Advertisment

ଭୁବନେଶ୍ୱରରୁ ୫୫୦ କୋଭିଡ୍‌-୧୯ ପଜିଟିଭ୍ ଚିହ୍ନଟ

ଭୁବନେଶ୍ୱର: ଦିନକରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୫୫୦ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୪୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୩୦୭ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଏକ ଗଣମାଧ୍ୟମ ସଂସ୍ଥାରୁ ୩୧ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ ରବୀନ୍ଦ୍ରମଣ୍ଡପ ନିକଟ ଏକ ବ୍ୟାଙ୍କରୁ ୧୮ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମାର […]

ଭୁବନେଶ୍ୱରରୁ ୫୫୦ କୋଭିଡ୍‌-୧୯ ପଜିଟିଭ୍ ଚିହ୍ନଟ

bhubaneswar-coronavirus

Advertisment

ଭୁବନେଶ୍ୱର: ଦିନକରେ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ୫୫୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ୫୫୦ ଆକ୍ରାନ୍ତଙ୍କ ମଧ୍ୟରୁ କ୍ୱାରେଣ୍ଟିନରୁ ୨୪୩ ଜଣ ଚିହ୍ନଟ ହୋଇଥିବା ବେଳେ ଲୋକାଲ କେସ୍ ୩୦୭ ରହିଛି। ଏନେଇ ବିଏମ୍‌ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।

Advertisment

ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ଏକ ଗଣମାଧ୍ୟମ ସଂସ୍ଥାରୁ ୩୧ ଜଣ ପଜିଟିଭ ଚିହ୍ନଟ ହୋଇଥିବା ବେଳେ
ରବୀନ୍ଦ୍ରମଣ୍ଡପ ନିକଟ ଏକ ବ୍ୟାଙ୍କରୁ ୧୮ ଜଣ କର୍ମଚାରୀ ପଜିଟିଭ ଚିହ୍ନଟ ହୋଇଛନ୍ତି। ସେହିପରି ଡୁମୁଡୁମାର ଫେଜ୍-୧ ଅଞ୍ଚଳରୁ ୧୩ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ୟୁନିଟ-୨ ଓ ୩ରୁ ୯ ଜଣ, ୟୁନିଟ-୯ ଅଞ୍ଚଳରୁ ୭, ରସୁଲଗଡ଼ରୁ ୬ ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ