• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

sex racket11
ହୋଟେଲରେ ଚାଲିଥିଲା ସେକ୍ସ ରାକେଟ୍, ୨ ମହିଳାଙ୍କ ସମେତ ଗ୍ରାହକ ଓ ହୋଟେଲ ମ୍ୟାନେଜର ଅଟକ

ବାଲେଶ୍ୱର: ବାଲେଶ୍ୱର ଜିଲ୍ଲା ଜଳେଶ୍ୱରରୁ ଏକ ସେକ୍ସ ରାକେଟ୍ ଠାବ ହୋଇଛି। ଜଳେଶ୍ୱର ବଜାରରେ ଥିବା ଏକ ହୋଟେଲରେ ଦେହ ବ୍ୟବସାୟ ହେଉଥିବା ନେଇ ଅଭିଯୋଗ ହୋଇଥିଲା। ଅଭିଯୋଗ ପରେ ଜଳେଶ୍ୱର ପୋଲିସ୍‌ ହୋଟେଲ ଉପରେ ଚଢାଉ କରି ଜଣେ ଗ୍ରାହକ, ହୋଟେଲ ମ୍ୟାନେଜର ଓ ଦୁଇ ଜଣ ମହିଳାଙ୍କୁ ଅଟକ ରଖି ପଚରାଉଚରା ଚଳାଇଛି।

  • Saturday, 03 July 2021
sarapanch
ମହଙ୍ଗା ପଡ଼ିଲା କ୍ଷମତାର ଅପବ୍ୟବହାର: ଆଦିବାସୀଙ୍କ ଘର ଭାଙ୍ଗିଥିବା ମହିଳା ସରପଞ୍ଚ ନିଲମ୍ବିତ

ବଲାଙ୍ଗିର: କ୍ଷମତାର ଅପବ୍ୟବହାର କରି ଆଦିବାସୀଙ୍କ ଘର ଭାଙ୍ଗିଥିବା ବଲାଙ୍ଗିର ଜିଲ୍ଲା ଆଗଲପୁର ବ୍ଲକ୍‌ ସାଲେଭଟ୍ଟା ସରପଞ୍ଚ ହେମକାନ୍ତି ମୁଣ୍ଡାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି।ପଞ୍ଚାୟତିରାଜ ବିଭାଗ ପକ୍ଷରୁ ତାଙ୍କୁ ନିଲମ୍ବନ କରାଯିବା ସହ ନାଏବ ସରପଞ୍ଚଙ୍କୁ ପଞ୍ଚାୟତ ପରିଚାଳନା ଦାୟିତ୍ୱ ପ୍ରଦାନ କରାଯାଇଛି। ଜିଲ୍ଲା ପ୍ରଶାସନର ରିପୋର୍ଟ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ହୋଇଛି। ସୂଚନାଥାଉ କି, ଗତ ଅଗଷ୍ଟ ୧୧ ତାରିଖରେ ହେମକାନ୍ତି ମୁଣ୍ଡା ନିଜ ସ୍ୱାମୀ ମୋହନ ମୁଣ୍ଡା ଏବଂ ଗାଁର କିଛି ଲୋକଙ୍କ […]

  • Saturday, 03 July 2021
ଅଧ୍ୟାପକ ସ୍ୱାମୀଙ୍କ ବିରୋଧରେ ନିର୍ଯାତନା ଅଭିଯୋଗ ଆଣିଲେ ମହିଳା IIC

ସୁନ୍ଦରଗଡ: ମହିଳା ପୋଲିସ ଇନ୍ସପେକ୍ଟରଙ୍କୁ ନିର୍ଯାତନା। ଅଧ୍ୟାପକ ସ୍ୱାମୀଙ୍କ ନାଁରେ ନିର୍ଯାତନା ଅଭିଯୋଗ ଆଣିଛନ୍ତି ସୁନ୍ଦରଗଡ ବୀରମିତ୍ରପୁର ଥାନା IIC। ବିବାହ ପରଠୁ ଆଇଆଇସିଙ୍କ ସ୍ୱାମୀ ତାଙ୍କୁ ଶାରୀରିକ, ମାନସିକ ନିର୍ଯାତନା ଦେବା ସହ ହତ୍ୟା ଉଦ୍ୟମ କରିବା ଭଳି ଅଭିଯୋଗ ଆଣିଛନ୍ତି ମହିଳା ଆଇଆଇସି। ରଘୁନାଥପାଲି ଥାନାରେ ଗତ ୧୭ତାରିଖରେ ଏତଲା ଦେବା ପରେ ୪୯୮ ଓ ୩୦୭ ଦଫା ରୁଜୁ କରି ପୋଲିସ ଅଧିକ ତଦନ୍ତ ଜାରି ରଖିଛି। ସୂଚନା ଅନୁଯାୟୀ, ରାଉରକେଲା ସରକାରୀ […]

  • Saturday, 03 July 2021
baramunda
ବରମୁଣ୍ଡା ବସ୍ ଷ୍ଟାଣ୍ଡ ହେବ ISBT

ଭୁବନେଶ୍ୱର: ଆଗକୁ ଭୁବନେଶ୍ୱର ବରମୁଣ୍ଡା ବସ୍ ଷ୍ଟାଣ୍ଡ ପାଲଟିବ ଇଣ୍ଟରଷ୍ଟେଟ ବସ୍ ଟର୍ମିନାଲ (ISBT)। ନୂଆ ବସ୍ ଟର୍ମିନାଲ ହେବାକୁ ଥିବାରୁ ଆଜିଠାରୁ ବରମୁଣ୍ଡା ବସ୍ ଷ୍ଟାଣ୍ଡରେ ଆରମ୍ଭ ହୋଇଛି ଉଚ୍ଛେଦ କାର୍ଯ୍ୟ। ବିଡିଏ ପକ୍ଷରୁ ଏହି ଉଚ୍ଛେଦ କାମ କରାଯାଉଛି। ୧୫.୦୫ ଏକର ସ୍ଥାନରେ ଇଣ୍ଟରଷ୍ଟେଟ୍ ବସ ଟର୍ମିନାଲ ନିର୍ମାଣ କରିବା ନେଇ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ବ୍ରିଜ୍ ଆଣ୍ଡ ରୁଫସ କମ୍ପାନୀ ଇଣ୍ଡିଆ ଲିମିଟେଡ ପକ୍ଷରୁ ଏହି ଟର୍ମିନାଲ ତିଆରି ହେବ। ନୂଆ […]

  • Saturday, 03 July 2021
pregnant
ଆସିପାରିଲାନି ଆମ୍ବୁଲାନ୍ସ, ଅଧା ବାଟରେ ପ୍ରସବ କଲେ ମହିଳା

କୋରାପୁଟ: ଭାରାରେ ବୁହାହେଲେ ଆସନ୍ନ ପ୍ରସବା। ଖରାପ ରାସ୍ତା ଯୋଗୁଁ ଆମ୍ବୁଲାନ୍ସ ଗାଁକୁ ଆସି ପାରିଲାନି। ଫଳରେ ରାସ୍ତା ମଝିରେ ଅନ୍ଧାର ରାତିରେ ପୁତ୍ର ସନ୍ତାନ ଜନ୍ମ ଦେଲେ ମହିଳା। କୋରାପୁଟ ଦଶମନ୍ତପୁର ବ୍ଲକ ଡୁମ୍ବାଗୁଡା ପଞ୍ଚାୟତ କାଳିଆମ୍ବରେ ଦେଖିବାକୁ ମିଳିଛି ଏଭଳି ଘଟଣା। ସୂଚନା ଅନୁଯାୟୀ, ଗତକାଲି ରାତିର କାଳିଆମ୍ବର କୈଳାଶ ସାହୁଙ୍କ ସ୍ତ୍ରୀ କବିତାଙ୍କ ପ୍ରସବ ବେଦନା ହେବାରୁ ୧୦୨କୁ ଫୋନ କରିଥିଲେ ପରିବାର ଲୋକେ। ହେଲେ ଗାଁକୁ ଭଲ ରାସ୍ତା ନଥିବାରୁ ଆମ୍ବୁଲାନ୍ସ […]

  • Saturday, 03 July 2021
rain
ପ୍ରବଳ ବର୍ଷିବ, ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରର ଉତ୍ତରପୂର୍ବ ଉପକୂଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତାକାଲିଠାରୁ ରାଜ୍ୟର କିଛି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ। ଯେଉଁଥିପାଇଁ ୧୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ୟେଲୋ ୱାର୍ଣ୍ଣିଂ ଜାରି ହୋଇଥିବା ଜିଲ୍ଲା ଗୁଡ଼ିକ ହେଲା- ଜଗତସିଂହପୁର, କଟକ, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ସୁନ୍ଦରଗଡ଼, ସମ୍ବଲପୁର, ଅନୁଗୋଳ, ଦେବଗଡ଼ ଓ କଳାହାଣ୍ଡି। ସେହିପରି ୭ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲା […]

  • Saturday, 03 July 2021