• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

cuttack and bbsr dcp
ଟ୍ୱିନ୍‌ସିଟିରେ ଆକ୍ସନ ମୋଡ୍‌ରେ ପୋଲିସ୍: ସାବାଡ୍‌ ହେଉଛନ୍ତି କୋଭିଡ୍ ନିୟମ ଉଲ୍ଲଂଘନକାରୀ

କଟକ/ଭୁବନେଶ୍ୱର: ଟ୍ୱିନ୍‌ସିଟିରେ କରୋନା କଟକଣା ପାଳନରେ ଢିଲା ପଣକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅସନ୍ତୋଷ ପରେ ଏବେ ଆକ୍ସନ ମୋଡ୍‌ରେ‌ ପୋଲିସ୍। କୋଭିଡ୍ ନିୟମ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଯେଉଁମାନେ ମାସ୍କ ପିନ୍ଧୁ ନାହାନ୍ତି କିମ୍ବା ସାମାଜିକ ଦୂରତ୍ୱ ପାଳନ କରୁ ନାହାନ୍ତି ସେମାନଙ୍କ ନିକଟରୁ ଜରିମାନା ଆଦାୟ ସହ ସେମାନଙ୍କୁ ତାଗିଦ୍‌ କରାଯାଉଛି। ନିଜେ ଭୁବନେଶ୍ୱର ଡିସିପି ଉମାଶଙ୍କର ଦାଶ ରାଜଧାନୀ ଭୁବନେଶ୍ୱରର ସହିଦନଗର, ଲକ୍ଷ୍ମୀସାଗର ଓ ବରମୁଣ୍ଡାର ରୁଚିକା […]

  • Saturday, 03 July 2021
corona
ପୁରୀରେ ଚିନ୍ତା ବଢ଼ାଉଛି କରୋନା: ୮ ଦିନରେ ଦୁଇଗୁଣା ହେଲା ମୃତ୍ୟୁ ସଂଖ୍ୟା

ପୁରୀ: ଓଡ଼ିଶାରେ ଦିନକୁ ଦିନ କରୋନା ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉ ଥିବାବେଳେ ପୁରୀ ଜିଲ୍ଲାରେ ମଧ୍ୟ ଆକ୍ରାନ୍ତ ଓ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପୁରୀ ଜିଲ୍ଲାରେ କରୋନା ମୃତ୍ୟୁ ସଂଖ୍ୟା ଏବେ ୩୨ରେ ପହଞ୍ଚିଛି। ଗତ ୮ ତାରିଖରେ ମୃତ୍ୟୁ ସଂଖ୍ୟା ୧୬ ଥିବାବେଳେ ଏବେ ଏହି ସଂଖ୍ୟା ୩୨କୁ ବୃଦ୍ଧି ପାଇବା ପୁଣି ଏତେକମ୍ ଦିନ […]

  • Saturday, 03 July 2021
corona updates in odisha
ଦିନକରେ ଓଡ଼ିଶାରେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ: ଖୋର୍ଦ୍ଧାରୁ ୬୮୮, କଟକରୁ ୪୯୨

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୧୮୦ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୮୮ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୯୨ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ମୃତ୍ୟୁ ହୋଇଥିବା ସୂଚନା ମିଳିଛି । Corona Updates In Odisha: ଚିହ୍ନଟ ନୂଆ ୪,୧୮୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୬୬ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୧୪ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ […]

Corona Deaths in Odisha: ୨୪ ଘଣ୍ଟାରେ ଆଖି ବୁଜିଲେ ୧୩ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୩ କରୋନା ରୋଗୀ ଆଖି ବୁଜିଥିବା ବେଳେ ୪,୧୮୦ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଖୋର୍ଦ୍ଧାରୁ ୩, ପୁରୀ ଓ କେନ୍ଦ୍ରାପଡ଼ାରୁ ୨ଜଣ ଲେଖାଏ, ବରଗଡ଼, ବଲାଙ୍ଗିର, କଟକ, ଗଜପତି, କନ୍ଧମାଳ ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା […]

cut off mark
ପ୍ରକାଶ ପାଇଲା +୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

ଭୁବନେଶ୍ୱର: ଯୁକ୍ତ ଦୁଇ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ ଆଜି ପ୍ରକାଶ ପାଇଛି। କଳାରେ ପ୍ରଥମ ସ୍ଥାନରେ ରେଭେନ୍ସା ଜୁନିଅର କଲେଜ ରହିଛି। ସେହିପରି ବିଜ୍ଞାନ ଓ ବାଣିଜ୍ୟରେ ମଧ୍ୟ ପ୍ରଥମ ସ୍ଥାନରେ  ରେଭେନ୍ସା ଜୁନିଅର କଲେଜ ରହିଛି। କଳାରେ କଟ୍ ଅଫ୍ ମାର୍କ ୭୨.୫% ପ୍ରଥମ ସ୍ଥାନରେ ରେଭେନ୍ସା ଜୁନିଅର କଲେଜ ରହିଛି। ୭୧.୮୩% ସହ ଦ୍ୱିତୀୟରେ ବିଜେବି ଜୁନିଅର କଲେଜ ରହିଛି। ୬୭.୮୩% ସହ ୩ୟରେ ରାଉରକେଲା ସରକାରୀ ଜୁନିଅର କଲେଜ ରହିଛି। ବିଜ୍ଞାନରେ […]

  • Saturday, 03 July 2021
debi mishra
ବିଜେଡି ନେତା ଦେବୀ ମିଶ୍ରଙ୍କ ଘରେ CBI ରେଡ୍‌

ଭୁବନେଶ୍ୱର: ବିଜେଡି ବିଧାୟକ ଦେବୀ ମିଶ୍ରଙ୍କ ଘରେ ସିବିଆଇ ରେଡ୍‌। ଦେବୀ ମିଶ୍ରଙ୍କ ଭୁବନେଶ୍ୱର ୟୁନିଟ-୧ ସ୍ଥିତ ଥିବା ଘରେ ଆଜି CBI ରେଡ୍ କରିଥିବା ଜଣାପଡ଼ିଛି। ବହୁଚର୍ଚ୍ଚିତ ସି-ସୋର୍‌ ଚିଟ୍‌ଫଣ୍ଡ୍‌ ଲିଙ୍କ୍‌ରେ ଏହି ରେଡ୍ ହୋଇଥିବା ସୂଚନା ମିଳିଛି। ଦେବୀ ମିଶ୍ରଙ୍କ କଟକ ନରସିଂହପୁର ବାସଭବନରେ ବି ସିବିଆଇ ଟିମ୍ ପହଞ୍ଚି ଯାଞ୍ଚ କରିଛି। ଭୁବନେଶ୍ୱର ବାସଭବନରେ ୩ ଘଣ୍ଟାରୁ ଅଧିକ ସମୟ ଧରି ତାଙ୍କୁ ପଚରାଉଚରା କରାଯାଇଛି। ସିବିଆଇ ଟିମ୍‌ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର […]

  • Saturday, 03 July 2021
ଶ୍ରୀଜଗନ୍ନାଥଙ୍କ ରଘୁନାଥ ବେଶ ଉଦ୍‌ଘାଟିତ
ଶ୍ରୀଜଗନ୍ନାଥଙ୍କ ରଘୁନାଥ ବେଶ ଉଦ୍‌ଘାଟିତ

ଭୁବନେଶ୍ୱର : ଶ୍ରୀଜଗନ୍ନାଥଙ୍କ ବିରଳ ରଘୁନାଥ ବେଶ ଭୁବନେଶ୍ୱର ନାଲକୋ ନଗର କମ୍ୟୁନିଟି ସେଣ୍ଟର ଦୁର୍ଗାମଣ୍ଡପ ଠାରେ ଉଦ୍‌ଘାଟିତ ହୋଇଛି। ଏଠାରେ ଶ୍ରୀଜିଉଙ୍କ ସମେତ ପ୍ରାୟ ୩୨ଟି ମୂର୍ତ୍ତି ପ୍ରଦର୍ଶିତ ହୋଇଛି।  ପୁରୀର ପାରମ୍ପରିକ ଶିଳ୍ପୀଙ୍କ ଦ୍ୱାରା ଏହି ବେଶ ନିର୍ମାଣ କରାଯାଇଛି। ଏଠାରେ ଶ୍ରଦ୍ଧାଳୁମାନେ ଶ୍ରୀଜିଉଙ୍କ ରଘୁନାଥ ବେଶ ଦର୍ଶନ କରିଛନ୍ତି। ଏହି ଉପଲକ୍ଷେ ଶ୍ରୀଜଗନ୍ନାଥ ମନ୍ଦିରରୁ ଅାସିଥିବା ପ୍ରସାଦି ମାଳ ଓ ହୃଦପଦକ, ଗୁଣା, ଝୁମ୍ପା, ଅଧରମାଳ ଇତ୍ୟାଦି ନାଲକୋ ସିଏମ୍‌ଡି ଗ୍ରହଣ କରିଥିଲେ […]

  • Saturday, 03 July 2021