• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

naveen patnaik
ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ତିର୍ତ୍ତୋଲବାସୀଙ୍କୁ ସରକାରଙ୍କ ଭେଟି

ଭୁବନେଶ୍ୱର: ତିର୍ତ୍ତୋଲ ଉପନିର୍ବାଚନ ତାରିଖ ଘୋଷଣା ପୂର୍ବରୁ ଓଡ଼ିଶା ସରକାର ତିର୍ତ୍ତୋଲବାସୀଙ୍କୁ ଏକ ଭେଟି ଦେଇଛନ୍ତି। ତିର୍ତ୍ତୋଲ-ପୋଷଳ ଶଙ୍ଖେଶ୍ୱର ରାସ୍ତାର ମହାନଦୀ ଉପରେ ଏକ ଉଚ୍ଚ ସେତୁ ନିର୍ମାଣ କରିବା ପାଇଁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି। ୮୮୮.୮୯ ମିଟର ଦୀର୍ଘ ଏହି ସେତୁ ନିର୍ମାଣ ପାଇଁ ବ୍ୟୟ ଅଟକଳ ୧୧୮.୫୬ କୋଟି ଟଙ୍କା ରହିଛି। ସରକାରଙ୍କ ଅନୁମୋଦନ କ୍ରମେ ଆଜି ଏହି ସେତୁର ଟେଣ୍ଡର ପ୍ରକ୍ରିୟା ଆରମ୍ଭ ହୋଇଛି। ଟେଣ୍ଡର ପ୍ରକ୍ରିୟା ସରିଲା ପରେ ସେତୁ […]

  • Saturday, 03 July 2021
ଆଇନ୍‌କୁ ଫୁ’
ଆଇନ୍‌କୁ ଫୁ’

  • Saturday, 03 July 2021
ହାତୀଙ୍କୁ ସୁରକ୍ଷା ଦେବ କି କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ?
ହାତୀଙ୍କୁ ସୁରକ୍ଷା ଦେବ କି କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ?

ଢେଙ୍କାନାଳ: କମଳାଙ୍ଗରେ ହାତୀ ମୃତ୍ୟୁର ୨୪ ଘଣ୍ଟା ପରେ ଆଜି ନିଦରୁ ଉଠିଲେ ସରକାର। ଗତକାଲି ସକାଳେ ହାତୀ ମୃତ୍ୟୁ ଖବର ଆସିଥିଲେ ବି ଆଜି ସକାଳେ କ୍ରାଇମ୍‌ବ୍ରାଞ୍ଚ ତଦନ୍ତ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। ତେବେ କାହା ଅବହେଳାରୁ ମଲେ ସାତ ସାତଟି ହାତୀ। ଶକ୍ତି ବିଭାଗ ନା ବନ ବିଭାଗ? ଏଲିଫ୍ୟାଣ୍ଟ୍ ରିଜର୍ଭ ଭିତରେ କିଏ ସାଜିଲା ହାତୀହନ୍ତା? ଏହି ପ୍ରଶ୍ନକୁ ନେଇ ଏବେ ଚର୍ଚ୍ଚା ଥମୁନି। ଢେଙ୍କାନାଳ କମଳାଙ୍ଗରେ ଗଣହାତୀ ମୃତ୍ୟୁର ଦିନକ […]

  • Saturday, 03 July 2021
cm-naveen
'ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ମନେପଡ଼େ ନିର୍ବାଚନ ମଣ୍ଡଳୀ କଥା'

ଭୁବନେଶ୍ୱର: ରାଜ୍ୟର ଦୁଇଟି ବିଧାନସଭା ଆସନରେ ଉପନିର୍ବାଚନ ହେବାକୁ ଥିବା ବେଳେ ସରକାରୀ ଘୋଷଣାକୁ ନେଇ ବିଜେଡିକୁ ଟାର୍ଗେଟ କରିଛି ବିଜେପି। ନିର୍ବାଚନ ବିଜ୍ଞପ୍ତି ପ୍ରକାଶ ପାଇବା ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନ ମଣ୍ଡଳୀ କଥା ମନେପଡ଼େ ବୋଲି ଅଭିଯୋଗ କରିଛନ୍ତି ବିଜେପି ସାଧାରଣ ସଂପାଦକ ପୃଥ୍ବୀରାଜ ହରିଚନ୍ଦନ। ବିଜେପୁର ଉପନିର୍ବାଚନ ବେଳେ ଯାହା ଘୋଷଣା କରିଥିଲେ ତାହା ଏପର୍ଯ୍ୟନ୍ତ ହେଲା ନାହିଁ। ବିଜେଡିର ଚେହେରା ଓ ତାଙ୍କ ନେତାଙ୍କ ଚେହେରା ଲୋକେ ଜାଣିସାରିଲେଣି ଓ ବାଲେଶ୍ୱର ସଦର […]

  • Saturday, 03 July 2021
bidhansabha
ଦୈନିକ ସାଢେ ୪ ଘଣ୍ଟା ହେବ ଗୃହ କାର୍ଯ୍ୟ

ଭୁବନେଶ୍ୱର: ବିଧାନସଭା ଅଧିବେଶନ ପୂର୍ବରୁ ହୋଇଛି ସର୍ବଦଳୀୟ ବୈଠକ। ବୈଠକରେ ଗୃହକାର୍ଯ୍ୟ କିଭଳି ହେବ ସେନେଇ ଆଲୋଚନା ହୋଇଛି। ୨୯ ତାରିଖ ଦିନ ୧୧ଟାରେ ଅଧିବେଶନ ଆରମ୍ଭ ହେବ। ପ୍ରଥମ ଦିନ ପ୍ରଥମାର୍ଦ୍ଧରେ ଶୋକ ପ୍ରସ୍ତାବ ପାରିତ ହେବା ପରେ ଗୃହ ମୁଲତବୀ ହେବ। ସେହିଦିନ ଅପରାହ୍ଣ ୩ଟାରୁ ପୁଣି ଗୃହକାର୍ଯ୍ୟ ଆରମ୍ଭ ହୋଇ ୫ଟାରେ ଶେଷ ହେବ। ଅନ୍ୟଦିନ ମାନଙ୍କରେ ଗୃହ କାର୍ଯ୍ୟ ଦିନ ୧୦ଟା ୩୦ରୁ ଆରମ୍ଭ ହୋଇ ଦିନ ୧ଟା ଓ ଦ୍ୱିତୀୟାର୍ଦ୍ଧରେ […]

  • Saturday, 03 July 2021
shutdown
ଓଡ଼ିଶାର ଏଇ ପ୍ରମୁଖ ସହର ୨ ଦିନ ସଟଡାଉନ୍

ଭୁବନେଶ୍ୱର: ରାଜ୍ୟରେ କରୋନା ମହାମାରୀ ତାର ଉଗ୍ରରୂପ ଧାରଣ କରିଛି। ଇତି ମଧ୍ୟରେ ନୟାଗଡ ଜିଲ୍ଲାରେ ଦିନକୁ  କରୋନା କାୟାବିସ୍ତାର କରିବାରେ ଲାଗିଛି। ତେବେ ସଂକ୍ରମଣ ରୋକିବାକୁ ନୟାଗଡ଼ ସହର ୨ ଦିନ ସଟଡାଉନ୍ ଘୋଷଣା କରାଯାଇଛି। ଆସନ୍ତା ସୋମ ଓ ମଙ୍ଗଳବାର ନୟାଗଡ଼ ସହର ବନ୍ଦ କରାଯିବା ନେଇ ଜିଲ୍ଲାପାଳ ଘୋଷଣା କରିଛନ୍ତି। ବନ୍ଦ ରହୁଥିବା ୨ ଦିନ ସାରା ସହରକୁ ବିଶୋଧନ କରାଯିବ। ଏହି ସମୟରେ ମେଡିସିନ୍ ଦୋକାନ ଖୋଲା ରହିବ। ଆଜି ନୟାଗଡ଼ରେ […]

  • Saturday, 03 July 2021
ambulance
ଆମ୍ବୁଲାନ୍ସ ଧକ୍କାରେ ଚାଲିଗଲା ୩ ଜୀବନ

ଯାଜପୁର: ଆମ୍ବୁଲାନ୍ସ ଧକ୍କାରେ ୩ ବାଇକ୍ ଆରୋହୀ ମୃତ। ନେଉଳପୁର ନିକଟରେ ଆମ୍ବୁଲାନ୍ସ- ବାଇକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା ତିନି ତିନିଟା ଜୀବନ। ଏହି ଦୁର୍ଘଟଣାରେ ବାଇକ୍ ଆରୋହୀ ପୁରୁଷ, ମହିଳା ଓ ଜଣେ ଶିଶୁଙ୍କ ମୃତ୍ୟୁ ହୋଇଛି। ରାସ୍ତା କାମ ଯୋଗୁଁ ଗୋଟିଏ ପଟେ ଗାଡ଼ି ଯାଉଥିବାରୁ ଏପରି ଦୁର୍ଘଟଣା ହୋଇଥିବା ଜଣାପଡିଛି। ତେବେ ଧକ୍କା ଦେବା ପରେ ଆମ୍ୱୁଲାନ୍ସଟି ଭାରସାମ୍ୟ ହରାଇ ରାସ୍ତା ତଳକୁ ଖସିପଡ଼ିଥିଲା। ଦୁର୍ଘଟଣା ପରେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛି। […]

  • Saturday, 03 July 2021