଳରେ ଥିବା ଏକ […]

ରାସ୍ତା ଉପରେ ପଡ଼ିଛି ଶିଶୁର କଟା ମୁଣ୍ଡ

ଅନୁଗୁଳ: ରାସ୍ତା ଉପରେ ପଡ଼ି ରହିଛି ଶିଶୁର କଟା ମୁଣ୍ଡ। ଅନୁଗୁଳ ଜିଲ୍ଲା ମିଶ୍ରପଡ଼ା ଛକ ନିକଟରେ ଏଭଳି କିଛି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଆଜି ସକାଳେ ସ୍ଥାନୀୟ ଲୋକେ ରାସ୍ତା ଉପରେ ଶିଶୁଟିର କଟାମୁଣ୍ଡ ପଡ଼ିଥିବା ଦେଖି ଆତଙ୍କିତ ହୋଇପଡ଼ିଥିଲେ। ତେବେ ଶିଶୁଟିର ଶରୀର ଆଖପାଖରେ କେଉଁଠି ବି ଦେଖିବାକୁ ମିଳିନଥିଲା। ଏ ନେଇ ସ୍ଥାନୀୟ ଲୋକେ ଅନୁଗୁଳ ଥାନାକୁ ଖବର ଦେଇଥିଲେ। ତେବେ କଟା ମୁଣ୍ଡଟି କେଉଁଠୁ ଆସିଲା, ତାହା ଏପର୍ଯ୍ୟନ୍ତ ଜଣାପଡ଼ିନାହିଁ।

  • Saturday, 03 July 2021
corona
Corona Death in Odisha: ଓଡ଼ିଶାରେ କରୋନା ନେଲା ଆଉ ୧୩ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ଆଖି ବୁଜିଛନ୍ତି। ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। Corona Death In Odisha: ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୪ଜଣ ଲେଖାଏ, ଗଜପତିରୁ ୨, ବାଲେଶ୍ୱର, କଟକ, ସୁବର୍ଣ୍ଣପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୬୯ ହୋଇଛି। ପଢ଼ନ୍ତୁ: ଦିନକରେ ଓଡ଼ିଶାରେ ୪,୨୪୧ କରୋନା […]

  • Saturday, 03 July 2021
corona updates in odisha
ଦିନକରେ ଓଡ଼ିଶାରେ ୪,୨୪୧ କରୋନା ପଜିଟିଭ୍‌‌ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୪୭

ଭୁବନେଶ୍ୱର: ଗତ ୨୪ ଘଣ୍ଟାରେ ଓଡ଼ିଶାରେ ୪,୨୪୧ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। Corona Updates In Odisha: ଚିହ୍ନଟ ନୂଆ ୪,୨୪୧ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୦୨ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୩୯ ରହିଛି। ଖୋର୍ଦ୍ଧାରୁ ସର୍ବାଧିକ ୬୪୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧,୬୭,୧୬୧ରେ ପହଞ୍ଚିଛି।

ଭୁବନେଶ୍ୱର ବିମାନବନ୍ଦରରେ ସର୍ବାଧିକ ଚାର୍ଟଡ ଫ୍ଲାଇଟ୍
ଭୁବନେଶ୍ୱର ବିମାନବନ୍ଦରରେ ସର୍ବାଧିକ ଚାର୍ଟଡ ଫ୍ଲାଇଟ୍

ଭୁବନେଶ୍ୱର : ମେକ୍ ଇନ୍ ଓଡ଼ିଶା କାର୍ଯ୍ୟକ୍ରମରେ ଓଡ଼ିଶାକୁ ଶିଳ୍ପ ଅାସୁ ନ ଅାସୁ ଭୁବନେଶ୍ୱର ବିମାନବନ୍ଦର ପାଇଁ କିନ୍ତୁ ଖୁସି ଖବର। କାରଣ ଦୀର୍ଘ ବର୍ଷ ପରେ ଭୁବନେଶ୍ୱର ବିମାନବନ୍ଦରରେ ଅବତରଣ କରିଛି ସର୍ବାଧିକ ନନ୍-ସିଡ୍ୟୁଲ ବା ଚାର୍ଟଡ ଫ୍ଲାଇଟ୍। ମେକ୍-ଇନ୍-ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବା ପାଇଁ ଅାସିଥିବା ଶିଳ୍ପପତିଙ୍କ ଚାର୍ଟଡ଼ ଫ୍ଲାଇଟ୍‌ରେ ଭର୍ତ୍ତି ଭୁବନେଶ୍ୱର ବିମାନବନ୍ଦର। ମୁକେଶ ଅମ୍ବାନୀ, କୁମାର ମଙ୍ଗଳମ୍ ବିର୍ଲା, ଅନୀଲ ଅଗ୍ରୱାଲ, କରନ ଅଦାନୀ, ନବୀନ ଜିନ୍ଦଲ ପ୍ରମୁଖ ପ୍ରାୟ […]

  • Saturday, 03 July 2021