ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଧୀରେ ଧୀରେ କମିବାରେ ଲାଗିଛି। ଆଜି ଭୁବନେଶ୍ୱରରୁ ୩୦୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୨୩ କ୍ୱାରେଣ୍ଟିନ୍ରେ ଥିବା ବେଳେ ୧୮୩ ଲୋକାଲ୍ କେସ ରହିଛନ୍ତି। ଏହାଛଡ଼ା ଆଜି ୫୦୬ ଜଣ କରୋନାରୁ ଆରୋଗ୍ୟ ହୋଇ ଘରକୁ ଫେରିଛନ୍ତି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ଟ୍ୱିଟ୍ କରି ସୂଚନା ଦେଇଛି। Update on newly detected #COVID19 cases in the last 24 hrs under […]
ଭୁବନେଶ୍ୱର: ଯୌତୁକ ନିର୍ଯାତନା ଓ ହତ୍ୟା ଅଭିଯୋଗରେ ଗିରଫ ହୋଇଛି ପୋଲିସ ପୁଅ। ରାଜଧାନୀ ଭୁବନେଶ୍ୱର ତମାଣ୍ଡୋ ଥାନାର ଜଣେ ପୋଲିସ କର୍ମଚାରୀଙ୍କ ପୁଅକୁ ଗିରଫ କରିଛି କମିଶନରେଟ ପୋଲିସ। ଗିରଫ ଅଭିଯୁକ୍ତ ହେଉଛନ୍ତି ଯାମିନୀକାନ୍ତ ଜେନା। ଶ୍ୱଶୁର ଘର ଲୋକଙ୍କ ଏତଲା ଆଧାରରେ ପୋଲିସ୍ ତାକୁ ଗିରଫ କରିଛି। ତମାଣ୍ଡୋ ଥାନା ପୋଲିସ କର୍ମଚାରୀ ବିଜୟ କୁମାର ଗୋଛାୟତ ଓ ପୁଅ ଯାମିନୀ ଗୋଛାୟତଙ୍କ ବିରୋଧରେ ହତ୍ୟା ଅଭିଯୋଗ ଆସିଥିଲା। ବୋହୂଙ୍କୁ ବିଜୟ ଏବଂ ପୁଅ […]
ମୟୂରଭଞ୍ଜ: ଗାଧୋଇବା ବେଳେ ବଢ଼ନ୍ତା ନଦୀରେ ଭାସିଯାଇ ପୁଣି ଜୀବନ ବଞ୍ଚାଇବାରେ ସଫଳ ହେଲେ ଦୁଇ ଯୁବକ। ମୟୂରଭଞ୍ଜ ବାଙ୍ଗିରିପୋଷି କଲେଜ ଗେଟ୍ ସାମ୍ନା ବୁଢ଼ାବଳଙ୍ଗ ନଦୀରେ ଆଜି ସକାଳେ ୨ ଜଣ ଯୁବକ ଗାଧୋଉଥିବା ବେଳେ ହଠାତ୍ ପାଣି ବଢିଯିବାରୁ ୨ ଜଣ ନଦୀ ଗର୍ଭକୁ ଭାସି ଯାଇଥିଲେ। ତେବେ ସୌଭାଗ୍ୟବସତଃ ନଦୀ ମଝିରେ ଥିବା ଏକ ଟାପକୁ ଚଢ଼ି ଯାଇଥିଲେ ଦୁଇ ଯୁବକ। ଏମାନଙ୍କୁ ଉଦ୍ଧାର ପାଇଁ ସ୍ଥାନୀୟ ଲୋକେ ଅଗ୍ନିଶମ ବିଭାଗକୁ ସୂଚନା […]
ଭୁବନେଶ୍ୱର: ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ୩୭୦୪ କରୋନା ଆକ୍ରାନ୍ତ। ଏମାନଙ୍କୁ ମିଶାଇ ଆଜି ସୁଦ୍ଧା ୧୪୯୩୭୯ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 23 from Deogarh22 from Anugul22 from Gajapati11 from Nuapada188 from State Pool The total recovered cases of Odisha now stand at 149379 — H & FW […]
ଭୁବନେଶ୍ୱର: ରାଜ୍ୟରେ ଆହୁରି ୨୪ ଘଣ୍ଟା ଯାଏଁ ରହିବ ଲଘୁଚାପର ପ୍ରଭାବ। ଫଳରେ ଆସନ୍ତା ୨୪ ଘଣ୍ଟା ଭିତରେ ଓ଼ଡ଼ିଶାର ପ୍ରାୟ ସମସ୍ତ ଜିଲ୍ଲାରେ ଅଳ୍ପରୁ ମଧ୍ୟମ ଧରଣ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ। ତେବେ ଏହି ସମୟ ମଧ୍ୟରେ ନବରଙ୍ଗପୁର, ନୂଆପଡ଼ା, ବରଗଡ଼, ଝାରସୁଗୁଡ଼ା, ବଲାଙ୍ଗିର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏଥିପାଇଁ ଏସବୁ ଜିଲ୍ଲା ପାଇଁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ସେହିଭଳି କଳାହାଣ୍ଡି, […]
ଭୁବନେଶ୍ୱର: ଭୁବନେଶ୍ୱର ନାବାଳିକା ଗଣଦୁଷ୍କର୍ମ ଘଟଣାର ତଦନ୍ତରେ ରାଜ୍ୟ ମହିଳା କମିଶନ ଉଚିତ ଆଭିମୁଖ୍ୟ ପୋଷଣ କରିନାହାନ୍ତି । ମହିଳା କମିଶନ ଏକତରଫା ତାଙ୍କର ରାୟ ଶୁଣାଇଛନ୍ତି ବୋଲି କହି ପୂର୍ବତନ ରାଜ୍ୟ ମହିଳା କମିଶନ ସଦସ୍ୟା ତଥା ବିଶିଷ୍ଟ ସମାଜସେବୀ ନମ୍ରତା ଚଢା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ଗତକାଲି ରାଜ୍ୟ ମହିଳା କମିଶନକୁ ପ୍ରତିକ୍ରିୟା ଦେଇ ରାଜ୍ୟ ମହିଳା କମିଶନ ଅଧ୍ୟକ୍ଷା ମିନତି ବେହେରା କହିଥିଲେ, “ଅଭିଯୁକ୍ତଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ପୁଲିସ ଡିସିପିଙ୍କୁ […]
ଭୁବନେଶ୍ୱର: ରାଜ୍ୟ ସରକାର ବରିଷ୍ଠ ଓଏଏସ ଅଫିସରସ୍ତରରେ ଛୋଟଧରଣର ବଦଳି କରିଛନ୍ତି। ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ଗତକାଲି ଜାରି ବିଜ୍ଞପ୍ତି ଅନୁସାରେ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟର ପୂର୍ବତନ ରେଜିଷ୍ଟ୍ରାର ବରିଷ୍ଠ ଓଏଏସ୍ କିଶୋର ଚନ୍ଦ୍ର ଦାସଙ୍କୁ ବାଣିଜ୍ୟ ଓ ପରିବହନ ବିଭାଗର ଯୁଗ୍ମ ସଚିବ ଭାବେ ବଦଳି କରାଯାଇଛି। ସେହିପରି ସଂସ୍କୃତି ବିଭାଗର ଉପନିର୍ଦ୍ଦେଶକ ବରିଷ୍ଠ ଓଏଏସ୍ ସଂଘମିତ୍ରା ଶତପଥୀଙ୍କୁ ଯୁଗ୍ମ ମୁଖ୍ୟ ନିର୍ବାଚନ ଅଧିକାରୀ(ସିଇଓ) ଭାବେ ବଦଳି କରାଯାଇଛି। ଲୋକନାଥ ଦଳବେହେରାଙ୍କୁ ଗଜପତି ଜିଲ୍ଲା […]
ତେବେ ବିଜେଡି ନେତା ତଥା ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ଗତକାଲି ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଏନେଇ ସୋସିଆଲ ମିଡିଆରେ ଫଟୋ ସେୟାର କରି ନିଜେ ବ୍ୟୋମକେଶ ଏହି ସୂଚନା ଦେଇଛନ୍ତି। ଚିଲିକାର ଏକ ରିସର୍ଟରେ ବିବାହ ଉତ୍ସବର ଆୟୋଜନ କରାଯାଇଥିଲା
ଭୁବନେଶ୍ୱର: ଆଜିଠୁ ଆରମ୍ଭ ହେଉଛି ବିଭିନ୍ନ ବିଶ୍ୱବିଦ୍ୟାଳୟ ଓ ମହାବିଦ୍ୟାଳୟ ଗୁଡିକରେ ଯୁକ୍ତ ତିନି ଏବଂ ପିଜି ଶେଷ ସେମିଷ୍ଟର ପରୀକ୍ଷା । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ରାଜ୍ୟ ସରକାର ପରୀକ୍ଷା ପରିଚାଳନା କରିବେ । କିଛି ଶିକ୍ଷାନୁଷ୍ଠାନ ଅନଲାଇନ୍ ଯୋଗେ ପରୀକ୍ଷା କରୁଥିବା ବେଳେ କିଛି ଅଫ୍ ଲାଇନ୍ ଯୋଗେ ପରୀକ୍ଷା କରୁଛନ୍ତି । ସେହିପରି ଉଭୟ ଅନ୍ ଲାଇନ୍ ଓ ଅଫ୍ ଲାଇନ୍ ଯୋଗେ ପରୀକ୍ଷା କରିବାକୁ ମଧ୍ୟ କିଛି ଶିକ୍ଷାନୁଷ୍ଠାନ ନିଷ୍ପତ୍ତି ନେଇଛନ୍ତି […]
ଆସିକା:ଦିନ ଦ୍ୱି ପ୍ରହରରେ ଲୁଟେରାଙ୍କ ଦୈ।ରମ୍ୟ। ଖଣ୍ଡା ଦେଖାଇ ଦୋକାନରୁ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ । ଘଟଣା ଘଟିଛି ଗଞ୍ଜାମ କବିସୂର୍ଯ୍ୟନଗର ଥାନା ଭେଙ୍କଟେଶ୍ୱର ସାହିରେ।ଏଠାରେ ଥିବା ଏକ ଲୁଗା ଦୋକାନରୁ ଦେଢ଼ ଲକ୍ଷ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଗତକାଲି ଦିନ ପ୍ରାୟ ସାଢ଼େ ୩ଟା ବେଳର ଘଟଣା। ଲୁଗା ଦୋକାନ ଭିତରକୁ ଗ୍ରାହକ ସାଜି ପଶିଥିଲେ ଦୁଇ ଲୁଟେରା । ବାଇକରେ ଆସିଥିବା ତିନି ଲୁଟେରାଙ୍କ ମଧ୍ୟରୁ ଜଣେ ବାଇକ ଷ୍ଟାର୍ଟ କରି ବାହାରେ ଅପେକ୍ଷା […]