• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

bhubaneswar-coronavirus
ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଭୁବନେଶ୍ୱର ମହାନଗର ଅଞ୍ଚଳରୁ ଆଉ ୩୧୯ ପଜିଟିଭ୍ ଚିହ୍ନଟ। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୬୨, ଲୋକାଲ କଣ୍ଟାକ୍ଟ କେସ୍ ୨୫୭ ରହିଛି। ସେହିପରି ଆଜି ଭୁବନେଶ୍ୱର ମହାନଗର ଅଞ୍ଚଳରୁ ୩୫୩ ଅଞ୍ଚଳରୁ ସୁସ୍ଥ ହୋଇଛନ୍ତି। କେଉଁ ଅଞ୍ଚଳରୁ କେତେ:- ନୟାପଲ୍ଲୀରୁ ୧୬, ପଟିଆ ଶିଶୁ ବିହାରରୁ ୧୩, ଚନ୍ଦ୍ରଶେଖରପୁରରୁ ୧୨, ସାଲିଆସାହିରୁ ୧୧ ଓ ଖଣ୍ଡଗିରିରୁ ୧୦, ୟୁନିଟ୍-୮, ଲକ୍ଷ୍ନୀସାଗର, ସହିଦ ନଗର ଓ ଡୁମୁଡୁମାରୁ ୮ ଲେଖାଏଁ, ନୀଳାଦ୍ରି ବିହାର ଓ ୟୁନିଟ୍-୯ରୁ […]

  • Saturday, 03 July 2021
high-court
ରାଜନେତାଙ୍କ ଅପରାଧିକ ମାମଲାର ତଥ୍ୟ ଦିଅ: ହାଇକୋର୍ଟ

କଟକ: ଅପରାଧିକ ମାମଲାରେ ଜଡ଼ିତ ରାଜନେତାଙ୍କ ବଢିଲା ଅଡୁଆ। ରାଜ୍ୟରେ ରାଜନେତାଙ୍କ ବିରୋଧରେ କେଉଁ କୋର୍ଟରେ କଣ ମାମଲା ରହିଛି ଏହାର ସବିଶେଷ ତଥ୍ୟ ମାଗିଛନ୍ତି ହାଇକୋର୍ଟ। ଏ ସମ୍ପର୍କରେ ନିଜ ଆଡୁ ଏକ ମାମଲା ରୁଜୁ କରି ସମସ୍ତ ପ୍ରତିପକ୍ଷଙ୍କୁ ନୋଟିସ ଜାରି କରିଛନ୍ତି କୋର୍ଟ। ପୂର୍ବତନ ଓ ବର୍ତ୍ତମାନର ସମସ୍ତ ସାସଂଦ ଏବଂ ବିଧାୟକଙ୍କ ବିଷୟରେ ତଥ୍ୟ ଦେବାକୁ ଆଡଭୋକେଟ ଜେନରାଲଙ୍କୁ ହାଇକୋର୍ଟ କହିଛନ୍ତି। ରାଜନେତାଙ୍କ ବିରୋଧରେ ଥିବା ମାମଲାର ତ୍ୱରିତ ବିଚାର ପାଇଁ […]

  • Saturday, 03 July 2021
coronavirus-rcobery
ସୁସ୍ଥ ହେଲେ ୪୭୬୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର: ରାଜ୍ୟରେ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜିର ସୁସ୍ଥ ସଂଖ୍ୟାକୁ ମିଶାଇ ଆଜି ସୁଦ୍ଧା ୧ ଲକ୍ଷ ୭୦ ହଜାର ୧୯୩ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଲେଣି। ତେବେ ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ଥିବା ବେଳେ କଟକରୁ ୪୧୧ ଜଣ ଆରୋଗ୍ୟ ହୋଇଛନ୍ତି।  ସେହିଭଳି ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡ଼ରୁ […]

  • Saturday, 03 July 2021
bjp
ବିଧାନସଭା ଅଧିବେଶନରେ ସରକାରଙ୍କୁ ଘେରିବାକୁ ବିଜେପିର ରଣନୀତି

ଭୁବନେଶ୍ୱର: ବିଧାନସଭା ଅଧିବେଶନ ପାଇଁ ବିଜେପି ବିଧାୟକ ଦଳର ବୈଠକ ବସିଥିଲା। ୱେବିନାର ଭିଡିଓ କନଫରେନ୍ସିଂ ଜରିଆରେ ବୈଠକ ଅନୁଷ୍ଠିତ ହୋଇଥିଲା। ଏଥିର ଅଧିବେଶନରେ କେଉଁସବୁ ପ୍ରସଙ୍ଗକୁ ନେଇ ସରକାରୀଙ୍କୁ ପ୍ରଶ୍ନ କରାଯିବ ସେ ନେଇ ରଣନୀତି ପ୍ରସ୍ତୁତ କରିଥିଲା ଦଳ। ଏଥର ବିଧାନସଭାରେ ବିଦ୍ୟୁତ ଦର ବୃଦ୍ଧି, ବନ୍ୟା, ବଗଲା ଧର୍ମଶାଳା ବିକ୍ରିକୁ ମୁଖ୍ୟ ପ୍ରସଙ୍ଗ କରିବ ବିଜେପି। ତା ସହିତ କୋଭିଡ ପରିଚାଳନା, ପ୍ରବାସୀ ଓଡ଼ିଆ ଶ୍ରମିକଙ୍କ ସମସ୍ୟା, ନୂଆ ଓଡ଼ିଶା ୟୁନିଭର୍ସିଟି ଆଇନ, ପିଏମ୍ […]

  • Saturday, 03 July 2021
gas
ଗ୍ୟାସ ସିଲିଣ୍ଡର ସଜାଡ଼ୁଥିବା ବେଳେ ହଠାତ୍ ଲାଗିଲା ନିଆଁ; ୬ ଗୁରୁତର

ଖୋର୍ଦ୍ଧା: ଗ୍ୟାସ ସିଲିଣ୍ଡରରୁ ନିଆଁ ଲାଗି ୬ ଜଣ ପୋଡ଼ି ହୋଇ ଗୁରୁତର ହୋଇଛନ୍ତି। ଖୋର୍ଦ୍ଧା ବେଗୁନିଆ ଥାନା ଗଡ଼ମାଣିତ୍ରୀ ଗାଁରେ ଘଟିଛି ଏଭଳି ଅଘଟଣ। ଆହତମାନେ ସମସ୍ତେ ଗୋଟିଏ ପରିବାରର। ଆହତମାନଙ୍କ ମଧ୍ୟରୁ ୩ ମହିଳା ଜଣେ ଶିଶୁ ସମେତ ୬ ଗୁରୁତର ହୋଇଛନ୍ତି। ଘରେ ଗ୍ୟାସ ଚୁଲା ନଜଳିବାରୁ ସଜାଡ଼ିବା ବେଳେ ଅଘଟଣ ଘଟିଥିଲା। ସମସ୍ତ ୬ ଗୁରୁତର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ସନ୍ଧ୍ୟା ୭ରୁ ୮ଟା ବେଳେ ବେଗୁନିଆ […]

  • Saturday, 03 July 2021