ବାୟୁସେନାର ଏକ ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିବା ପରେ ସେ ସିଧା ରାଜଭବନ ଯାଇଛନ୍ତି ।
ଓଡ଼ିଶାରେ ମୋହନ ସରକାର । ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଉଛନ୍ତି କେନ୍ଦୁଝର
ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି । ନବୀନ ନିବାସରେ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି ଭାବୀ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ନବୀନ ନିବାସରୁ ବାହାରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଲେ ମୋହନ ମାଝୀ। କହିଲେ ନବୀନଙ୍କୁ ନିମନ୍ତ୍ରଣ କରିବାକୁ ଯାଇଥିଲି।
ଯେତେବେଳେ ଟିଭିରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ମୋହନ ମାଝି ବୋଲି ଘୋଷଣା ହେଲା, ସେତେବେଳେ ତାଙ୍କ ପାଦ ଆଉ ତଳେ ରହିଲା ନାହିଁ ।
ଆପଣଙ୍କ ଭିତରେ ଯଦି କେହି ପାନ ଖାଉଥିବା ଲୋକ ଅଛନ୍ତି ତେବେ ଏହି ବିଷୟଟି ଆପଣଙ୍କ ପାଇଁ। ଏହି ଲେଖାରେ ଆସନ୍ତୁ ପାନ ସହ ଜଡିତ କିଛି ପରମ୍ପରା ଓ ବିଜ୍ଞାନ ବିଷୟରେ ଜାଣିବା।
ଭୁବନେଶ୍ବର ଜନତା ମଇଦାନରେ ହୋଇଛି ଭବ୍ୟ ଆୟୋଜନ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଉପସ୍ଥିତିରେ ଆୟୋଜିତ ହେବ ଶପଥ ଗ୍ରହଣ ଉତ୍ସବ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ଖୋଲିବ ଶ୍ରୀମନ୍ଦିର ଚାରି ଦ୍ବାର । ଦୂର ହେବ ଭକ୍ତଙ୍କ ଦର୍ଶନ ଦୁର୍ଦ୍ଦଶା । ବୁଧବାର ରାଜ୍ୟରେ ବିଜେପି ସରକାରର ଶପଥ ଗ୍ରହଣ ସହ ଆରମ୍ଭ ହୋଇଯିବ କାଉଣ୍ଟଡାଉନ୍ ।
୨୪ ନିର୍ବାଚନରେ ବିପୁଳ ବିଜୟ ସହ ୨୪ ବର୍ଷର ବିଜେଡି ସରକାରକୁ ମାତ୍ ଦେବା ପରେ ଆସନ୍ତାକାଲିଠୁ ଓଡ଼ିଶାରେ ଆରମ୍ଭ ହେବାକୁ ଯାଉଛି ବିଜେପି ଶାସନ।
ମୋ ବାପା ହେଲେ ମୁଖ୍ୟମନ୍ତ୍ରୀ । ସାଙ୍ଗମାନେ ପାର୍ଟି ମାଗିଲେଣି କିନ୍ତୁ ବାପା ବର୍ତ୍ତମାନ ବ୍ୟସ୍ତ ଥିବେ । ସେ ଆସିଲେ ତାଙ୍କୁ ପାର୍ଟି ମାଗିବି । ତାଙ୍କୁ ଶୁଭେଚ୍ଛା ଜଣାଇବି ।
କନକବର୍ଦ୍ଧନ ସିଂଦେଓ ଓ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ନିଯୁକ୍ତ କରିଛି ଦଳ । ଆସନ୍ତୁ ଜାଣିବା ସେମାନଙ୍କ ରାଜନୈତିକ କ୍ୟାରିଅର ବିଷୟରେ ..
କିଛି ଦିନ ଧରି ଥିବା ସସପେନ୍ସର ଅନ୍ତ ହୋଇ ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ନାମରେ ମୋହର ବାଜିଛି। ସେ କାହିଁକି ଓଡିଶା ମାଟିରେ ବିଜେପି ଦଳରୁ ହେଲେ ପ୍ରଥମ ମୁଖ୍ୟମନ୍ତ୍ରୀ। କିଏ ଏହି ମୋହନ। କ’ଣ ରହିଛି ତାଙ୍କର ରାଜନୈତିକ କ୍ୟାରିୟର୍। ଆସନ୍ତୁ ପୂରା ଖବର ଜାଣିବା।
ମୁଖ୍ୟମନ୍ତ୍ରୀ ସହ ୨ ଉପମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା । କନକ ବର୍ଦ୍ଧନ ସିଂହଦେଓ ହେବେ ଉପମୁଖ୍ୟମନ୍ତ୍ରୀ । ଏହା ସହ ପ୍ରଭାତୀ ପରିଡ଼ା ମଧ୍ୟ ହେବେ ଉପମୁଖ୍ୟମନ୍ତ୍ରୀ । ଉଭୟଙ୍କ ନାଁ ଘୋଷଣା କଲେ ରାଜନାଥ ସିଂହ ।
ଆସିଲା ବିଜେପିର ମୁଖ୍ୟମନ୍ତ୍ରୀଙ୍କ ନାଁ । ବିଧାୟକ ଦଳ ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ନାମରେ ବାଜିଲା ମୋହର । ମୋହନ ଚରଣ ମାଝୀ ହେଲେ ନୂଆ ମୁଖ୍ୟମନ୍ତ୍ରୀ ।
ଓଡ଼ିଶାରେ ନୂଆ ମୁଖ୍ୟମନ୍ତ୍ରୀ ଓ ନବ ନିର୍ବାଚିତ ମନ୍ତ୍ରିମଣ୍ଡଳ ଶପଥ ସମାରୋହ ପାଇଁ ଭୁବନେଶ୍ୱରରେ କଡ଼ା ଟ୍ରାଫିକ କଟକଣା ରହିବ ।
ଜୁନ୍ ୩୦ ଯାଏଁ ସରକାରୀ କର୍ମଚାରୀଙ୍କୁ ଛୁଟି ମନା । ଏନେଇ ବିଭାଗୀୟ ସଚିବ ଓ ଜିଲ୍ଲାପାଳମାନଙ୍କୁ ଚିଠି ମିଳିଛି । ସାଧାରଣ ପ୍ରଶାସନ ବିଭାଗ ଏସିଏସ୍ଙ୍କ ପକ୍ଷରୁ ଚିଠି ହେଲା ।
ରାଜ୍ୟ କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳ ବୈଠକ । କିଏ ହେବେ ମୁଖ୍ୟମନ୍ତ୍ରୀ, ବିଧାୟକ ଦଳ ବୈଠକରେ ହେବ ନିଷ୍ପତ୍ତି...
ବିଧାୟକ ଦଳ ବୈଠକ ପୂର୍ବରୁ ବଡ଼ ବୟାନ ରଖିଛନ୍ତି ଜୟ ନାରାୟଣ ମିଶ୍ର। ସେ କହିଛନ୍ତି, ନିର୍ବାଚିତ ଜନ ପ୍ରତିନିଧିଙ୍କ ମଧ୍ୟରୁ ଜଣେ ମୁଖ୍ୟମନ୍ତ୍ରୀ ହୁଅନ୍ତୁ।
ଶପଥ ଗ୍ରହଣ ସମାରୋହରେ ଯୋଗଦେବାକୁ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି । ନବୀନ ନିବାସ ଯାଇ ନିମନ୍ତ୍ରଣ ଦେଇଛନ୍ତି ବିଜେପିର ୫ ବରିଷ୍ଠ ନେତା।
କଟକ ସଂସଦୀୟ କ୍ଷେତ୍ରରୁ ଭର୍ତ୍ତୃହରି ୧୯୯୮, ୧୯୯୯, ୨୦୦୪, ୨୦୦୯, ୨୦୧୪ , ୨୦୧୯ ଓ ୨୦୨୪ ଅର୍ଥାତ ମୋଟ ୭ଥର ସାଂସଦ ଭାବେ ନିର୍ବଚିତ ହୋଇଛନ୍ତି ।
ପାଣ୍ତିଆନ୍ଙ୍କ ପାଇଁ ମୁଣ୍ଡନ ହେଲେ ଗାଁ ସାଥି ସଂଘର ରାଜ୍ୟ ସଭାପତି ଲକ୍ଷ୍ମୀଧର ବିଶ୍ବାଳ। ମୁଣ୍ଡନ ସହ ଭୋଗ ବଣ୍ଟନ କଲେ।
ବିଜେଡି ସରକାରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଘେରି ରହିଥିବା ଅଫିସର କୋଟେରି ଭାଙ୍ଗି ସାରିଲାଣି । ସୁଜାତାଙ୍କ ପୂର୍ବରୁ ତୃତୀୟ ମହଲାର ପ୍ରଭାବଶାଳୀ ଅଫିସର ଡିଏସ୍ କୁଟ୍ଟେ ଓ ଆଶିଷ ସିଂହଙ୍କୁ ସେଠାରୁ ହଟାଇ ଦିଆଯାଇଥିଲା ।
ଡାଲି, ତେଲ ଦର ବଢ଼ିବା ପରେ ପରିବା ଦର ବି ବଢ଼ିଛି । ଟ୍ବିନ୍ ସିଟିରେ ଆଜି ପରିବା ଦର ବଢ଼ିବା ପରେ ଏବେ ଛାନିଆ ଗ୍ରାହକ।
ରାଜ୍ୟରେ ଆଗାମୀ ୫ ଦିନ ଯାଏଁ ଜାରି ରହିବ ଗ୍ରୀଷ୍ମଲହରୀ। ପାଗ ଅନୁକୂଳ ନଥିବାରୁ ଅଗ୍ରସର ହୋଇପାରୁନି ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ। ଆହୁରି ୩ରୁ ୪ ଦିନ ପର୍ଯ୍ୟନ୍ତ ମଧ୍ୟ ମୌସୁମୀ ଅଗ୍ରସର ହୋଇ ନ ପାରେ।
ବିଧାୟକଙ୍କ ଭିତରୁ କାହା ନାଁରେ ମୋହର ବାଜିବାର ସମ୍ଭାବନା ରହିଛି। ଏହାରି ଭିତରେ ବିଧାୟକ ସୁରେଶ ପୂଜାରୀଙ୍କ ନାଁକୁ ନେଇ ଚର୍ଚ୍ଚା ହେଉଛି। ସେହିପରି ରାଜ୍ୟସଭାପତି ମନମୋହନ ସାମଲଙ୍କ ନାଁ ବି ଚର୍ଚ୍ଚାରେ ରହିଛି।