• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

breaking news
ସଂକ୍ଷେପରେ ଆଜିର ତାଜା ଖବର - Tuesday, 11 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Tuesday, 11 June 2024
Sri Mandir
ସାମ୍ନାକୁ ଆସୁନି ସତ, ବଢୁଛି ଚର୍ଚ୍ଚା; ଶ୍ରୀମନ୍ଦିରକୁ ଶ୍ରୀହୀନ ଉଦ୍ୟମ ପଛରେ ଅଦୃଶ୍ୟ ଶକ୍ତି କିଏ!

ସରକାର ବଦଳୁ ବଦଳୁ ଶ୍ରୀମନ୍ଦିରକୁ କିଏ ଶ୍ରୀହୀନ କରିବାକୁ ବସିଥିଲା? ବଡ଼ ଠାକୁରଙ୍କ ବଡ଼ ଦେଉଳକୁ ଆଲୋକଶୂନ୍ୟ କରିବାର ମନ୍ଦବୁଦ୍ଧି ପାଞ୍ଚିଥିଲା କିଏ? କାହା ନିର୍ଦ୍ଦେଶରେ ଖୋଲି ଦିଆଯାଉଥିଲା ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଏବଂ ମ୍ୟୁଜିୟମ୍ ଲାଇଟ୍ ?

New MLA
ଉତ୍ସାହିତ ନବନିର୍ବାଚିତ, ପ୍ରଥମ ଥର ବିଧାନସଭା ଯିବେ ରାଜ୍ୟର ୮୨ ବିଧାୟକ

କିଏ ପ୍ରଥମଥର ନିର୍ବାଚିତ ହୋଇଛି ତ କାହାକୁ ବର୍ଷ ବର୍ଷର ସଂଘର୍ଷ ପରେ ମିଳିଛି ସଫଳତା । ବିଜେଡିର ହେଭିୱେଟ ନେତା, ମନ୍ତ୍ରୀ ଏବଂ ଟାଣୁଆ ସଂଗଠକଙ୍କୁ ଦେଇଛନ୍ତି ମାତ୍ । ପିଢ଼ି ପରେ ପିଢ଼ି ପରିବାରବାଦ ରାଜନୀତିକୁ ଧରାଶାୟୀ କରି, ଗଡ ଭାଙ୍ଗି ଦେଇଛନ୍ତି କିଛି ନବାଗତ ।

leader of opposition
ରାଜ୍ୟରେ କିଏ ହେବେ ବିରୋଧୀ ଦଳ ନେତା ? ବିପକ୍ଷରେ ନବୀନ ବସିବେ ନା ଆଉ କିଏ ?

ରାଜ୍ୟ ରାଜନୀତି ବେଶ୍ ସରଗରମ୍। ବିଜେପି ସରକାର ଗଠନ କରିବା ପରେ ପ୍ରମୁଖ ବିରୋଧୀ ଆସନରେ ବସିବାକୁ ଯାଉଛି ବିଜେଡି। ତେବେ ବିଜେଡି କାହାକୁ ବିରୋଧୀ ଦଳ ନେତା କରିବ ତାକୁ ନେଇ ଚର୍ଚ୍ଚା ବଢିଛି ।

Who will be next CM of Odisha?
ଓଡ଼ିଶାରେ ପ୍ରଥମ ବିଜେପି ସରକାରର ଶପଥ; ଏବେ ବି ସିଏମ୍ ଫେସକୁ ନେଇ ସସପେନ୍ସ...

୧୨ ଅପରାହ୍ଣ ୫ଟାରେ ଓଡିଶାରେ ପ୍ରଥମ ବିଜେପି ସରକାରର ଶପଥ । ଶପଥ ସମାରୋହରେ ଯୋଗଦେବାକୁ ଆସିଲା ପିଏମ୍ ମୋଦିଙ୍କ ସିଡ୍ୟୁଲ୍। ସିଏମ୍ ଫେସକୁ ନେଇ ଏବେ ବି ଲାଗିରହିଛି ସସପେନ୍ସ ।

Election
ମୋଦିଙ୍କ ମନ୍ତ୍ରୀ ମଣ୍ତଳରେ ତିନି ଓଡ଼ିଆ, କାହାକୁ ମିଳିଲା କେଉଁ ବିଭାଗ

ମୋଦି କ୍ୟାବିନେଟର ୩ ଓଡ଼ିଆ ମନ୍ତ୍ରୀଙ୍କୁ ମିଳିଲା ବଡ଼ ବିଭାଗ । ରେଳ ସହ ସୂଚନା ପ୍ରସାରଣ ମନ୍ତ୍ରାଳୟ ପାଇଲେ ଅଶ୍ବିନୀ ବୈଷ୍ଣବ । ଶିକ୍ଷା ବିଭାଗ ବଜାୟ ରଖିଲେ ଧର୍ମେନ୍ଦ୍ର ପ୍ରଧାନ ।

Did anyone think that Naveen's rule would come to an end
ବିଜେଡି ପରାଜୟର ତର୍ଜମା...ମହଙ୍ଗା ପଡ଼ିଲା ଅତ୍ୟଧିକ ଆତ୍ମବିଶ୍ୱାସ

“ବିଜେପି ଦିନରେ ସ୍ୱପ୍ନ ଦେଖୁଛି।” ନିର୍ବାଚନ ବେଳେ ସାମାଜିକ ଗଣମାଧ୍ୟମରେ ଭାଇରାଲ୍‌ ହୋଇଥିବା ନବୀନ ପଟ୍ଟନାୟକଙ୍କ ଏହି ମନ୍ତବ୍ୟ ବିଜେଡି ପାଇଁ ହିଁ ‘ଦିବାସ୍ୱପ୍ନ’ ହେବ ବୋଲି କେହି କଳ୍ପନା କରିଥିଲେ ? ୨୦୨୪ ନିର୍ବାଚନ ଏଭଳି ଚମତ୍କାର ହେବ ଯେ ବିଜେଡିରୁ ଜଣେ ବି ପ୍ରାର୍ଥୀ ଲୋକସଭାରେ ପାଦ ଦେଇପାରିବେ ନାହିଁ ଏବଂ ନବୀନ ଶାସନର ଅନ୍ତ ଘଟିବ ?

Heat Wave
ଆହୁରି ଜାଳିବ ପ୍ରଚଣ୍ଡ ତାତି, ହିଟ୍‌ୱେଭ୍‌ ନେଇ ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ SRC

ଗ୍ରୀଷ୍ମ ତାତିକୁ ନଜରରେ ରଖି ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି SRC ।

Arindam on VK Pandian
'ପାଣ୍ଡିଆନ ରାଜନୀତିରୁ ସନ୍ୟାସ ନେବା କେବଳ ଆଇୱାସ୍, ପ୍ରଚ୍ଛଦପଟ୍ଟରେ ରହି ସେ ଦଳର କାମ କରିବେ'

ଦଳର ଶୋଚନୀୟ ପରାଜୟ ପରେ ଏବେ ମୁହଁ ଖୋଲୁଛନ୍ତି, ଆଗରୁ କାହିଁକି ଚୁପ୍ ରହୁଥିଲେ ବୋଲି କହିଛନ୍ତି ଅରିନ୍ଦମ।

Weather
ରାଜ୍ୟରେ ମୌସୁମୀ ବାୟୁ ଆଗକୁ ବଢ଼ିବାର ସ୍ଥିତି ଅନୁକୂଳ ନାହିଁ, ଜାରି ରହିବ ଗୁଳୁଗୁଳି

ରାଜ୍ୟରେ ମୌସୁମୀ ବାୟୁ ଆଗକୁ ବଢ଼ିବାକୁ ସ୍ଥିତି ଅନୁକୂଳ ନାହିଁ । ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଅଗ୍ରସର ହୋଇ ନପାରେ ମୌସୁମୀ ବାୟୁ । ମୌସୁମୀ ସକ୍ରିୟ ହୋଇ ପାରୁନଥିବାରୁ ବର୍ତ୍ତମାନ ରାଜ୍ୟକୁ ଉତ୍ତର ପଶ୍ଚିମ ଦିଗରୁ ପବନ ପ୍ରବେଶ କରୁଛି ।

Odisha Election
'ମୋ ଜାଣିବାରେ ସେଭଳି କିଛି ନାହିଁ, ବିଧାୟକ ଦଳ ବୈଠକରେ ନିଷ୍ପତ୍ତି'

ଆସନ୍ତା ୧୨ ତାରିଖରେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ସମାରୋହ । ତାପୂର୍ବରୁ ବିଜେପି ବିଧାୟକ ଦଳ ବୈଠକରେ ନୂଆ ମୁଖ୍ୟମନ୍ତ୍ରୀ କିଏ ହେବ, ସେନେଇ ନିଷ୍ପତ୍ତି ନିଆଯିବ ବୋଲି କହିଛନ୍ତି ରାଜ୍ୟ ବିଜେପି ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ ତୋମାର ।

Odisha Election
ବୁଧବାର ଓଡ଼ିଶା ଦେଖିବ ନୂଆ ମୁଖ୍ୟମନ୍ତ୍ରୀ, ଅପରାହ୍ମ ୪ଟା ୪୫ରେ ନେବେ ଶପଥ

ଅପରାହ୍ନ ୪ଟା ୪୫ରେ ନୂଆ ମୁଖ୍ୟମନ୍ତ୍ରୀଙ୍କ ଶପଥ ପାଠ । ଏହି ଶପଥ ଗ୍ରହଣ ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Dengue
ବର୍ଷା ଦିନ ଆସିନି, ଡରାଇଲାଣି ଡେଙ୍ଗୁ; ଚିହ୍ନଟ ହେଲେଣି ୨୩୫ ଜଣ ରୋଗୀ

ରାଜ୍ୟରେ ମୌସୁମୀ ନଆସୁଣୁ କାୟା ମେଲାଇଲାଣି ଡେଙ୍ଗୁ । ଚଳିତ ବର୍ଷ ଏବେ ସୁଦ୍ଧା ରାଜ୍ୟରେ ଚିହ୍ନଟ ହେଲେଣି ୨୩୫ ଜଣ ରୋଗୀ । ସେଥିମଧ୍ୟରୁ ଗତକାଲି ୩ଟି କେସ ଆସିଛି, ସେ ମଧ୍ୟରେ ପୁରୀରୁ ୨ଟି କେସ ଥିବା ବେଳେ ଭୁବନେଶ୍ୱରରୁ ଜଣେ ଚିହ୍ନଟ ହୋଇଛନ୍ତି ।

VK Pandian
ଭିକେ ପାଣ୍ଡିଆନଙ୍କ ବାସଭବନ ଆଗରୁ ହଟିଲା ବ୍ୟାରିକେଡ୍

ବିଜେଡି ସରକାର କ୍ଷମତାରୁ ହଟିବା ପରେ ଏବେ ପଣ୍ଡିଆନଙ୍କ ଘର ଆଗରୁ ବ୍ୟାରିକେଡ୍ ହଟାଯାଉଛି ।

Sukanta Panigrahi
ସୁକାନ୍ତଙ୍କ ବିରାଡ଼ି ବୈଷ୍ଣବ ଉପାଖ୍ୟାନ; କହିଲେ ସବୁ ସ୍ୱାର୍ଥ ପାଇଁ, ୬ ମାସିଆ ଅବସର ଅପ୍ରାସଙ୍ଗିକ

ଦିଲ୍ଲୀରୁ ଫେରି ଅଚ୍ୟୁତ ସାମନ୍ତଙ୍କ ରାଜନୀତିରୁ ସନ୍ୟାସ ନେବା ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି କନ୍ଧମାଳ ବିଜେପି ସାଂସଦ ସୁକାନ୍ତ ପାଣିଗ୍ରାହୀ । ବିରାଡ଼ି ବୈଷ୍ଣବ ଉପାଖ୍ୟାନ ଦେଇଛନ୍ତି । କହିଛନ୍ତି, ୬ ମାସିଆ ଅବସର ନେବାର କିଛି ପ୍ରାସଙ୍ଗିକତା ନାହିଁ ।

Who Will Be The Chief Minister
କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ? ସୁରେଶ କହିଲେ ଏମିତି...

ଆସନ୍ତାକାଲି ବିଧାୟକ ଦଳ ବୈଠକ ବସିବ। ସେଠାରେ ନବନିର୍ବାଚିତ ବିଜେପି ବିଧାୟକଙ୍କ ସହ ଆଲୋଚନା କରିବେ ବିଜେପିର ଦୁଇ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ। କିଏ ହେବେ ବିଧାୟକ ଦଳ ନେତା ତଥା ରାଜ୍ୟର ପ୍ରଥମ ବିଜେପି ମୁଖ୍ୟମନ୍ତ୍ରୀ ସେନେଇ ନାଁ ଚୂଡ଼ାନ୍ତ ହେବ।

Inflation
ବଢ଼ିଚାଲିଛି ଅଟା, ଡାଲି, ତେଲ ଦର; ସନ୍ତୁଳି ହେଉଛନ୍ତି ସାଧାରଣ ଖାଉଟି

ଗଲା ୩ ମାସ ଭିତରେ ହରଡ଼ ଡାଲି କିଲୋ ପିଛା ୪୦ ଟଙ୍କା ବଢ଼ି ୧୭୦ ଟପିଛି। ଆଉ ଅଟା, ମଇଦା ଓ ସୁଜି ଆଦି ୧୦-୧୫ ଦିନରେ ୪ରୁ ୫ ଟଙ୍କା ଲେଖାଏଁ ମହଙ୍ଗା ହୋଇଛି।

breaking news
ସଂକ୍ଷେପରେ ଆଜିର ତାଜା ଖବର - Monday, 10 June 2024

ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।

  • Monday, 10 June 2024
VK Pandian
ନେତା ହେବା ଆଶା ଧୂଳିସାତ୍ କରିଦେଲେ ଜନତା, ରାଜନୀତିରୁ ସନ୍ନ୍ୟାସ ନେଲେ ପାଣ୍ଡିଆନ୍

ରାଜନେତା ହେବାର ଆଶାକୁ ଧୂଳିସାତ କଲେ ଜନତା। ମାତ୍ର ୬ ମାସ ୧୨ ଦିନରେ ଭି.କେ. ପାଣ୍ଡିଆନ ସନ୍ନ୍ୟାସ ନେଲେ ସକ୍ରିୟ ରାଜନୀତିରୁ।

 Odisha Assembly
ନୂଆ ନେତା ଲେଖିବେ ଓଡ଼ିଶାର ଭାଗ୍ୟ ! ଏଥର ବିଧାନସଭାରେ ୮୨ ନୂଆ MLA

ଓଡ଼ିଶା ବିଧାନସଭାର ମୋଟ୍‌ ୧୪୭ ଆସନରୁ ୮୨ ଜଣ ନୂଆ ବିଧାୟକଙ୍କ ପାଦ ପ୍ରଥମ ଥର ପାଇଁ ଗୃହରେ ପଡ଼ିବାକୁ ଯାଉଛି । ଓଡ଼ିଶାର ଏଭଳି ଜନମତ ସାରା ଦେଶକୁ ଚମକାଇ ଦେଇଛି । 

How fit is Gautam Gambhir for the post of head coach of Team India
Sports: ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ପଦବୀ ପାଇଁ ଗୌତମ ଗମ୍ଭୀର କେତେ ଫିଟ୍‌

ଟିମ୍ ଇଣ୍ଡିଆର ମୁଖ୍ୟ କୋଚ୍ ଭାବେ ରାହୁଲ ଦ୍ରାବିଡ଼ଙ୍କ ଉପଯୁକ୍ତ ବିକଳ୍ପ ହୋଇପାରିବେ କି ଦୌଡ଼ରେ ସର୍ବାଗ୍ରେ ଥିବା ଗୌତମ ଗମ୍ଭୀର? ଭାରତୀୟ ପ୍ରଶଂସକଙ୍କ ଉଚ୍ଚ ଆଶା, ଟିମ୍‌ରେ ତାରକା ସଂସ୍କୃତି ଓ ଆଇସିସି ଟୁର୍ଣ୍ଣାମେଣ୍ଟଗୁଡ଼ିକର ଚାଲେଞ୍ଜ୍‌କୁ ଅତିକ୍ରମ କରି ଆଗକୁ ବଢ଼ିବାରେ କେତେ ସଫଳ ହେବେ ଏହି ପୂର୍ବତନ ବ୍ୟାଟର୍‌?

BJD
ପାରିବାରିକ ରାଜନୀତିରେ ପଡ଼ଲା ପୂର୍ଣ୍ଣଛେଦ; ପାଗ ବଦଳିଲା, ଯୋଗ ବିଗିଡ଼ିଲା

ତାଲିକାରେ ପ୍ରଥମେ ରହିଛନ୍ତି ବିଜେଡିର ହେଭିୱେଟ୍‌ କୁହାଯାଉଥିବା ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଓରଫ୍‌ ବବି। ବବିଙ୍କ ରାଜନୀତି କ୍ୟାରିୟର ଏବେ କେଉଁ ମୋଡ଼ ନେବ ତାହା ସମସ୍ତଙ୍କ ନଜରରେ ରହିଛି।

PM Narendra Modi to hold roadshow
ପୁଣି ଭୁବନେଶ୍ବରରେ ରୋଡ୍‌ ସୋ’ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ରାଜଧାନୀ ଦେଖିବ ମୋଦିଙ୍କ ବିଶାଳ ରୋଡ୍ ସୋ’। ୧୨ ତାରିଖରେ ଓଡ଼ିଶାରେ ମୁଖ୍ୟମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହ ରହିଛି।

VK Pandian
ରାଜନୀତି ଛାଡ଼ିଲେ ଭିକେ ପାଣ୍ଡିଆନ୍‌

ରାଜନୀତି ଛାଡ଼ିବା ସହ ଦଳୀୟ କର୍ମୀଙ୍କ ନିକଟରେ କ୍ଷମା ପ୍ରାର୍ଥନା କଲେ ପାଣ୍ଡିଆନ୍ ।

BJD
ମୋଦି ଝଡ଼ରେ ମାଟି କାମୁଡ଼ିଲେ BJD ର ଗଣ୍ତା ଗଣ୍ତା ମନ୍ତ୍ରୀ

ଚଳିତ ବିଧାନସଭା ନିର୍ବାଚନରେ ୧୦ ଜଣ ମନ୍ତ୍ରୀଙ୍କୁ ହାର୍‌ର ସମ୍ମୁଖୀନ ହେବାଆକୁ ପଡ଼ିଛି।