ଭୁବନେଶ୍ୱର: ରାଜ୍ୟର ବରିଷ୍ଠ IPS ସ୍ତରରେ ଅଦଳବଦଳ କରିଛନ୍ତି ରାଜ୍ୟ ସରକାର। ଆଜି ଗୃହ ବିଭାଗ ପକ୍ଷରୁ ୯ଜଣ ବରିଷ୍ଠ ଆଇପିଏସଙ୍କୁ ନୂଆ ନିଯୁକ୍ତି ମିଳିଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୩ଜଣଙ୍କୁ ନିଯୁକ୍ତି ମିଳିଥିବାବେଳେ ଅନ୍ୟ ୬ଜଣ ଆଇପିଏସଙ୍କୁ ବଦଳି କରାଯାଇଛି। କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୮୮ ବ୍ୟାଚର ଆଇପିଏସ୍ ଅରୁଣ କୁମାର ରାୟ, ୧୯୯୪ ବ୍ୟାଚର ଯଶବନ୍ତ ଜେଠୁୱାଙ୍କୁ ଆଇନଶୃଙ୍ଖଳା ଏଡିଜି ଓ ୧୯୯୫ ବ୍ୟାଚର ଆଇପିଏସ୍ ରୀତୁ ଅରୋରାଙ୍କୁ ଗୃହ ବିଭାଗର ଓଏସଡି ଭାବେ […]
ଭୁବନେଶ୍ୱର: ସାରା ଦୁନିଆରେ କରୋନା ମହାମାରୀର ଆତଙ୍କ ଦେଖା ଦେଇଛି। କିନ୍ତୁ ଏଭଳି ସଙ୍କଟ ସମୟରେ ରାଜ୍ୟରେ ବଢ଼ିଲା ବିଦ୍ୟୁତ୍ ଦର। ଆସନ୍ତା ଅକ୍ଟୋବରରୁ ବର୍ଦ୍ଧିତ ବିଦ୍ୟୁତ୍ ଦର ଲାଗୁହେବ। ବିଜୁଳି ଦର ବୃଦ୍ଧି ନେଇ ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗ ନିଷ୍ପତ୍ତି ନେଇଛି। ୟୁନିଟ୍ ପିଛା ୨୦ ପଇସା ଦର ବୃଦ୍ଧି ନେଇ ହୋଇଛି ନିଷ୍ପତ୍ତି। ବର୍ଦ୍ଧିତ ଦରରୁ କୁଟୀର ଜ୍ୟୋତି ଓ ବିପିଏଲ ଚାଷୀ ଉପଭୋକ୍ତା ବାଦ ଦିଆଯାଇଛି। ନୂଆ ନିର୍ଦ୍ଧାରିତ ଦର ଅନୁଯାୟୀ, […]
ଭୁବନେଶ୍ୱର: ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ବଢ଼ିବାରେ ଲାଗିଛି। ଏହିକ୍ରମରେ ଆଜି ରାଜ୍ୟରେ ଆରୋଗ୍ୟ ହୋଇଛନ୍ତି ଆଉ ୪୦୫୨ କରୋନା ଆକ୍ରାନ୍ତ। ଏହାକୁ ମିଶାଇ ରାଜ୍ୟରେ ଏପର୍ଯ୍ୟନ୍ତ ୧୫୭୨୬୫ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି। 36 from Malkangiri20 from Deogarh17 from Boudh15 from Gajapati217 from State Pool The total recovered cases of […]
ପଟ୍ଟାମୁଣ୍ଡାଇ: OLA ଡ୍ରାଇଭରଙ୍କ ହାତଗୋଡ଼ ବାନ୍ଧି ଗାଡ଼ି ଲୁଟ୍ ଉଦ୍ୟମ ବେଳେ ଧରାପଡିଲେ ଲୁଟେରା। ସୂଚନା ଅନୁଯାୟୀ, ୪ ଜଣ ଯୁବକ ମଙ୍ଗଳବାର ରାତି ପ୍ରାୟ ୩ଟା ୪୦ ମିନିଟ୍ରେ ଭୁବନେଶ୍ୱରରୁ OLA କାର୍ ବୁକ୍ କରିଥିଲେ। ପରେ ସେମାନେ OLA ଗାଡ଼ି ଡ୍ରାଇଭରଙ୍କୁ ପଟ୍ଟାମୁଣ୍ଡାଇ ଅଭିମୁଖେ ଯିବାକୁ କହିଥିଲେ। ହେଲେ ସାଲେପୁର ବଜାର ପୂର୍ବରୁ OLA ଡ୍ରାଇଭରଙ୍କ ହାତଗୋଡ଼ ଓ ମୁହଁ ବାନ୍ଧିବା ସହ ଗାଡ଼ି ଡିକିରେ ଭର୍ତ୍ତି କରି କାର୍ ଚଳାଇଥିଲେ ଲୁଟେରା। ତେବେ […]
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ କଂଗ୍ରେସ ନେତା ଶେଖ୍ ମତଲୁବ ଅଲ୍ଲୀଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା। ମତଲୁବଙ୍କ ଦେହାନ୍ତ ନେଇ ପୁଅ ମାସୁଦ ଅଲ୍ଲୀ ସୂଚନା ଦେଇଛନ୍ତି। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ଗତ ୧୪ ତାରିଖରେ ଅସୁସ୍ଥତା ଅନୁଭବ କରିବାରୁ ଶେଖ୍ ମତଲୁବଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ୧୯୭୪, ୧୯୮୦, ୧୯୮୫, ୧୯୯୫ରେ ମାହାଙ୍ଗା ନିର୍ବାଚନ ମଣ୍ଡଳୀରୁ […]
ଭୁବନେଶ୍ୱର: ଅନଲାଇନ୍ରେ ଇଞ୍ଜେକ୍ସନ କିଣିବାକୁ ଯାଇ ଠକାମୀର ଶିକାର। ବ୍ଲାକ୍ ଫଙ୍ଗସ୍ରେ ଆକ୍ରାନ୍ତ ଜଣେ ରୋଗୀଙ୍କ ସମ୍ପର୍କୀୟଙ୍କ ନିକଟରୁ ୪୮ ହଜାର ଟଙ୍କା ଠକି ନେଇ ଯାଇଛନ୍ତି ଠକ। ଭୁବନେଶ୍ୱରରେ ଏହି ଘଟଣା ଘଟିଛି। ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଥିବା ଜଣେ…
ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ବ୍ରହ୍ମପୁର ବଡ଼ବଜାର ଥାନା ଅନ୍ତର୍ଗତ ମେଣ୍ଟୁ ଛକରେ ଥିବା ରାଧାକୃଷ୍ଣ ମନ୍ଦିର ପରିସରରେ ଜଣେ ଯୁବକଙ୍କ ମୃତଦେହ ମିଳିଛି। ଗତକାଲି ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ଜଣାପଡ଼ିଛି। ପଥରରେ ଛେଚି ଯୁବକଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମନ୍ଦିରର ରୋଷଶାଳା ନିକଟରେ ପଡ଼ିଥିବା ମୃତଦେହ ପାଖରେ ଦୁଇଟି ଇଟା ପଡ଼ିଥିବା ଦେଖିବାକୁ ମିଳିଛି। ମୃତକଙ୍କ ପରିଚୟ ମିଳିପାରି ନଥିବାବେଳେ କିଏ ଓ କାହିଁକି ହତ୍ୟା କଲା ତାହା ମଧ୍ୟ ଜଣାପଡ଼ି […]
ଭୁବନେଶ୍ୱର: ଦିନକରେ ଓଡ଼ିଶାରେ ୪,୩୪୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୬୫୩ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ କଟକରୁ ୫୬୭ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। Corona Updates In Odisha: ଚିହ୍ନଟ ନୂଆ ୪,୩୪୦ ଆକ୍ରାନ୍ତଙ୍କ ମଧ୍ୟରୁ ୨,୫୧୭ ଜଣ କ୍ୱାରେଣ୍ଟିନ୍ରେ ରହିଥିଲେ। ସେହିପରି ଲୋକାଲ୍ କଣ୍ଟାକ୍ଟସ୍ ୧,୮୨୩ ରହିଛି। ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଚିହ୍ନଟ ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ […]
ଭୁବନେଶ୍ୱର: ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୧୬ କରୋନା ରୋଗୀ ଆଖି ବୁଜିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୫୨ ହୋଇଛି। ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପଢ଼ନ୍ତୁ: ୨୪ ଘଣ୍ଟାରେ ଓଡ଼ିଶାରେ ୪,୩୪୦ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ କେବଳ ୬୫୩
ସୁରତ/ଆସିକା: ବିଶେଷ ସୂତ୍ରରୁ ଖବର ପାଇ ଗୁଜରାଟର ସୁରତ କ୍ରାଇମ୍ବ୍ରାଞ୍ଚ୍ ପୂର୍ଣ୍ଣା ଗାଁ ସରୋଲି ରୋଡ୍ ନେଚର୍ ଭ୍ୟାଲି ହୋମ୍ସ ନିକଟରୁ ବିପୁଳ ପରିମାଣ ଗଞ୍ଜେଇ ଜବତ କରିଛି। ଏକ ଟ୍ରକ୍ରୁ ୫୬୨ କିଲୋର ଗଞ୍ଜେଇ ଜବତ ହୋଇଛି। ଜବତ ଗଞ୍ଜେଇର ଆନୁମାନିକ ମୂଲ୍ୟ ୫୬ ଲକ୍ଷ ୪୫ ହଜାର ଟଙ୍କା। ଏସବୁ ଗଞ୍ଜେଇ ଓଡ଼ିଶାରୁ ସୁରତ ଚାଲାଣ ହେଉଥିଲା ବୋଲି ଜଣାପଡ଼ିଛି। ଏହି ଘଟଣାରେ ପୋଲିସ୍ ୩ଜଣଙ୍କୁ ଗିରଫ କରିଛି। ଗିରଫ ବ୍ୟକ୍ତି ମାନେ ହେଲେ-ଗଞ୍ଜାମ […]