• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

News from Odisha

ୱାଇଏସଅାର କଂଗ୍ରେସ ମୁଖ୍ୟ ଜଗନ ମୋହନ ରେଡ୍ଡିଙ୍କୁ ଅାକ୍ରମଣ
ୱାଇଏସଅାର କଂଗ୍ରେସ ମୁଖ୍ୟ ଜଗନ ମୋହନ ରେଡ୍ଡିଙ୍କୁ ଅାକ୍ରମଣ

ବିଶାଖାପଟନମ୍ : ଓ୍ୱାଇଏସଅାର କଂଗ୍ରେସ ମୁଖ୍ୟ ଜଗନ ମୋହନ ରେଡ୍ଡିଙ୍କ ଉପରକୁ ଅାକ୍ରମଣ। ବିଶାଖାପଟନମ୍ ବିମାନବନ୍ଦରରେ ଜଣେ ଯୁବକ ତାଙ୍କ ଉପରକୁ ଛୁରା ମାଡ଼ କରିଛି। ମିଳିଥିବା ସୂଚନା ଅନୁଯାୟୀ ଜଗନ ମୋହନ ଏୟାରପୋର୍ଟର ଭିଅାଇପି ଲାଉଞ୍ଜରେ ହାଇଦ୍ରାବାଦ ଫ୍ଲାଇଟକୁ ଅପେକ୍ଷା କରିଥିଲେ। ଦୁର୍ବୃତ୍ତ ଜଣଙ୍କ ସେଲଫି ନେବା ପାଇଁ ଜଗନଙ୍କୁ ଅନୁରୋଧ କରିଥିଲା। ଜଗନ ଅନୁମତି ଦେବା ପରେ ସେ ତାଙ୍କ ନିକଟତର ହୋଇ ଏକ ଛୁରାରେ ଅାକ୍ରମଣ କରିଥିଲା। ଏଥିରେ ଜଗନଙ୍କ ବାମ ହାତରେ […]

  • Saturday, 03 July 2021
Odisha Plus 3 Admissions: ପ୍ରକାଶ ପାଇଲା ପ୍ରଥମ କଟ୍ ଅଫ୍ ମାର୍କ

ଭୁବନେଶ୍ୱର: +୩ରେ ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଆଜି ପ୍ରଥମ କଟ୍ ଅଫ୍ ମାର୍କ ପ୍ରକାଶ ପାଇଛି।ଅଧିକାଂଶ ବିଭାଗରେ ବିଜେବି କଲେଜ ଆଗରେ ରହିଛି। କଳାରେ ବିଜେବି ସ୍ୱୟଂଶାସିତ କଲେଜରେ ଭୂଗୋଳ ବିଭାଗରେ ସର୍ବାଧିକ କଟ୍ ଅଫ୍ ମାର୍କ ୯୩% ରହିଛି। ସେହିପରି ଗଣିତ ବିଭାଗରେ(ଫିଜିକାଲ ସାଇନ୍ସ) ୯୫.୩% କଟ୍ ଅଫ୍ ମାର୍କ ସହ ବିଜେବି କଲେଜ ଆଗରେ ରହିଛି। ସେହିପରି Zoology (Biological Science)ରେ ୯୫.୫% କଟ୍ ଅଫ୍‌ ମାର୍କ ସହ ବିଜେବି କଲେଜ […]

  • Saturday, 03 July 2021
ବିଜେଡିରେ କେଁ: ଇସ୍ତଫା ଦେଉ ଦେଉ ଦଳରୁ ବିଦା ହେଲେ ଯୁବ ନେତା

ଭୁବନେଶ୍ୱର: ବିଜୁ ଜନତା ଦଳରୁ ବହିଷ୍କୃତ ହୋଇଛନ୍ତି ଯୁବ ନେତା କଳ୍ପତରୁ ଓଝା। ବିଜୁ ଯୁବ ଜନତା ଦଳ କାର୍ଯ୍ୟକର୍ତ୍ତା ଚୟନକୁ ନେଇ ପ୍ରଶ୍ନ ଉଠାଇ ଆଜି ସାଧାରଣ ସମ୍ପାଦକ ପଦରୁ କଳ୍ପତରୁ ଇସ୍ତଫା ଦେଇଥିଲେ। ଅନଭିଜ୍ଞ ଓ ଦୁର୍ନୀତିରେ ସମ୍ପୃକ୍ତ ଥିବା ଲୋକଙ୍କୁ ଦଳ ପକ୍ଷରୁ ଦାୟିତ୍ୱ ଦିଆଯାଇଛି। ୧୬ ବର୍ଷ ଧରି ଦଳ ସହ କାମ କରିବା ପରେ ବି ତାଙ୍କୁ ଉପେକ୍ଷା କରାଯାଇଥିବା ଅଭିଯୋଗ କରିଛନ୍ତି କଳ୍ପତରୁ। ତେବେ କଳ୍ପତରୁ ଇସ୍ତଫା ଦେବାର […]

  • Saturday, 03 July 2021
coronaea
ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର: ରାଜ୍ୟର ୧୪ ଜଣ ମନ୍ତ୍ରୀ, ବିଧାୟକ କରୋନା ପଜିଟିଭ ଚିହ୍ନଟ।  ଗତକାଲି ୨ ଚିହ୍ନଟ ହୋଇଥିଲେ, ଆଜି ଆଉ ୧୨ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବିଶ୍ୱସ୍ତ ସୂତ୍ରରୁ ସୂଚନା ମିଳିଛି। ଉପବାଚସ୍ପତି ରଜନୀକାନ୍ତ ସିଂହ, ମନ୍ତ୍ରୀ ସମୀର ଦାଶ, ମନ୍ତ୍ରୀ ପଦ୍ମିନୀ ଦିଆନ ଓ ଜ୍ୟୋତି ପାଣିଗ୍ରାହୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ବିଧାୟକ ଅଶୋକ ବଳ, ବିଷ୍ଣୁବ୍ରତ ରାଉତରାୟ, ଭାଗିରଥୀ ସେଠୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ସୁଶାନ୍ତ ବେହେରା, ଉମାକାନ୍ତ ସାମନ୍ତରାୟ, ନାଉରୀ […]

  • Saturday, 03 July 2021
mandir
ମନ୍ଦିର ଖୋଲିବାକୁ ମଙ୍ଗିଲେନି ସରକାର

ଭୁବନେଶ୍ୱର: ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ। ଏନେଇ ହାଇକୋର୍ଟରେ ନିଜର ଜବାବ ଦାଖଲ କଲେ ରାଜ୍ୟ ସରକାର।  ରାଜ୍ୟରେ ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ସଂପର୍କିତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ ହୋଇଛି। ବର୍ତ୍ତମାନ ମନ୍ଦିର ଖୋଲିବା ସମ୍ଭବ ନୁହେଁ ବୋଲି ସରକାର ଦର୍ଶାଇଛନ୍ତି। ତେବେ ଗର୍ଭଗୃହ ଛୋଟ ଯୋଗୁଁ ଗହଳି ହେଲେ କରୋନା ସଂକ୍ରମଣ ବଢ଼ିପାରେ ବୋଲି ସରକାର ଦର୍ଶାଇଛନ୍ତି। ଆସନ୍ତା ସପ୍ତହାରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଛି। […]

  • Saturday, 03 July 2021
jay panda-1
ଜେପି ନଡ୍ଡାଙ୍କୁ ଭେଟିଲେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା

ନୂଆଦିଲ୍ଲୀ: ବିଜେପିର ସାଂଗଠନିକ ପୁନର୍ବିନ୍ୟାସ ପରେ ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଅଧ୍ୟକ୍ଷ ଜଗତ ପ୍ରକାଶ ନଡ୍ଡାଙ୍କୁ ଭେଟିଛନ୍ତି। ଉପାଧ୍ୟକ୍ଷ ପଦରେ ପୁନଃନିଯୁକ୍ତି ପରେ ବୈଜୟନ୍ତ ନଡ୍ଡାଙ୍କୁ ସାକ୍ଷାତ କରିଛନ୍ତି । ଏହାସହ ତାଙ୍କୁ ମିଳିଥିବା ଦାୟିତ୍ୱକୁ ସେ ସୁଚାରୁ ରୂପେ ତୁଲାଇବେ ବୋଲି ଜଣାଇଛନ୍ତି । ତାଙ୍କ ନେତୃତ୍ୱରେ ଦଳ ପାଇଁ ନିଷ୍ଠାର ସହ କାମ କରିବେ ବୋଲି ନଡ୍ଡାଙ୍କୁ କଥା ଦେଇଛନ୍ତି ବୈଜୟନ୍ତ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ […]

  • Saturday, 03 July 2021