ପ୍ରତ୍ୟେକ ସ୍ଥାନ ଯାହା ଆବଧ କରାଯାଏ ତାହା ଗୋଟେ ଗୋଟେ ଏନର୍ଜି ଫିଲ୍ଡ୍ ତିଆରି କରେ ଯାହା ପଞ୍ଚମହାଭୁତ ଅର୍ଥାତ୍ ଜଳ, ବାୟୁ, ଅଗ୍ନି, ପୃଥିବୀ ଓ ଆକାଶ ଦ୍ୱାରା ପରିଚାଳିତ। ଏଣୁ ଗୃହକର୍ତ୍ତା ସ୍ୱୟଂ ନିଜେ ରୁହନ୍ତୁ କି ସେହି ଗୃହରେ କାହାକୁ ଭଡାରେ ରଖନ୍ତୁ, ବାସ୍ତୁର ପ୍ରଭାବ ଗୃହବାସୀଙ୍କ ଉପରେ ପଡିଥାଏ।
ସୌର କୁମ୍ଭମାସ ଫାଲ୍ଗୁନ କୃଷ୍ଣପକ୍ଷ । ଇଂରାଜୀ ୦୭ ତାରିଖ ଗୁରୁବାର ଚନ୍ଦ୍ର- ମକର ଅହୋରାତ୍ର ତିଥି - ୧୨ଶୀ ରାତ୍ରି ୦୧.୨୦ ଗତେ ୧୩ଶୀ ଘାତଚନ୍ଦ୍ର- ସିଂହ ରାଶିର ଅହୋରାତ୍ର ଘାତବାର- ତୁଳା ଓ କୁମ୍ଭ ରାଶିର ପୁଷ୍କର ଦୋଷ- ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ ଦିବା ୦୧.୦୧ ଗତେ ୧ ପାଦ-ପଶୁସମ୍ପଦ ନାଶ-ଅନ୍ନ ଦାନ ରାତ୍ରି ୦୧.୨୦ ପର୍ଯ୍ୟନ୍ତ
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବାବା ଲୋକନାଥଙ୍କ ପଙ୍କୋଦ୍ଧାର ଏକାଦଶୀ। ଗମ୍ଭୀରା ଭିତରୁ ରୀତିନୀତି ଅନୁଯାୟୀ କରାଗଲା ପଙ୍କୋଦ୍ଧାର। ମହାସ୍ନାନ ପରେ ସର୍ବସାଧାରଣର ସୁଯୋଗ ପାଇଲେ ଶ୍ରଦ୍ଧାଳୁ।
ରାଉରକେଲା ସରକାରୀ ହସପିଟାଲରେ ନକଲି ନର୍ସ ! ୨୦୨୦ ମସିହାରୁ କରି ଆସୁଥିଲେ ଡ୍ୟୁଟି। କିଏ ନିଯୁକ୍ତି ଦେଲା ଉଠିଲା ପ୍ରଶ୍ନ।
ବିଜେପି ବରିଷ୍ଠ ନେତା ତଥା ରାଷ୍ଟ୍ରୀୟ ଉପସଭାପତି ଓ ଉତ୍ତରପ୍ରଦେଶ ନିର୍ବାଚନ ପ୍ରଭାରୀ ବୈଜୟନ୍ତ ପଣ୍ଡା ଆଜି ଲକ୍ଷ୍ନୌ ଗସ୍ତରେ ଯାଉଛନ୍ତି।
ବିଜେପି- ବିଜେଡି ଭିତରେ ମେଣ୍ଟ ନୂଆ ନୁହେଁ କି ଅସମ୍ଭବ ବି ନୁହେଁ। ୧୯୯୮ରୁ ୨୦୦୯ ଦୁଇ ଦଳ ଏକାଠି ଥିଲେ, ମିଳିମିଶି କ୍ଷମତା ମହୁକୁ ବି ଚାଖୁଥିଲେ।
ବଢୁଛି ଏନଡିଏର କଳେବର । ମୋଦିଙ୍କ ମିଶନ ଅବ୍ କି ବାର୍ ଚାର୍ ସୋ ପାର୍ କୁ ପୂରଣ କରିବା ପାଇଁ ବିଜେପିର ବଡ଼ ଷ୍ଟ୍ରାଟେଜି ।
୧୫ ବର୍ଷ ପରେ ପୁଣି ଏକ୍ ହେବାକୁ ଯାଉଛନ୍ତି କି ବିଜେଡି-ବିଜେପି ? ଏନଡିଏକୁ ଫେରିବ କି ବିଜେଡି? ଦୁଇ ରାଜଧାନୀ ଭୁବନେଶ୍ୱର ଓ ଦିଲ୍ଲୀରେ ଦୁଇ ଦଳର ଗୁରୁତ୍ୱପୂର୍ଣ୍ଣ ବୈଠକକୁ ନେଇ ବଢିଲା ଚର୍ଚ୍ଚା।
ଏକାଠି ହେଉଛନ୍ତି କି ବିଜେପି- ବିଜେଡି। କଣ NDAକୁ ବାହୁଡିବେ କି ନବୀନ?
ରାଜ୍ୟରେ ଅଟୋମେଟେଡ୍ ଡ୍ରାଇଭିଂ ଟେଷ୍ଟିଂ ସିଷ୍ଟମ ଆରମ୍ଭ । ୬ଟି ସ୍ଥାନରେ ଅଟୋମେଟେଡ୍ ଡ୍ରାଇଭିଂ ଟେଷ୍ଟିଂ ସିଷ୍ଟମ ଆରମ୍ଭ । କମ୍ପ୍ୟୁଟର, କ୍ୟାମେରା ଓ AI ଦ୍ବାରା ହେବ ତଦାରଖ ।
୧୫ ବର୍ଷ ତଳେ BJD ସହ ମେଣ୍ଟ ଭାଙ୍ଗିଥିଲା ବିଜୁ ଜନତା ଦଳ । ୨୦୦୯ ମସିହା ମାର୍ଚ୍ଚ ୯ ତାରିଖରେ ମେଣ୍ଟ ଭାଙ୍ଗିଯାଇଥିବାବେଳେ ପୂର୍ବରୁ ଉଭୟ ଦଳ ୨ଥର ମିଳିତ ସରକାର ଗଢ଼ିଥିଲେ । ୨୦୦୦ ଓ ୨୦୦୪ରେ ମିଳିତ ଭାବେ ସରକାର କରିଥିଲେ BJD-BJP ।
ଓଡ଼ିଶାରେ ଶିକ୍ଷକ ପଦବୀରେ ନିଯୁକ୍ତି ଅନେକ ଯୁବପିଢିଙ୍କ ସ୍ୱପ୍ନ। ଆପଣ ଯଦି ଶିକ୍ଷକ ହେବାର ସ୍ୱପ୍ନ ଦେଖୁଛନ୍ତି ତେବେ ଆପଣଙ୍କ ପାଇଁ ସୁଯୋଗ ଆସିଛି।
ହେଇଯିବ କି ମେଣ୍ଟ ? ବିଜେପି ବିଜେଡି ଭିତରେ ପୁଣି ଥରେ ମେଣ୍ଟ ହେବ କି ? ୧୫ ବର୍ଷ ପରେ ପୁଣି ଏକାଠି ହେବେ କି ବିଜେପି-ବିଜେଡି ?
ଅନ୍ତର୍ଜାତୀୟ ବଜାରରେ ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଅନ୍ତର୍ଜାତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୬୫,୧୩୦ ଟଙ୍କା ହୋଇଛି।
ଘରେ ଆପଣ କଙ୍କଡ଼ାରେ ତିଆରି ବହୁ ରେସିପି ଖାଇଥିବେ । ଆଜି ଆମେ ଆପଣଙ୍କୁ କଙ୍କଡ଼ାର ଏକ ସୁଆଦିଆ ରେପିପି ବିଷୟରେ କହିବୁ । ଏହି ରେସିପି ର ନାଁ ହେଉଛି ‘କଙ୍କଡ଼ା କର୍ମା ’ । ଏହି ରେସିପିଟିକୁ ଆପଣ ଘରେ ଅତି ସହଜ ଓ ସରଳ ଭାବରେ ବନେଇ ପାରିବେ । ତେବେ ଚାଲନ୍ତୁ ଜାଣିବା ଏହାକୁ କିଭଳି ପ୍ରସ୍ତୁତ କରାଯାଏ ।
ବସ୍ ଡ୍ରାଇଭର, କଣ୍ଡକ୍ଟର ଓ ହେଲପରଙ୍କୁ ନିଶା ଦେଇ ଲୁଟ୍ । ୧୫ଶହ ଟଙ୍କା ଆଡଭାନ୍ସ ଦେଇ ବିଶ୍ୱାସ ଜନ୍ମାଇଲେ, ସିଗାରେଟ୍ ଓ କୋଲଡ୍ରିଙ୍କସ୍ ପିଆଇଲେ, ତା ପରେ ବସରୁ ୯୦ ହଜାର ଟଙ୍କା ଲୁଟିନେଲେ ଦୁର୍ବୃତ୍ତ ।
ପୁଷ୍କର ଦୋଷ- ଦିବା ୦୨.୫୦ ଗତେ ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ରାତ୍ରି ୦୪.୧୪ ଗତେ ୨ ପାଦ-ପଶୁ ଓ ବଂଶହାନି-ଅନ୍ନ ଓ ତିଳକାଞ୍ଚନ ଦାନ।
ଦିନସାରା ଜେରା, ରାତି ତମାମ୍ ଜେରା । ୧୮ ଘଣ୍ଟାରୁ ଅଧିକ ସମୟ ଧରି ଗୁଡ଼ାଇ ତୁଡ଼ାଇ ପ୍ରଶ୍ନ । ଭଣ୍ଡାରିପୋଖରୀର ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ପୁଅ ପ୍ରୟାସକାନ୍ତି ସାମଲଙ୍କୁ ରାତିସାରା ଘାଣ୍ଟିଲା ଇଡି । ୧୮ ଘଣ୍ଟାର ଜେରା ପରେ ଭୋର ସାଢ଼େ ୪ଟାରେ ଇଡି କାର୍ଯ୍ୟାଳୟରୁ ବାହାରିଲେ ପ୍ରୟାସକାନ୍ତି ।
ଓଡ଼ିଶାର କୋଣ ଅନୁକୋଣରୁ ଟିକିନିଖି ଖବର ଏବେ ଆପଣଙ୍କ ଟିପ ଆଗରେ ।
ବର୍ଷ ବର୍ଷର ଆଇନର ଲଢେଇ ପରେ ଏବେ ଛାତିଫଟା ଖୁସି ବି ନିଅଣ୍ଟ ପଡୁଛି। ୮ ବର୍ଷରେ ଘଟିଥିବା ଗୋଟି ଗୋଟି କାହାଣୀ କହୁଛନ୍ତି ଜୟପୁରର ନିରଞ୍ଜନ ଦାଶ।
ଯୁଆଡେ ଦେଖିବେ ଖାଲି ବଡ ବଡ କୋଠା। ହେଲେ ନାହିଁ ବର୍ଣ୍ଣ କେୟାର ୟୁନିଟ୍। ଦକ୍ଷିଣ ଓଡ଼ିଶାର ସବୁଠାରୁ ସବୁଠାରୁ ପ୍ରମୁଖ MKCG ମେଡିକାଲରେ ପରିତାପର ବିଷୟ।
ଏଣିକି ଆଉ ବର୍ତ୍ତି ପାରିବେନି ସାଇବର୍ ଠକ। ଲୋକଙ୍କୁ ଭୁଆଁ ବୁଲେଇ କଲ୍, ମେସେଜ୍ କିମ୍ବା ହ୍ବାଟସ୍ ଆପ୍ ମାଧ୍ୟମରେ ଠକୁଥିବା ସାଇବର ଲୁଟେରାଙ୍କୁ ଚେକ୍ ଦେବ ଟେଲିକମ୍ ବିଭାଗ।
ଲୁଟେରାଙ୍କ ଟାର୍ଗେଟରେ ବିବାହ ମଣ୍ଡପ। ରିସେପସନରୁ ଟଙ୍କା, ସୁନା, ଗିଫ୍ଟ ନେଇ ମାରୁଛନ୍ତି ଚମ୍ପଟ।
ନିର୍ବାଚନ ଯେତିକି ପାଖଉଛି, ବିଜେଡି ଟିକେଟ୍ କଳି ସେତିକି ବଢୁଛି। ଶୀର୍ଷ ନେତୃତ୍ୱଙ୍କୁ ଚାଲେଞ୍ଜ ଦେଉଛନ୍ତି ଆଶାୟୀ। ରାଜଧାନୀରେ ତ ଟିକେଟ କଳି ତୀବ୍ର ରୂପ ଧାରଣ କଲାଣି।