• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

baleswar
ନା ଥିଲା ମାସ୍କ ନା ଥିଲା ସାମାଜିକ ଦୂରତା: କରୋନା କଟକଣାକୁ ଫୁ’ କରି ଧୁମ୍‌ଧାମ୍‌ରେ ଚାଲିଥିଲା ବିଶ୍ୱକର୍ମା ଭସାଣ

ଜଳେଶ୍ୱର: ଗତ କିଛିଦିନ ହେଲା ଓଡ଼ିଶାରେ ଦିନକୁ ୪ ହଜାରରୁ ଅଧିକ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ଯାହାକୁ ନେଇ ସରକାରଙ୍କ ଚିନ୍ତା ଆହୁରି ବଢ଼ି ଯାଇଛି। ଏପରିକି କରୋନା ମୁକାବିଲା ଲାଗି ଗାଇଡଲାଇନ୍ସ ଜାରି କରାଯିବା ସହ ଲୋକଙ୍କୁ ସଚେତନ ମଧ୍ୟ କରାଯାଉଛି। ହେଲେ ଲୋକମାନେ ସଚେତନ ହେବେ କ’ଣ ଖୁଲମ୍‌ଖୁଲା ଏହି କଟକଣାକୁ ଉଲ୍ଲଂଘନ କରୁଛନ୍ତି। ନା ଅଛି ଡର ନା ଭୟ।  ଏବେ ଏଭଳି କିଛି ଦୃଶ୍ୟ ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଲକ୍‌ […]

  • Saturday, 03 July 2021
twincity police
ଭୁବନେଶ୍ୱରରେ ୪୧ ଦୋକାନ ସିଲ୍‌, ୨୮୩୩ ଜଣଙ୍କୁ ଫାଇନ୍‌; କଟକରେ ବି ଆକ୍ସନ ମୋଡ୍‌ରେ ପୋଲିସ୍

କଟକ/ଭୁବନେଶ୍ୱର: ଟ୍ୱିନ୍‌ସିଟିରେ କରୋନା କଟକଣା ପାଳନରେ ଢିଲା ପଣକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅସନ୍ତୋଷ ପରେ ଏବେ ଆକ୍ସନ ମୋଡ୍‌ରେ‌ ପୋଲିସ୍। କୋଭିଡ୍ ଗାଇଡଲାଇନ୍ସ ଉଲ୍ଲଂଘନକାରୀଙ୍କ ବିରୋଧରେ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ଯେଉଁମାନେ ମାସ୍କ ପିନ୍ଧୁ ନାହାନ୍ତି କିମ୍ବା ସାମାଜିକ ଦୂରତ୍ୱ ପାଳନ କରୁ ନାହାନ୍ତି ସେମାନଙ୍କ ନିକଟରୁ ଜରିମାନା ଆଦାୟ ସହ ସେମାନଙ୍କୁ ତାଗିଦ୍‌ କରାଯାଉଛି। Today 2833 people have been fined for Covid-19 Guidelines violation in UPD […]

  • Saturday, 03 July 2021
ଶୁଦ୍ଧିକ୍ରିୟାରେ ଯୋଗ ଦେଇ ଘରକୁ ଫେରୁଥିଲେ, ବାଟରେ ଘଟିଲା ଦୁର୍ଘଟଣା

ବଣାଇ: ସୁନ୍ଦରଗଡ ଜିଲ୍ଲା କୋଇଡ଼ା ଥାନା ଅନ୍ତର୍ଗତ ଡେଙ୍ଗୁଳା ଛକ ନିକଟରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୨ଜଣଙ୍କ ମୃତ୍ୟୁ ଘଟିଛି। ମୃତକଙ୍କ ଘର ଝାଡ଼ଖଣ୍ଡ କିରିବୁରୁ ଅଞ୍ଚଳରେ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଏକ ଶୁଦ୍ଧିକ୍ରିୟାରେ ଯୋଗ ଦେବାକୁ ଓଡ଼ିଶା ଆସି କାର୍‌ ଯୋଗେ ଗତକାଲି ବିଳମ୍ବିତ ରାତିରେ ଏମାନେ ଝାଡ଼ଖଣ୍ଡ ଫେରୁଥିଲେ। ଏହି ସମୟରେ ଗାଡ଼ିଟି ଭାରସାମ୍ୟ ଗଛରେ ପିଟି ହୋଇଯାଇଥିଲା। ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ଦୁର୍ଘଟଣାରେ କାର୍‌ଟି […]

  • Saturday, 03 July 2021
ଏକାଧିକ ଦୋକାନ ଉପରକୁ ଚଢ଼ି ଓଲଟି ପଡ଼ିଲା ଟ୍ରକ୍‌

ଭୁବନେଶ୍ୱର: ଭୁବନେଶ୍ୱର ଉପକଣ୍ଠ ମେଣ୍ଢାଶାଳ ଛକ ନିକଟରେ ଆଜି ସକାଳେ ଏକ ଦୁର୍ଘଟଣା ଘଟିଛି। ଏକାଧିକ ଦୋକାନ ଉପରକୁ ଏକ ଟ୍ରକ୍‌ ଚଢ଼ି ଯିବାରୁ ୪ଜଣ ଗୁରୁତର ଭାବେ ଆହତ ହୋଇଛନ୍ତି। ସୂଚନା ଅନୁସାରେ, ଏକ ପଥର ବୋଝେଇ ଟ୍ରକ୍ ମେଣ୍ଢାଶାଳ ଛକ ନିକଟରେ ଥିବା ଏକାଧିକ ଦୋକାନ ଉପରକୁ ଚଢ଼ି ଯାଇଥିଲା। ଏହାପରେ ଟ୍ରକ୍‌ଟି‌ ଓଲଟି ପଡ଼ିଥିଲା। ଦୁର୍ଘଟଣାରେ ୪ ଗୁରୁତରଙ୍କୁ ମେଣ୍ଢାଶାଳ ମେଡିକାଲରେ ଭର୍ତ୍ତି କରାଯାଇଛି।

  • Saturday, 03 July 2021
corona test 11
Corona Update In Odisha: ୨୪ ଘଣ୍ଟାରେ ୪,୨୦୯ ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୨୦୯ ନୂଆ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୬୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୪୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୨୦୯ ଆକ୍ରାନ୍ତଙ୍କ ମଧ୍ୟରୁ ୨,୪୪୧ ଜଣ କ୍ୱାରେଣ୍ଟିନ୍‌ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍‌ ୧,୭୬୮ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ […]

  • Saturday, 03 July 2021
corona
ଓଡ଼ିଶାରେ କରୋନା ସ୍ଥିତି: ଦିନକରେ ୯ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୯ କରୋନା ରୋଗୀ ଆଖି ବୁଜିଥିବା ବେଳେ ୪,୨୦୯ କରୋନା ଆକ୍ରାନ୍ତ‌ ଚିହ୍ନଟ ହୋଇଛନ୍ତି । ଏ ନେଇ ରାଜ୍ୟ  ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ବରଗଡ଼ରୁ ୨, ଭଦ୍ରକ, କଟକ, ବଲାଙ୍ଗିର, ପୁରୀ, ରାୟଗଡ଼ା, ଗଜପତି ଓ ସମ୍ବଲପୁରରୁ ଜଣେ ଲେଖାଏ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୬୯୧ ହୋଇଛି। ପଢ଼ନ୍ତୁ: ୨୪ ଘଣ୍ଟାରେ […]

barsha
ସୁପ୍ରିମକୋର୍ଟ ଗଲେ ବର୍ଷା

କଟକ: ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହେଲେ ସାଂସଦ ଅନୁଭବ ମହାନ୍ତିଙ୍କ ପତ୍ନୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଦିଲ୍ଲୀ ପଟିଆଲା ହାଉସ୍ କୋର୍ଟରେ ଅନୁଭବ ଦାୟର କରିଥିବା ଛାଡ଼ପତ୍ର ମାମଲାକୁ କଟକ ସ୍ଥାନାନ୍ତର ପାଇଁ ବର୍ଷା ସୁପ୍ରିମକୋର୍ଟରେ ଆବେଦନ କରିଛନ୍ତି। ପରିଚାଳନା ସୁବିଧା ପାଇଁ ମାମଲା ସ୍ଥାନାନ୍ତର ନିମନ୍ତେ ବର୍ଷା ସୁପ୍ରିମକୋର୍ଟରେ ଆବେଦନ କରିବେ ବୋଲି କିଛିଦିନ ତଳେ ବର୍ଷାଙ୍କ ଓକିଲ ରାମକୃଷ୍ଣ ରଥ ସୂଚନା ଦେଇଥିଲେ। ତେବେ ବର୍ଷାଙ୍କ ପିଟିସନ ଉପରେ କ୍ୟାଭେଟ ଫାଇଲ୍ କରିଛନ୍ତି ଅନୁଭବ। କିଛି […]

  • Saturday, 03 July 2021
ଆଲୋଚନା ବିଫଳ
ଆଲୋଚନା ବିଫଳ

  • Saturday, 03 July 2021